ବାସ୍ତବ ବ୍ୟୁରୋ: ମଣିପୁର ଘଟଣାକୁ ନେଇ ବିରୋଧୀମାନେ ଜବାବ୍ ମାଗୁଥିବା ବେଳେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ କହିଛନ୍ତି କି ମଣିପୁର ଘଟଣା ଉପରେ ଚର୍ଚ୍ଚା କରିବାକୁ ପ୍ରଧାନମନ୍ତ୍ରୀ ପ୍ରସ୍ତୁତ ଅଛନ୍ତି । ଏବେ ବାଚସ୍ପତି ଏହି ପ୍ରସଙ୍ଗରେ ଚର୍ଚ୍ଚା କରିବାକୁ କେବେ ସମୟ ସ୍ଥିର କରିବେ ତାହା ତାଙ୍କ ଉପରେ ନିର୍ଭର କରେ ବୋଲି ସେ କହିଛନ୍ତି । କେନ୍ଦ୍ର ମନ୍ତ୍ରୀ ପିୟୂଷ ଗୋଏଲ ବିରୋଧୀ ମେଣ୍ଟ ଦ୍ୱାରା ଉପସ୍ଥାପନ […]

ବାସ୍ତବ ବ୍ୟୁରୋ : ଓଡ଼ିଶା ଚାଷୀଙ୍କୁ ମିଳିଲା ପିଏମ କିଶାନ ଟଙ୍କା । ପିଏମ କିଶାନ ନିଧିର ୧୪ ତମ କିସ୍ତି ଆକାରରେ ୧୮ ହଜାର କୋଟି ବ୍ୟୟ କରିଛନ୍ତି କେନ୍ଦ୍ର ସରକାର । ପୁରୀ ନିଆଳି ଅଂଚଳର ଚାଷୀଙ୍କ ବ୍ୟାଙ୍କା ଖାତାକୁ ୨ ହଜାର ଲେଖାଏଁ ଟଙ୍କା ଆସିଛି । ଏବେ ଚାଷ କାର୍ଯ୍ୟ ଜାରିରହିଥିବାରୁ ଉକ୍ତ ଟଙ୍କାକୁ ଚାଷ କାର୍ଯ୍ୟରେ ଲଗାଉଥିବା କହିଛନ୍ତି ଚାଷୀ । ଚାଷ […]

ବାସ୍ତବ ବ୍ୟୁରୋ: ମଣିପୁର ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ବିରୋଧରେ ବିରୋଧୀଦଳମାନେ ଆଗତ କରିଥିବା ଅନାସ୍ଥା ପ୍ରସ୍ତାବକୁ ଗ୍ରହଣ କରାଯାଇଥିବା କଥା ଆଜି ଲୋକସଭାର ବାଚସ୍ପତି କହିଛନ୍ତି। ଏହା ସହ ସବୁ ରାଜନୈତିକ ଦଳ ସହିତ ଆଲୋଚନା କରିବା ପରେ ନିୟମ ଅନୁସାରେ, ଆଲୋଚନା ପାଇଁ ନିର୍ଦ୍ଧାରଣ କରାଯାଇଥିବା ସମୟ ବିଷୟରେ ଅବଗତ କରାଇବାକୁ କହିଛନ୍ତି ବାଚସ୍ପତି ଓମ୍‌ ବିର୍ଲା । ସୂଚନାନୁଯାୟୀ, ଆଜି କଂଗ୍ରେସ ଓ ଭାରତ […]

ବାସ୍ତବ ବ୍ୟୁରୋ: ଲଗାଣ ବର୍ଷା ଯୋଗୁ ଗୁଜରାଟ ସ୍ଥିତି ବେହାଲ । ବର୍ଷା ଯୋଗୁ ଗୁଜରାଟରେ ବନ୍ୟା ସମସ୍ୟା ଦେଖା ଦେଇଛି । ବନ୍ୟା କେବଳ ଗ୍ରାମାଞ୍ଚଳକୁ ପ୍ରଭାବିତ କରିନି, ବରଂ ସହରାଞ୍ଚଳରେ ସାଂଘାତିକ ସ୍ଥିତି ସୃଷ୍ଟି କରିଛି। ରାଜ୍ୟର ଅନ୍ୟତମ ବଡ଼ ସହର ଅହମଦାବାଦ ଏୟାରପୋର୍ଟରେ ଆଣ୍ଠୁଏ ଉଚ୍ଚର ପାଣି ଚାଲୁଛି। ଏୟାରପୋର୍ଟର ଭିତର ଅଂଶ ଠାରୁ ଆରମ୍ଭ କରି ବାହାରେ ବର୍ଷା ପାଣି ସୁଅ ମାରୁଛି। ସହରର […]

ବାସ୍ତବ ବ୍ୟୁରୋ: ଆଜି ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେତେଗୁଡ଼ିଏ ସରକାରୀ ବିଭାଗରେ ଚାକରି ପାଇଁ ମନୋନୀତ ହୋଇଥିବା ୭୦,୦୦୦ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ଦେଶର ୪୪ଟି ସ୍ଥାନରେ ସରକାରୀ ଅଧିକାରୀ ଓ ନବ ମନୋନୀତ ପ୍ରାର୍ଥୀମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଆଜି ନିଯୁକ୍ତିପତ୍ର ପାଇଥିବା ପ୍ରାର୍ଥୀମାନେ ରାଜସ୍ବ ବିଭାଗ, ଅର୍ଥନୈତିକ ସେବା ବିଭାଗ, ଡାକ ବିଭାଗ, ସ୍କୁଲ୍‌ ଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା […]

