୧-ଆଜି ରାଜ୍ୟରେ ୨୧ଟି ଜିଲ୍ଲାରୁ ୫୭୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୯୭କୁ ବୃଦ୍ଧି ପାଇଛି । ମୋଟ୍ ୬୪୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୫୭ ରହିଛି । ୨-ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୨କୁ ବୃଦ୍ଧି ପାଇଛି । ୩-କୋଭିଡ […]
ଦେଶ ଓ ବିଦେଶ
୧-ଆଜି ରାଜ୍ୟରେ ୨୪ଟି ଜିଲ୍ଲାରୁ ପୁଣି ୪୫୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୨୬କୁ ବୃଦ୍ଧି । ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୪ ରହିଛି । ୨-କରୋନା ନେଲା ଆଉ ୨ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୩୮ ଜଣଙ୍କ ଜୀବନ ଗଲାଣି । ୩-ହୀରାକୁଦ […]
୧- ଆଜି ରାଜ୍ୟର ୨୦ଟି ଜିଲ୍ଲାରୁ ପୁଣି ୪୬୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ସଂଖ୍ୟା ୯୦୭୦ କୁ ବୃଦ୍ଧି । ଏବେ ମୋଟ୍ ୫୯୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୯୦ ରହିଛି । ୨-ଆଜି ରାଜ୍ୟରେ ଆଉ ୨ ଜଣଙ୍କର କରୋନାରେ ଜୀବନ ଯାଇଛି । କରୋନା ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି । ୩-ଆସନ୍ତା ଦୁଇ […]
ବାସ୍ତବ ବ୍ୟୁରୋ- ଭାରତ-ଚୀନ ମଧ୍ୟ ରେ ସୀମା ବିବାଦ ଜାରି ରହିଥିବା ବେଳେ ଭାରତ ନିଜର ଆଭିମୁଖ୍ୟ ସ୍ପଷ୍ଟ କରି କହିଛି ଯେ, “ଗୋଟିଏ ଇଞ୍ଚ ଜାଗା ଭାରତ ଦେବ ନାହିଁ” । ଚୀନ କୁ ମାତ୍ ଦେବା ପାଇଁ ଭାରତ ‘ଡିଜିଟାଲ ଷ୍ଟ୍ରାଇକ୍’ ମଧ୍ୟ କରିଛି । ତେବେ, ଭାରତର ଏହି ପଦକ୍ଷେପ କୁ ଆମେରିକା, ଜାପାନ ସମେତ ଅନେକ ଦେଶ ସମର୍ଥନ କରିଛନ୍ତି । ଭାରତ କୁ […]
୧-ଆଜି ରାଜ୍ୟରେ ୨୩ଟି ଜିଲ୍ଲାରୁ ପୁଣି ୪୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ୍ ୫୭୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୫୩ ରହିଛି । ୨–ଆଜି ମହାପ୍ରଭୁଙ୍କ ନୀଳାଦ୍ରିବିଜେ । ୩-କଟକ ର ମାଳିସାହି ଏବଂ ଭୁବନେଶ୍ୱର ର ନୂଆଗାଁ ହେଲା କଣ୍ଟେନମେଣ୍ଟ ଜୋନ୍ । ୪-ଆସନ୍ତା ୧୧ ତାରିଖ ଯାଏଁ ସଟ୍ ଡାଉନ୍ ହେଲା ବୁର୍ଲା ଭିସୁଟ୍ । […]
ବାସ୍ତବ ବ୍ୟୁରୋ : ଆଜି ସନ୍ଧ୍ୟାରେ କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରଣାଳୟ ତରଫରୁ ଜେଇଇ ଓ ନିଟ୍ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି । ମହାମାରୀ କରୋନାକୁ ଦୃଷ୍ଟିରେ ରଖି ଏହି ପଦକ୍ଷପ ନିଆଯାଇଛି । ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ଏହି ପରୀକ୍ଷା ଦ୍ୱୟ ହେବ ବୋଲି ଘୋଷଣା କରିଛନ୍ତି କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀ ରମେଶ ପୋଖରିୟାଲ । ସୂଚନା ଅନୁଯାୟୀ, ମେଡିକାଲ ପ୍ରବେଶ ପରୀକ୍ଷା ନିଟ୍ ଜୁଲାଇ […]
୧-ଆଜି ରାଜ୍ୟରେ ୧୯ଟି ଜିଲ୍ଲାରୁ ସର୍ବାଧିକ ସଂଖ୍ୟକ ୫୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଇଛନ୍ତି । ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬କୁ ବୃଦ୍ଧି ପାଇଛି । ୫୫୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୬୭ ରହିଛି । ମୃତ୍ୟୁ ସଂଖ୍ୟା ୨୯ରେ ପହଞ୍ଚିଛି । ୨-ଶ୍ରୀକ୍ଷେତ୍ରରେ ଆଜି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଅଧରପଣା ନୀତି । ୩-ଓଡିଶାରେ ପ୍ରଥମ, ସମ୍ […]
୧-ଆଜି ରାଜ୍ୟରେ ୧୯ଟି ଜିଲ୍ଲାରୁ ପୁଣି ୨୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫କୁ ବୃଦ୍ଧି ପାଇଛି । ମୋଟ୍ ୫୩୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୫୭ ରହିଛି । ୨– ଆଜି ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ । ୩-ରାଜ୍ୟରେ ପୁଣି ବଢ଼ିଲା ବସ୍ ଭଡା । ୨ରୁ ୪ ପଇସା ଭଡ଼ା […]
ବାସ୍ତବ ବ୍ୟୁରୋ–ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରି କହିଛନ୍ତି, ଆଜି ମଧ୍ୟରାତ୍ର ଠାରୁ ଆମେ ଅନଲକ-୨ରେ ପ୍ରବେଶ କରିବାକୁ ଯାଉଛେ । ଦେଶରେ କରୋନା ପ୍ରଭାବ ଦିନ କୁ ଦିନ ବଢ଼ି ଚାଲି ଥିବାରୁ ଆହୁରି ସତର୍କ ରହିବାକୁ ହେବ । ଏହା ସହ ଲକଡାଉନ ସମୟରେ କେନ୍ଦ୍ର ସରକାରଙ୍କ ତରଫ ରୁ ଦେଶର ଗରିବଙ୍କ ପାଇଁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅଧୀନରେ ଗ୍ରହଣ କରିଥିବା ବିଭିନ୍ନ କାର୍ଯ୍ୟକ୍ରମ […]
୧-ଆଜି ରାଜ୍ୟରେ ୨୨ଟି ଜିଲ୍ଲାରୁ ପୁଣି ୨୦୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୬୫କୁ ବୃଦ୍ଧି । ୪୯୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୮୭ ରହିଛି । ଏହା ସହ ୨୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ୨-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା […]


