୧-ଆଜି ରାଜ୍ୟରେ ୨୩ଟି ଜିଲ୍ଲାରୁ ପୁଣି ୪୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ୍  ୫୭୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୫୩ ରହିଛି । ୨–ଆଜି ମହାପ୍ରଭୁଙ୍କ ନୀଳାଦ୍ରିବିଜେ । ୩-କଟକ ର ମାଳିସାହି ଏବଂ ଭୁବନେଶ୍ୱର ର ନୂଆଗାଁ ହେଲା କଣ୍ଟେନମେଣ୍ଟ ଜୋନ୍ । ୪-ଆସନ୍ତା ୧୧ ତାରିଖ ଯାଏଁ ସଟ୍ ଡାଉନ୍ ହେଲା ବୁର୍ଲା ଭିସୁଟ୍ । […]

ବାସ୍ତବ ବ୍ୟୁରୋ : ଆଜି ସନ୍ଧ୍ୟାରେ କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରଣାଳୟ ତରଫରୁ ଜେଇଇ ଓ ନିଟ୍ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି । ମହାମାରୀ କରୋନାକୁ ଦୃଷ୍ଟିରେ ରଖି ଏହି ପଦକ୍ଷପ ନିଆଯାଇଛି । ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ଏହି ପରୀକ୍ଷା ଦ୍ୱୟ ହେବ ବୋଲି ଘୋଷଣା କରିଛନ୍ତି କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀ ରମେଶ ପୋଖରିୟାଲ । ସୂଚନା ଅନୁଯାୟୀ, ମେଡିକାଲ ପ୍ରବେଶ ପରୀକ୍ଷା ନିଟ୍‌ ଜୁଲାଇ […]

୧-ଆଜି ରାଜ୍ୟରେ ୧୯ଟି ଜିଲ୍ଲାରୁ ସର୍ବାଧିକ ସଂଖ୍ୟକ ୫୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହେଇଛନ୍ତି । ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬କୁ ବୃଦ୍ଧି ପାଇଛି । ୫୫୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୬୭ ରହିଛି । ମୃତ୍ୟୁ ସଂଖ୍ୟା ୨୯ରେ ପହଞ୍ଚିଛି । ୨-ଶ୍ରୀକ୍ଷେତ୍ରରେ ଆଜି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଅଧରପଣା ନୀତି । ୩-ଓଡିଶାରେ ପ୍ରଥମ, ସମ୍ […]

୧-ଆଜି ରାଜ୍ୟରେ ୧୯ଟି ଜିଲ୍ଲାରୁ ପୁଣି ୨୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫କୁ ବୃଦ୍ଧି ପାଇଛି । ମୋଟ୍ ୫୩୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୫୭ ରହିଛି । ୨– ଆଜି ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ । ୩-ରାଜ୍ୟରେ ପୁଣି ବଢ଼ିଲା ବସ୍‌ ଭଡା । ୨ରୁ ୪ ପଇସା ଭଡ଼ା […]

ବାସ୍ତବ ବ୍ୟୁରୋ–ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରି କହିଛନ୍ତି, ଆଜି ମଧ୍ୟରାତ୍ର ଠାରୁ ଆମେ ଅନଲକ-୨ରେ ପ୍ରବେଶ କରିବାକୁ ଯାଉଛେ । ଦେଶରେ କରୋନା ପ୍ରଭାବ ଦିନ କୁ ଦିନ ବଢ଼ି ଚାଲି ଥିବାରୁ ଆହୁରି ସତର୍କ ରହିବାକୁ ହେବ । ଏହା ସହ ଲକଡାଉନ ସମୟରେ କେନ୍ଦ୍ର ସରକାରଙ୍କ ତରଫ ରୁ ଦେଶର ଗରିବଙ୍କ ପାଇଁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅଧୀନରେ ଗ୍ରହଣ କରିଥିବା ବିଭିନ୍ନ କାର୍ଯ୍ୟକ୍ରମ […]

