ବାସ୍ତବ ବ୍ୟୁରୋ: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଆଜି ଦିନରେ ଭଉଣୀ ନିଜ ଭାଇ ହାତରେ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ମନାସିଥାଏ। ରାକ୍ଷୀପୂର୍ଣ୍ଣିମାକୁ ନେଇ ଆଜି ସବୁଠି ଉତ୍ସାହ ଥିବା ବେଳେ ନୀତିକାନ୍ତିକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି। ଆଜି ବିଷ୍ଟି ଯୋଗ ଥିବାରୁ ରାକ୍ଷୀ ବାନ୍ଧିବା ଉଚିତ କି ଅନୁଚିତ୍ ତାକୁ ନେଇ ଭିନ୍ନ ମତ ପ୍ରକାଶ ପାଇଛି। କିଛି ଜ୍ୟୋତିର୍ବିଦଙ୍କ କହିବା ଅନୁସାରେ ,୩୦ ତାରିଖରେ ରକ୍ଷା […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ: ଆଗକୁ ନିର୍ବାଚନ ଥିବାରୁ ଖାଉଟିଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର । ଉଜ୍ଜଳା ଯୋଜନା ଆଧାରରେ ଗ୍ୟାସ ସିଲିଣ୍ଡର ଉପରେ ୨୦୦ ଟଙ୍କା ସବସିଡି ଦେବାକୁ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଏନେଇ ଆଜି କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଚଳିତ ମାସ ଅଗଷ୍ଟ ପହିଲାରୁ ପେଟ୍ରୋଲିୟନ କମ୍ପାନୀ କମର୍ସିଆଲ ଏଲପିଜି ସିଲିଣ୍ଡର ଦର ୧୦୦ ଟଙ୍କା ହ୍ରାସ କରିଥିଲେ । ତେବେ […]
ବାସ୍ତବ ବ୍ୟୁରୋ: ଆଜି ସକାଳେ ପଶ୍ଚିମବଙ୍ଗ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟି ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଗୋଦାମର ଛାତ ଉଡିଯାଇଛି। ଏହି ସମୟରେ ଫ୍ୟାକ୍ଟ୍ରିରେ ଅନେକ କର୍ମଚାରୀ ଥିଲେ। କିଛି କର୍ମଚାରୀ ଫସି ରହିଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ୧୦ଟା ସମୟରେ ଉତ୍ତର ୨୪ ପ୍ରଗଣା ଦତ୍ତପୁକୁର ଅଞ୍ଚଳରେ ଏହି ବିସ୍ଫୋରଣ ଘଟିଥିଲା। […]
ବାସ୍ତବ ବ୍ୟୁରୋ: ଚନ୍ଦ୍ରଯାନ -୩ ର ସଫଳତା ଅବସରରେ ବେଙ୍ଗଳୁରୁର ଇସ୍ରୋ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇବା ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଘୋଷଣା କରିଛନ୍ତି କି ପ୍ରତିବର୍ଷ ଅଗଷ୍ଟ ୨୩ରେ ପାଳିତ ହେବ ଜାତୀୟ ମହାକାଶ ଦିବସ। ତା ସହିତ ଯେଉଁଠି ଚନ୍ଦ୍ରଯାନ ୩ ଅବତରଣ କରିଛି, ଚନ୍ଦ୍ରର ସେହି ସ୍ଥାନକୁ ଶିବଶକ୍ତି ଏବଂ ଯେଉଁଠି ଚନ୍ଦ୍ରୟାନ ୨ ଅବତରଣ କରିଥିଲା, ତାର ନାଁ ତ୍ରିରଙ୍ଗା ରଖିଛନ୍ତି ମୋଦି। ଗତ ୨୩ରେ ଚନ୍ଦ୍ରଯାନ […]
ବାସ୍ତବ ବ୍ୟୁରୋ: ଇଣ୍ଡିଆ ସ୍ମାର୍ଟସିଟି ପୁରସ୍କାର ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଶୁକ୍ରବାର ଘୋଷଣା କରାଯାଇଥିବା ଏହି ପୁରସ୍କାରରେ ଇନ୍ଦୋର ପୁଣିଥରେ ଦେଶର ଶ୍ରେଷ୍ଠ ସ୍ମାର୍ଟ ସିଟି ହେବାର ଗୌରବ ଅର୍ଜନ କରିଛି । ସେହିପରି ଏଥର ଏହି ଲିଷ୍ଟରେ ସୁରତ ଦ୍ୱିତୀୟ ସ୍ଥାନରେ ଥିବାବେଳେ, ଆଗ୍ରା ତୃତୀୟ ସ୍ଥାନରେ ରହିଛି । ଅନ୍ୟପଟେ ସ୍ମାର୍ଟ ସିଟି ମିଶନ୍ ଲାଗୁ କରିବାରେ ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ହେଇଛି ମଧ୍ୟପ୍ରଦେଶ […]
