ବାସ୍ତବ ବ୍ୟୁରୋ: ଚୀନରେ ଶକ୍ତିଶାଳୀ ଭୂକମ୍ପ ଝଟକାରେ ୧୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୃତ୍ୟୁସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି। ଗତକାଲି ବିଳମ୍ବିତ ରାତ୍ରିରେ ଚୀନର ଗାଂନସୁ-କିଙ୍ଘାଇ ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ୟୁରୋପୀୟ ଭୂମଧ୍ୟସାଗରୀୟ ଅଞ୍ଚଳରେ ଭୂମୀକମ୍ପର କେନ୍ଦ୍ରସ୍ଥଳ ରହିଥିଲା। କେନ୍ଦ୍ରସ୍ଥଳରେ ଭୂକମ୍ପ ତୀବ୍ରତା ୬.୧  ରହିଥିବା କୁହାଯାଉଛି। କିନ୍ତୁ ଚୀନା ଗଣମାଧ୍ୟମ ରିପୋର୍ଟ […]

ବାସ୍ତବ ବ୍ୟୁରୋ: ଆଜି ବିଜେପି ବିଧାୟକ ଦଳର ନେତା ଭାବେ ମୋହନ ଯାଦବ ମନୋନୀତ ହୋଇଛନ୍ତି। ବିଧାୟକ ଦଳ ନେତା ଭାବେ ଶ୍ରୀ ଯାଦବ ଏବେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି ଜଣାଇବେ। ଫଳରେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ହେବେ ମୋହନ ଯାଦବ। ସେହିପରି ଜଗଦୀଶ ଦେଭଡା ଓ ରାଜେନ୍ଦ୍ର ଶୁକ୍ଳା ମଧ୍ୟପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ୨୦୨୩ ବିଧାନସଭା ନିର୍ବାଚନରେ ଶ୍ରୀ ଯାଦବ ଉଜ୍ଜୟୀନ […]

ବାସ୍ତବ ବ୍ୟୁରୋ : ବହୁଜନ ସମାଜ ପାର୍ଟି (BSP) ସୁପ୍ରିମୋ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଆଜି ତାଙ୍କ ରାଜନୀତିକ ଉତ୍ତରାଧିକାରୀଙ୍କ ନାମ ଘୋଷଣା କରିଛନ୍ତି। ସେ ତାଙ୍କ ପୁତୁରା ଆକାଶ ଆନନ୍ଦ (୨୮)ଙ୍କୁ ଉତ୍ତରାଧିକାରୀ ଘୋଷଣା କରିଛନ୍ତି। ଲକ୍ଷ୍ମୌରେ ଆଜି ବସିଥିବା ଦଳୀୟ ବୈଠକରେ ମାୟାବତୀ ଏହି ଘୋଷଣା କରିଛନ୍ତି। ଆନନ୍ଦ ହେଉଛନ୍ତି ମାୟାବତୀଙ୍କ ସାନ ଭାଇ ଆନନ୍ଦ କୁମାରଙ୍କ ପୁଅ। ୨୦୧୯ରେ ମାୟାବତୀ ତାଙ୍କ […]

ବାସ୍ତବ ବ୍ୟୁରୋ: ମିଜୋରାମ ମୁଖ୍ୟମନ୍ତ୍ରୀ ଭାବେ ଜୋରମ ପିପୁଲ୍ସ ମୁଭମେଣ୍ଟ ମୁଖ୍ୟ ଲାଲଦୁହୋମା ଆଜି ଶପଥ ନେଇଛନ୍ତି। ଦଳର ନବ ନିର୍ବାଚିତ ବିଧାୟକ ଭାନଲାଲୁରୁତା ମଧ୍ୟ ରାଜ ଭବନରେ କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ ମିଜୋ ନ୍ୟାସନାଲ ଫ୍ରଣ୍ଟ(MNF)ର ବିଦାୟୀ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା ମଧ୍ୟ ଉପସ୍ଥିତ ଥିଲେ। କେବଳ ବିଦାୟୀ ମୁଖ୍ୟମନ୍ତ୍ରୀ ନୁହଁନ୍ତି, MNF ଦଳର ସମସ୍ତ ବିଧାୟକ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ […]

ବାସ୍ତବ ବ୍ୟୁରୋ: ‘ରୋପୋ ରେଟ୍‌’ ୬.୫%ରେ ଅପରିବର୍ତ୍ତିତ ରଖିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କର ‘ମନିଟାରି ପଲିସି କମିଟି’ ନିଷ୍ପତ୍ତି ଗ୍ରହଣ କରିଥିବା କଥା ଆଜି ଗଭର୍ଣ୍ଣର୍‌ ଶକ୍ତିକାନ୍ତ ଦାସ କହିଛନ୍ତି। ଏଥର ବି ରେପୋ ରେଟରେ କୌଣସି ପରିବର୍ତ୍ତନ ଆଣିନାହିଁ RBI। କ୍ରମାଗତ ପଞ୍ଚମ ଥର ପାଇଁ ରେପୋ ରେଟ୍ ସ୍ଥିର ରହିଛି। ମୁଦ୍ରାସ୍ଫୀତି ନିୟନ୍ତ୍ରଣ ପାଇଁ ଏପରି ନିଷ୍ପତ୍ତି ନିଆଯାଇଥିବା ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ପକ୍ଷରୁ କୁହାଯାଇଛି । ପ୍ରକାଶ […]

