ବାସ୍ତବ ବ୍ୟୁରୋ: ଆଜି ମେଡିସିନ ରେ ନୋବେଲ ପୁରସ୍କାର ପାଇଁ ତିନି ଜଣ ଡାକ୍ତରଙ୍କୁ ମିଳିତ ଭାବରେ ଏହି ସମ୍ମାନ ପ୍ରଦାନ କରାଯାଇଛି। ଆମେରିକାର ସିଆଟଲ ସହରରେ ରହୁଥିବା ମ୍ୟାରୀ ଇ. ବ୍ରୁଙ୍କୋ, ସାନ ଫ୍ରାନ୍ସିସ୍କୋର ଫ୍ରେଡ୍ ରାମସଡେଲ୍ ଏବଂ ଜାପାନର ଶିମୋନ୍ ସାକାଗୁଚିଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ବ୍ରୁଙ୍କୋ ଇନଷ୍ଟିଚ୍ୟୁଟ୍ ଅଫ୍ ସିଷ୍ଟମ୍ସ ବାୟୋଲୋଜିରେ କାମ କରୁଥିବା ବେଳେ ରାମସଡେଲ୍, ସୋନୋମା ବାୟୋଥେରାପିଉଟିକ୍ସ ସହିତ ଏବଂ ସାକାଗୁଚି ଜାପାନର […]
ଦେଶ ଓ ବିଦେଶ
ବାଙ୍ଗାଲୋର(ନି.ପ୍ର)୦୩/୧୦: ବାଙ୍ଗାଲୋର ୟଲଙ୍କା- ଚୋଖନହଲ୍ଲି ଅଞ୍ଚଳ ରେ ଥିବା ପ୍ରୋଭିଡେଣ୍ଟ ହାରମୋନି ଠାରେ ରାମଲୀଳା ମହୋତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ଅଣ କୁଶଳୀ କଳାକାର ମାନେ ଗତ ତିନି ମାସ ହେବ ବିଭିନ୍ନ ଭୂମିକା ରେ ଅଭିନୟ ଶିକ୍ଷା କରି ରାମ ଚନ୍ଦ୍ରଙ୍କ ଜନ୍ମୋତ୍ସବ ଠାରୁ ବନ ବାସ,ଭରତଙ୍କ ରାଜ୍ୟାଭିଷେକ, ଶ୍ରୀରାମ ଙ୍କ କଠଉକୁ ଭରତ ମୁଣ୍ଡ ରେ ବୋହି ସିଂହାସନରେ ଅଭିଷିକ୍ତ କରାଇବା,ରାବଣ ସୀତାଙ୍କୁ ହରଣ କରିବା,ରାମ […]
ବରଗଡ଼୨୪/୦୯(ନବୀନ କୁମାର ଦାଶ): ପଶ୍ଚିମ ଓଡ଼ିଶା ର ଗଣପର୍ବ “ନୂଆଁଖାଇ”, ସୁଦୁର ପୁନେ ସହରରେ ଭେଟ୍-ଘାଟ୍ କଲ୍ଚରାଲ୍ ଆସୋସିଏସନ୍ ଦ୍ୱାରା ମହା ଆଡମ୍ବର ର ସହିତ ଆୟୋ ଜନ କରାଯାଇଥିଲା। ଏହି ନୂଆଁ ଖାଇ ଭେଟ୍ ଘାଟ୍ କାର୍ଯ୍ୟକ୍ରମ ରେ ୬୦୦ ରୁ ଅଧିକ ଲୋକ ଯୋଗ ଦେଇଥିଲେ।ଏଇ ବର୍ଷ ନୂଆଁଖାଇ ଭେଟ୍-ଘାଟ୍ ମହାରାଷ୍ଟ୍ରର ପୁନେ ସ୍ତିତ ଅଂକୁଶରାଓ ଲାଂଡ଼ଗେ ନାଟ୍ୟଗୃହ,ଭୋଶରୀ ଠାରେ ଅନୁଷ୍ଠିତ ହୋଇଥିଲା।ମହାରାଷ୍ଟ୍ର ପୁନେ ର ପ୍ରବାସୀ […]
ବାସ୍ତବ ବ୍ୟୁରୋ: ଆସାମ ଏକ ୫.୮ ତୀବ୍ରତାର ଭୂମିକମ୍ପ ହୋଇଛି । ଏହି ଭୂମିକମ୍ପର ପ୍ରଭାବ ଉତ୍ତର-ପୂର୍ବର ଆଉ କିଛି ରାଜ୍ୟ ଓ ପଶ୍ଚିମବଙ୍ଗରେ ବି ଅନୁଭୂତ ହୋଇଥିଲା । ସୂଚନା ଅନୁଯାୟୀ, ଅପରାହ୍ଣ ୪ଟା ୪୧ ମିନିଟ ସମୟରେ ଏହି ଭୂମିକମ୍ପ ଆସିଥିଲା । ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ଆସାମର ଅନ୍ୟ ଏକ ଜିଲ୍ଲା ଉଦଲଗୁରିରେ ଭୂପୃଷ୍ଠରୁ ପାଞ୍ଚ କିଲୋମିଟର ଗଭୀରତାରେ ରେକର୍ଡ କରାଯାଇଛି। ଆସାମ ବ୍ୟତୀତ ଭୁଟାନ […]
