ବାସ୍ତବ ବ୍ୟୁରୋ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ) ଭୁଲ ତଥ୍ୟ ଦେଇଥିବାରୁ, ଏ ସଂପର୍କରେ ବିଭିନ୍ନ ମହଲରୁ ଆପତ୍ତି ଉଠିବା ପରେ ସଂଗଠନ ନିଜର ଭୁଲ ସ୍ୱୀକାର କରିଛି । ଭାରତରେ ଗୋଷ୍ଠୀ ସଂକ୍ରମଣ ହୋଇଥିବା ନିଜର କରୋନା ସ୍ଥିତି ରିପୋର୍ଟରେ ଦର୍ଶାଇଥିଲା । ଏପରିକି ଚୀନରେ କ୍ଲଷ୍ଟର ସଂକ୍ରମଣ କଥା କୁହାଯାଇଥିଲା ।ଗୋଷ୍ଠୀ ସଂକ୍ରମଣ ସ୍ଥାନରେ କ୍ଲଷ୍ଟର ସଂକ୍ରମଣ ବୋଲି ଦର୍ଶାଯାଇଛି । ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ-କରେନା ଚିକିତ୍ସାରେ ସହାୟକ ହେଉଥିବା ହାଇଡ୍ରୋକ୍ଳୋରୋକୁଇନ ଟାବଲେଟ ଦେବାକୁ ବିଶ୍ୱର ୩୦ ଟି ଦେଶ ଭାରତକୁ ଅନୁରୋଧ କରିଥିଲେ । ତାହା ପୁଣି କୁଟନୈତିକ ଚ୍ୟାନେଲ ମାଧ୍ୟମ ରେ ନୁହେଁ ବରଂ ଆମେରିକା ରାଷ୍ଟ୍ରପତି ଡୋଲାଲ୍ଡ ଟ୍ରମ୍ପ ,ବ୍ରାଜିଲ୍ ରାଷ୍ଟ୍ରପତିଙ୍କ ଭଳି ବହୁ ଦେଶର ରାଷ୍ଟ୍ରମୁଖ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦିଙ୍କୁ ବ୍ୟକ୍ତିଗତ ଅନୁରୋଧ କରିଥିଲେ । ନିଜ ପାଇଁ ଆବଶ୍ୟକୀୟ ଷ୍ଟକ ରଖିବା ପରେ ଭାରତ ୨୫ ଟି ରାଷ୍ଟ୍ରକୁ […]
୧-ଅମାନିଆ ଗାଡି ଚାଳକ ହୁସିଆର! ପ୍ରଥମଥର ଧରାପଡିଲେ ୨ ହଜାର…ଦ୍ୱିତୀୟ ଥର ଜବତ ହେଲେ ୧୦ ହଜାର ଟଙ୍କା ତଣ୍ଡ: ଜରିମାନା ଦେବା ପରେ ବି ଥାନାରେ ଗାଡି ରହିବ ଗୋଟିଏ ଦିନ। ୨-ଆଜି ଠାରୁ ଘରୁ ପଦାକୁ ବାହାରିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ୩-ଘରୋଇ ସଂସ୍ଥା କର୍ତ୍ତୁପକ୍ଷଙ୍କୁ ଶ୍ରମ ଆୟୁକ୍ତଙ୍କ ତାଗିଦ୍: କର୍ମଚାରୀଙ୍କୁ ଛଟେଇ କିମ୍ବା କମ୍ ଦରମା ଦେଇପାରିବେ ନାହିଁ। ୪-ଏପ୍ରିଲ ୧୧ରେ ସବୁ ମୁଖ୍ୟମନ୍ତ୍ରୀଙ୍କ ସହ […]
ବାସ୍ତବ ବ୍ୟୁରୋ-ସାରା ବିଶ୍ୱ ଏବେ କରୋନା ସଙ୍କଟ ସହ ଲଢ଼ୁଛି । ଏହା ମଧ୍ୟରେ ବିଶ୍ବର ବଡ଼ ବଡ଼ ଦେଶଗୁଡ଼ିକ ମଧ୍ୟରେ ଭାରତ ଏହାର ପ୍ରଭାବ ବିସ୍ତାର କରିଥିବା ଦେଖିବାକୁ ମିଳିଛି । ଭାରତ ହାଇଡ୍ରୋକ୍ସିକ୍ଲୋରୋକୁଇନ ଔଷଧ ରପ୍ତାନୀ ଉପରୁ କଟକଣା ହଟାଇଦେବା ପରେ ସବୁ ଦେଶ ଭାରତର ପ୍ରଶଂସା କରିବାରେ ଲାଗିଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରେ ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସୋନାରୋ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ […]
ବାସ୍ତବ ବ୍ୟୁରୋ-ଆଜି ସକାଳ ୯ଟା ସୁଦ୍ଧା ସମଗ୍ର ଦେଶରେ ୫୧୯୪ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୪୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି । ବାକି ୧୪୯ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ମହାରାଷ୍ଟ୍ରରେ ସର୍ବାଧିକ ୧୦୧୮ ଜଣ […]