ବାସ୍ତବ ବ୍ୟୁରୋ: ଆଜି ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି ରେବାନ୍ତ ରେଡ୍ଡୀ । ହାଇଦ୍ରାବାଦର ଲାଲବାହାଦୂର ଶାସ୍ତ୍ରୀ  ଷ୍ଟାଡିୟମରେ ଏହି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ ହୋଇଛି । ତେବେ ଏହି କାର୍ଯ୍ୟକ୍ରମରେ ତେଲେଙ୍ଗାନାର ରାଜ୍ୟପାଳ ରେବନ୍ତଙ୍କୁ ଶପଥ ପାଠ କରାଇଥିବାବେଳେ, ଏହି କାର୍ଯ୍ୟକ୍ରମରେ ମଲ୍ଲିକାର୍ଜୁନଙ୍କ ଖଡଗେଙ୍କ ସମେତ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରୈମୟା, ଉପ […]

ବାସ୍ତବ ବ୍ୟୁରୋ: ଦୀପାବଳି ଅବସରରେ ଯବାନଙ୍କ ସହ ଦୀପାବଳି ପାଳିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଆଜି ସକାଳୁ ହିମାଚଳପ୍ରଦେଶର ଲେପଚାରେ ପହଂଚିଥିଲେ ମୋଦୀ । ସେଠାରେ ଯବାନଙ୍କ ସହ ଦୀପାବଳି ପାଳିଛନ୍ତି । ଏହାର ଫଟୋ ସେ ଟ୍ୱିଟ୍ କରିଛନ୍ତି । ଏଥିରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ସେ ବାହାଦୂର ଯବାନଙ୍କ ସହ ଦୀପାବଳି ପାଳନ କରୁଛି । ୨୦୧୪ରୁ ପ୍ରତ୍ୟେକ ବର୍ଷ ମୋଦୀ ଯବାନଙ୍କ ଦୀପାବଳି ପାଳନ କରିଆସୁଛନ୍ତି । ପ୍ରଧାନମନ୍ତ୍ରୀ […]

ବାସ୍ତବ ବ୍ୟୁରୋ: ଉତରକାଶୀରେ ଭାଙ୍ଗିଲା ନିର୍ମାଣାଧୀନ ଟନେଲ । ଦୁର୍ଘଟଣା ଯୋଗୁ ଟନେଲ ଭିତରେ ୪୦ରୁ ଅଧିକ ଶ୍ରମିକ ଫସିରହିଥିବା ସୂଚନା ମିଳିଛି । ସେମାନଙ୍କୁ ଉଦ୍ଧାର ପାଇଁ ଅପରେସନ୍ ଆରମ୍ଭ ହୋଇଛି । ଫସି ରହିଥିବା ସମସ୍ତ ଶ୍ରମିକ ସୁରକ୍ଷିତ ଥିବା ଜଣାପଡ଼ିଛି । ତେବେ ନିର୍ମାଣାଧୀନ ଟନେଲ୍‌ଟି ବ୍ରହ୍ମଖାଲ୍‌-‌ୟମୁନୋତ୍ରୀ ଜାତୀୟ ରାଜପଥର ସିଲ୍‌କ୍ୟାରାରୁ ଦଣ୍ଡାଲ୍‌ଗାଓଁକୁ ସଂଯୋଗ କରୁଥିବା ବେଳେ ଟନେଲରେ ଉଦ୍ଧାର କାର୍ଯ୍ୟ ଚାଲିଛି। ତେବେ ସେଠାରୁ […]

ଆଜି ସକାଳୁ ଏର୍ଣ୍ଣାକୁଲମ ସ୍ଥିତ କନ୍‌ଭେନସନ୍‌ ହଲରେ ଖ୍ରୀଷ୍ଟ ଧର୍ମାବଳମ୍ବିଙ୍କ ପ୍ରାର୍ଥନା ଚାଲିଥିଲା। ଏତିକିବେଳେ ଭୟଙ୍କର ବିସ୍ଫୋରଣରେ ଦୋହଲି ଉଠିଥିଲା ପୂରା କନ୍‌ଭେନ୍‌ସନ ହଲ୍‌। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏହି ଆହତଙ୍କ ମଧ୍ୟରେ ଛୋଟ ଛୁଆ ମଧ୍ୟ ଅଛନ୍ତି। କେରଳର ଏର୍ଣ୍ଣାକୁଲମ କଲାମାସେରିରେ ଘଟିଛି ଏଭଳି କିଛି ଘଟଣା। ଜଣେ […]

ବାସ୍ତବ ବ୍ୟୁରୋ: ଅଯୋଧ୍ୟାରେ ନିର୍ମାଣ ଚାଲିଥିବା ଭବ୍ୟ ରାମନ୍ଦିରର ଉଦଘାଟନ ଆସନ୍ତା ବର୍ଷ ଜାନୁଆରୀ ୨୨ରେ ହେବ। ଉଦଘାଟନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ। ଜାନୁଆରୀ ୨୨ ତାରିଖ ଦିନ ୧୨.୩୦ରୁ ଉଦଘାଟନୀ କାର୍ଯ୍ୟକ୍ରମ ଆରମ୍ଭ ହେବ। ଆଜି ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସଦସ୍ୟମାନେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କରିଥିଲେ। ସଦସ୍ୟମାନେ ପ୍ରଧାନମନ୍ତ୍ରୀଙ୍କୁ ମନ୍ଦିରର ପ୍ରାଣ ପ୍ରତିଷ୍ଠାନ କାର୍ଯ୍ୟକ୍ରମରେ ସାମିଲ ହେବାକୁ ନିମନ୍ତ୍ରଣ କରିଥିଲେ। […]

Pin It on Pinterest