ପ୍ରମୋଦ ନାୟକ(ଭୁବନେଶ୍ୱର) : ଚଳଚିତ୍ର ନିର୍ମାତାମାନେ କଷ୍ଟ୍ୟୁମ୍ ହେଉ କିମ୍ବା ମେକ୍ଅପ୍, ଭାଷା କିମ୍ବା ସେମାନ ସୁଟ୍ କରୁଥିବା ସ୍ଥାନ, ନିଜ କାର୍ଯ୍ୟକୁ ବାସ୍ତବ ରୂପ ଦେବା ପାଇଁ ସବୁବେଳେ ଚେଷ୍ଟା କରିଥାନ୍ତି । ଯେତେବେଳେ କୌଣସି ସ୍ଥାନ କିମ୍ବା ପୃଷ୍ଠଭୂମି ପ୍ରାସଙ୍ଗିକ ହୋଇଥାଏ, ସେତେବେଳେ ଏହା ଏକ ବାସ୍ତବ ସ୍ଥାନ ହୋଇଥାଉ କି ନାହିଁ, ଦର୍ଶକ ଶୋ’, କାହାଣୀ ଓ ଚରିତ୍ର ସହିତ ଯୋଡ଼ି ହେବାକୁ ସକ୍ଷମ ହୋଇଥାନ୍ତି […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ: ଆଜି ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ । ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହା ସହ ସ୍ୱାଧୀନତାର ଅମୃତ ମହୋତ୍ସବର ସମାପନ ସହ ଦେଶ ଅମୃତ ଯୁଗରେ ପ୍ରବେଶ କରିବ । ଦୁଇ ବର୍ଷ ପୂର୍ବେ ଅହମ୍ମଦାବାଦର ସାବରମତି ଆଶ୍ରମରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଐତିହାସିକ କ୍ଷଣର ଶୁଭାରମ୍ଭ ହୋଇଥିଲା […]
ବାସ୍ତବ ବ୍ୟୁରୋ : ଆରବିଆଇ ଆଜି ଏହାର ଆରବିଆଇ କ୍ରେଡିଟ୍ ପଲିସି(ମୁଦ୍ରା ନୀତି) ଘୋଷଣା କରିଛି। ରେପୋ ରେଟ୍ ଏବଂ ରିଭର୍ସ ରେପୋ ରେଟରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି। ପୂର୍ବରୁ ଥିବା ରେପୋ ହାର ୬.୫୦ ପ୍ରତିଶତକୁ ବଳବତ୍ତର ରଖାଯାଇଛି। ଏହା ଋଣ ନେଇଥିବା ବ୍ୟକ୍ତିଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ହୋଇଥିଲେ ମଧ୍ୟ ଯେଉଁମାନେ ବ୍ୟାଙ୍କରୁ ଶସ୍ତା ଋଣ ପାଇଁ […]
ବାସ୍ତବ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରରେନ୍ସିଙ୍ଗ୍ ଜରିଆରେ ଓଡ଼ିଶା ସମେତ ୨୭ଟି ରାଜ୍ୟରେ ଥିବା ୫୦୮ଟି ରେଳ ଷ୍ଟେସନ୍ର ପୁନଃନିର୍ମାଣ ତଥା ନବୀକରଣ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଅମୃତ ଭାରତ ଯୋଜନା ଅଧୀନରେ ଏହି ବିକାଶମୂଳକ କାର୍ଯ୍ୟ କରାଯିବ। ସମଗ୍ର ଦେଶରେ ୫୦୮ ରେଳ ଷ୍ଟେସନର ପୁନର୍ବିକାଶ ହେବାକୁ ଥିବାବେଳେ ଏଥିରେ ଓଡିଶାର ୨୫ଟି ରେଳ ଷ୍ଟେସନ ସାମିଲ ଅଛି। ଏଥିପାଇଁ ମୋଟ ୨୫ ହଜାର […]
ବାସ୍ତବ ବ୍ୟୁରୋ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ପୁଣି ଗିରଫ । ତୋଷଖାନା ମାମଲାରେ ଇମ୍ରାନଙ୍କୁ କୋର୍ଟ ୩ବର୍ଷ ଦଣ୍ଡାଦେଶ ଦେବା ପରେ, ଲାହୋରସ୍ଥିତ ବାସଭବନରୁ ତାଙ୍କୁ ଗିରଫ କରିଛି ପାକିସ୍ତାନ ପୋଲିସ । ପାକିସ୍ତାନୀ ଗଣମାଧ୍ୟମର ରିପୋର୍ଟ ଅନୁସାରେ ଇସଲାମାବାଦର ଏକ ତଳ କୋର୍ଟ ତୋଷଖାନା ମାମଲାର ଶୁଣାଣି କରି ଇମ୍ରାନଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଦଣ୍ଡବିଧାନ କରିଛନ୍ତି । ଅଦାଲତ ଇମ୍ରାନଙ୍କୁ ୩ବର୍ଷ ଦଣ୍ଡାଦେଶ […]