ବାସ୍ତବ ବ୍ୟୁରୋ: ଇତିହାସ ରଚିଲା ଭାରତର ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । ଇସ୍ରୋର ଚନ୍ଦ୍ରଯାନ-୩ ନିରାପଦରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଛି । ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଇସ୍ରୋ ବୈଜ୍ଞାନିକଙ୍କ ସମସ୍ତ ପ୍ରଚେଷ୍ଠା ଓ ପରିଶ୍ରମର ଫଳ ଆଜି ଦେଶବାସୀଙ୍କୁ ମିଳିଛି । ଇସ୍ରୋ ବୈଜ୍ଞାନିକଙ୍କୁ ନେଇ ସାରା ଦେଶ ଗର୍ବ କରୁଥିବା ବେଳେ ପ୍ରଶଂସାରେ ପୋତି ପକାଇଛି ବିଶ୍ୱ । ୨୦୧୯ ରେ […]
ବାସ୍ତବ ବ୍ୟୁରୋ: ଚନ୍ଦ୍ରପୃଷ୍ଠରେ ଓହ୍ଲାଇବାକୁ ଯାଇଥିବା ରୁଷର ଚନ୍ଦ୍ର ମିଶନ୍ ଲୁନା-୨୫ ଯାନ୍ତ୍ରିକ ତ୍ରୁଟି ଫଳରେ ଚନ୍ଦ୍ରପୃଷ୍ଠରେ ଖସିପଡ଼ିଛି । ରୁଷର ମହାକାଶ ସଂସ୍ଥା ରସକସମସ୍ ଏନେଇ ସ୍ପଷ୍ଟ କରିଛି । ରୁଷ୍ ଅଗଷ୍ଟ ୧୧ ରେ ଲୁନା-୨୫ ଲଞ୍ଚ କରିଥିଲା ଓ ତାହା ଅଗଷ୍ଟ ୨୧ରେ ଚନ୍ଦ୍ରପୃଷ୍ଠରେ ଓହ୍ଲାଇବାର ଥିଲା । ରୁଷିଆର ଲୁନା-୨୫ ମହାକାଶଯାନ ଚନ୍ଦ୍ରରେ ଦୁର୍ଘଟଣାଗ୍ରସ୍ତ ହୋଇଛି ବୋଲି ରୁଷର ସରକାରୀ ନିୟନ୍ତ୍ରିତ ସମ୍ବାଦ ସରବରାହ […]
ବାସ୍ତବ ବ୍ୟୁରୋ: ଆଜି ସକାଳ ପ୍ରାୟ ୭ଟା ୩୦ ବେଳେ ମୁମ୍ବାଇ- ବେଙ୍ଗାଲୁରୁ ଉଦୟନ ଏକ୍ସପ୍ରେସଟି ବେଙ୍ଗାଲୁରୁର କାନ୍ତିବୀର ସଙ୍ଗୋଲି ଷ୍ଟେସନରେ ପହଞ୍ଚିବା ପରେ ଦୁଇଟି ବଗିରେ ହଠାତ୍ ନିଆଁ ଲାଗି ଯାଇଥିଲା । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ । ଟ୍ରେନରେ ନିଆଁ ଲାଗିବା ବେଳେ ସେଥିରେ କୌଣସି ଯାତ୍ରୀ ନଥିଲେ । ସମସ୍ତ ଯାତ୍ରୀ ଓହ୍ଲାଇବାର ପ୍ରାୟ […]
ବାସ୍ତବ ବ୍ୟୁରୋ: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି । ଏହି ଅବସରରେ ବାଜପେୟୀଙ୍କ ସମାଧି ସ୍ଥଳ ‘ସଦୈବ ଅଟଳ’ରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ,ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ବହୁ ବରିଷ୍ଠ ନେତା ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଆଜି ଭାରତରତ୍ନ […]
ବାସ୍ତବ ବ୍ୟୁରୋ: ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଭୁବନେଶ୍ୱର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଆଜି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଏହା ପରେ ସେ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ସକାଳୁ ସେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ । ଏହା […]


