୧-ଆଜି ରାଜ୍ୟରେ ୨୩ଟି ଜିଲ୍ଲାରୁ ୫୪୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୨୮୦କୁ ବୃଦ୍ଧି ପାଇଛି । ୯୨୫୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୯୨୯ ରହିଛି । ୨-ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି । ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୪ରେ ପହଞ୍ଚିଛି । […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ-ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ସୋମବାର ଦାବି କରିଛନ୍ତି ଯେ,ପ୍ରଭୁ ରାମଚନ୍ଦ୍ର ଭାରତର ନୁହେଁ ନେପାଳର,ତାଙ୍କ ଦେଶରେ ଜନ୍ମ ହୋଇଥିଲେ ଏବଂ ଅଯୋଧ୍ୟା ବାସ୍ତବରେ କାଠମାଣ୍ଡୁ ନିକଟରେ ଏକ ଛୋଟ ଗାଁ । ସେ ଭାରତକୁ “ସାଂସ୍କୃତିକ ଅତ୍ୟାଚାର ଏବଂ ଏନକାଉଣ୍ଟର” ବୋଲି ମଧ୍ୟ ଅଭିଯୋଗ କରିଛନ୍ତି । ତାଙ୍କ ବାସଭବନରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଓଲି କହିଛନ୍ତି ଯେ “ଆମେ ତଥାପି ବିଶ୍ୱାସ କରୁ ଯେ […]
୧-ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ନୂତନ ୬୧୬ଜଣ କରୋନା ପିଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ଫଳରେ ରାଜ୍ୟରେ ୧୩,୭୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୭୫୦ଜଣ ରୋଗୀ ସୁସ୍ଥ ହୋଇଛନ୍ତି। ୪୮୯୬ଟି କରୋନା ସକ୍ରିୟ ମାମଲା ରହିଛି। ୨-ରାଜ୍ୟରେ କରୋନାରେ ଆଉ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି। ୩-ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ମ୍ୟୁନିସିପାଲଟି ସମ୍ପୂର୍ଣ୍ଣ ସଟ୍ଡାଉନ୍ […]
ବାସ୍ତବ ବ୍ୟୁରୋ: ସଫଳ ହେଲା ବିଶ୍ୱର ପ୍ରଥମ କରୋନା ଟିକାର ପରୀକ୍ଷା । ‘ଇନ୍ଷ୍ଟିଚ୍ୟୁଟ୍ ଫର୍ ଟ୍ରାନ୍ସ୍ଲେସ୍ନାଲ୍ ମେଡିସିନ୍ ଆଣ୍ଡ୍ ବାୟୋଟେକ୍ନୋଲୋଜି’ର ନିର୍ଦେଶକ ଭାଦିମ ତାରାସୋଭ୍ ‘ସ୍ପୁଟ୍ନିକ୍ ନିଉଜ୍’କୁ କହିଛନ୍ତି କି, ‘ସେଚେନୋଭ୍ ଫାଷ୍ଟ୍ ମସ୍କୋ ଷ୍ଟେଟ୍ ମେଡିକାଲ୍ ୟୁନିଭର୍ସିଟି’ରେ ଭଲ୍ୟୁଣ୍ଟର୍ମାନଙ୍କ ଶରୀରରେ ବିଶ୍ବର ପ୍ରଥମ କରୋନାଭାଇରସ୍ ଟିକାର ସଫଳ ପରୀକ୍ଷା ସମ୍ପୂର୍ଣ୍ଣ ହୋଇଅଛି । ଜୁନ୍ ୧୮ ତାରିଖ ଦିନ, ରୁଷ୍ର ‘ଗାମାଲେଇ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏପିଡେମିଓଲୋଜି ଆଣ୍ଡ୍ […]
