୧-ଓଡ଼ିଶାରେ ନୂଆ 3 ଜଣ covid-19 ରୋଗୀ ଚିହ୍ନଟ। ଉକ୍ତ 3 ଜଣ ଭଦ୍ରଖ ଜିଲ୍ଲା ବାସୁଦେବପୁର ଅଂଚଳର ବୋଲି କୁହାଯାଉଛି। ଓଡିଶା ରେ ମୋଟ ଆକ୍ରାନ୍ତ ଙ୍କ ସଂଖ୍ୟା 82 ରେ ପହଞ୍ଚିଲା । ୨-କରୋନା ଯୋଦ୍ଧାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ମୃତ୍ୟୁ ଘଟିଲେ ମିଳିବ ରାଷ୍ଟ୍ରୀୟ ସହିଦ ସମ୍ମାନ ସହ ୫୦ ଲକ୍ଷ ଟଙ୍କା। ୩-ଚୀନ୍ ଛାଡ଼ି ଆସିବାକୁ ଦ.କୋରିଆ, ଜାପାନ […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ-କରୋନା ସମ୍ପର୍କିତ ଅପଡ଼େଟ ଦେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ୪ଲକ୍ଷ ୪୯ହଜାର ୮୧୦ଟି ନମୁନା ପରୀକ୍ଷା କରାଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ମିଳିଛି । ଦେଶର ୨୦୧ଟି ଲ୍ୟାବରେ ଟେଷ୍ଟିଂ ଚାଲିଛି । ଭାରତରେ ବତ୍ତର୍ମାନ ସୁଦ୍ଧା ୫୯୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ୧୮୬୦୧ଜଣ କରୋନା ସଂକ୍ରମିତ ହୋଇଥିବା […]
୧-କମିବ ନାହିଁ ପେନସନ; କେନ୍ଦ୍ର ସରକାର ଦେଲେ ଆଶ୍ବାସନା। ୨-ନୂଆ ଦିଲ୍ଲୀ:ଚୀନ୍ର ପୁଞ୍ଜିନିବେଶ ଉପରେ କେନ୍ଦ୍ର କଠୋର। ୩-ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଗାଡିର ପାସ ଆବଶ୍ୟକ ନାହିଁ, ଆଇଡି କାର୍ଡ କିମ୍ବା ଉପରିସ୍ଥ ଅଧିକାରୀଙ୍କ ଚିଠି ଥିଲେ ଅଟକାଇବନି ପୋଲିସ। ୪-ଭୁବନେଶ୍ୱର: ୭ପରିବାରର ଘର ଭଡ଼ା ଛାଡ଼ କରିଦେଲେ ବରମୁଣ୍ଡା ଅଂଚଳର ସୌଦାମିନୀ ସାମନ୍ତରାୟ। ୫-ଆମେରିକା, ଫ୍ରାନ୍ସ ଓ ବ୍ରିଟେନ୍ ପରେ ଏବେ ଚୀନ ଉପରେ ଚାପ ପକାଇଲା […]
ବାସ୍ତବ ବ୍ୟୁରୋ-ସାରା ବିଶ୍ୱରେ କରୋନା ଭାଇରସ୍ କାୟା ବିସ୍ତାର କରିଚାଲିଛି ଏଥିରେ ବିଶ୍ବବ୍ୟାପୀ ୨୩ ଲକ୍ଷ ୫୦ ହଜାର ଲୋକ ଆକ୍ରାନ୍ତ ହୋଇଛନ୍ତି ଏବଂ ୧ ଲକ୍ଷ ୬୩ ହଜାର ଲୋକଙ୍କ ମୃତ୍ୟୁ ହୋଇଛି । ସବୁଠୁ ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ବର୍ତି ପାରିନି । ଆମେରିକାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩୫ ହଜାରରେ ପହଞ୍ଚିଥିବା ବେଳେ ପ୍ରାୟ ୪୦ ହଜାର ଲୋକ କରୋନାରେ ପ୍ରାଣ ହରାଇଛନ୍ତି। […]
୧-ଜିଓ ୟୁଜର୍ସଙ୍କ ପାଇଁ ବଡ ଅଫର, ମେ’ ୩ ପର୍ଯ୍ୟନ୍ତ ବଢିଲା ପ୍ରିପେଡ୍ ପ୍ଲାନ୍ର ବୈଧତା। ୨-ଭୁବନେଶ୍ୱର:ଦୂରଦର୍ଶନ ମାଧ୍ୟମରେ ପଢିବେ ପିଲା, ପ୍ରସାରିତ ହେବ ଦଶମ ଶ୍ରେଣୀ ପାଠ। ସୋମବାର ଠାରୁ ଶୁକ୍ରବାର ପର୍ଯ୍ୟନ୍ତ ହେବ କ୍ଲାସ୍। ୩-ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ରଚିଲା ତାଣ୍ଡବ, ଛପର ଉଡ଼ାଇନେଲା, ଗଛ ଜାଳି ଦେଲା। ୪-ନୁଆ ଲକଡାଉନ୍ ନିର୍ଦ୍ଦେଶନାମା: ଗାଁ ରେ ବେଶୀ କୋହଳ,୨୦ରୁ ଲାଗୁ। ଖୋଲିବ ମୋବାଇଲ ଓ […]
