୧-ଆଜି ରାଜ୍ୟରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି । ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୬୪ ଜଣ ଆକ୍ରାନ୍ତ, ଖୋର୍ଦ୍ଧାରେ ୯, ନୟାଗଡ଼ରେ ୭, ମୟୂରଭଞ୍ଜ, କଟକ ୧୩, ବାଲେଶ୍ବର ଓ ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଯାଜପୁର ଜିଲ୍ଲାରୁ […]
ଦେଶ ଓ ବିଦେଶ
୧-କର୍ଣ୍ଣାଟକ ଓ ଝାଡ଼ଖଣ୍ଡରେ ମୃଦୁ ଭୂକମ୍ପନ ଅନୁଭୂତ । ୨-ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଆଜି। ପୂର୍ବାହ୍ନ ୧୧ଟାରେ ହାତୀ ବେଶ । ୩-ଜମ୍ମୁ ଓ କଶ୍ମୀରର ରାଜୌରୀ ଜିଲ୍ଲା ଅନ୍ତର୍ଗତ ସୁନ୍ଦରବନୀ ସେକ୍ଟର୍ରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ, ଯବାନ ସହିଦ । ୪-ଆପଣ ବାହାରକୁ ନ ବାହାରିଲେ, କରୋନା ଆପଣଙ୍କ ଘରକୁ ଯିବ ନାହିଁ : ମୁଖ୍ୟମନ୍ତ୍ରୀ ୫-ଆଜି ବିଶ୍ବ ପରିବେଶ ଦିବସ: ପଲିଥିନ୍ କଟକଣା ପାଲଟିଛି ପ୍ରହସନ।ଏ […]
୧-ଦିଲ୍ଲୀରେ ପହଞ୍ଚୁଥିବା ସମସ୍ତ ଯାତ୍ରୀଙ୍କ ପାଇଁ ୭ଦିନିଆ ହୋମ୍ କ୍ବାରେଣ୍ଟିନ୍ ବାଧ୍ୟତାମୂଳକ । ୨-ନୂଆଦିଲ୍ଲୀ:ବଦଳିଲା ୬୫ ବର୍ଷର ଅତ୍ୟାବଶ୍ୟକ ସାମଗ୍ରୀ ଆଇନ :ଆଳୁ,ପିଆଜଓ ଡାଲି ଏସମାରୁ ବାଦ୍। ୩-ବାତ୍ୟା ଅମ୍ଫନ କ୍ଷୟକ୍ଷତିର ଆକଳନ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ୫ ଜଣିଆ କେନ୍ଦ୍ରୀୟ ଟିମ୍। ୪-ଘାଟିରେ ଓଲଟିଲା ବରଯାତ୍ରୀ ଗାଡି, ଦୁର୍ଘଟଣାରେ ୨ ମୃତ ୩୦ ଆହତ, ଜୟପୁର ବୋଡିଗାଁରୁ ମୁଣ୍ଡିଗୁଡାକୁ ୪୦୭ ରେ ଯାଉଥିଲେ ୩୫ ରୁ ଅଧିକ ବରଯାତ୍ରୀ। […]
ବାସ୍ତବ ବ୍ୟୁରୋ : ପରଲୋକରେ ବଲିଉଡ ଜଗତର ଲୋକପ୍ରିୟ ସଂଗୀତକାର ୱାଜିଦ୍ ଖାନ । ଭାଙ୍ଗିଗଲା ସାଜିଦ୍-ୱାଜିଦ୍ ଯୋଡ଼ି । ନିଜ ଭାଇ ସାଜିଦ ଖାନଙ୍କ ସହ ମିଶି ସାଜିଦ୍-ଓ୍ୱାଜିଦ ନାମରେ ସେ ବହୁ ଲୋକପ୍ରିୟ ବଲିଉଡ୍ ସିନେମାରେ ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି । ୱାଜିଦ୍ ରବିବାର ବିଳମ୍ବିତ ରାତିରେ ମୁମ୍ବାଇରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୨ ବର୍ଷ ବୟସ ହୋଇଥିଲା । […]
୧-ଅନଲକ୍-୧ : ଜୁନ୍ ୩୦ ଯାଏ ବଢ଼ିଲା ଲକ୍ଡାଉନ୍, ୮ରୁ ଖୋଲିବ ଧାର୍ମିକସ୍ଥଳ, ହୋଟେଲ୍ ଓ ସପିଂମଲ। ଜୁଲାଇ ପହିଲା ଯାଏଁ ଖୋଲିବନି ଜିମ୍, ସିନେମା ହଲ ଏବଂ ସ୍କୁଲ।ରାତି ୯ରୁ ସକାଳ ୫ଯାଏଁ କଟକଣା। ୨-ବନ୍ଦେ ଉତ୍କଳ ଜନନୀ ସ୍ୱରରେ ଗୁଞ୍ଜରି ଉଠିଲା ସାରା ଓଡ଼ିଶା, ବିଶ୍ବବାସୀ ଶୁଣିଲେ ଉତ୍କଳ ବନ୍ଦନା। ୩-ବସରେ ଯାଉନାହାଁନ୍ତି ଯାତ୍ରୀ, ବନ୍ଦ ହୋଇପାରେ ବସ ଚଳାଚଳ ! ପରିବହନ ମନ୍ତ୍ରୀଙ୍କୁ ଭେଟିଲା ବସ […]