ବାଙ୍ଗାଲୋର/ବରଗଡ୧୦/୦୯(ନବୀନ କୁମାର ଦାଶ):ପ୍ରବାସୀ ପଶ୍ଚିମ ଓଡ଼ିଶାବାସୀ ବାଙ୍ଗାଲୋର୍ ର ୟଲଙ୍କା,ଚୋଖନହଲ୍ଲି ଅଞ୍ଚଳ ରେ ବାସ କରୁଥିବା ପ୍ରୋଭିଡେଣ୍ଟ ହାରମୋନି କ୍ଲବ ହାଉସ ଠାରେ ଓଡ଼ିଆ ଉତ୍କଳ ସମାଜ ପକ୍ଷରୁ ଗତକାଲି ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ମାଁ ସମଲେଶ୍ଵରୀ ଙ୍କ ଫଟୋଚିତ୍ର ରେ ପୂଜାର୍ଚ୍ଚନା ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରା ଯାଇଥିଲା।କାର୍ଯକ୍ରମ କୁ ସନ୍ତୋଷ କୁମାର ଡନସେନା ଓ ଅକ୍ଷୟ କୁମାର ମିଶ୍ର ଉଦଘାଟନ କରି ଥିବାବେଳେ […]
ବାସ୍ତବ ବ୍ୟୁରୋ: ଏବେ ୟୁପିଆଇ ମଧ୍ୟମରେ ଦୈନିକ ସର୍ବାଧିକ ୧ ଲକ୍ଷ ଟଙ୍କା ପଠା ହୋଇପାରୁଛି । କିନ୍ତୁ ଏବେ ୧୫ ସେପ୍ଟେମ୍ବର, ୨୦୨୫ ଠାରୁ, କିଛି ନିର୍ଦ୍ଦିଷ୍ଟ ନେଣଦେଣ ପାଇଁ ଏହି ସୀମାକୁ ଯଥେଷ୍ଟ ବୃଦ୍ଧି କରାଯାଇଛି। ୟୁପିଆଇ ବ୍ୟବସ୍ଥାର ପରିଚାଳନା କରୁଥିବା ଏନପିସିଆଇ ଏହି ପରିବର୍ତ୍ତନ ଘୋଷଣା କରିଛି । ନୂଆ ନିୟମ ଦ୍ବାରା ଟିକସ ଦେବା, ବୀମା ପ୍ରିମିୟମ ଦେବା, ଋଣ ଇଏମଆଇ ଦେବା, […]
ବାସ୍ତବ ବ୍ୟୁରୋ: ରବିବାର ଅଗଷ୍ଟ ୩୧ ତାରିଖ ବିଳମ୍ବିତ ରାତିରେ ଆଫଗାନିସ୍ତାନରେ ଘଟିଯାଇଥିବା ଧ୍ୱଂସକାରୀ ଭୂକମ୍ପ ଯୋଗୁଁ ଗଲାଣି ୮୦୦ରୁ ଉର୍ଦ୍ଧ୍ବ ଜୀବନ । ପୂର୍ବ ଆଫଗାନିସ୍ତାନରେ ହୋଇଥିବା ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୦ ଥିଲା ବୋଲି କୁହାଯାଉଛି। ତାଲିବାନ ସରକାରଙ୍କ ଜଣେ ମୁଖପାତ୍ରଙ୍କ ଅନୁଯାୟୀ, ଏହି ଶକ୍ତିଶାଳୀ ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୮୦୦ ରୁ ଅଧିକ ହୋଇଛି। ଏହା ବ୍ୟତୀତ ହଜାର ହଜାର ଲୋକ ଆହତ […]
