୧-ରାଜ୍ୟରେ ଆଜି ସର୍ବାଧିକ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ। ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୩ ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୪୭୪ ସୁସ୍ଥ ହୋଇଥିବା ବେଳେ ୧୨୩୬ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ୨-ଭାରତରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଟପିଲା,ପ୍ରଥମ ଥର ପାଇଁ ଗତ ୨୪ ଘଣ୍ଟାରେ ସଂକ୍ରମଣ ସଂଖ୍ୟା ୧୧,୪୫୫ । ୩-ଜାପାନର ‘ମିଶନ ମୁନ’ ସ୍ବପ୍ନ ସାକାର କରିବ ଭାରତ,ସମ୍ପୂର୍ଣ ରୋବୋଟିକ ହେବ ପୁରା […]
ଦେଶ ଓ ବିଦେଶ
୧- ରାଜ୍ୟରେ ପୁଣି ୧୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ,ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୯୮କୁ ବୃଦ୍ଧି,୨୩୫୪ଜଣ ସୁସ୍ଥ, ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୧ ରହିଛି। ଅପରପକ୍ଷରେ ୧୦ଜଣଙ୍କର ମୃତ୍ୟୁ ହୋଇଛି। ୨-ଭାରତରେ ଗତ ୨୪ ଘଣ୍ଟାରେ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୧୦,୯୫୬ । କରୋନାରୀ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୭,୫୩୫ । ୩-ମହାରାଷ୍ଟ୍ର କ୍ୟାବିନେଟ୍ ମନ୍ତ୍ରୀ, ପାଞ୍ଚଜଣ କର୍ମଚାରୀ କରୋନାଭାଇରସ୍ ଦ୍ବାରା ଆକ୍ରାନ୍ତ । ୪-ସମଗ୍ର ବିଶ୍ବରେ କରୋନାଭାଇରସ୍ ଆକ୍ରାନ୍ତଙ୍କ […]
୧-ରାଜ୍ୟର ୧୪ଟି ଜିଲ୍ଲାରୁ ନୂଆ ୧୩୬ଜଣ କରୋନା ପଜିଟିଭ୍ ଚିହ୍ନଟ। ମୋଟ ଆକ୍ରାନ୍ତଙ୍କ ୩୩୮୬କୁ ବୃଦ୍ଧି । ସୁସ୍ଥ ହେଲେଣି ୨୨୮୨, ସକ୍ରିୟ ଆକ୍ରାନ୍ତ ଅଛନ୍ତି ୧୦୯୨ । ୨-ଭାରତରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୬୫୭୯, ଗତ ୨୪ ଘଣ୍ଟାରେ ସଂକ୍ରମଣ ସଂଖ୍ୟା ୯,୯୯୬ । ୩-ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା । ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା […]
ମହାନ ସ୍ୱାଧୀନତା ସଂଗ୍ରାମୀ ,ତଥା ଜନଜାତି ଜନନାୟକ, ଶହିଦ୍ ବିର୍ଶାମୁଣ୍ଡାଙ୍କ ପୁଣ୍ୟତିଥୀରେ ,ବାସ୍ତବ ଟିଭି ପରିବାରର ଗଭୀର ଶ୍ରଦ୍ଧାଞ୍ଜଳି । ୧-ରାଜ୍ୟରେ ଆଜି ନୂଆ ୧୪୬ ଜଣ କୋରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୦କୁ ବୃଦ୍ଧି,୧୧୩୬ ଜଣ ଆକ୍ଟିଭ କେସ୍ ଥିବା ବେଳେ ୧୯୯୩ ସୁସ୍ଥ ହୋଇଛନ୍ତି। ୨-ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୬,୫୯୮ରେ ପହଞ୍ଚିଲା । ୨୪ ଘଣ୍ଟାରେ ପ୍ରାୟ ୧୦,୦୦୦ ନୂଆ […]
୧-ଆଜି ରାଜ୍ୟରେ ୧୩୮ଜଣ କରୋନା ଚିହ୍ନଟ । ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪କୁ ବୃଦ୍ଧି, ଆକ୍ଟିଭ କେସ୍ ୧୦୮୯ ଥିବା ବେଳେ ୧୮୯୪ ଜଣ ସୁସ୍ଥ ହୋଇଛନ୍ତି । ୨-କରୋନା ମୁକ୍ତ ହେଲା ନ୍ୟୁଜିଲ୍ୟାଣ୍ଡ । ୩-ହଂସପାଳ ଫ୍ଲାଏଓଭରର ଶିଳାନ୍ୟାସ କରିଲେ ଅପରାଜିତା ଷଡ଼ଙ୍ଗୀ । ୪-ଆଜିଠୁ ରାଜ୍ୟ ଭିତରେ ଟ୍ରେନ୍ ଚଳାଚଳ ଆରମ୍ଭ । ୫-ରବିବାର ଦିନ ଜମ୍ମୁ-କଶ୍ମୀରର ଶୋପିଆନ୍ ଜିଲ୍ଲାରେ ଭାରତୀୟ ସେନାକୁ ମିଳିଛି ଆଉ ଏକ ସଫଳତା-ଏନକାଉଣ୍ଟରରେ […]
