ବାସ୍ତବ ବ୍ୟୁରୋ: ଦୀପାବଳି ଅବସରରେ ଯବାନଙ୍କ ସହ ଦୀପାବଳି ପାଳିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଆଜି ସକାଳୁ ହିମାଚଳପ୍ରଦେଶର ଲେପଚାରେ ପହଂଚିଥିଲେ ମୋଦୀ । ସେଠାରେ ଯବାନଙ୍କ ସହ ଦୀପାବଳି ପାଳିଛନ୍ତି । ଏହାର ଫଟୋ ସେ ଟ୍ୱିଟ୍ କରିଛନ୍ତି । ଏଥିରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ସେ ବାହାଦୂର ଯବାନଙ୍କ ସହ ଦୀପାବଳି ପାଳନ କରୁଛି । ୨୦୧୪ରୁ ପ୍ରତ୍ୟେକ ବର୍ଷ ମୋଦୀ ଯବାନଙ୍କ ଦୀପାବଳି ପାଳନ କରିଆସୁଛନ୍ତି । ପ୍ରଧାନମନ୍ତ୍ରୀ […]

ବାସ୍ତବ ବ୍ୟୁରୋ: ଉତରକାଶୀରେ ଭାଙ୍ଗିଲା ନିର୍ମାଣାଧୀନ ଟନେଲ । ଦୁର୍ଘଟଣା ଯୋଗୁ ଟନେଲ ଭିତରେ ୪୦ରୁ ଅଧିକ ଶ୍ରମିକ ଫସିରହିଥିବା ସୂଚନା ମିଳିଛି । ସେମାନଙ୍କୁ ଉଦ୍ଧାର ପାଇଁ ଅପରେସନ୍ ଆରମ୍ଭ ହୋଇଛି । ଫସି ରହିଥିବା ସମସ୍ତ ଶ୍ରମିକ ସୁରକ୍ଷିତ ଥିବା ଜଣାପଡ଼ିଛି । ତେବେ ନିର୍ମାଣାଧୀନ ଟନେଲ୍‌ଟି ବ୍ରହ୍ମଖାଲ୍‌-‌ୟମୁନୋତ୍ରୀ ଜାତୀୟ ରାଜପଥର ସିଲ୍‌କ୍ୟାରାରୁ ଦଣ୍ଡାଲ୍‌ଗାଓଁକୁ ସଂଯୋଗ କରୁଥିବା ବେଳେ ଟନେଲରେ ଉଦ୍ଧାର କାର୍ଯ୍ୟ ଚାଲିଛି। ତେବେ ସେଠାରୁ […]

ଆଜି ସକାଳୁ ଏର୍ଣ୍ଣାକୁଲମ ସ୍ଥିତ କନ୍‌ଭେନସନ୍‌ ହଲରେ ଖ୍ରୀଷ୍ଟ ଧର୍ମାବଳମ୍ବିଙ୍କ ପ୍ରାର୍ଥନା ଚାଲିଥିଲା। ଏତିକିବେଳେ ଭୟଙ୍କର ବିସ୍ଫୋରଣରେ ଦୋହଲି ଉଠିଥିଲା ପୂରା କନ୍‌ଭେନ୍‌ସନ ହଲ୍‌। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏହି ଆହତଙ୍କ ମଧ୍ୟରେ ଛୋଟ ଛୁଆ ମଧ୍ୟ ଅଛନ୍ତି। କେରଳର ଏର୍ଣ୍ଣାକୁଲମ କଲାମାସେରିରେ ଘଟିଛି ଏଭଳି କିଛି ଘଟଣା। ଜଣେ […]