ବାସ୍ତବ ବ୍ୟୁରୋ: ସାହାରା ଗ୍ରୁପରେ ଦୀର୍ଘଦିନ ଧରି ଫଶି ରହିଥିବା ଟଙ୍କା ଫେରସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜି(ଶୁକ୍ରବାର) କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଦିଲ୍ଲୀ ଠାରେ ସାହାରା ରିଫଣ୍ଡ ପୋର୍ଟାଲ ମାଧ୍ୟମରେ ଟଙ୍କା ଫେରସ୍ତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଏହି କ୍ରମରେ ଆଜି ୧୧୨ ଜଣ ଜମାକାରୀଙ୍କୁ ବ୍ୟାଙ୍କ ଖାତାକୁ ୧୦ ହଜାର ଟଙ୍କା ଲେଖାଏଁ ଟଙ୍କା ଫେରାଇଛନ୍ତି । ଏନେଇ ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି […]
ବାସ୍ତବ ବ୍ୟୁରୋ: କେନ୍ଦ୍ର ସରକାର ଆରମ୍ଭ କଲେ ‘ଷ୍ଟଡି ଇନ୍ ଇଣ୍ଡିଆ’ ପୋର୍ଟାଲ । ଭାରତରେ ପଢିବାକୁ ଚାହୁଁଥିବା ବିଦେଶୀ ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ଆଜି (ଗୁରୁବାର) ନୂଆଦିଲ୍ଲୀଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର ‘ଷ୍ଟଡି ଇନ୍ ଇଣ୍ଡିଆ’(ଏସଆଇଆଇ) ପୋର୍ଟାଲର ଶୁଭାରମ୍ଭ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି, ଉକ୍ତ ପୋର୍ଟାଲ […]
ବାସ୍ତବ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାରରେ ସମ୍ମାନିତ କରାଯାଇଛି । ପ୍ରଧାନମନ୍ତ୍ରୀ ପୁରସ୍କାରର ୪୧ତମ ଗ୍ରହଣକାରୀ ହୋଇଛନ୍ତି । ଏହା ପ୍ରତିବର୍ଷ ଅଗଷ୍ଟ ୧ – ଲୋକମାନ୍ୟ ତିଲକଙ୍କ ମୃତ୍ୟୁ ବାର୍ଷିକୀରେ ପ୍ରଦାନ କରାଯାଏ । ଜାତିର ପ୍ରଗତି ଏବଂ ବିକାଶ ପାଇଁ ଉଲ୍ଲେଖନୀୟ ଏବଂ ଅସାଧାରଣ ଭାବରେ କାର୍ଯ୍ୟ କରିଥିବା ଏବଂ ଅବଦାନ ରଖିଥିବା ଲୋକଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ […]
ବାସ୍ତବ ବ୍ୟୁରୋ: ଆଜି ସକାଳେ ଗୁଜରାଟ ଅହମ୍ମଦାବାଦ ସ୍ଥିତ ଏକ ହସ୍ପିଟାଲରେ ଅଗ୍ନିକାଣ୍ଡ। ଖବର ପାଇ ଅଗ୍ନିଶମ ବାହିନୀ ଫସି ରହିଥିବା ୧୨୫ ରୋଗୀଙ୍କୁ ଉଦ୍ଧାର କରିଛନ୍ତି। ଅହମ୍ମଦାବାଦର ଶାହିବାଗସ୍ଥିତ ରାଜସ୍ଥାନ ହସ୍ପିଟାଲର ତଳ ମହଲାରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ତେବେ କାହାର କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି। ପୋଲିସ ଇନ୍ସପେକ୍ଟର ଏମଡି ଚମ୍ପାଭତ କହିଛନ୍ତି, “ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବାହିନୀ ନିୟୋଜିତ ଅଛନ୍ତି। […]
ବାସ୍ତବ ବ୍ୟୁରୋ: ଆଜି ସକାଳେ ତାମିଲନାଡୁର କୃଷ୍ଣଗିରିରେ ଥିବା ଗୋଟାଏ ବାଣ କାରଖାନାରେ ପ୍ରଚଣ୍ଡ ବିସ୍ଫୋରଣ ଘଟି ୮ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ କେତେଜଣ ଆହତ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣ ଏତେ ତୀବ୍ର ଥିଲା ଯେ, ପାଖରେ ଥିବା ଗୋଟାଏ ହୋଟେଲ୍ ଭାଙ୍ଗିପଡ଼ିବା ସହିତ ଆଉ ୪ଟି କୋଠାଘର ମଧ୍ୟ ଆଂଶିକ ଭାଙ୍ଗିଯାଇଛି। ହୋଟେଲ୍ ଓ କୋଠାଘରର ଭଗ୍ନସ୍ତୂପ ତଳେ ଅନେକ ଲୋକ ଫସି ରହିଥିବା […]