୧- ଆଜି ରାଜ୍ୟରେ ୭୫ଜଣ କରୋନା ପଜିଟିଭ୍ ଚିହ୍ନଟ । ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୧୨୯ରେ ପହଞ୍ଚିଥିବା ବେଳେ ୧୭୭୬ ଜଣ ସୁସ୍ଥ ଏବଂ ୯ ଜଣଙ୍କର ମୃତ୍ୟୁ ହେଇଛି। ୨-ଭାରତରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬୬୨୮, ଗତ ୨୪ ଘଣ୍ଟାରେ ସଂକ୍ରମଣ ସଂଖ୍ୟା ୯,୯୭୧ । ୩-ପୁଣି ସଟ୍ଡାଉନ୍ରେ ନିରବି ଗଲା ୧୧ଟି ଜିଲ୍ଲା, ପୋଲିସ୍ ଜଗିଛି ସବୁ ଛକରେ ଆଉ ଲୋକେ ଘର ଭିତରେ। ୪-କୋଭିଡ ଆଣିଲା […]
୧-ଆଜି ରାଜ୍ୟରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି । ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୬୪ ଜଣ ଆକ୍ରାନ୍ତ, ଖୋର୍ଦ୍ଧାରେ ୯, ନୟାଗଡ଼ରେ ୭, ମୟୂରଭଞ୍ଜ, କଟକ ୧୩, ବାଲେଶ୍ବର ଓ ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଯାଜପୁର ଜିଲ୍ଲାରୁ […]
୧-କର୍ଣ୍ଣାଟକ ଓ ଝାଡ଼ଖଣ୍ଡରେ ମୃଦୁ ଭୂକମ୍ପନ ଅନୁଭୂତ । ୨-ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଆଜି। ପୂର୍ବାହ୍ନ ୧୧ଟାରେ ହାତୀ ବେଶ । ୩-ଜମ୍ମୁ ଓ କଶ୍ମୀରର ରାଜୌରୀ ଜିଲ୍ଲା ଅନ୍ତର୍ଗତ ସୁନ୍ଦରବନୀ ସେକ୍ଟର୍ରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ, ଯବାନ ସହିଦ । ୪-ଆପଣ ବାହାରକୁ ନ ବାହାରିଲେ, କରୋନା ଆପଣଙ୍କ ଘରକୁ ଯିବ ନାହିଁ : ମୁଖ୍ୟମନ୍ତ୍ରୀ ୫-ଆଜି ବିଶ୍ବ ପରିବେଶ ଦିବସ: ପଲିଥିନ୍ କଟକଣା ପାଲଟିଛି ପ୍ରହସନ।ଏ […]
୧-ଦିଲ୍ଲୀରେ ପହଞ୍ଚୁଥିବା ସମସ୍ତ ଯାତ୍ରୀଙ୍କ ପାଇଁ ୭ଦିନିଆ ହୋମ୍ କ୍ବାରେଣ୍ଟିନ୍ ବାଧ୍ୟତାମୂଳକ । ୨-ନୂଆଦିଲ୍ଲୀ:ବଦଳିଲା ୬୫ ବର୍ଷର ଅତ୍ୟାବଶ୍ୟକ ସାମଗ୍ରୀ ଆଇନ :ଆଳୁ,ପିଆଜଓ ଡାଲି ଏସମାରୁ ବାଦ୍। ୩-ବାତ୍ୟା ଅମ୍ଫନ କ୍ଷୟକ୍ଷତିର ଆକଳନ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ୫ ଜଣିଆ କେନ୍ଦ୍ରୀୟ ଟିମ୍। ୪-ଘାଟିରେ ଓଲଟିଲା ବରଯାତ୍ରୀ ଗାଡି, ଦୁର୍ଘଟଣାରେ ୨ ମୃତ ୩୦ ଆହତ, ଜୟପୁର ବୋଡିଗାଁରୁ ମୁଣ୍ଡିଗୁଡାକୁ ୪୦୭ ରେ ଯାଉଥିଲେ ୩୫ ରୁ ଅଧିକ ବରଯାତ୍ରୀ। […]
ବାସ୍ତବ ବ୍ୟୁରୋ : ପରଲୋକରେ ବଲିଉଡ ଜଗତର ଲୋକପ୍ରିୟ ସଂଗୀତକାର ୱାଜିଦ୍ ଖାନ । ଭାଙ୍ଗିଗଲା ସାଜିଦ୍-ୱାଜିଦ୍ ଯୋଡ଼ି । ନିଜ ଭାଇ ସାଜିଦ ଖାନଙ୍କ ସହ ମିଶି ସାଜିଦ୍-ଓ୍ୱାଜିଦ ନାମରେ ସେ ବହୁ ଲୋକପ୍ରିୟ ବଲିଉଡ୍ ସିନେମାରେ ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି । ୱାଜିଦ୍ ରବିବାର ବିଳମ୍ବିତ ରାତିରେ ମୁମ୍ବାଇରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୨ ବର୍ଷ ବୟସ ହୋଇଥିଲା । […]


