୧-ରାଜ୍ୟରେ ଆଉ ଏକ କୋରୋନା ସଂକ୍ରମଣ ଚିହ୍ନଟ ,ପଜିଟିଭ୍ ବ୍ୟକ୍ତି ଜଣକ ବାଲେଶ୍ଵରର ,ବାଲେଶ୍ୱର କୋରୋନା ସଂକ୍ରମଣ ସଂଖ୍ୟା: ଏବେ ୨୦ ରେ ପହଞ୍ଚିଲା । ୨-ଯାଜପୁର ପାଲଟିଲା ଦ୍ଵିତୀୟ କରୋନା ପ୍ରବଣ ଜିଲ୍ଲା ,ଗୋଟିଏ ଦିନରେ ୧୭ ଆକ୍ରାନ୍ତ ଚିହ୍ନଟ । ୩- ଦେଶରେ ଗୋଟିଏ ଦିନରେ ୧୭୧୮ ସଂକ୍ରମିତ ଚିହ୍ନଟ,୭୨ ମୃତ। ୪-UGC ଗାଇଡଲାଇନ ତର୍ଜମା ହେବ, ଜୁନ ୧୭ ପରେ ଯେକୌଣସି ସମୟରେ ପରୀକ୍ଷା ପାଇଁ […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ-ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ୱାଲ ଦେଶରେ କରୋନା ସମ୍ପର୍କିତ ସୂଚନା ଦେଇ କହିଛନ୍ତି ଯେ ଗତ ୨୪ ଘଣ୍ଟାରେ ଦେଶରେ ୧୭୧୮ଟି ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାସହିତ ମୋଟ ସଂକ୍ରମିତ ସଂଖ୍ୟା ୩୩୦୫୦ ରେ ପହଞ୍ଚିଛି । ତେବେ ଦେଶର ଆରୋଗ୍ୟ ହାର ନିୟମିତ ଭାବେ ବଢିଚାଲିଛି । ଗତ ୨୪ ଘଣ୍ଟାରେ ୬୩୦ ଜଣ ସୁସ୍ଥ ହୋଇଛନ୍ତି […]
ବାସ୍ତବ ବ୍ୟୁରୋ : ପରସ୍ପରର ବହୁ ଚର୍ଚ୍ଚିତ ବଲିଉଡ୍ ଅଭିନେତା ଇର୍ଫାନ୍ ଖାନ୍ । ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ୨୦୧୮ରୁ ସେ କ୍ୟାନସର ରୋଗରେ ପୀଡ଼ିତ ଥିଲେ । ମଙ୍ଗଳବାର ଦିନ ମ୍ବାଇର କୋକିଳାବେନ୍ ଧୀରୁଭାଇ ଅମ୍ବାନି ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ତାଙ୍କର ପେଟରେ ଅନ୍ତଃନଳୀ ସଂକ୍ରମଣ ହୋଇ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଯିବାରୁ ଗତକାଲି ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା […]
୧-ନୂଆ ଦିଲ୍ଲୀ:ପୂର୍ବତନ ଆନ୍ଧ୍ରବ୍ୟାଙ୍କ ମୁଖ୍ୟ ସୁରେଶ ପଟେଲ୍ଙ୍କୁ ନୂଆ ଭିଜିଲାନ୍ସ କମିଶନର ପଦରେ ନିଯୁକ୍ତି। ୨-ଏଥର ହେବନି ଖରାଛୁଟି, ହାଇକୋର୍ଟ ସମେତ ଜିଲ୍ଲା ଓ ଅନ୍ୟ କୋର୍ଟରେ ମଧ୍ୟ ହେବନି ଗ୍ରୀଷ୍ମକାଳୀନ ଅବକାଶ। ୩-ଭୁବନେଶ୍ୱରର: ୭୦ ପ୍ରତିଶତ ଦୋକାନ ଖୋଲିବା କଟକଣା କୋହଳ ହେଲା, ହେଲେ ଅନେକ ବ୍ୟବସାୟୀ ଦ୍ୱନ୍ଦ୍ୱରେ। ୪-ନୂତନ ଶିକ୍ଷାବର୍ଷ ନେଇ ୟୁଜିସି ପ୍ରକ୍ରିୟା ଆରମ୍ଭ: ଅଗଷ୍ଠ ୧ରୁ ଆସନ୍ତା ଶିକ୍ଷାବର୍ଷ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ […]
ବାସ୍ତବ ବ୍ୟୁରୋ-ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲଙ୍କ ତରଫରୁ ଦେଶରେ କରୋନା ସମ୍ପର୍କିତ ଅପଡ଼େଟ୍ ଦିଆଯାଇଛି । ସେ କହିଛନ୍ତି ଯେ ୧୭ଟି ଜିଲ୍ଳାରେ ୨୮ଦିନ ହେଲା କୌଣସି ପଜିଟିଭ୍ କେସ୍ ସାମ୍ନାକୁ ଆସିନାହିଁ । ଦେଶରେ ଏବେ ୨୮ହଜାର ୪୩୫ ପଜିଟିଭ୍ କେସ୍ ରହିଛି । ଦେଶରେ କରୋନାରେ ମୃତ୍ୟୁ ସଂଖ୍ୟା ୯୩୪କୁ ବୃଦ୍ଧି ପାଇଛି । ଏହାସହ ୬ହଜାର […]