୧-ଆଜି ରାଜ୍ୟରେ ୨୨ଟି ଜିଲ୍ଲାରୁ ପୁଣି ୨୦୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୬୫କୁ ବୃଦ୍ଧି । ୪୯୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୮୭ ରହିଛି । ଏହା ସହ ୨୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।  ୨-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା […]

ବାସ୍ତବ ବ୍ୟୁରୋ: ଭାରତରେ ବ୍ୟାନ୍‌ ହେଲା ଟିକ୍‌ଟକ୍‌ ସହ ଅନ୍ୟ ୫୯ ଚାଇନିଜ ମୋବାଇଲ ଆପ । ଗତ ସପ୍ତାହରେ ଚୀନ ମୋବାଇଲ ଆପଗୁଡ଼ିକ ବ୍ୟକ୍ତିଗତ ତଥ୍ୟ ଚୋରାଉଥିବା ନେଇ ଗୁଇନ୍ଦା ବାହିନୀ ସତର୍କତା ଜାରି କରିବା ପରେ ସରକାର ଏହି ପଦକ୍ଷେପ ନେଇଛନ୍ତି । LAC  ରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବଢୁଥିବା ବେଳେ ଏହି ନିଷ୍ପତି ନିଆଯାଇଛି । ଭାରତ ରେ ଅତି ଲୋକପ୍ରିୟ ଟିକଟକ, […]

୧-ଆଜି ରାଜ୍ୟର ୧୯ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ୨୪୫ କରୋନା ଆକ୍ରାନ୍ତ । ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯ରେ ପହଞ୍ଚିଥିବା ବେଳେ ୪୭୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୮୬ ରହିଛି । ୨-ଆସନ୍ତା ୪ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏପରିକି କିଛି ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣି ମଧ୍ୟ […]

ବାସ୍ତବ ବ୍ୟୁରୋ- ଆଜି ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ମାଧ୍ୟମରେ ଦେଶକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭାରତବାସୀ କିଭଳି ପ୍ରାକୃତିକ ବିପର୍ଯୟ ସହ ଲଢ଼ି ସଫଳ ହୋଇଛନ୍ତି ଏହା ସହ ଆତ୍ମନିର୍ଭର ହେବା ପାଇଁ କହିବା ସହ ଚୀନ ସହ ଚାଲିଥିବା ସଂଘର୍ଷ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନିଜର ମତ ରଖିଥିଲେ । ମୋଦୀ କହିଛନ୍ତି କି, ଅନଲକ୍ ସମୟରେ ଆମକୁ ଅଧିକ ସଜାଗ […]

ବାସ୍ତବ ବ୍ୟୁରୋ–ଗାଲଭାନ୍ ଘାଟିରେ ଚୀନ୍-ଭାରତ ସେନା ମୁହାଁମୁହିଁ ହେବା ପରେ ଭାରତରେ ଚାଇନା ବିରୋଧୀ ମନୋଭାବ ଖୁବ ଜୋର ହେବାରେ ଲାଗିଛି । ଭାରତ ସରକାରଙ୍କ ପକ୍ଷରୁ ବର୍ତ୍ତମାନ ସୁଦ୍ଧା କୌଣସି ଔପଚାରିକ ଭାବେ ଚୀନ୍ ସାମଗ୍ରୀ ଉପରେ ପ୍ରତିବନ୍ଧକ ଲଗାଇବାକୁ ଘୋଷଣା ହୋଇନଥିଲେ ମଧ୍ୟ ଦେଶର ସମସ୍ତ ବିମାନ ବନ୍ଦର ଓ ସାମୁଦ୍ରିକ ବନ୍ଦର ମାନଙ୍କରେ ମଧ୍ୟ ଚୀନ ଦ୍ରବ୍ୟ ଉପରେ ଅଘୋଷିତ କଟକଣାକୁ କଡାକଡି କରା ଯାଇଛି । […]

Pin It on Pinterest