ବାସ୍ତବ ବ୍ୟୁରୋ: ପରଲୋକରେ ବରିଷ୍ଠ ରାଜନେତା ତଥା ସିପିଆଇଏମ୍ ମହାସଚିବ ସୀତାରାମ ୟେଚୁରୀ । ଆଜି ଦିଲ୍ଲୀ ଏମ୍ସରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ଶ୍ୱାସନଳୀ ସଂକ୍ରମଣ ଯୋଗୁ ସେ ଅଗଷ୍ଟ ୧୯ରୁ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ । ସେଠାରେ ଡାକ୍ତରଙ୍କ ସବୁ ପ୍ରକାରର ଉଦ୍ୟମ ସତ୍ତ୍ୱେ ଆଜି ସୀତାରାମ ୟେଚୁରୀ ଆଖି ବୁଜିଛନ୍ତି । ୟେଚୁରୀ […]
ଦେଶ ଓ ବିଦେଶ
ନୂଆଦିଲ୍ଲୀ: ବିଶ୍ବର ବଡ଼ ମୋବାଇଲ ନିର୍ମାତା ଆପଲ ଭାରତରେ କ୍ରମାଗତ ଭାବେ ଏହାର ବ୍ୟବସାୟ ଅଭିବୃଦ୍ଧି ଉପରେ ଗୁରୁତ୍ବ ଦେଉଛି। ଚୀନ ଉପରେ ଏହାର ନିର୍ଭରତା କମ୍ କରିବା ପାଇଁ କମ୍ପାନୀ ଭାରତ ଉପରେ ଗୁରୁତ୍ବ ଦେଉଛି। ଏହି କାରଣରୁ ଏବେ ଭାରତରେ ବହୁ ମାତ୍ରାରେ ଚାକିରି ସୁଯୋଗ ସୃଷ୍ଟି ହେବା ନେଇ ଅନୁମାନ କରାଯାଉଛି। ଯାହା ଚୀନ୍ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଏହି ଖବର ଚୀନ୍କୁ […]
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହା,ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ର ନୂତନ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ସୁଚନା ଅନୁଯାଇ ଶେଷ ଦିନରେ ନାମାଙ୍କନ ଦାଖଲ କରିବା ପରେ ଜୟ ଶାହା ସର୍ବକନିଷ୍ଠ ବ୍ୟକ୍ତି ଭାବେ ଆଇସିସିର ଶୀର୍ଷ ପଦ ପାଇଁ ନିଯୁକ୍ତ ହୋଇଥିଲେ। ସେ ଗ୍ରେଗ ବାରକଲେଙ୍କ ସ୍ଥାନ ନେବେ, ଯିଏକି ୨୦୨୦ ରେ ଏହି ପଦବୀରେ ନିଯୁକ୍ତ ହୋଇଥିଲେ। ଡିସେମ୍ବର […]
