ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ଭାବେ ବିଜେପିର ନବ ନିର୍ବାଚିତ ବିଧାୟକ ଦଳ ନେତା ଦେବେନ୍ଦ୍ର ଫଡନାବୀସ୍‌ ଆସନ୍ତା ୫ କିମ୍ବା ୬ ତାରିଖ ଦିନ ଶପଥ ଗ୍ରହଣ କରିବେ। ଏକ ବିରାଟ ଆକାରରେ ଆୟୋଜିତ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବ ମୁମ୍ବାଇର ୱା‌େଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଶପଥ ଗ୍ରହଣ ପାଇଁ ଆୟୋଜିତ ହେବାକୁ ଥିବା ଉତ୍ସବକୁ ଭବ୍ୟ ଆକାରରେ ଆୟୋଜନ କରିବା ପାଇଁ […]

୧-ଭୁବନେଶ୍ୱର ଚନ୍ଦକା ସ୍ଥିତ ଶ୍ୟାମସୁନ୍ଦରପୁରରେ ହେବ ଷ୍ଟେଟ ଫରେଷ୍ଟ ଏକାଡେମୀ, ୪୦ କୋଟି ଟଙ୍କା ମଞ୍ଜୁର କଲା ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ। ୨-ଓଡ଼ିଶା ସରକାରୀ ସେବାର କଣ୍ଡକ୍ଟ ରୁଲର ଧାରା ୭ କୁ ସରକାର କଲେ କଡା କଡି, ଏଣିକି ଗଣ ମାଧ୍ୟମରେ ଆଉ ମୁହଁ ଖୋଲିବେନି ସରକାରୀ ବାବୁ , ବିଭିନ୍ନ ସ୍ତରରେ ଅସନ୍ତୋଷ ଜାରି। ୩-କିଟ୍ ଓ କିସ୍ ପ୍ରତିଷ୍ଠାତା ତଥା ସାଂସଦ ଡ. ଅଚ୍ୟୁତ […]

୧-ନଭେମ୍ବର ୩୦ରୁ ଡିବିଟି ଜରିଆରେ ହିତାଧିକାରୀଙ୍କ ବ୍ୟାଙ୍କଖାତାକୁ ଆସିବ ପେନ୍‌ସନ ରାଶି। ୨-ଶିଶୁ କଲ୍ୟାଣ ଅନୁଷ୍ଠାନକୁ ୧୦ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ୩-୧୩ଟି ମେଡିକାଲ ପାଇଁ ନିଯୁକ୍ତ ହେବେ ବରିଷ୍ଠ ଆଇଏଏସ୍ ଅଫିସର ପରଖିବେ କାର୍ଯ୍ୟଶୈଳୀ ଓ ଭିତ୍ତିଭୂମି । ୪-ଆଉ ରାସ୍ତାରେ ଗଡ଼ିନପାରେ ୧୫ବର୍ଷରୁ ଅଧିକ ପୁରୁଣା ଗାଡ଼ି। ଦେଶରେ ବଢ଼ି ଚାଲିଥିବା ପ୍ରଦୂଷଣକୁ ରୋକିବା ପାଇଁ ସ୍କ୍ରାପ୍ ପଲିସି ଆଣୁଛନ୍ତି କେନ୍ଦ୍ର ସରକାର। ୫-ରବି […]

