ବାସ୍ତବ ବ୍ୟୁରୋ-ଆଜି ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଗ୍ରାମ ପଞ୍ଚାୟତ ଗୁଡ଼ିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧନ କରିଛନ୍ତି । ଦେଶର ଲକ୍ଷାଧିକ ସରପଞ୍ଚକୁ ସେ ଅଭିନନ୍ଦନ ମଧ୍ୟ ଜଣାଇଛନ୍ତି । ସେ କହିଛନ୍ତି କରୋନା ଯୋଗୁଁ କାମ କରିବାର ତରିକା ବଦଳିଛି । କରୋନା ପାଇଁ ନୂଆ ନୂଆ ସମସ୍ୟା ଉପୁଜିବାରେ ଲାଗିଛି । କରୋନା ଆମ ସମସ୍ତଙ୍କୁ ନୂଆ ଶିକ୍ଷା ଦେଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଆମକୁ […]
ଦେଶ ଓ ବିଦେଶ
୧-ମଣିଷ ଦେହରେ ଟୀକା ପରୀକ୍ଷା । କରୋନା ଭ୍ୟାକସିନ୍ ପ୍ରସ୍ତୁତିରେ ଆଉ ପାଦେ ଆଗେଇଲା ବିଟ୍ରେନ୍ , ଅକ୍ସଫୋର୍ଡ ୟୁନିଭରସିଟିର ପରୀକ୍ଷଣ ସଫଳ ହେଲେ ସେପ୍ଟେମ୍ବର ସୁଦ୍ଧା ପ୍ରସ୍ତୁତ ହୋଇପାରିବ ୧୦ ଲକ୍ଷ ଡୋଜ୍ । ୨-ବଦଳିଲା ବ୍ୟାଙ୍କ ସମୟ; ସକାଳ ୮ରୁ ଅପରାହ୍ନ ୨ଟା,ଭୁବନେଶ୍ବର, କଟକ, ପୁରୀ, ଛତ୍ରପୁର, ବ୍ରହ୍ମପୁର ଓ କୋରାପୁଟରେ ବାଦ୍। ୩-ବର୍ଦ୍ଧିିତ ମହଙ୍ଗା ଭତ୍ତା ବାତିଲ୍ : କରୋନା ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ […]
ବାସ୍ତବ ବ୍ୟୁରୋ-କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ କରୋନା ସମ୍ପର୍କିତ ଅପ୍-ଡ଼େଟ୍ ଦେଇ କହିଛନ୍ତି ଯେ ଗତ ୨୪ ଘଣ୍ଟାରେ ଭାରତରେ ୧୪୦୯ଟି ନୂଆ ମାମଲା ଜଣାପଡ଼ିଛି । ଏହା ଫଳରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୩୯୩ ଥିବା ବେଳେ ଏଯାଏଁ ୬୮୧ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ୧୬,୪୫୪ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୪୨୫୭ଜଣ ସୁସ୍ଥ […]
୧-ଏପ୍ରିଲ ୨୭ରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭିଡ଼ିଓ ଆଲୋଚନା। ୨-ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୋଭିଡ୍ ହେଲ୍ପ ଡେକ୍ସ, ୯୩୩୭୯୨୯୦୦୦କୁ ହାଏ ଲେଖି ପଠାଇଲେ ମିଳିବ ତଥ୍ୟ। ୩-ମୋତ ଯେତେ ମାଠିବୁ ମାଠ ମୁଁ ସେଇ ଦରପୋଡା କାଠ: ଯେତେ କଟକଣା ହେଲେ ବି ମାନୁନାହାନ୍ତି ଅମାନିଆ; ମାସ୍କ ନପିନ୍ଧି ବାହାରେ ବୁଲୁଥିବା ୪୦ ଜଣଙ୍କଠାରୁ ୮ ହଜାର ଟଙ୍କା ଆଦାୟ କଲା ପୁଲିସ୍। ୪-ଅବରୋଧ ଅଞ୍ଚଳ ମୁକ୍ତ ହେଲା […]
ବାସ୍ତବ ବ୍ୟୁରୋ-ଫେସବୁକ୍ ନିବେଶ କରିବ ରିଲାଏନ୍ସ ଜିଓରେ ୪୩,୫୭୩ କୋଟି ଟଙ୍କା । ଫେସବୁକ୍ ଓ ରିଲାଏନ୍ସ ଜିଓ ମଧ୍ୟରେ ଚୁକ୍ତି ଦ୍ୱାରା ଜିଓ ପ୍ଲାଟଫର୍ମର ମୂଲ୍ୟ ୪.୬୨ ଲକ୍ଷ କୋଟି ଟଙ୍କା ହୋଇଛି । ଫେସବୁକ୍ ଏବେ ରିଲାଏନ୍ସର ସର୍ବବୃହତ ସଂଖ୍ୟାଲଘୁ ଅଂଶୀଦାର ହୋଇପାରିଛି । ଏହାସହ ରିଲାଏନ୍ସ ଜିଓର ୯.୯୯% ଅଂଶଧନ ଫେସବୁକକୁ ମିଳିଛି । ଦେଶରେ ପ୍ରଥମ ଥର କମ ଅଂଶଧନରେ ଏବେ ବଡ଼ ନିବେଶ […]
