ବାସ୍ତବ ବ୍ୟୁରୋ: ପ୍ରଥମେ ରାଜ୍ୟପାଳ ଭଗତ ସିଂହ କୋଶିୟାରୀ ସରକାର ଗଠନ ପାଇଁ ବିଜେପି କୁ ଆମନ୍ତ୍ରଣ ପରେ ଦ୍ବିତୀୟ ବୃହତ ଦଳ ଭାବେ ଶିବସେନାକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଥିଲେ। ମାତ୍ର ଏନେଇ ଶିବସେନା ୨୪ଘଣ୍ଟା ମଧ୍ୟରେ କୌଣସି ସ୍ପଷ୍ଟ ସୂଚନା ଦେଇପାରିଲାନାହିଁ। ଆଉ ୨ ଦିନ ସମୟ ଶିବସେନା ମାଗିଥିଲେ ମଧ୍ୟ ରାଜ୍ୟପାଳ ତାହା ପ୍ରଦାନ ତାଙ୍କୁ କରିନାହାନ୍ତି । କିଛି ସମୟ ପୂର୍ବରୁ ରାଜ୍ୟପାଳ […]

ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ରରେ ନୂତନ ସରକାର ଗଠନ ପ୍ରକ୍ରିୟାରୁ ବିଜେପି ଆଜି ନିଜକୁ ବିଧିବଦ୍ଧ ଭାବେ ଦୂରେଇ ନେଇଛି। ଶନିବାର ମହାରାଷ୍ଟ୍ରରେ ନୂତନ ସରକାର ଗଠନ ପାଇଁ ରାଜ୍ୟପାଳ ଭାଗବତ ସିଂହ କୋଶିୟାରି ବିଜେପିର ବିଧାୟକ ଦଳ ନେତା ଦେବନ୍ଦ୍ର ଫର୍ଣ୍ଣାବିସଙ୍କୁ ନୂତନ ସରକାର ଗଠନ କରିବାକୁ ଆମନ୍ତ୍ରଣ କରିଥିଲେ। ମହାରାଷ୍ଟ୍ର ନିର୍ବାଚନରେ ବିଜେପି ହେଉଛି ଏକକ ସଂଖ୍ୟାଗରିଷ୍ଠ ଦଳ। ଆଜି ବିଜେପିର ଦୁଇଟି କୋର କମିଟି ବୈଠକ ଅନୁଷ୍ଠିତ […]

ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ଅଚଳାବସ୍ଥାର ଅବସାନ ହେବାର ଆଶା ଦେଖାଦେଇଛି । ସରକାର ଗଢିବାକୁ ବିଜେପିକୁ ନିମନ୍ତ୍ରଣ କଲେ ରାଜ୍ୟପାଳ । ରାଜ୍ୟପାଳ  ଭଗତ ସିଂ କୋସ୍ୟାରୀ ଏକକ ସଂଖ୍ୟା ଗରିଷ୍ଠତା ହାସଲ କରିଥିବା ଦଳ ବିଜେପିକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଛନ୍ତି ।  ବିଜେପି ବିଧାୟକ ଦଳର ନେତା ଦେବେନ୍ଦ୍ର ଫଡନବୀସଙ୍କୁ ଏଥିପାଇଁ ଆମନ୍ତ୍ରଣ କରାଯାଇଛି ଓ ଆସନ୍ତା ୧୧ ତାରିଖ ସୁଦ୍ଧା ସଂଖ୍ୟା […]

ବାସ୍ତବ ବ୍ୟୁରୋ: ଅଯୋଧ୍ୟା ମାମଲା ରେ ସୁପ୍ରିମ୍‌ କୋର୍ଟ ର ଐତିହାସିକ ରାୟ ପ୍ରକାଶ ପାଇଛି । ବିବାଦୀୟ ଜାଗା ଉପରେ ମନ୍ଦିର ନିର୍ମାଣ ହେବ ଏବଂ ମସ୍‌ଜିଦ୍‌ ନିର୍ମାଣ ପାଇଁ ମୁସଲମାନମାନଙ୍କୁ ବିକଳ୍ପ ଜମି ଯୋଗାଇ ଦିଆଯାଉ ବୋଲି ଶନିବାର ଦିନ ସୁପ୍ରିମ୍‌ କୋର୍ଟ କହିଛନ୍ତି କହିଛନ୍ତି। ବିବାଦୀୟ ଜାଗା ଉପରେ ମନ୍ଦିର ନିର୍ମାଣ ଲାଗି ତିନି ମାସ ମଧ୍ୟରେ ଏକ ଯୋଜନା କରି କେନ୍ଦ୍ର ସରକାର ବୋର୍ଡ […]

୧-2020ରେ ଘରୋଇ କର୍ମଚାରୀଙ୍କ ଦରମାରେ ହାରାହାରି 10 ପ୍ରତିଶତ ବୃଦ୍ଧି ହେବ। ୨-କଟକ ଏସ୍‌ସିବି ହେବ ଏମ୍ସ ପ୍ଲସ ହସ୍‌ପିଟାଲ୍‌, ଶଯ୍ୟା ସଂଖ୍ୟା ୩ହଜାରକୁ ବୃଦ୍ଧି, ଏକ ହଜାର କୋଟି ଖର୍ଚ୍ଚ କରିବେ ରାଜ୍ୟ ସରକାର। ୩-ଦୁର୍ବଳ ହେବ ଭୀଷଣ ସାମୁଦ୍ରିକ ଝଡ ବୁଲ୍‌ବୁଲ୍‌ , ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସମୁଦ୍ର ମଧ୍ୟରେ ନେବ ଅତି ଭୀଷଣ ଘୂର୍ଣ୍ଣିଝଡର ରୂପ। ୪-ଓଡ଼ିଶାରେ ‘ଠିକାରେ ଚାଷ’କୁ ମିଳିବ ଆଇନଗତ ମାନ୍ୟତା, […]

