ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା । ଲଘୁଚାପ ଜନିତ ବର୍ଷା ଯୋଗୁଁ ବିପଦ ସଂକେତ ଟପିଲା ଜଳକା ନଦୀ । କ୍ଷୁଦ୍ର ଚଳଚ୍ଚିତ୍ର ‘ଅଭିଳାଷ’ ଆନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ପାଇଁ ମନୋନୀତ । ଅଭିନେତା ସବ୍ୟସାଚୀ ମିଶ୍ର ପାଇବେ ମହାତ୍ମା ଗାନ୍ଧୀ ସେବା ସମ୍ମାନ । ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳବିବାଦ ମାମଲା, ଆଜି ଟ୍ରିବ୍ୟୁନାଲରେ ଶୁଣାଣି । ୨ କୋଟି ଯାଏଁ ରୁଣ ଉପରେ […]
ଦେଶ ଓ ବିଦେଶ
ଆଜି ହେଉଛି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ । ଆଜି ରାଜ୍ୟ ରେ ୩0ଟି ଜିଲାରୁ ୩୬୦୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୬୩୩୪ରେ ପହଞ୍ଚିଛି । ଏଥିମଧ୍ୟରୁ ୩୫୩୨୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୯୦୦୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ ଆଉ ୧୬ […]
ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ୪୩୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୬୮୮୮ରେ ପହଞ୍ଚିଛି । ଏଥିମଧ୍ୟରୁ ୩୮୮୧୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୫୭୨୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ରାଜ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୫୨କୁ ବୃଦ୍ଧି […]
ଅକ୍ଟୋବର ୧୨ରୁ ୧୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନୁଷ୍ଠିତ ହେବ। ଲଘୁଚାପ ଯୋଗୁଁ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ସାରାରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୩,୦୮,୦୧୪ରେ ପହଞ୍ଚିଛି । ଏହା ମଧ୍ୟରୁ ୧୦୧୩୯୬୪ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୮୫,୬୧୯ ରହିଛି । ତେବେ ମୋଟ ଆରୋଗ୍ୟ ସଂଖ୍ୟା ୪୨,୦୮୪,୩୧ ରେ ପହଞ୍ଚିଛି । ଆଜିଠାରୁ ଆରମ୍ଭ […]
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ଯୋଗୁଁ ଆସନ୍ତା ୨୦ରୁ ୨୨ତାରିଖ, ୩ ଦିନ ଧରି ରାଜ୍ୟବ୍ୟାପୀ ଭଲ ବର୍ଷା ହେବ: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା। ଯୁକ୍ତ୨ ନାମଲେଖା : ଆଜି ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନାମଲେଖା ପାଇଁ ଆଜି ପୂର୍ବାହ୍ନ ୧୧ଟାରେ ସାମ୍ ସ ୱେବସାଇଟ୍ ରେ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ତଥା କଟ୍ ଅଫ୍ ମାର୍କ ପ୍ରକାଶ […]
ଆଜି ପୂର୍ବାହ୍ନ ୧୧ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି) ସ୍ନାତକ(ୟୁଜି)ପାଠ୍ୟକ୍ରମରେ ନାମଲେଖା ପାଇଁ ଅକ୍ଟୋବର ୧୧ରେ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଆସନ୍ତା ୧୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ଯାହା ୧୯ ତାରିଖରେ ଲଘୁଚାପରେ ପରିଣତ ହେବ । ଫଳରେ ଉତ୍ତର ଓଡ଼ିଶାରେ ଦୁଇରୁ […]
ଆଜି ରାଜ୍ୟରେ ୩୦ଟି ଜିଲ୍ଲାରୁ ୪୧୯୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ଫଳରେ ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୧ ଲକ୍ଷ ୫୫ହଜାର ୫କୁ ବୃଦ୍ଧି ପାଇଛି । ଏବେ ମୋଟ୍ ୧୧୮୬୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୬୭୩ ରହିଛି। ଆଜି ରାଜ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ […]
ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୧୩ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ସେପ୍ଟେମ୍ବର ୧୪ରୁ ୨୪ ତାରିଖ ମଧ୍ୟରେ ମାଟ୍ରିକ୍ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟର ସପ୍ଲିମେଣ୍ଟାରି ପରୀକ୍ଷା ଅନୁଷ୍ଠିତ ହେବ । ଆଜିଠାରୁ ଚାଲିବ ଭୁବନେଶ୍ୱର-ଦୁର୍ଗ ସ୍ୱତନ୍ତ୍ର ଟ୍ରେନ, ନିଟ ପରୀକ୍ଷା […]
ଆସନ୍ତା ୧୩ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତା ୧୧ ତାରିଖରେ ରାଷ୍ଟ୍ରୀୟ ଶିକ୍ଷାନୀତି ଉପରେ ଦେଶବ୍ୟାପୀ ଜାଗରଣ ଅଭିଯାନ ଉଦ୍ଘାଟିତ ହେବ। ୟୁଜି ଶେଷ ସେମିଷ୍ଟର ପରୀକ୍ଷା ପାଇଁ ଉତ୍କଳ ବିଶ୍ବବିଦ୍ୟାଳୟର ବିଜ୍ଞପ୍ତି : ୨୨ରୁ ପ୍ରାକ୍ଟିକାଲ, ୨୯ରୁ ଥିଓରି ପରୀକ୍ଷା । ୧୨ ତାରିଖରୁ ଓଡ଼ିଶାରୁ ଚାଲିବ ୩ଟି ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍ । ସେପ୍ଟେମ୍ବର ୩୦ ପୂର୍ବରୁ ବିଧାନସଭା ଅଧିବେଶନ: ରହିବନି […]
ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟ କୁଳପତି ଚୟନ ପାଇଁ ପୁଣି ଥରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଅକ୍ଟୋବର ୩ ପର୍ଯ୍ୟନ୍ତ ଆବେଦନ କରିପାରିବେ ଆଶାୟୀ । ଯୁକ୍ତ୩ ନାମଲେଖା ପ୍ରକ୍ରିୟା ଆରମ୍ଭ: ଏଥର କେବଳ ଅନ୍ଲାଇନ୍ରେ ଆବେଦନ ଓ ନାମଲେଖା ପ୍ରକ୍ରିୟା ଅନୁଷ୍ଠିତ। ସେପ୍ଟେମ୍ବର ୨୨ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ‘ଓଡ଼ିଶାରୁ ପୁଣି ଚାଲୁ ହେଉ ଶ୍ରମିକ ସ୍ପେଶାଲ୍ ଟ୍ରେନ୍’: ରେଳମନ୍ତ୍ରୀଙ୍କୁ ପତ୍ର […]