ବରଗଡ୧୮/୦୮(ନବୀନ କୁମାର ଦାଶ):ଗନ୍ଧମାର୍ଦ୍ଦନ ଅଂଚଳ ପରିଦର୍ଶନ କରିବାକୁ ମହାମହିମ ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ କଲେ ସାଂସଦ ପ୍ରଦୀପ ପୁରୋହିତ।ଆଜି ରାଷ୍ଟ୍ରପତି ଭବନରେ ମହାମହିମଙ୍କୁ ଭେଟି ନିମନ୍ତ୍ରଣ କଲେ ପ୍ରଦୀପ ପୁରୋହିତ।ଏହାସହ ପର୍ବତରେ ଥିବା ନୃସିଂହନାଥ ମନ୍ଦିର ଆସିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆମନ୍ତ୍ରଣ କଲେ ବରଗଡ଼ ସାଂସଦ। ସାକ୍ଷାତ ସମୟରେ ଗନ୍ଧମାର୍ଦ୍ଦନକୁ ନେଇ ହୋଇଥିବା ଐତିହାସିକ ଆନ୍ଦୋଳନକୁ ନେଇ ଦ୍ରୌପଦୀ ମୁର୍ମୁଙ୍କ ସହ ଆଲୋ ଚନା କରିଥିଲେ।ଦେଶ ସ୍ୱାଧୀନ ହେବା ପରେ […]
ବାସ୍ତବବ୍ୟୁରୋ(ଚଣ୍ଡିଗଡ଼)୦୮/୦୮: ଆଉ କାମ ଦେବନି ଆୟୁଷ୍ମାନ କାର୍ଡ,କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ।ଆୟୁଷ୍ମାନ କାର୍ଡ ଯୋଜନା ସମ୍ପର୍କରେ ହରିୟାଣା ଇଣ୍ଡିଆନ ମେଡିକାଲ ଆସୋସିଏଶନ(IMA) ଏକ ବଡ଼ ନିଷ୍ପତ୍ତି ନେଇଛି ହସ୍ପିଟାଲଗୁଡ଼ିକର ବକେୟା ବିଲ ଯୋଗୁ ଏହି ନିଷ୍ପତ୍ତି ନିଆଯାଇଛି। କୌଣସି ହସ୍ପିଟାଲଗୁଡ଼ିକ ଆଉ ହରିୟାଣାରେ ଆୟୁଷ୍ମାନ କାର୍ଡ ଧାରକଙ୍କୁ ଚିକିତ୍ସା କରିବେ ନାହିଁ। ଇଣ୍ଡିଆନ ମେଡିକାଲ ଆସୋସିଏଶନର ହରିୟାଣା ୟୁନିଟ ବୁଧବାର ରାତି ୧୨ଟାରୁ ଆୟୁଷ୍ମାନ କାର୍ଡଧାରୀଙ୍କ ଚିକିତ୍ସା ପାଇଁ ହୋଇଥିବା […]
ବରଗଡ୩୧/୦୭(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲାରେ ସ୍ଥାପନ ହେଉ କୃଷି ବିଶ୍ୱବିଦ୍ୟାଳୟ।ଏନେଇ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜସିଂ ଚୌହାନ ଙ୍କୁ ବରଗଡ଼ ସାଂସଦ ଅନୁରୋଧ କରିଛନ୍ତି।ଏହି ପ୍ରସ୍ତାବ ଉପରେ ଗମ୍ଭୀରତା ସହ ବିଚାର କରିବାକୁ କହିଛନ୍ତି ପ୍ରଦୀପ ପୁରୋହିତ। ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ଆବଶ୍ୟକ ସର୍ବେକ୍ଷଣ ଏବଂ ରାଜ୍ୟ ସରକାରଙ୍କ ସହ ସମନ୍ୱୟ ରଖି ବରଗଡ଼ରେ ଏକ ସ୍ୱତନ୍ତ୍ର କୃଷି ବିଦ୍ୟାଳୟ ସ୍ଥାପନା ପାଇଁ ଆବଶ୍ୟକ […]