ବାସ୍ତବ ବ୍ୟୁରୋ (ଭୁବନେଶ୍ୱର): ବାତ୍ୟା ବୁଲବୁଲ ପ୍ରକୋପରୁ ଓଡ଼ିଶା ବର୍ତ୍ତିଯିବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ କହିଛି । ବିଭାଗ ପକ୍ଷରୁ ଜାରି ନୂଆ ବୁଲେଟିନ ଅନୁସାରେ ବୁଲବୁଲ ଧୀରେ ଧୀରେ ଉତ୍ତର ଦିଗରେ ଗତି କରି ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ଯାଉଛି । ତେବେ ଏହାର ପ୍ରଭାବରେ ଆସନ୍ତା ୯ ଓ ୧୦ ତାରିଖରେ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ […]

୧-ପ୍ରଦୂଷଣ କବଳରେ ଏବେ ଓଡ଼ିଶାର ୭ ସହର: ଭୁବନେଶ୍ୱର,କଟକ, ଅନୁଗୁଳ, ତାଳଚେର, ବାଲେଶ୍ୱର, ରାଉରକେଲା ଓ କଳିଙ୍ଗନଗର । ସବୁଠୁ ପ୍ରଦୂଷିତ ଭୁବନେଶ୍ୱର। ୨-ପୁରୀ:ସୁପ୍ରିମକୋର୍ଟଙ୍କ କଡ଼ା ରାୟ; ବିଶୃଙ୍ଖଳିତ ସେବାୟତଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ୩-ସମ୍ଭାବ୍ୟ ଭୀଷଣ ବର୍ଷା ଏବଂ ବାତ୍ୟାକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ କର୍ମଚାରୀଙ୍କର ଛୁଟି ବାତିଲ କଲେ ଗଞ୍ଜାମ ଜିଲ୍ଲାପାଳ। ୪-ପ୍ରଦୂଷଣ ମୁକ୍ତ ପରିବେଶ ପାଇଁ କଟକରେ ପୁଣି ଫେରିବ ରିକ୍ସା। ୫-୭ […]

ବାସ୍ତବ ବ୍ୟୁରୋ : ସୁନା କିଣିବାକୁ ଚାଁହୁଥିବା ଗ୍ରାହକଙ୍କ ପାଇଁ ଖୁସି ଖବର ଆଣିଦେଇଛି|ବିଶେଷ କରି ସୁନା ଦର ଉଚ୍ଚା ରହିବା ଯୋଗୁଁ ସୁନା ଗହଣା ପ୍ରତି ଲୋକଙ୍କ ମୋହ ତୁଟିବାରେ ଲାଗିଛି|ଯେଉଁଥିପାଇଁ ସୁନା ଆମଦାନୀ ମଧ୍ୟ କମିଯାଇଛି| ଯାହାକୁ ନଜରରେ ରଖି ସୁନା ଦର ଏବେ କମିଛି | ମଙ୍ଗଳବାର ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧୦୧ ଟଙ୍କା କମିଯାଇଛି| ମଙ୍ଗଳବାର ଦିଲ୍ଲୀରେ ସୁନା ମୂଲ୍ୟ ୧୦ […]

ବାସ୍ତବ ବ୍ୟୁରୋ :ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍ରେସନରେ ପରିଣତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ଏବେ ଏହା ପାରାଦୀପ ଠାରୁ ୮୯୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ ରହିଛି । ଆସନ୍ତା ୧୨ ଘଣ୍ଟାରେ ଏହା ଡିପ ଡିପ୍ରେସନରେ ପରିଣତ ହେବ ଓ ପରବର୍ତ୍ତି ୨୪ ଘଣ୍ଟାରେ ଅର୍ଥାତ ୭ ତାରିଖ ସୁଦ୍ଧା ଏହା ଏକ ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ସାମୁଦ୍ରିକ ବାତ୍ୟାରେ ପରିଣତ ହେବାର ସମ୍ଭାବନା […]

୧-ଦୁର୍ନୀତି ଅଭିଯୋଗରେ ,୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ।୫ ଜଣଙ୍କ ପେନସନ ସ୍ଥାୟୀ ଭାବେ ବନ୍ଦ କରିବାକୁ ବି ନିର୍ଦ୍ଦେଶ । ୨-କଟକ:DSP ସ୍ତରରେ ୫୦ ଅଧିକାରୀଙ୍କ ବଦଳି। ୩-IMDର ସୂଚନା ଅଧିକ ଘନୀଭୂତ ହେଲା ଲଘୁଚାପ, ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅବପାତ ଓ ସାମୁଦ୍ରିକ ଝଡର ରୂପ ନେବ।୮ରୁ ବର୍ଷା,ପବନ ସହିତ ସମୁଦ୍ର ଅଶାନ୍ତ ରହିବ। ୪-ଷାଣ୍ମାସିକ ପରୀକ୍ଷାରେ ତ୍ରୁଟି ପ୍ରସଙ୍ଗ, ୧୫ ଦିନ ମଧ୍ୟରେ […]

Pin It on Pinterest