ବାସ୍ତବ ବ୍ୟୁରୋ: ସୁପ୍ରିମକୋର୍ଟର ସାମ୍ବିଧାନିକ ବେଞ୍ଚ ଅଗଷ୍ଟ ୧ ରେ ସଂରକ୍ଷଣ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିଲା। ଯେଉଁଥିରେ ସମସ୍ତ ରାଜ୍ୟକୁ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି (ଏସସି / ଏସଟି) ରେ ଉପ ବର୍ଗ ସୃଷ୍ଟି କରିବାକୁ ଅନୁମତି ଦିଆଯାଇଥିଲା। ଅଦାଲତ କହିଥିଲେ ଯେ ସଂରକ୍ଷଣର ଲାଭ ପ୍ରଥମେ ଯେଉଁମାନେ ଆବଶ୍ୟକ କରନ୍ତି ସେମାନଙ୍କୁ ଦିଆଯିବା ଉଚିତ୍। ଯାହା ପରେ ଏହି ନିଷ୍ପତ୍ତିକୁ ବିରୋଧ କରୁଛି […]
ବାସ୍ତବ ବ୍ୟୁରୋ: ଆଜି (ସୋମବାର ) ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନଆଇଆରଏଫ) ୨୦୨୪ ଘୋଷଣା କରାଯାଇଛି । ଇଣ୍ଡିଆ ମଣ୍ଡପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଘୋଷଣା କରିଛନ୍ତି। ଏନଆଇଆରଏଫ ରାଙ୍କିଙ୍ଗର ଏହା ହେଉଛି ୯ମ ସଂସ୍କରଣ । ଆଇଆଇଟି ମାଡ୍ରାସ କ୍ରମାଗତ ଷଷ୍ଠ ବର୍ଷ ପାଇଁ ସାମଗ୍ରିକ ଏନଆଇଆରଏଫ ମାନ୍ୟତାରେ ଶୀର୍ଷରେ ରହିଛି। ଓଭରଅଲ କ୍ୟାଟାଗୋରୀ ଓ ଇଞ୍ଜିନିୟରିଂ ବର୍ଗରେ ଆଇଆଇଟି ମାଡ୍ରାସ ୧ନଂରେ […]
ନୂଆଦିଲ୍ଲୀ: ୧୬ ମାସ ପରେ ଜେଲରୁ ବାହାରିଲେ ଅବକାରୀ ନୀତି ମାମଲାରେ ଗିରଫ ହୋଇଥିବା ଆପ୍ ନେତା ମନିଷ୍ ସିଶୋଦିଆ।ସୁପ୍ରିମକୋର୍ଟ ମନୀଷ ସିସୋଦିଆଙ୍କୁ ଜାମିନ ପ୍ରଦାନ କରିଛନ୍ତି। କୋର୍ଟ ସର୍ତ୍ତ ଅନୁଯାଇ ତାଙ୍କ ପାସପୋର୍ଟ ସମର୍ପଣ କରିବାକୁ ଏବଂ ସାକ୍ଷୀମାନଙ୍କୁ ପ୍ରଭାବିତ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯେତେବେଳେ ସୁପ୍ରିମକୋର୍ଟ ମନୀଷ ସିସୋଦିଆଙ୍କୁ ଜାମିନ ପ୍ରଦାନ କରିଥିଲେ, ସେତେବେଳେ ଇଡି ଓକିଲ ଦାବି କରିଥିଲେ ଯେ, ପୂର୍ବତନ ମନ୍ତ୍ରୀଙ୍କୁ ଦିଲ୍ଲୀ […]
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ନିଟ୍- ୟୁଜି ଉପରେ ସୁପ୍ରିମକୋର୍ଟଙ୍କ ବିସ୍ତୃତ ନିଷ୍ପତ୍ତିରେ ଖୁସି ବ୍ୟକ୍ତ କରିଛନ୍ତି, ଏବଂ ଏହା ସତ୍ୟର ବିଜୟ ବୋଲି କହିଛନ୍ତି।ସେ କହିଛନ୍ତି ଯେ ପରୀକ୍ଷା ତୃଟିମୁକ୍ତ ଏବଂ ସ୍ୱଚ୍ଛ ଭାବରେ କରିବାକୁ ସରକାର ପ୍ରତିବଦ୍ଧ। ଏ ବାବଦରେ କୋର୍ଟ ଯାହା ନିର୍ଦ୍ଦେଶ ଦେଇଛନ୍ତି, ସେ ତାହାକୁ ଅକ୍ଷରେ ଅକ୍ଷରେ ଅନୁସରଣ କରିବେ। ପରୀକ୍ଷାରେ ଅନିୟମିତତାକୁ ରୋକିବା ଏବଂ NTA […]
