ନୂଆଦିଲ୍ଲୀ(ବାସ୍ତବ ବ୍ୟୁରୋ) : ପୂର୍ବ ଲଦାଖ ଅଞ୍ଚଳ ସୀମାରେ ଚୀନ ସେନା ଓ ଭାରତୀୟ ସେନାଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି। ଅନେକ ସମୟ ଧରି ଦୁଇ ସେନାର ଯବାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ପାଙ୍ଗଙ୍ଗ୍‌ ହ୍ରଦର ୧୩୪ କିଲୋମିଟର ଉତ୍ତରରେ ଏହି ଘଟଣା ଘଟିଥିଲା। ତେବେ ଆଲୋଚନା ପରେ ଉତ୍ତେଜନା ଥମିଥିବା ଜଣାପଡ଼ିଛି। ପାଙ୍ଗଙ୍ଗ୍‌ ହ୍ରଦ ଚୀନରେ ଦୁଇ ତୃତୀୟାଂଶ ରହି ଥିବାବେଳେ ଭାରତରେ ଗୋଟିଏ ଭାଗ […]

ଟ୍ରେନକୁ ପଥର ଫୋପାଡିବା ରୋକିବାକୁ ପୂର୍ବତଟ ରେଳପଥ ର ପ୍ରୟାସ I ରେଳଧାରଣା ନିକଟବର୍ତ୍ତି ଅଞ୍ଚଳରେ ବସବାସ କରୁଥିବା କେତେକ ପିଲାମାନେ ଖେଳହେଉ କିମ୍ବା ମଜା ନେବାପାଇଁ ଚଳନ୍ତା ଟ୍ରେନ କୁ ପଥର ଫିଙ୍ଗିବା ଘଟଣା ନିକଟ ଅତୀତ ରେ ଘଟିଛି ଯାହାକି ଟ୍ରେନ ରେ ଥିବା ଯାତ୍ରୀ ମାନଙ୍କ ପାଇଁ ଏବେ ସଙ୍କଟ ର କାରଣ ହୋଇଛି I ପୂର୍ବତଟ ରେଳପଥର ରେଳବାଇ ସୁରକ୍ଷା ବଳ ଏହାର ପରିସୀମା […]

ସୁପ୍ରିମକୋର୍ଟଙ୍କ ବରିଷ୍ଠ ଆଡ୍‌ଭୋକେଟ ବିନୟ କୁମାର ଗର୍ଗ ଏବଂ ଆଡ୍‌ଭୋକେଟ ରୋହିତ ଶ୍ରୀବାସ୍ତବଙ୍କ କହିବା ଅନୁସାରେ, କେନ୍ଦ୍ରୀୟ ମୋଟର ଯାନ ନିୟମ ୧୩୯ରେ ବ୍ୟବସ୍ଥା ରହିଛି ଯେ, ଗାଡ଼ି ଚାଳକଙ୍କୁ କାଗଜପତ୍ର ଦେଖାଇବା ଲାଗି ୧୫ ଦିନ ସମୟ ଦିଆଯିବ। ଟ୍ରାଫିକ ପୁଲିସ ତତ୍କାଳ ଚାଳକଙ୍କ ଚାଲାଣ କାଟିପାରିବେ ନାହିଁ। ଚାଳକ ଯଦି ୧୫ ଦିନ ମଧ୍ୟରେ ଗାଡ଼ିର କାଗଜପତ୍ର ଦେଖାଇବା ଲାଗି ଦାବି କରିବେ, ତା’ହେଲେ ପୁଲିସ କିମ୍ବା […]