୧-୨୪ ଘଣ୍ଟାରେ ଆଉ ୫ ଆତଙ୍କବାଦୀଙ୍କୁ ନିପାତ କଲେ ଭାରତୀୟ ସେନା ; ମୋଟ୍ ୯ ନିହତ, ୩ ସହିଦ୍। ୨-ସାମାଜିକ ଦୂରତା ନମାନିଲେ ମାଡ଼ ମାରିବ ପୋଲିସ । ସ୍ପଷ୍ଟ ନିର୍ଦ୍ଦେଶ ଦେଲେ ସରକାର, ଆଜିଠୁ ବାହାରେ ବୁଲୁଥିବା ଲୋକଙ୍କ ଉପରେ ରହିବ କଡା ନଜର । ୩-ଭୁବନେଶ୍ୱର:କିଣାକିଣି ପାଇଁ ବିନା ଗାଡ଼ିରେ ଯିବାକୁ ପୁଲିସ୍ କମିଶନରଙ୍କ କଡ଼ା ନିର୍ଦ୍ଦେଶ। ୪-ଦୋକାନୀଙ୍କ ପାଇଁ ଆଜିଠୁ କଡା ନିୟମ । […]
୧-୨୦୦୮ ସଙ୍କଟଠୁ ମଧ୍ୟ ଆହୁରି ଶୋଚନୀୟ ହେବ ବିଶ୍ଵ ଅର୍ଥ ବ୍ୟବସ୍ଥା, IMF କହିଲା – ମାନବତା ପାଇଁ ଅନ୍ଧକାରମୟ ସମୟ। ୨-ଗୁଜବକାରୀଙ୍କୁ ସାବଧାନ କରାଇଲେ ପୋଲିସ ଡିଜି । କହିଲେ ସୋସିଆଲ ମିଡିଆରେ ତିକ୍ତତା କିମ୍ବା ଭୟ ସୃଷ୍ଟି କଲା ଭଳି ଅପପ୍ରଚାର କଲେ ହେବ କଡ଼ା କାର୍ଯ୍ୟନୁଷ୍ଠାନ। ୩-ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା: ୪ କୋଟି ମହିଳାଙ୍କୁ ମିଳିଲା ୫୦୦-୫୦୦ ଟଙ୍କା, ପର୍ଯ୍ୟାୟ କ୍ରମେ ୨୦ କୋଟି […]
୧-କରୋନା ପାଇଁ ଚିନ ଠାରୁ କ୍ଷତିପୂରଣ ଦାବି କଲା ICJ । ଜାତିସଂଘ ମାନବାଧିକାର ପରିଷଦରେ ପିଟିସନ ଦାୟର। ୨-ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦ ଛୁଇଁଲା, ଗୋଟିଏ ଦିନରେ ୧୫ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ। ୩-ଆଜିଠୁ ଜନଧନ ଖାତାଧାରୀ ମହିଳାଙ୍କୁ ଟଙ୍କା ପ୍ରଦାନ ଆରମ୍ଭ। ୪-ଗତକାଲି ରାତି ୮ଟା ଠାରୁ ଘରୁ ଗୋଡ କାଢିବା ମନା । ଭୁବନେଶ୍ୱର, କଟକ ଓ ଭଦ୍ରକରେ ୪୮ ଘଣ୍ଟା ଯାଏଁ ସମ୍ପୂର୍ଣ୍ଣ […]
ବାସ୍ତବ ବ୍ୟୁରୋ- ଦେଶରେ କରୋନା ଭୂତାଣୁ କାୟା ବିସ୍ତାର ମେଲେଇ ଚାଲିଥିବା ବେଳେ ଆଜି ସକାଳ ୯ ତା ସୁଦ୍ଧା ସମଗ୍ର ଦେଶରେ ୨୩୦୧ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି । ବାକି ୫୬ […]
ବାସ୍ତବ ବ୍ୟୁରୋ- ଆଜି ସକାଳ ୯ ଟାରେ ଭିଡିଓ ବାର୍ତ୍ତା ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଲକଡାଉନକୁ ସମ୍ମାନ ଦେଇଥିବାରୁ ସମସ୍ତ ଦେଶବାସୀଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି । ଏହା ସହ ସେ କହିଲେ କି, କରୋନାକୁ ହରାଇବାକୁ ପଡିବ, ଭାରତକୁ ଜିତେଇବାକୁ ପଡିବ । କରୋନା ସହିତ ଚାଲିଥିବା ଏହି ଲଢେଇରେ ଯଦି କିଛି ଦରକାର ଅଛି ତାହା ହେଉଛି ସାମୁହିକ ଶକ୍ତି । ଏହି ସାମୁହିକ ଶକ୍ତିର ପରିପ୍ରକାଶ […]