୧-ଦୃତ ଗତିରେ ପୁରୀ ସୈ।ନ୍ଦର୍ଯ୍ଯକରଣ ଅଭିଯାନ, ଖର୍ଚ୍ଚ ହେବ ୬୮୪କୋଟି। ୨-କ୍ରୀଡା ହଷ୍ଟେଲ ଛାତ୍ରଛାତ୍ରୀଙ୍କ ଭତ୍ତା ବୃଦ୍ଧି : ମାସକୁ ଛାତ୍ରଙ୍କୁ ମିଳିବ ୩ଶହ, ଛାତ୍ରୀଙ୍କୁ ୫ଶହ। ୩-ଅଡିଟ୍ ହେଉ ରତ୍ନ ଭଣ୍ଡାର : ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ। ୪-ପ୍ରକାଶ ପାଇଲା ଜାତୀୟ ଶିକ୍ଷା ନୀତି: ପ୍ରଥମରୁ ବିଶ୍ବବିଦ୍ୟାଳୟ ଶିକ୍ଷା ପର୍ଯ୍ୟନ୍ତ ସବୁ ଶ୍ରେଣୀର ବଦଳିବ ପାଠ୍ୟକ୍ରମ। ୫-ନଭେମ୍ବରରେ ମିଳିବ କାଳିଆ ଦ୍ୱିତୀୟ […]

୧-ଅଭିନବ ଢ଼ଙ୍ଗରେ ଦୀପାବଳି ପାଳିଲେ ପୋଲିସ ଅଧିକାରୀ, ଏସ୍‌ପିମାନେ ବିଭିନ୍ନ ଜିଲ୍ଲାର ବାଳାଶ୍ରମକୁ କରିଥିଲେ ଗସ୍ତ। ୨-ଆସନ୍ତା ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ରହିବ ଶୁଖିଲା । ୩-ଏଣିକି ଜନ୍ମ ଓ ମୃତୁ୍ୟର ଇ-ପଞ୍ଜୀକରଣ କରିବ ସ୍ୱାସ୍ଥ୍ୟ ବିଭାଗ। ୪-ସୋର: ମଦ ନିଶାରେ ବାପ ଭାରସାମ୍ୟ ହରାଇବାରୁ ପାଞ୍ଚବର୍ଷର ପୁଅ ବ୍ରିଜରୁ ଖସି ନଦୀରେ ନିଖୋଜ: ରାଗରେ ଗ୍ରାମବାସୀ ମଦ ଦୋକାନ ଜାଳିଦେଲେ। ୫-ଉପହାର ସହ SOS […]

୧-ଆବାସ ଯୋଜନା ସ୍ୱଚ୍ଛତା ପାଇଁ ଖୋଲାଯିବ କଲ ସେଣ୍ଟର, ପ୍ରତ୍ୟକ୍ଷ ଭାବେ ଲୋକଙ୍କ ମତାମତ ନେବେ ସରକାର। ୨-ଜଗତସିଂହପୁର:କାର ଅଟକାଇ ମୁଣ୍ଡରେ ବନ୍ଧୁକ ଲଗାଇ ୫ ଲକ୍ଷ ଟଙ୍କାର ଗହଣା ଲୁଟ୍‌-କାର୍‌ ଚାବି ନେଇ ଗଲେ ଲୁଟେରା । ୩-ସାରା ରାଜ୍ୟରେ ଦୀପାବଳି ଓ ବାଣଫୁଟା ପାଇ ଏପରି ନିଆଯାଇଛି ସୁରକ୍ଷା ପଦକ୍ଷେପ,ରାତି ୧୦ ପରେ ବାଣ ଫୁଟାଇଲେ କାର୍ଯ୍ୟାନୁଷ୍ଠାନ – ସରୁ ଗଳି ପାଇଁ ଏଥର ବାଇକ୍‌ରେ ନିଆଁଲିଭା […]

