ବାସ୍ତବ ବ୍ୟୁରୋ-ମେ ୩ ତାରିଖ ପର୍ଯ୍ୟନ୍ତ ଘୋଷିତ ଲକ୍ଡାଉନ୍ ପାଇଁ ଜାରି ହେଲା ନୂଆ ଗାଇଡଲାଇନ । କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଜାରି କରିଛନ୍ତି ଏହି ଗାଇଡଲାଇନ । ସମସ୍ତ ପ୍ରକାର ପରିବହନ ଉପରେ କଟକଣା ଜାରି । ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ଜାରି ରହିବ। ବସ୍, ରେଳ, ମେଟ୍ରୋ, ବିମାନ ଉଡାଣ ଉପରେ କଟକଣା । ଔଷଧ ବିତରଣ କେନ୍ଦ୍ର ଖୋଲା ରହିବ । ଗ୍ରାମାଞ୍ଚଳରେ ରାସ୍ତା […]
ଦେଶ ଓ ବିଦେଶ
୧-ଭାରତରେ ଲକ୍ଡାଉନ୍ ମେ ୩ ପର୍ଯ୍ୟନ୍ତ ବୃଦ୍ଧି ସଠିକ୍ ନିଷ୍ପତ୍ତି, ପ୍ରଧାନମନ୍ତ୍ରୀଙ୍କୁ WHOର ପ୍ରଶଂସା। ୨-April 15,16 ଓ 17 ତାରିଖରେ ଚନ୍ଦ୍ର ସହ ତିନିଟି ଗ୍ରହର ମିଳନର ଦୃଶ୍ୟ ଦେଖିବାକୁ ପାଇବେ ସାଧାରଣ ଲୋକ। ପ୍ରତ୍ୟେକ ଦିନ ଭୋର ସମୟରେ ଉତ୍ତର ପୂର୍ବ ଦିଗବଳୟ ଉପରେ ବୃହସ୍ପତି,ଶନି ଓ ମଙ୍ଗଳଗ୍ରହ ଦୃଶ୍ୟମାନ ହେବ। ୩-ଚାଷୀଙ୍କୁ ସହଯୋଗ କର ,ଅଭ୍ଯାସଗତ ଅପରାଧୀ ହେବେ ସାବାଡ: ମୁଖ୍ୟମନ୍ତ୍ରୀ। ୪-ହ୍ବାଟ୍ସଆପ ଜରିଆରେ ୧୦ […]
ବାସ୍ତବ ବ୍ୟୁରୋ-ଆଜି ସକାଳ ୧୦ଟା ରେ କରୋନା ନେଇ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧନ କରିଛନ୍ତି । ଭାରତରେ କରୋନା ସଂକ୍ରମଣ ସଂଖ୍ୟାକୁ ଦୃଷ୍ଟିରେ ରଖି ସାରା ଦେଶରେ ବଢ଼ିଛି ଲକଡାଉଡ଼୍ ଅବଧି । ସେ କହିଛନ୍ତି ଯେ ରାଜ୍ୟ ସରକାର ଓ ନାଗରିକମାନଙ୍କର ପରାମର୍ଶ କ୍ରମେ ଏ ଭଳି ନିଷ୍ପତ୍ତି ନିଆଯାଇଛି। ୨୧ ଦିନିଆ ଲକ୍ଡାଉନ୍ ପରି ଆମକୁ ଏହି ସମୟରେ ମଧ୍ୟ ଶୃଙ୍ଖଳିତ ହୋଇ ଚଳିବାକୁ ପଡ଼ିବ […]
ବାସ୍ତବ ବ୍ୟୁରୋ-ମଙ୍ଗଳବାର ସକାଳ ଅର୍ଥାତ୍ ଆସନ୍ତାକାଲି ୧୦ଟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶରେ ଜାରି ହୋଇଥିବା ୨୧ ଦିନିଆ ଲକ୍ଡାଉନ୍ ଅବଧି ମଙ୍ଗଳବାର ସମାପ୍ତ ହେବାକୁ ଯାଉଛି । ଏହାସହ ଏହି ଲକ୍ଡାଉନ୍ ଅବଧି ବୃଦ୍ଧି ପାଇଁ ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତାବ ରଖାଯାଇଛି । ତେଣୁ ଲକ୍ଡାଉନ୍ ଅବଧି ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିପାରନ୍ତି ବୋଲି […]
ବାସ୍ତବ ବ୍ୟୁରୋ-ଆଜି ହେଉଛି ପବିତ୍ର ମହାବିଷୁବ ପଣା ସଂକ୍ରାନ୍ତି । ଏହା ସହ ଆଜିର ଦିନକୁ ଓଡ଼ିଆ ନବବର୍ଷ ଭାବେ ମଧ୍ୟ ପାଳନ କରାଯାଇଥାଏ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି । ମହାବିଷୁବ ପଣା ସଂକ୍ରାନ୍ତିର ଅଭିନନ୍ଦନ ଜଣାଇବା ସହ ବର୍ଷସାରା ଖୁସି ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ସେ ପ୍ରାର୍ଥନା କରିଛନ୍ତି ।