ବାସ୍ତବ ବ୍ୟୁରୋ: କୁଡୁମୀ ନେତ୍ରୀ ମମତା ମହାନ୍ତ ଗତକାଲି ବିଜେଡି ଓ ରାଜ୍ୟସଭା ସଦସ୍ୟତା ପଦରୁ ଦେଇଥିଲେ ଇସ୍ତଫା ଆଉ ଆଜି ବିଜେପିରେ ଯୋଗଦେଇଛନ୍ତି। ନୂଆଦିଲ୍ଲୀ ସ୍ଥିତି ମୁଖ୍ୟାଳୟରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମଲ୍ ହୋଇଛନ୍ତି। ବିଜେପି ସାଧାରଣ ସଂପାଦକ ଅରୁଣ ସିଂହ ଓ ପ୍ରଭାରୀ ବିଜୟପାଲ୍ ସିଂ ତୋମାର ପୁଷ୍ପଗୁଚ୍ଛ ଦେଇ ଶ୍ରୀମତୀ ମହାନ୍ତଙ୍କୁ ସ୍ୱାଗତ କରିଛନ୍ତି। ବିଜେପିରେ ଯୋଗଦେବା ପରେ ମମତା ମହାନ୍ତ କହିଛନ୍ତି, “ଲୋକମାନେ ମୋର ସଂପତ୍ତି। ଲୋକଙ୍କ ସେବା […]
ନୂଆଦିଲ୍ଲୀ: କେରଳରେ ଭୟଙ୍କର ଭୂସ୍ଖଳନରେ ଦୁଇ ଓଡ଼ିଆ ଡାକ୍ତର ନିଖୋଜ।ଏହି ନିଖୋଜ ଡାକ୍ତର ହେଲେ ଚୌଦ୍ୱାର ଅଞ୍ଚଳର ଡାକ୍ତର ବିଷ୍ଣୁ ପ୍ରସାଦ ଚିନରା ଓ ଡାକ୍ତର ସ୍ୱାଧୀନ ପଣ୍ଡା। ଉଭୟ ଭୂସ୍ଖଳନରେ ନିଖୋଜ ଥିବା ଖବର ପାଇବା ପରେ ଚିନ୍ତାରେ ପରିବାର। କଟକ ଜିଲ୍ଲା ଚୌଦ୍ୱାର ହାଉସିଂ ବୋର୍ଡର ବାସିନ୍ଦା ତଥା ହାଇଟେକ୍ ମେଡିକାଲର ମେଡିସିନ ଡାକ୍ତର ବିଷ୍ଣୁ ଓ ତାଙ୍କ ପତ୍ନୀ ୱାୟନାଡରେ ଥିଲେ। ତେବେ ବିଳମ୍ବିତ ରାତିରେ […]
ନୂଆଦିଲ୍ଲୀ -ୟୁଜି ପ୍ରଶ୍ନପତ୍ର ଲିକ୍ ମାମଲାରେ ବଡ ଆଦେଶ ଦେଇଛନ୍ତି ସୁପ୍ରିମ୍କୋର୍ଟ ।ସୁପ୍ରିମ୍କୋର୍ଟ କହିଛନ୍ତି ଯେ ଏହି ପରୀକ୍ଷା ପୁନଃ ଆୟୋଜିତ ହେବ ନାହିଁ, କାରଣ, ପରୀକ୍ଷାରେ ବଡ଼ ଅନିୟମିତତା ପ୍ରମାଣିତ ହୋଇପାରି ନାହିଁ । ପରୀକ୍ଷାରେ ନିୟମ ଉଲ୍ଲଂଘନ ଦର୍ଶାଇବା ନେଇ କୌଣସି ପର୍ଯ୍ୟାପ୍ତ ପ୍ରମାଣ ମିଳିନାହିଁ ।ସର୍ବୋଚ୍ଚ ଅଦାଲତ କହିଛନ୍ତି, ଆଉଥରେ ପରୀକ୍ଷା କରାଇବା ଠିକ୍ ହେବ ନାହିଁ ଏବଂ ଏହା ୨୪ ଲକ୍ଷ ଛାତ୍ରଛାତ୍ରୀଙ୍କ ଭବିଷ୍ୟତର […]