ବାସ୍ତବ ବ୍ୟୁରୋ(ନୂଆଦିଲ୍ଲୀ) : ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍‌କି ବାତ୍‌’ ୫୮ତମ ସଂସ୍କରଣରେ ଦେଶବାସୀଙ୍କୁ ଦୀପାବଳି ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ମୋଦୀ ଉତ୍ସବ ପର୍ଯ୍ୟଟନ ବଢ଼ାଇବା ନିମନ୍ତେ କାମ କରିବାର ବାର୍ତ୍ତା ଦେଇଛନ୍ତି। ଆମ୍ଭମାନଙ୍କ ଜୀବନରେ ଉତ୍ସବ ନୂତନ ଉନ୍ମାଦନା ପ୍ରଜ୍ଜ୍ୱଳିତ କରେ। ପର୍ବପର୍ବାଣି ନିମନ୍ତେ ଆମେ ସ୍ଥାନୀୟ ଜିନିଷ କିଣି ବ୍ୟବହାର କରିବା। ସ୍ଥାନୀୟ କ୍ଷୁଦ୍ର ବ୍ୟବସାୟୀଙ୍କ ଠାରୁ କିଛି କିଣାକିଣି କରିବାକୁ ମୁଁ ସବୁବେଳେ ଲୋକମାନଙ୍କୁ କହେ। […]

ବାସ୍ତବ ବ୍ୟୁରୋ (ନୂଆଦିଲ୍ଲୀ): ଦୀପାବଳି ଉପଲକ୍ଷେ ରବିବାର ଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରିଛନ୍ତି: ଦୀପାବଳିର ପବିତ୍ର ବେଳାରେ ନାଗରିକମାନଙ୍କୁ ଅଭିନନ୍ଦନ ଏବଂ ଶୁଭେଚ୍ଛା। ଚାଲନ୍ତୁ, ଏଇ ଦିନରେ ସ୍ନେହ, ଯତ୍ନ ଏବଂ ଆଦାନପ୍ରଦାନ କରି ସ୍ୱଳ୍ପ ସୌଭାଗ୍ୟବାନ ଏବଂ ଅଭାବୀ ଲୋକମାନଙ୍କ ଜୀବନରେ ସୁଖ ଆଣିବାକୁ ଉଦ୍ୟମ କରିବା।

ବାସ୍ତବ ବ୍ୟୁରୋ (ନୂଆଦିଲ୍ଲୀ):ଏବେ ଟିଭି ଦେଖୁଥିବା ଲୋକଙ୍କ ପାଇଁ ଟ୍ରାଇ ନୂଆ ନିୟମ ଲାଗୁ କରିଛି । ଟ୍ରାଇ ଡିଟିଏଚ୍ ସବସ୍କ୍ରାଇବରଙ୍କ ପାଇଁ KYC (know your customer) ଅନିବାର୍ଯ୍ୟ କରିଦେଇଛି । ଟ୍ରାଇ ତରଫରୁ ଦେଶର ସବୁ ଡିଟିଏଚ୍ ଅପରେଟର୍ସଙ୍କୁ ସୂଚନା ଦିଆଯାଇଛି ଯେ ତାଙ୍କ ପାଇଁ ଏବେ ସବସ୍କ୍ରାଇବରଙ୍କ  କେୱାଇସି କରିବା ନିହାତି ଜରୁରୀ । ନୂଆ ସିମ୍ କିଣିଲେ ଯେଉଁ ପ୍ରକ୍ରିୟାରେ ବ୍ୟବହାର କରାଯାଏ ବର୍ତ୍ତମାନ […]

ବାସ୍ତବ ବ୍ୟୁରୋ (ଲକ୍ଷ୍ନୌ): ଆଜି ଦୀପାବଳି ଅବସରରେ ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଦୀପ ଉତ୍ସବର ଆୟୋଜନ କରାଯାଇଛି । ଏଥିପାଇଁ ଉତ୍ତର ପ୍ରଦେଶ ସରକାର ବ୍ୟାପକ ଆୟୋଜନ କରିଛନ୍ତି । ତାହା ଅନୁଯାୟୀ ଆଜି ଅଯୋଧ୍ୟାର ୧୨ଟି ଘାଟରେ ୫ ଲକ୍ଷ ୫୧ ହଜାର ଦୀପ ଜଳିବ । ଏହି ଅବସରରେ ରାଜ୍ୟ ସରକାର ୨୨୬ କୋଟି ଟଙ୍କା ବ୍ୟୟରେ ନିର୍ମିତ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ବୋଲି […]

Pin It on Pinterest