ବାସ୍ତବ ବ୍ୟୁରୋ-ପ୍ରତିଦିନ ପରି କରୋନା ସମ୍ପର୍କିତ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ । ସେ କହିଛନ୍ତି ଯେ ଗତ ୨୪ ଘଣ୍ଟାରେ ସମଗ୍ର ଦେଶରେ ୯୦୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ପ୍ରାଣ ହରାଇଛନ୍ତି ୩୪; ଓ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୭୪ । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢି […]
୧-ନିଜ ଜନ୍ମଦିନରେ ପିଏମ ଏବଂ ସିଏମ ରିଲିଫ ଫଣ୍ଡକୁ ଦାନ କଲେ ୯ ବର୍ଷର ଛାତ୍ର ଠାକୁର ରାଜବୀର। ୨-ସୁରଟରେ ଓଡ଼ିଆ ଶ୍ରମିକ ଓପାସ, ମାନିଲେ ନାହିଁ ଲକଡାଉନ୍,ରାସ୍ତାକୁ ଓହ୍ଲାଇଲେ, ଜାଳିଲେ। ୩-ଭଗବତୀ ଓ ସାରଳା ପୀଠରେ ଲାଗୁହେଲା ୧୪୪ ଧାରା। ୪-ପୁରୀ ବଡଦାଣ୍ଡ ହେଲା ସାନିଟାଇଜ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସହ ଶ୍ରୀମନ୍ଦିର କାର୍ଯ୍ୟାଳୟ ହେଲା ସାନିଟାଇଜ। ୫-ମହାରାଷ୍ଟ୍ର ଓ ପଶ୍ଚିମବଙ୍ଗ ବଢାଇଲେ Lockdown ଅବଧି, ଏପ୍ରିଲ ୩୦ ପର୍ଯ୍ୟନ୍ତ […]
ବାସ୍ତବ ବ୍ୟୁରୋ-ସାରା ଦେଶରେ୨୧ଦିନିଆ ଲକଡାଉନ୍ ଲକଡାଉନର ଅବଧିକୁ ବଢାଇବା ସମ୍ପର୍କରେ ମତାମତ ନେବା ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଙ୍ଗ୍ ଜରିଆରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛନ୍ତି। ଦିନ ୧୧ଟା ବେଳେ ଆରମ୍ଭ ହୋଇଥିବା ଏହି ଭିଡିଓ କନଫରେନସରେ ପ୍ରଧାନମନ୍ତ୍ରୀ ମୋଦୀ ମୁଖାବରଣ ପରିଧାନ କରିଥିବାର ଦେଖାଯାଇଛି। ଅଧିକାଂଶ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ମାସ୍କ ବା ମୁଖାବରଣ ପରିଧାନ କରିଛନ୍ତି। ସମଗ୍ର ଭାରତରେ ଲକଡାଉନର […]
୧-ଓଡିଶା ସରକାରଙ୍କ ରାସ୍ତାରେ ପଞ୍ଜାବ । ମେ’ ୧ ତାରିଖ ଯାଏଁ ଲକଡାଉନ ବୃଦ୍ଧି କରିବାକୁ କ୍ୟାପଟେନ ଅମରିନ୍ଦର ସିଂଙ୍କ ନିଷ୍ପତି, ଓଡ଼ିଶା ପରେ ଦେଶର ଦ୍ୱିତୀୟ ରାଜ୍ୟ ଭାବେ ତାଲାବନ୍ଦ ଅବଧି ବଢ଼ାଇଲା ପଞ୍ଜାବ । ୨-ହାଇକୋର୍ଟଙ୍କ ସାନି ନିର୍ଦ୍ଦେଶ, ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମଙ୍କ ଛଡା ଅନ୍ୟ କୌଣସି ଲୋକ ଗାଡି ନେଇ ବାହରେ ବୁଲି ପାରିବେନି। ୩-ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା ଆଜି। ତାଲାବନ୍ଦ ଅବଧି […]
ବାସ୍ତବ ବ୍ୟୁରୋ-ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଥିବା ଜି-୨୦ ଶକ୍ତି ମନ୍ତ୍ରୀ ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ସମଗ୍ର ବିଶ୍ୱ ଏକ ଅଭାବନୀୟ ପରିସ୍ଥିତିରେ ଏବେ ସମ୍ମୁଖୀନ ହୋଇଛି । ଏହି ସମୟରେ ଅନ୍ତରାଷ୍ଟ୍ରୀୟ ସହଯୋଗ ଏକାନ୍ତ ଆବଶ୍ୟକ । ଭାରତରେ ୨୧ ଦିନିଆ ତାଲାବନ୍ଦ ସମୟରେ ଜନସାଧାରଣଙ୍କ ନିମନ୍ତେ, ବିଭିନ୍ନ ବ୍ୟବସ୍ଥା କରିଅଛି । ଦେଶରେ ଏଲପିଜି ବ୍ୟତିର ଅନ୍ୟ ସବୁ ପେଟ୍ରୋଲିୟମ ଉତ୍ପାଦର ବ୍ୟବହାର କମ୍ ହୋଇଛି […]


