ବାସ୍ତବ ବ୍ୟୁରୋ- ଆଜି ଆରଏସଏସ ମୁଖ୍ୟ ମୋହନ ଭାଗବତ କହିଛନ୍ତି, ଦେଶର ସମସ୍ତ ଲୋକଙ୍କୁ ଘରେ ରହି ଯୁଦ୍ଧରେ ଜିତିବାକୁ ପଡିବ । ଏଥିସହ ସେ କହିଛନ୍ତି ଯେ ଘରେ ରୁହ ଏବଂ ଲକଡାଉନ୍ ସମୟରେ ସାମାଜିକ ଦୂରତାକୁ ଅନୁସରଣ କର। ସମଗ୍ର ବିଶ୍ୱ କରୋନା ସହିତ ସଂଘର୍ଷ କରୁଛି । ଯୁଦ୍ଧ କରୋନା ସହ ଆମେ ଘରେ ରହି ଜିତିବା । ସେ ଆରଏସଏସ ସ୍ୱୟଂ ସେବକ ମାନଙ୍କୁ […]
ଦେଶ ଓ ବିଦେଶ
୧-ସେଲୁନ କିମ୍ୱା ମଦ ଦୋକାନ ଖୋଲିବା ପାଇଁ କୌଣସି ବି ଆଦେଶ ଦିଆ ଯାଇନାହିଁ – କେନ୍ଦ୍ର ଗୃହମନ୍ତ୍ରାଳୟ। ୨-ଫିକା ପଡ଼ିବ ଅଖିମୁଠି ଅନୁକୂଳ ; ପାଳନ ହେବ ନାହିଁ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ। ୩-ଖୁବଶୀଘ୍ର ହେବ ମାଟ୍ରିକ ଖାତାଦେଖା । ତାଲାବନ୍ଦ ସରିବାର ୭ ଦିନ ଭିତରେ ଖାତାଦେଖା ଆରମ୍ଭ ହେବ । ୪୫ ଦିନ ଭିତରେ ଫଳ ପ୍ରକାଶ ପାଇବା ନେଇ ମନ୍ତ୍ରୀ ସମୀର ଦାଶଙ୍କ ସୂଚନା ୪-କାଳବୈଶାଖୀ […]
ବାସ୍ତବ ବ୍ୟୁରୋ-ଏୟାର କଣ୍ଡିସିନର, କୁଲର୍ ଏବଂ ଫ୍ୟାନ୍ ବ୍ୟବହାର ପାଇଁ କେନ୍ଦ୍ର ସରକାର ଜାରି କଲେ ଗାଇଡ୍ ଲାଇନ୍। କରୋନା ଭାଇରସର କାୟା ବଢି ବଢି ଚାଲିଥିବା ବେଳେ ଦେଶର ବିଭିନ୍ନ ସ୍ଥାନରେ ଗୀଷ୍ମ ପ୍ରଭାବ ମଧ୍ୟ ବଢିଚାଲିଛି । ଏନେଇ ଲୋକମାନେ ନିଜ ଘରେ AC,କୁଲର୍ ଏବଂ ଫ୍ୟାନ୍ ର ବ୍ୟବହାର କରିବାରେ ଲାଗିଛନ୍ତି । କିଛି ବିଶେଷଜ୍ଞମାନେ କହିଛନ୍ତି ଯେ, ଘରର ACରେ କରୋନା ବିପଦ ନାହିଁ […]
ବାସ୍ତବ ବ୍ୟୁରୋ-କେନ୍ଦ୍ର ସରକାର ଦେଲେ ଅନୁମତି,ଆଜିଠୁ ଖୋଲିବ ସବୁ ଦୋକାନ କିନ୍ତୁ ଖୋଲିବନି ମଲ ଓ ସପିଂ କମ୍ପେ୍ଳକ୍ସ । କରୋନା ପାଇଁ ସାରା ଦେଶରେ କଟକଣା । ମେ ୩ ତାରିଖ ଯାଏ ଏହି ନିୟମ କଡାକଡି କରାଯାଇଥିଲା ।ଏଭଳି ଅବସ୍ଥାରେ କେବଳ ପନିପରିବା,ଫଳ,ମେଡିସିନ ,ସଉଦା ଦେକାନ,କୃଷି ପାଇଁ ଅବଶ୍ୟକ ଦ୍ରବ୍ୟ ବିକ୍ରି କରୁଥିବା ଦୋକାନ ଖୋଲିବାକୁ ଅନୁମତି ଥିଲା । କିନ୍ତୁ ଗତ କାଲି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ […]
ବାସ୍ତବ ବ୍ୟୁରୋ-ଆଜି ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଗ୍ରାମ ପଞ୍ଚାୟତ ଗୁଡ଼ିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧନ କରିଛନ୍ତି । ଦେଶର ଲକ୍ଷାଧିକ ସରପଞ୍ଚକୁ ସେ ଅଭିନନ୍ଦନ ମଧ୍ୟ ଜଣାଇଛନ୍ତି । ସେ କହିଛନ୍ତି କରୋନା ଯୋଗୁଁ କାମ କରିବାର ତରିକା ବଦଳିଛି । କରୋନା ପାଇଁ ନୂଆ ନୂଆ ସମସ୍ୟା ଉପୁଜିବାରେ ଲାଗିଛି । କରୋନା ଆମ ସମସ୍ତଙ୍କୁ ନୂଆ ଶିକ୍ଷା ଦେଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଆମକୁ […]