ବାସ୍ତବ ବ୍ୟୁରୋ: ଅଯୋଧ୍ୟାରେ ନିର୍ମାଣ ଚାଲିଥିବା ଭବ୍ୟ ରାମନ୍ଦିରର ଉଦଘାଟନ ଆସନ୍ତା ବର୍ଷ ଜାନୁଆରୀ ୨୨ରେ ହେବ। ଉଦଘାଟନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ। ଜାନୁଆରୀ ୨୨ ତାରିଖ ଦିନ ୧୨.୩୦ରୁ ଉଦଘାଟନୀ କାର୍ଯ୍ୟକ୍ରମ ଆରମ୍ଭ ହେବ। ଆଜି ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସଦସ୍ୟମାନେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କରିଥିଲେ। ସଦସ୍ୟମାନେ ପ୍ରଧାନମନ୍ତ୍ରୀଙ୍କୁ ମନ୍ଦିରର ପ୍ରାଣ ପ୍ରତିଷ୍ଠାନ କାର୍ଯ୍ୟକ୍ରମରେ ସାମିଲ ହେବାକୁ ନିମନ୍ତ୍ରଣ କରିଥିଲେ। […]

ବାସ୍ତବ ବ୍ୟୁରୋ: ବିହାରର ବକ୍ସର ଜିଲ୍ଲାର ରଘୁନାଥପୁର ଷ୍ଟେସନରେ ଗତ ରାତି ଘଟିଛି ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା। ଟ୍ରାକରୁ ଟ୍ରେନ୍ ବାହାରିଯିବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି। ଏଥିରେ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ଗତ ରାତିରେ ଦିଲ୍ଲୀ ଆନନ୍ଦ ବିହାର ଷ୍ଟେସନରୁ ଗୁଆହାଟୀର କାମାକ୍ଷା ଷ୍ଟେସନ୍ ଯାଉଥିବା ନର୍ଥ ଇଷ୍ଟ ସୁପରଫାଷ୍ଟ ଏକ୍ସପ୍ରେସର ୨୧ଟି ବଗି ଲାଇନ୍‌ଚ୍ୟୁତ […]

ବାସ୍ତବ ବ୍ୟୁରୋ: ଇରାନରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରର ବି‌ରୋଧ ତଥା ସମସ୍ତଙ୍କ ପାଇଁ ମାନବିକ ଅଧିକାର ଓ ସ୍ୱାଧୀନତାର ପ୍ରଚାର ପାଇଁ କାମ କରିଥିବାରୁ ନର୍ଗିସ ମହମ୍ମଦୀଙ୍କୁ ୨୦୨୩ମସିହାରେ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରିବାକୁ ନରୱେ ନୋବେଲ କମିଟି ନିଷ୍ପତ୍ତି ନେଇଛି। ନୋବେଲ ପୁରସ୍କାର କମିଟି ଅନୁଯାୟୀ, ନର୍ଗିସ ମହମ୍ମଦୀ ବ୍ୟକ୍ତିଗତ ସ୍ତରରେ ବହୁ ଭାବରେ ସଂଗ୍ରାମ କରିଛନ୍ତି। ଅନ୍ୟ ମହିଳାଙ୍କୁ ସାହାଯ୍ୟ କରିବାକୁ ଯାଇ ସେ […]

 ୨୦୨୩ ମସିହା ପାଇଁ ସାହିତ୍ୟକ୍ଷେତ୍ରରେ ନୋବେଲ ପୁରସ୍କାର ନରଓ୍ବେର ଲେଖକ ଓ ନାଟ୍ୟକାର ଜନ୍ ଫୋସେଙ୍କୁ ପ୍ରଦାନ କରାଯିବ ବୋଲି ଷ୍ଟକହୋମଠାରେ ନୋବେଲ କମିଟି ପକ୍ଷରୁ ଘୋଷଣା କରାଯାଇଛି । ତାଙ୍କ ନାଟକ ଓ ଗଦ୍ୟ ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ଏ ସମ୍ପର୍କରେ ଏକ୍ସରେ ସୂଚନା ଦେଇ ନୋବେଲ କମିଟି ପକ୍ଷରୁ କୁହାଯାଇଛି ଯେ ଫୋସେଙ୍କ ଲେଖା ସମାଜର ଦୁର୍ବ​ଳ ଓ ଅବହେଳିତ ବର୍ଗଙ୍କ […]