ବାସ୍ତବ ବ୍ୟୁରୋ-ଦେଶରେ ଏପ୍ରିଲ୍ ୨୦ରୁ କାର୍ଯ୍ୟକ୍ଷମ ହେବାକୁ ଥିବା ସେବାଗୁଡିକର ତାଲିକା ପ୍ରକାଶ କରିଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଟ୍ୱିଟରରେ ଏହି ତାଲିକା ପ୍ରକାଶ କରିବାବେଳେ ସ୍ପଷ୍ଟ କରିଛନ୍ତି ଯେ, କଣ୍ଟେଣ୍ଟମେଣ୍ଟ ଜୋନରେ ଏହା ଲାଗୁ ହେବ ନାହିଁ । ମେ ୩ତାରିଖ ପର୍ଯ୍ୟନ୍ତ ଲକଡାଉନ ଅବଧି ବଢ଼ିଥିବାବେଳେ ଶିଳ୍ପ ଏବଂ ବ୍ୟବସାୟିକ କାର୍ଯ୍ୟକଳାପର ପୁନରୁତ୍ଥାନ ପାଇଁ କେନ୍ଦ୍ର ସରକାର ଆଜି ନିର୍ଦ୍ଦେଶନାମା ଜାରି […]
୧-UGC ପକ୍ଷରୁ ଅଧ୍ଯକ୍ଷ ଓ କୁଳପତିଙ୍କୁ ଚିଠି: ପରୀକ୍ଷା ଓ ଶିକ୍ଷା କ୍ୟାଲେଣ୍ଡର ପାଇଁ ଜାରି ହେବ ନିୟମାବଳୀ। ୨-ତାଲାବନ୍ଦ ବେଳେ ଅଟକିବନି ଚାଷୀ ଭାଇର କାମ । ସମସ୍ୟାର ସମାଧାନ ପାଇଁ ସରକାର ଜାରି କଲେ ହେଲ୍ପଲାଇନ୍ ନମ୍ବର:୧୮୦୦୧୦୨୫୧୬୬ ୩-ଏବେଠୁ ସର୍ବସାଧାରଣରେ ଛେପ ପକାଇବା ମନା, ସାରା ରାଜ୍ୟରେ ଲାଗୁ ହେଲା କଟକଣା। ୪-ଭୁବନେଶ୍ୱର:ସେବା ଯୋଗାଇପାରିବେ ଓଲା ଓ ଉବେର, କେବଳ ରୋଗୀ ଓ ରୋଗୀଙ୍କ ସମ୍ପର୍କୀୟଙ୍କୁ ନେବା […]
ସଠିକ୍ ଖବର ସଠିକ୍ ସମୟରେ ପାଇବା ପାଇଁ ଡାଉନ୍ ଲୋଡ୍ କରନ୍ତୁ bastabtv APP ଆପଣଙ୍କ ସ୍ମାର୍ଟଫୋନ୍ ରେ….. କରୋନା ସମ୍ପର୍କିତ ସୂଚନା ଦେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ କହିଛନ୍ତି ଯେ ତାଲାବନ୍ଦରେ ଲଘୁ ବନ ଉତ୍ପାଦ ସଂଗ୍ରହ ଉପରେ କଟକଣାକୁ କୋହଳ କରାଯାଇଛି । ସେହିପରି ଫସଲ ଅମଳ ଉପରେ ମଧ୍ୟ କଟକଣା ନାହିଁ । ଲକ୍ ଡାଉନ […]
ଓଡ଼ିଆ ଜାତିର ସ୍ଵାଭିମାନର ପ୍ରତୀକ , ମହାନ୍ ସ୍ଵାଧୀନତା ସଂଗ୍ରାମୀ , ଦୁଃସାହସିକ ରାଜନୀତିଜ୍ଞ , ବିଶ୍ଵବନ୍ଦିତ ଭୂମିପୁତ୍ର , ଝଡର ଇଗଲ୍ , ମାଟିର ମୂର୍ତ୍ତିକାର , ନବ ଉତ୍କଳର ବିଚିତ୍ର ବିନ୍ଧାଣି , ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ , ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କର ତେଇଶିତମ ଶ୍ରାଦ୍ଧବାର୍ଷିକୀରେ “ବାସ୍ତବ ଟିଭି ପରିବାରର ଗଭୀର ଶ୍ରଦ୍ଧାଞ୍ଜଳି । ୧-କାଶ୍ମୀରରେ ଆତଙ୍କ ପାଇଁ ଆଫଗାନିସ୍ତାନରେ ଲୁଚି ଛପି ଆତଙ୍କବାଦୀକୁ ପ୍ରଶିକ୍ଷଣ ଦେଉଛି […]
ବାସ୍ତବ ବ୍ୟୁରୋ-ଅନଲାଇନ୍ ରିଟେଲ କମ୍ପାନୀଗୁଡିକ ଯେମିତି କି ଫ୍ଲିପକାର୍ଟ, ଆମାଜନ୍ ଓ ପେଟିଏମ୍ ମଲ୍ ୨୦ ଏପ୍ରିଲ ପରେ କାର୍ଯ୍ୟକ୍ଷମ ହେବ। କିନ୍ତୁ ଇ-ବାଣିଜ୍ୟ କମ୍ପାନୀଗୁଡିକର ସମସ୍ତ ପ୍ରକାର ସାମଗ୍ରୀ ଯୋଗାଇବା ପାଇଁ ଅନୁମତି ମିଳିବ ନା କେବଳ ଜରୁରୀ ସାମଗ୍ରୀ ପାଇଁ ଅନୁମତି ଦିଆଯିବ ବୋଲି ସରକାର ଏପର୍ଯ୍ୟନ୍ତ ସ୍ପଷ୍ଟ କରିନାହାନ୍ତି । ଏହି ବିଷୟରେ କିଛି ଦ୍ୱନ୍ଦ ରହିଥିବାରୁ କମ୍ପାନୀଗୁଡିକ ଗୃହମନ୍ତ୍ରଣାଳୟର ସ୍ପଷ୍ଟୀକରଣରୁ ଅପେକ୍ଷା କରିଛନ୍ତି । […]