ବେଙ୍ଗାଲୁରୁ (ବାସ୍ତବ ବ୍ୟୁରୋ)- ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ-୨ ର ଲ୍ୟାଣ୍ଡର ବିକ୍ରମର ଅବତରଣକୁ ଦେଶବାସୀ ଖୁବ୍ ଉତ୍ସାହର ସହ ଅପେକ୍ଷା କରିଥିଲେ କିନ୍ତୁ ଶେଷ ମୁହୂର୍ତ୍ତରେ ସମ୍ପର୍କ ବିଚ୍ଛିନ୍ନ ହୋଇଗଲା | ଚନ୍ଦ୍ରପୃଷ୍ଠରୁ ୨.୧କିମି ଦୂରତାରେ ଲ୍ୟାଣ୍ଡର ବିକ୍ରମ ସହିତ ଇସ୍ରୋ କମାଣ୍ଡ ସେଣ୍ଟରର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା | ଚନ୍ଦ୍ରର ଦକ୍ଷିଣ ମେରୁରେ ବିକ୍ରମର ସୂକ୍ଷ୍ମ ଅବତରଣ ହୋଇଥିଲେ ଭାରତର ଏହି କ୍ଷେତ୍ରରେ ଅନ୍ୟ ଶକ୍ତିଶାଳୀ ରାଷ୍ଟ୍ରଙ୍କୁ ପଛରେ ପକାଇଥାନ୍ତା […]

ନୂଆଦିଲ୍ଲୀ (ବାସ୍ତବ ବ୍ୟୁରୋ)-ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୩୦ ଅଗଷ୍ଟରେ ଏକ ବଡ ଘୋଷଣା କରିଛନ୍ତି | ଦେଶରେ ଦଶଟି ବ୍ୟାଙ୍କକୁ ମିଶାଇ ଚାରୋଟି ବଡ ବ୍ୟାଙ୍କ ସୃଷ୍ଠି ହେବାକୁ ଯାଉଛି ଯାହାଦ୍ୱାରା ସରକାରୀ ବ୍ୟାଙ୍କ ସଂଖ୍ୟା ୨୭ ରୁ ୧୨ କୁ ହ୍ରାସ ପାଇଛି | ବ୍ୟାଙ୍କ ଗୁଡିକର ମିଶ୍ରଣ ଦ୍ୱାରା ଗ୍ରାହକମାନଙ୍କ ଉପରେ ଏହାର କୌଣସି ପ୍ରଭାବ ପଡ଼ିବନାହିଁ କେବଳ ଆକାଉଣ୍ଟ ନମ୍ବର,ଆଇଏଫ୍ଏସ କୋଡ଼୍ ଆଦି ବଦଳିବ | […]

ରାଜଧାନୀ ଏକ୍ସପ୍ରେସ ରେ ଯାତ୍ରା ସମୟରେ ଏବେ କ୍ୟାଟେରିଙ୍ଗ ସେବା କୁ ଇଛାଧିନ ଭାବେ ରେଳବାଇ ପକ୍ଷରୁ ଅନୁଶୀଳନ କରାଯାଉଅଛି I ସେପ୍ଟେମ୍ବର ମାସ ପହିଲା ଠାରୁ ଏହି ଟ୍ରେନ ରେ ଯାତ୍ରା କରିବା ପାଇଁ କ୍ରୟ କରାଯାଉଥିବା ଟିକେଟରେ ଏଣିକି କ୍ୟାଟେରିଙ୍ଗ ସେବାକୁ ଯାତ୍ରୀମାନେ ଇଛାଧିନ ଭାବେ ବାଛି ପାରିବେ I ପୁରୀ-ହାଓଡ଼ା ଶତାବ୍ଦୀ ଏବଂ ଭୁବନେଶ୍ୱର-ନୂଆ ଦିଲ୍ଲୀ ଦୁରନ୍ତ ଏକ୍ସପ୍ରେସ ମାନଙ୍କରେ ପୂର୍ବରୁ କ୍ୟାଟେରିଙ୍ଗ ସେବାକୁ ଇଛାଧିନ […]