ବାସ୍ତବ ବ୍ୟୁରୋ: ୨୦୨୩ ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ରୟାଲ୍ ସୁଇଡିସ ଏକାଡେମୀ ଅଫ୍ ସାଇନ୍ସେସ୍ ପକ୍ଷରୁ ମୋଙ୍ଗି ଜି. ବାଭେଣ୍ଡି, ଲୁଇସ୍ ଇ. ବ୍ରୁସ୍ ଏବଂ ଆଲେକ୍ସି ଆଇ. ଆକିମୋଭଙ୍କୁ ୨୦୨୩ ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। କ୍ୱାଣ୍ଟମ ଡଟ୍ ଆବିଷ୍କାର ଏବଂ ସଂଶ୍ଳେଷଣ ପାଇଁ ଏହି ଗବେଷକମାନଙ୍କୁ ଏହି ପୁରସ୍କାର ପ୍ରଦାନ ପାଇଁ ଚୟନ କରାଯାଇଛି […]

ବାସ୍ତବ ବ୍ୟୁରୋ: ବୈଜ୍ଞାନିକ ପିଏରେ ଆଗୋଷ୍ଟିନି, ଫେରେଙ୍କ କ୍ରାଉସ୍‌ଜ ଏବଂ ଆନ୍‌ ଲେ’ହୁଇଲିୟରଙ୍କୁ ପଦାର୍ଥ ବିଜ୍ଞାନରେ ୨୦୨୩ ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି। ପଦାର୍ଥ ବିଜ୍ଞାନରେ ଇଲେକ୍ଟ୍ରୋନ୍‌ ଗତିଶୀଳତା ଅଧ୍ୟୟନ ପାଇଁ ଏହି ପୁରସ୍କାର ରୟାଲ ସୁଇଡିଶ ଏକାଡେମୀ ଅଫ୍‌ ସାଇନ୍‌ସ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ପଦାର୍ଥରେ ଇଲେକ୍ଟ୍ରୋନ୍‌ ଗତିଶୀଳତା କ୍ଷେତ୍ରରେ ଅଧ୍ୟୟନ ପାଇଁ ସେମାନଙ୍କୁ ନୋବେଲ୍‌ ଦିଆଯିବ। ନୋବେଲ୍‌ ଘୋଷଣା କରୁଥିବା ଟିମ୍‌ କହିଛନ୍ତି, […]

ବାସ୍ତବ ବ୍ୟୁରୋ: କମର୍ସିଆଲ୍ ଏଲପିଜି ସିଲିଣ୍ଡର ମୂଲ୍ୟ ବୃଦ୍ଧି କଲେ ତୈଳ କମ୍ପାନୀ। ଆଜିଠାରୁ ନୂଆ ଦର ଲାଗୁ କରାଯାଇଛି। ନୂଆ ଦର ଅନୁସାରେ, ଗ୍ୟାସ୍ ସିଲିଣ୍ଡର୍ ପିଛା ୨୦୯ ଟଙ୍କା ବୃଦ୍ଧି ପାଇଛି। ଏହି ବୃଦ୍ଧି ପରେ ରାଜଧାନୀ ଦିଲ୍ଲୀରେ ୧୯ କିଲୋଗ୍ରାମ ଏଲପିଜି ସିଲିଣ୍ଡର ୧୭୩୧.୫୦ ଟଙ୍କାରେ ବିକ୍ରି ହେଉଛି। ଅନ୍ୟ ମେଟ୍ରୋ ସହରରେ କର୍ମସିଆଲ୍ ଗ୍ୟାସ୍ ସିଲିଣ୍ଡର ଦର ଦେଖିବାକୁ ଗଲେ କୋଲକାତାରେ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୩.୫୦ […]

Pin It on Pinterest