୧-ଆଜି ଓଡିଶା ରେ ନୂଆ ୭ ଜଣ covid-19 ରୋଗୀ ଚିହ୍ନଟ। ସେମାନଙ୍କ ମଧ୍ୟରୁ ୪ ଜଣ ରୋଗୀ ସୁନ୍ଦରଗଡ ଜିଲ୍ଲା ଓ 3 ଜଣ ଭଦ୍ରକ ଜିଲ୍ଲା ର ବୋଲି କୁହାଯାଉଛି। ଓଡିଶା ରେ ମୋଟ ଆକ୍ରାନ୍ତ ଙ୍କ ସଂଖ୍ୟା ୧୧୮ ରେ ପହଁଚିଲା। ୨-ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା: ହଟସ୍ପଟରେ ଜାରି ରହିବ ଲକ୍ ଡାଉନ୍। ୩-ତିନି ଜାହାଜରେ ଉପସାଗରୀୟ ଅଞ୍ଚଳରୁ ଫେରିବେ ଭାରତୀୟ,ଉପସାଗରୀୟ ଦେଶରେ ରହୁଛନ୍ତି […]
ବାସ୍ତବ ବ୍ୟୁରୋ-ପ୍ରତିଦିନ ଭଳି ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ୱାଲ ଦେଶରେ କରୋନା ସମ୍ପର୍କିତ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଦେଶରେ ରାପିଡ ଆଣ୍ଟିବଡି ଟେଷ୍ଟ କିଟ ବା ଆରଟି-ପିସିଆର ଯଥେଷ୍ଟ ପରିମାଣରେ ରହିଛି । ଦେଶରେ ଗତ ୨୪ ଘଣ୍ଟାରେ ମୋଟ ୧୩୯୬ଟି ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏହା ସହିତ ମୋଟ ସଂକ୍ରମଣ ସଂଖ୍ୟା ୨୭୮୯୨ରେ ପହଞ୍ଚିଛି […]
ବାସ୍ତବ ବ୍ୟୁରୋ-ଆଜି ସକାଳେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନ୍ଫରେନ୍ସିଙ୍ଗ୍ ମାଧ୍ୟମରେ ଆଲୋଚନା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ବୈଠକରେ ଦେଶରେ ଲକଡାଉନ ଅବଧି ବୃଦ୍ଧି କରିବା ପ୍ରସଙ୍ଗରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମତାମତ ନେଇଥିଲେ ମୋଦି । ଏଥିସହ ବୈଠକ ଶେଷ ପରେ ମୋଦି କହିଛନ୍ତି ଯେ, ରାଜ୍ୟ ସରକାର ଏହାର ନୀତି ପ୍ରସ୍ତୁତ କରିବା ଉଚିତ ଏବଂ ପରିସ୍ଥିତିକୁ ନଜରରେ […]
ବାସ୍ତବ ବ୍ୟୁରୋ-ଆଜି ପ୍ରଧାନମନ୍ତ୍ରୀ ମୋଦି ଦେଶରେ କୋଭିଡ୍-୧୯ ଓ ଲକ୍ଡାଉନ୍ ପ୍ରସଙ୍ଗରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡ଼ିଓ କନଫରେନ୍ସି ଜରିଆରେ ଆଲୋଚନା କରିଛନ୍ତି । ବୈଠକରେ ଓଡିଶା ସମେତ ମେଘାଳୟ, ମିଜୋରାମ୍, ପୁଦ୍ଦୁଚେରୀ, ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ, ବିହାର, ଗୁୃଜରାଟ ଓ ହରିୟାଣାର ମୁଖ୍ୟମନ୍ତ୍ରୀ ସାମିଲ ହୋଇ ଆଲୋଚନା କରିଛନ୍ତି । ବାକି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଲିଖିତ ଭାବେ ସେମାନଙ୍କର ମତାମତ ପଠାଇବାକୁ କୁହାଯାଇଛି। ଆଜିର ବୈଠକରେ […]
୧-ଭାରତର ପ୍ରମୁଖ ଔଷଧ କମ୍ପାନୀ ସିରମ Institute of India ତିନି ସପ୍ତାହ ମଧ୍ୟରେ କୋଭିଡ ଔଷଧ ପରୀକ୍ଷା କରିବ। ୨-ବଦଳିଲା ପରମ୍ପରା, ବଦଳିଲା ଇତିହାସ : ପୁଷ୍କରିଣୀ ଛାଡ଼ି କୁଣ୍ଡରେ ଚାପ ଖେଳିଲେ ମହାପ୍ରଭୁ। ୩-ମହାରାଷ୍ଟ୍ର ଓ ଗୁଜୁରାଟରେ ଥିବା ଓଡ଼ିଆଙ୍କୁ ଫେରାଇ ଆଣିବାକୁ ୨ ରାଜ୍ୟର CMଙ୍କ ସହ କଥା ହେଲେ ନବୀନ। ୪-ଲକଡାଉନ୍ ପରିସ୍ଥିତି ସମ୍ପର୍କରେ ଆଜି ନବୀନ ଓ ୮ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ […]