ବାସ୍ତବ ବ୍ୟୁରୋ-ମାଣବସା ଗୁରୁବାର,ଛଉ ନୃତ୍ୟ ଓ ରାବଣ ଛାୟା ସ୍ଥାନ ପାଇଲା କେନ୍ଦ୍ର ଐତିହ୍ୟ ତାଲିକାରେ । ଏହି ୩ଟି ସାଂସ୍କୃତିକ ପରମ୍ପରାକୁ ସ୍ଥାନ ଦେଇଛନ୍ତି କେନ୍ଦ୍ର ସରକାର । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାସହ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କ ଧନ୍ୟବାଦ ଜଣାଇଛନ୍ତି । ସଠିକ୍ ଖବର ସଠିକ୍ ସମୟରେ ପାଇବା ପାଇଁ ଡାଉନ୍ […]
୧-ଓଡ଼ିଶାରେ ନୂଆ 3 ଜଣ covid-19 ରୋଗୀ ଚିହ୍ନଟ। ଉକ୍ତ 3 ଜଣ ଭଦ୍ରଖ ଜିଲ୍ଲା ବାସୁଦେବପୁର ଅଂଚଳର ବୋଲି କୁହାଯାଉଛି। ଓଡିଶା ରେ ମୋଟ ଆକ୍ରାନ୍ତ ଙ୍କ ସଂଖ୍ୟା 82 ରେ ପହଞ୍ଚିଲା । ୨-କରୋନା ଯୋଦ୍ଧାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ମୃତ୍ୟୁ ଘଟିଲେ ମିଳିବ ରାଷ୍ଟ୍ରୀୟ ସହିଦ ସମ୍ମାନ ସହ ୫୦ ଲକ୍ଷ ଟଙ୍କା। ୩-ଚୀନ୍ ଛାଡ଼ି ଆସିବାକୁ ଦ.କୋରିଆ, ଜାପାନ […]
ବାସ୍ତବ ବ୍ୟୁରୋ-କରୋନା ସମ୍ପର୍କିତ ଅପଡ଼େଟ ଦେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ୪ଲକ୍ଷ ୪୯ହଜାର ୮୧୦ଟି ନମୁନା ପରୀକ୍ଷା କରାଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ମିଳିଛି । ଦେଶର ୨୦୧ଟି ଲ୍ୟାବରେ ଟେଷ୍ଟିଂ ଚାଲିଛି । ଭାରତରେ ବତ୍ତର୍ମାନ ସୁଦ୍ଧା ୫୯୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ୧୮୬୦୧ଜଣ କରୋନା ସଂକ୍ରମିତ ହୋଇଥିବା […]
୧-କମିବ ନାହିଁ ପେନସନ; କେନ୍ଦ୍ର ସରକାର ଦେଲେ ଆଶ୍ବାସନା। ୨-ନୂଆ ଦିଲ୍ଲୀ:ଚୀନ୍ର ପୁଞ୍ଜିନିବେଶ ଉପରେ କେନ୍ଦ୍ର କଠୋର। ୩-ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଗାଡିର ପାସ ଆବଶ୍ୟକ ନାହିଁ, ଆଇଡି କାର୍ଡ କିମ୍ବା ଉପରିସ୍ଥ ଅଧିକାରୀଙ୍କ ଚିଠି ଥିଲେ ଅଟକାଇବନି ପୋଲିସ। ୪-ଭୁବନେଶ୍ୱର: ୭ପରିବାରର ଘର ଭଡ଼ା ଛାଡ଼ କରିଦେଲେ ବରମୁଣ୍ଡା ଅଂଚଳର ସୌଦାମିନୀ ସାମନ୍ତରାୟ। ୫-ଆମେରିକା, ଫ୍ରାନ୍ସ ଓ ବ୍ରିଟେନ୍ ପରେ ଏବେ ଚୀନ ଉପରେ ଚାପ ପକାଇଲା […]
ବାସ୍ତବ ବ୍ୟୁରୋ-ସାରା ବିଶ୍ୱରେ କରୋନା ଭାଇରସ୍ କାୟା ବିସ୍ତାର କରିଚାଲିଛି ଏଥିରେ ବିଶ୍ବବ୍ୟାପୀ ୨୩ ଲକ୍ଷ ୫୦ ହଜାର ଲୋକ ଆକ୍ରାନ୍ତ ହୋଇଛନ୍ତି ଏବଂ ୧ ଲକ୍ଷ ୬୩ ହଜାର ଲୋକଙ୍କ ମୃତ୍ୟୁ ହୋଇଛି । ସବୁଠୁ ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ବର୍ତି ପାରିନି । ଆମେରିକାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩୫ ହଜାରରେ ପହଞ୍ଚିଥିବା ବେଳେ ପ୍ରାୟ ୪୦ ହଜାର ଲୋକ କରୋନାରେ ପ୍ରାଣ ହରାଇଛନ୍ତି। […]