୧-ମଣିଷ ଦେହରେ ଟୀକା ପରୀକ୍ଷା । କରୋନା ଭ୍ୟାକସିନ୍ ପ୍ରସ୍ତୁତିରେ ଆଉ ପାଦେ ଆଗେଇଲା ବିଟ୍ରେନ୍ , ଅକ୍ସଫୋର୍ଡ ୟୁନିଭରସିଟିର ପରୀକ୍ଷଣ ସଫଳ ହେଲେ ସେପ୍ଟେମ୍ବର ସୁଦ୍ଧା ପ୍ରସ୍ତୁତ ହୋଇପାରିବ ୧୦ ଲକ୍ଷ ଡୋଜ୍ । ୨-ବଦଳିଲା ବ୍ୟାଙ୍କ ସମୟ; ସକାଳ ୮ରୁ ଅପରାହ୍ନ ୨ଟା,ଭୁବନେଶ୍ବର, କଟକ, ପୁରୀ, ଛତ୍ରପୁର, ବ୍ରହ୍ମପୁର ଓ କୋରାପୁଟରେ ବାଦ୍। ୩-ବର୍ଦ୍ଧିିତ ମହଙ୍ଗା ଭତ୍ତା ବାତିଲ୍ : କରୋନା ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ […]
ବାସ୍ତବ ବ୍ୟୁରୋ-କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ କରୋନା ସମ୍ପର୍କିତ ଅପ୍-ଡ଼େଟ୍ ଦେଇ କହିଛନ୍ତି ଯେ ଗତ ୨୪ ଘଣ୍ଟାରେ ଭାରତରେ ୧୪୦୯ଟି ନୂଆ ମାମଲା ଜଣାପଡ଼ିଛି । ଏହା ଫଳରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୩୯୩ ଥିବା ବେଳେ ଏଯାଏଁ ୬୮୧ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ୧୬,୪୫୪ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୪୨୫୭ଜଣ ସୁସ୍ଥ […]
୧-ଏପ୍ରିଲ ୨୭ରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭିଡ଼ିଓ ଆଲୋଚନା। ୨-ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୋଭିଡ୍ ହେଲ୍ପ ଡେକ୍ସ, ୯୩୩୭୯୨୯୦୦୦କୁ ହାଏ ଲେଖି ପଠାଇଲେ ମିଳିବ ତଥ୍ୟ। ୩-ମୋତ ଯେତେ ମାଠିବୁ ମାଠ ମୁଁ ସେଇ ଦରପୋଡା କାଠ: ଯେତେ କଟକଣା ହେଲେ ବି ମାନୁନାହାନ୍ତି ଅମାନିଆ; ମାସ୍କ ନପିନ୍ଧି ବାହାରେ ବୁଲୁଥିବା ୪୦ ଜଣଙ୍କଠାରୁ ୮ ହଜାର ଟଙ୍କା ଆଦାୟ କଲା ପୁଲିସ୍। ୪-ଅବରୋଧ ଅଞ୍ଚଳ ମୁକ୍ତ ହେଲା […]
ବାସ୍ତବ ବ୍ୟୁରୋ-ଫେସବୁକ୍ ନିବେଶ କରିବ ରିଲାଏନ୍ସ ଜିଓରେ ୪୩,୫୭୩ କୋଟି ଟଙ୍କା । ଫେସବୁକ୍ ଓ ରିଲାଏନ୍ସ ଜିଓ ମଧ୍ୟରେ ଚୁକ୍ତି ଦ୍ୱାରା ଜିଓ ପ୍ଲାଟଫର୍ମର ମୂଲ୍ୟ ୪.୬୨ ଲକ୍ଷ କୋଟି ଟଙ୍କା ହୋଇଛି । ଫେସବୁକ୍ ଏବେ ରିଲାଏନ୍ସର ସର୍ବବୃହତ ସଂଖ୍ୟାଲଘୁ ଅଂଶୀଦାର ହୋଇପାରିଛି । ଏହାସହ ରିଲାଏନ୍ସ ଜିଓର ୯.୯୯% ଅଂଶଧନ ଫେସବୁକକୁ ମିଳିଛି । ଦେଶରେ ପ୍ରଥମ ଥର କମ ଅଂଶଧନରେ ଏବେ ବଡ଼ ନିବେଶ […]
ବାସ୍ତବ ବ୍ୟୁରୋ-ମାଣବସା ଗୁରୁବାର,ଛଉ ନୃତ୍ୟ ଓ ରାବଣ ଛାୟା ସ୍ଥାନ ପାଇଲା କେନ୍ଦ୍ର ଐତିହ୍ୟ ତାଲିକାରେ । ଏହି ୩ଟି ସାଂସ୍କୃତିକ ପରମ୍ପରାକୁ ସ୍ଥାନ ଦେଇଛନ୍ତି କେନ୍ଦ୍ର ସରକାର । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାସହ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କ ଧନ୍ୟବାଦ ଜଣାଇଛନ୍ତି । ସଠିକ୍ ଖବର ସଠିକ୍ ସମୟରେ ପାଇବା ପାଇଁ ଡାଉନ୍ […]