୧-ଆଜି ରାଜ୍ୟରେ ୨୧ଟି ଜିଲ୍ଲାରୁ ୫୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୨୧କୁ ବୃଦ୍ଧି ପାଇଛି । ମୋଟ୍ ୮୩୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୭୭ ରହିଛି । ୨-ଆଜି ରାଜ୍ୟରେ କରୋନା ଯୋଗୁ ପୁଣି ୩ ଜଣଙ୍କ ମୃତ୍ୟୁ ହୋଇଛି। କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି ପାଇଛି। ୩- ୧୩ ଓ […]
୧-ଆଜି ରାଜ୍ୟରେ ୧୯ଟି ଜିଲ୍ଲାରୁ ପୁଣି ୫୭୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬କୁ ବୃଦ୍ଧି ପାଇଛି । ମୋଟ୍ ୭୯୭୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୭୫ ରହିଛି । ଅପରପକ୍ଷରେ ଆଉ ୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା […]
୧-ରାଉରକେଲା ମହାନଗରୀକୁ ସପ୍ତାହାନ୍ତ ସଟଡାଉନ ଘୋଷଣା କରାଗଲା । ୨-ଭୁବନେଶ୍ୱର: ରାଜ୍ୟର ସମ୍ବଳ ସ୍ଥିତି ସଙ୍ଗୀନ, ନିଜସ୍ଵ ଟିକସ ଆଦାୟ ୩୭% ହ୍ରାସ। ୩-ଆଜିଠାରୁ ବନ୍ଦ ରହିବ ଭୁବନେଶ୍ୱର ଏମ୍ସର OPD ସେବା। ୪-ଆସନ୍ତା ଦୁଇଦିନ ରାଜ୍ୟର ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ୫-ଆଜି ଅପରାହ୍ଣ ୩ଟାରେ ପ୍ରକାଶ ପାଇବ ଆଇସିଏସଇ ଦଶମ ଏବଂ ଆଇଏସସି ଦ୍ବାଦଶ ପରୀକ୍ଷା […]
ବାସ୍ତବ ବ୍ୟୁରୋ- ଧୀରେ ଧୀରେ ଏଲଏସିରୁ ପଛକୁ ହଟୁଛି ଡ୍ରାଗନ । ଚୀନ୍ ଏବଂ ଭାରତୀୟ ସେନା ଦ୍ୱାରା ଅନେକ ଥର ବୈଠକ ହେବା ପରେ ଏଲଏସି (ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍) ରେ ଦୁଇ ଦେଶ ମଧ୍ୟରେ ଥିବା ସ୍ଥିତି ବଦଳୁଛି । ସୋମବାର ହଟ୍ ସ୍ପ୍ରିଙ୍ଗ୍ସରୁ ଚୀନ୍ ସେନା ହଟାଇବା ପ୍ରକ୍ରିୟା ଆରମ୍ଭ କରିଥିଲା ଗୁରୁବାର ଶେଷ ହୋଇଛି । ସୂଚନାନୁଯାୟୀ, “ଭାରତ-ଚୀନ୍ ବିବାଦ ମଧ୍ୟରେ ଗୁରୁବାର […]
ବାସ୍ତବ ବ୍ୟୁରୋ : ଆହୁରି ୩ମାସ ମିଳିବ ମାଗଣା ଏଲପିଜି ସିଲିଣ୍ଡର । କେବଳ ମାଗଣା ଏଲପିଜି ସିଲିଣ୍ଡର ଯୋଗାଇବା ସମୟ ସୀମାକୁ ନୁହେଁ ବରଂ ଅନ୍ୟ ଦୁଇ ଯୋଜନାର ସମୟ ସୀମା ମଧ୍ୟ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କେନ୍ଦ୍ର କ୍ୟାବିନେଟରେ ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନା ଅଧୀନରେ ମାଗଣା ଏଲପିଜି ସିଲିଣ୍ଡର ଯୋଗାଇବା ସମୟ ସୀମାକୁ […]
୧-ଆଜି ରାଜ୍ୟରେ ୨୬ଟି ଜିଲ୍ଲାରୁ ପୁଣି ୫୨୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି । ୬୭୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮୬୦ ରହିଛି । ୨-କରୋନାରେ ଆଉ ୬ ଜଣଙ୍କ ମୃତ୍ୟୁ ହୋଇଛି । ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି। ୩-ଭୁବନେଶ୍ୱର:ଆରମ୍ଭ ହେଲା ରାଜ୍ୟରେ ଖର୍ଚକାଟ: ବିମାନ […]


