ଆଜି ରାଜ୍ୟରେ ୩୦ଟି ଜିଲ୍ଲାରୁ ୪୧୯୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ଫଳରେ ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୧ ଲକ୍ଷ ୫୫ହଜାର ୫କୁ ବୃଦ୍ଧି ପାଇଛି । ଏବେ ମୋଟ୍ ୧୧୮୬୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୬୭୩ ରହିଛି। ଆଜି ରାଜ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ […]
ଦେଶ ଓ ବିଦେଶ
ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୧୩ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ସେପ୍ଟେମ୍ବର ୧୪ରୁ ୨୪ ତାରିଖ ମଧ୍ୟରେ ମାଟ୍ରିକ୍ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟର ସପ୍ଲିମେଣ୍ଟାରି ପରୀକ୍ଷା ଅନୁଷ୍ଠିତ ହେବ । ଆଜିଠାରୁ ଚାଲିବ ଭୁବନେଶ୍ୱର-ଦୁର୍ଗ ସ୍ୱତନ୍ତ୍ର ଟ୍ରେନ, ନିଟ ପରୀକ୍ଷା […]
ଆସନ୍ତା ୧୩ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତା ୧୧ ତାରିଖରେ ରାଷ୍ଟ୍ରୀୟ ଶିକ୍ଷାନୀତି ଉପରେ ଦେଶବ୍ୟାପୀ ଜାଗରଣ ଅଭିଯାନ ଉଦ୍ଘାଟିତ ହେବ। ୟୁଜି ଶେଷ ସେମିଷ୍ଟର ପରୀକ୍ଷା ପାଇଁ ଉତ୍କଳ ବିଶ୍ବବିଦ୍ୟାଳୟର ବିଜ୍ଞପ୍ତି : ୨୨ରୁ ପ୍ରାକ୍ଟିକାଲ, ୨୯ରୁ ଥିଓରି ପରୀକ୍ଷା । ୧୨ ତାରିଖରୁ ଓଡ଼ିଶାରୁ ଚାଲିବ ୩ଟି ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍ । ସେପ୍ଟେମ୍ବର ୩୦ ପୂର୍ବରୁ ବିଧାନସଭା ଅଧିବେଶନ: ରହିବନି […]
ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟ କୁଳପତି ଚୟନ ପାଇଁ ପୁଣି ଥରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଅକ୍ଟୋବର ୩ ପର୍ଯ୍ୟନ୍ତ ଆବେଦନ କରିପାରିବେ ଆଶାୟୀ । ଯୁକ୍ତ୩ ନାମଲେଖା ପ୍ରକ୍ରିୟା ଆରମ୍ଭ: ଏଥର କେବଳ ଅନ୍ଲାଇନ୍ରେ ଆବେଦନ ଓ ନାମଲେଖା ପ୍ରକ୍ରିୟା ଅନୁଷ୍ଠିତ। ସେପ୍ଟେମ୍ବର ୨୨ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ‘ଓଡ଼ିଶାରୁ ପୁଣି ଚାଲୁ ହେଉ ଶ୍ରମିକ ସ୍ପେଶାଲ୍ ଟ୍ରେନ୍’: ରେଳମନ୍ତ୍ରୀଙ୍କୁ ପତ୍ର […]
ଆଜିର ରାଜ୍ୟରେ ୩୦ଟି ଜିଲ୍ଲାରୁ ୩୫୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୦୨୨୧ରେ ପହଞ୍ଚିଛି । ଏଥିମଧ୍ୟରୁ ୨୯୨୯୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୦୩୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ରାଜ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା […]
ଆଜିର ରାଜ୍ୟରେ ୩୬୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୬୬୭୮ ରେ ପହଞ୍ଚିଛି । ଏଥିମଧ୍ୟରୁ ୨୮୭୪୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୭୩୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୫୩୧ରେ ପହଞ୍ଚିଲା ମୋଟ ମୃତ୍ୟୁ ସଂଖ୍ୟା । ବନ୍ଦ ହେଲା ହୀରାକୁଦର ଆଉ ୩ଟି ଗେଟ୍, […]
ଏବେ ଯାତ୍ରୀବାହୀ ବସ୍ ଚଳାଚଳ ସ୍ବାଭାବିକ ହେବ:ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । ହ୍ରାସ ପାଉଛି ହୀରାକୁଦ ଜଳସ୍ତର । ଡ୍ୟାମକୁ ଏବେ ୩ ଲକ୍ଷ ୨୧ ହଜାର ୮୫୯ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ଏଥିରୁ ୪ ଲକ୍ଷ ୪ ହଜାର ୪୫୦ କ୍ୟୁସେକ ଜଳ ନିଷ୍କାସନ କରାଯାଇଛି । ଆଜି ଗୋଟିଏ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ କୃଷି, ଐତିହ୍ୟ […]
ଆଜି ୩୦ଟି ଜିଲ୍ଲାରୁ ରାଜ୍ୟରେ ୩୦୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ୍ ୭୭୨୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୭୯୧ ରହିଛି । ରାଜ୍ୟରେ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି । ସବୁ ଶନିବାର ସରକାରୀ ଅଫିସ୍ ଛୁଟି, […]
ବାସ୍ତବ ବ୍ୟୁରୋ–ଆଜି ସନ୍ଧ୍ୟାରେ ଭାରତର ପୂର୍ବତନ ରାଷ୍ଟ୍ରପତି ତଥା ଭାରତୀୟ ରାଜନୀତିର ଅଗ୍ରଣୀ ପ୍ରଣବ ମୁଖାର୍ଜୀ ୮୪ ବର୍ଷ ବୟସ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ଅନେକ ଦିନ ଧରି ଭେଣ୍ଟିଲେଟରରେ ଥିଲେ। ତାଙ୍କର ପୁତ୍ର ଅଭିଜିତ୍ ମୁଖାର୍ଜ୍ଜୀ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ତାଙ୍କ ଦେହାନ୍ତରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି । ସୂଚନାମୁତାବକ,ଅଗଷ୍ଟ ୧୦ ତାରିଖ ଦିନ ଶ୍ରୀ ମୁଖାର୍ଜୀ […]
ଆସନ୍ତାକାଲିଠାରୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଭାରତ ବାୟୋଟେକ୍ ଓ କାଉନସିଲ ଫର ମେଡିକାଲ ରିସର୍ଚ (ଆଇସିଏମ୍ଆର)ର ମିଳିତ ସହଯୋଗରେ କୋଭିଡ୍-୧୯ ପାଇଁ ପ୍ରସ୍ତୁତ ହେଉଥିବା କୋଭିକ୍ସିନ୍ ଟିକାର ଖୁବଶୀଘ୍ର ଦ୍ବିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଆରମ୍ଭ ହେବ ସମ୍ରେ । ହୀରାକୁଦକୁ ପ୍ରବେଶ କରୁଥିବା ଜଳ ପରିମାଣ କମିଛି । ୩୬ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସିତ । […]