ଦକ୍ଷିଣ କାଶ୍ମୀରରେ ଆଜି ସ୍ଥାନୀୟ ହିଂସାକାରୀମାନେ ସୁରକ୍ଷା ବାହିନୀକୁ ଟାର୍ଗେଟ କରି ପଥରରେ ଆକ୍ରମଣ କରିଛନ୍ତି | ଅନନ୍ତନାଗ ଜିଲ୍ଲା ଅଧୀନରେ ଥିବା ବିଜବହାର ଅଞ୍ଚଳରେ ପଥରମାଡ ଯୋଗୁଁ ଜଣେ ଟ୍ରକ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି | ଜମ୍ମୁ-କାଶ୍ମୀର ପୋଲିସ୍ ସୂତ୍ରରୁ ଜଣାପଡିଛି ଯେ ସୁରକ୍ଷାକର୍ମୀଙ୍କ ଗାଡି ଭାବି ସ୍ଥାନୀୟ ହିଂସା ସୃଷ୍ଠିକାରୀ ଯୁବକମାନେ ପ୍ରବଳ ମାତ୍ରାରେ ପଥର ମାଡ଼ କରିଥିଲେ|ଟ୍ରକ ଚାଳକ ନୁର ମହମ୍ମଦ ପଥର ମାଡ଼ ହୋଇଥିଲା|ତାଙ୍କୁ […]

ନୂଆଦିଲ୍ଲୀ(ବାସ୍ତବ ବ୍ୟୁରୋ)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି-୭ ଶିଖର ସମ୍ମିଳନୀରେ ଭାଗ ନେଇଛନ୍ତି | ଏଥିପାଇଁ ଗତ କାଲି ସେ ଫ୍ରାନ୍ସରେ ପହଁଞ୍ଚିଛନ୍ତି,ସେଠାରେ ବିଶ୍ୱର ଅନ୍ୟ ନେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କର ସାକ୍ଷାତ ହେବା ସହ ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ ମଧ୍ୟ ସାକ୍ଷାତ ହୋଇଛି | ଏଥିରେ ଦୁଇ ଦେଶର ନେତାଙ୍କ ମଧ୍ୟରେ କାଶ୍ମୀର ପ୍ରସଙ୍ଗରେ ଚର୍ଚ୍ଚା ହୋଇଛି | ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫ୍ରାନ୍ସ,ସଂଯୁକ୍ତ ଆରବ ଏମିରଟସ(ୟୁଏଇ) ଏବଂ ବହାରିନ୍ […]

ନୂଆଦିଲ୍ଲୀ (ବାସ୍ତବ ବ୍ୟୁରୋ)-ସପ୍ତମ ବେତନ କମିଶନ : କେନ୍ଦ୍ରରେ ମୋଦି ସରକାର ଦଶହରା ପୂର୍ବରୁ କେନ୍ଦ୍ରୀୟ କର୍ମଚାରୀମାନଙ୍କୁ ବଡ ଭେଟି ଦେବାକୁ ଚିନ୍ତା କରିଛନ୍ତି | କେନ୍ଦ୍ରୀୟ କର୍ମଚାରୀଙ୍କ ବେତନ ଏବଂ ମହଙ୍ଗା ଭତ୍ତା ବିଷୟରେ ବନ୍ଦ କୋଠରୀରେ ଅଧିକାରୀମାନଙ୍କ ସହ ବହୁଥର ଆଲୋଚନା କରାଯାଇଛି | ଅକ୍ଟୋବର ମାସରେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବଢ଼ାଇ ଦିଆଯାଇପାରେ |ଏହାଛଡା ସର୍ବନିମ୍ନ ଦରମା ୧୮ ହଜାର ଟଙ୍କାରୁ ୨୬ ହଜାର […]

ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟିର ନେତା ଅରୁଣ ଜେଟଲୀଙ୍କର ଆଜି ଚିକିସ୍ଥାଧିନ ଅବସ୍ତାରେ ପରଲୋକ ହୋଇଯାଇଛି | ମୃତ୍ୟୁ ବେଳକୁ ତାଙ୍କୁ ୬୭ ବୟସ ହୋଇଥିଲା | ଗତ କିଛି ଦିନରୁ ତାଙ୍କ ସ୍ୱାସ୍ଥ୍ୟ ଖରାପ ଥିଲା ଏବଂ ସେ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ | ଚିକିତ୍ସିତ ହେଉଥିବା ସମୟରେ ଗୃହମନ୍ତ୍ରୀ ଅମିତ ସାହା,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ସମେତ ବହୁ ମାନ୍ୟଗଣ୍ୟ ନେତା ତାଙ୍କ […]

Pin It on Pinterest