୧-ବରଗଡ଼ ଜିଲ୍ଲାରେ ନୂତନ ୬ଜଣ କରୋନା ପଜିଟିଭ୍ ଚିହ୍ନଟ । ୨-୨୪ ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ କରୋନା ରୋଗୀ ଚିହ୍ନଟ । ଗୋଟିଏ ଦିନରେ ୮ ହଜାରରୁ ଅଧିକ ରୋଗୀ ଚିହ୍ନଟ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩୪୫୮। ବିଶ୍ବ ରେ ଭାରତ ସ୍ଥାନ ନବମ । ୩-କୋଭିତ ଯୋଦ୍ଧାମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଆଜି ସନ୍ଧ୍ୟା ୫ଟା ୩୦ମିନିଟ୍ ରେ ଗାଇବେ ବନ୍ଦେ ଉତ୍କଳଜନନୀ । ଦେଶ […]
୧-ନୂଆ ୬୩ ଜଣ କୋରୋନା ପଜିଟିଭ ଚିହ୍ନଟ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ରେ ପହଞ୍ଚିଲା । ୨-ଟ୍ବିନ ସିଟି ସାବଧାନ ! ଲକ୍ଡାଉନ୍ ନିୟମ ଖିଲାପ କଲେ ଆଉ ମିଳିବନି ନିସ୍ତାର, ଅମାନିଆଙ୍କୁ ନଜର ରଖିବ ଡ୍ରୋନ। ୩-କୋଭିଡ୍-୧୯ ଚିନ୍ତା : ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ରାୟଗଡ଼ା ଜିଲ୍ଲା ଉନ୍ନୟନ କାର୍ଯ୍ୟ ସମୀକ୍ଷା। ୪-କେନ୍ଦ୍ର- ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଘରକୁ ଯାଉଥିବା ପ୍ରବାସୀ […]
୧-୯ ବର୍ଷ ପରେ ମେ’ ୨୭ରେ ମହାକାଶକୁ ଯିବ ସ୍ପେସ – ଏକ୍ସ, ନାସା ପ୍ରସ୍ତୁତ। ୨-ବାତ୍ୟା ଅମ୍ଫାନ୍ କ୍ଷୟକ୍ଷତି ପାଇଁ ଓଡ଼ିଶାକୁ ୫୦୦ କୋଟି ଏବଂ ପଶ୍ଚିମବଙ୍ଗକୁ 1000 କୋଟି ପ୍ରାରମ୍ଭିକ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୩-ମହାମାରୀ ବେଳେ ମହାବାତ୍ୟା ମୁକାବିଲା କରିଥିବାରୁ ଓଡିଶାକୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ, କହିଲେ ନବୀନ ବାବୁଙ୍କ ଟିମ୍ ଭଲ ପ୍ରଦର୍ଶନ କରିଛନ୍ତି, ବାତ୍ୟା ମୁହଁରୁ […]
୧-ଆଜି ସାବିତ୍ରୀ ଅମାବାସ୍ୟା, ଯାଜପୁରର ବିରଜା ମନ୍ଦିର ଓ ଜଗତସିଂହପୁରର ସବୁ ଧାର୍ମିକ ଅନୁଷ୍ଠାନରେ ୧୪୪ ଧାରା ଜାରି, ଜନସମାଗମକୁ ଲଗାଗଲା ରୋକ। ୨-୨୬ରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା, ଜୁଲାଇ ସୁଦ୍ଧା ଫଳାଫଳ। ୩-ଓଡିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧ ଦିନରେ ପହଞ୍ଚିଥିଲା ଶହେରେ; ୫୦୦ ଛୁଇଁଲା ୨ ମାସରେ । ପରବର୍ତୀ ୫୦୦ ମାତ୍ର ୮ ଦିନରେ।ଜୁନ୍ ଶେଷ ସୁଦ୍ଧା ୧୦ ହଜାର ଛୁଇଁବ : […]
୧-ନୂଆ ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩ କୁ ବୃଦ୍ଧି। ଏବେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୭୫୩ ରେ ପହଞ୍ଚିଥିବା ବେଳେ ୩୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଛି । ୨-ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ବାଲେଶ୍ବରଜିଲାପାଳଙ୍କୁ ,୪୮ ଘଣ୍ଟା ମଧ୍ୟରେ ’ଅମ୍ପନ’ କ୍ଷୟକ୍ଷତି ରିପୋର୍ଟ ମାଗିଲେ ସରକାର। ୩-ବାର ଘଣ୍ଟା ଡରେଇଲା ଅମ୍ଫନ୍, ଗାଁ ରେ ୨୦ […]