ବାସ୍ତବ ବ୍ୟୁରୋ: ଆଜି ଭୋରରୁ ରାଜସ୍ଥାନ ଓ ମଣିପୁର ଠାରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରାଜସ୍ଥାନର ଜୟପୁରରେ ୩ ଥର ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ମଣିପୁରରେ ଥରେ ଏହା ଅନୁଭୂତ ହୋଇଥିବା ଜଣାଯାଇଛି। ଫଳରେ ଭୟଭୀତ ହୋଇ ଲୋକେ ଘର ଛାଡ଼ି ଖୋଲା ପଡ଼ିଆକୁ ପଳାଇଲେ। ଭୂମିକମ୍ପ ଯୋଗୁ ଉଭୟ ରାଜ୍ୟ ଧନଜୀବନ ହାନୀ ହୋଇଥିବା ନେଇ କୌଣସି ସୂଚନା ମିଳିନି । ଜାତୀୟ ଭୂମିକମ୍ପ […]

ବାସ୍ତବ ବ୍ୟୁରୋ: ଟମାଟୋ ଦର ପୁଣି କମ୍ କଲେ କେନ୍ଦ୍ର ସରକାର । ସରକାରଙ୍କ ତରଫରୁ ସାଧାରଣ ଲୋକଙ୍କୁ ଯୋଗେଇ ଦିଆଯାଉଥିବା ସବସିଡି ଟମାଟୋ ଏଣିକି କିଲୋ ପିଛା ୮୦ ଟଙ୍କା ନୁହେଁ ବରଂ ୭୦ ଟଙ୍କାରେ ବିକ୍ରି ହେବ ବୋଲି ସରକାର ଘୋଷଣା କରିଛନ୍ତି । ଆସନ୍ତାକାଲି ଅର୍ଥାତ ଜୁଲାଇ ୨୦ ତାରିଖରୁ ଏହା ସାଧାରଣ ଲୋକଙ୍କ ପାଇଁ ଉପଲବ୍ଧ ହେବ । କେନ୍ଦ୍ର ସରକାର ଗତ ସପ୍ତାହର […]

ବାସ୍ତବ ବ୍ୟୁରୋ: ସାହାରା ଚିଟଫଣ୍ଡ ଜମାକାରୀ ଫେରି ପାଇବେ ସେମାନଙ୍କ ଟଙ୍କା।  ଆଜି କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ ଏକ ରିଫଣ୍ଡ୍ ପୋର୍ଟାଲ(https://mocrefund.crcs.gov.in)ର ଉନ୍ମୋଚନ କରିଛନ୍ତି। ସାହାରା ରିଫଣ୍ଡ ପୋର୍ଟାଲ ବା ୱେବସାଇଟରେ ଜମାକାରୀ କିଭଳି ଟଙ୍କା ଫେରିପାଇବେ ସେ ବାବଦରେ ସମ୍ପୂର୍ଣ୍ଣ ତଥ୍ୟ ରହିଛି। ଏହା ଦ୍ୱାରା ପ୍ରାୟ ୧୦ କୋଟି ଜମାକାରୀ ଉପକୃତ ହେବେ ବୋଲି ଆଶା ରହିଛି। ଆବଶ୍ୟକ ସ୍ଥାନରେ ତଥ୍ୟ […]

ବାସ୍ତବ ବ୍ୟୁରୋ: ମଧ୍ୟପ୍ରଦେଶର ଭୋପାଲରୁ ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସର ଏକ କୋଚ୍‌ର ବ୍ୟାଟେରୀ ବକ୍ସରେ ସୋମବାର ସକାଳେ ନିଆଁ ଲାଗିଯାଇଥିଲା। ତେବେ ଯାତ୍ରୀମାନେ ସୁରକ୍ଷିତ ଅଛନ୍ତି। କାହାରି କିଛି ହୋଇନାହିଁ। ବ୍ୟାଟେରି ସ୍ପାର୍କ କରିବାରୁ ଟ୍ରେନ୍‌ର ୧୪ ନମ୍ବର କୋଚ୍‌ରୁ ପ୍ରଥମେ ନିଆଁ ଲାଗିଥିବାର ଦେଖିବାକୁ ମିଳିଥିଲା। ଅଗ୍ନିକାଣ୍ଡ ଘଟିବା ପରେ ଅଗ୍ନିଶମ ବିଭାଗର ଏକ ଦଳକୁ ତୁରନ୍ତ ଘଟଣାସ୍ଥଳକୁ ଡକା ଯାଇଥି‌ଲା। ଅଗ୍ନିଶମ କର୍ମଚାରୀ […]

ବାସ୍ତବ ବ୍ୟୁରୋ: ଆମେରିକାର ଆଲାସ୍କା ପେନିଞ୍ଜୁଲା ଅଞ୍ଚଳରେ ଅନୁଭୂତ ହୋଇଛି ଶକ୍ତିଶାଳୀ ଭୂକମ୍ପ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରହିଥିଲା। ତେବେ କ୍ଷୟକ୍ଷତି ନେଇ କୌଣସି ରିପୋର୍ଟ ଆସିନାହିଁ। ଅନ୍ୟପକ୍ଷରେ ଭୂକମ୍ପ ପରେ କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ସୁନାମି ଆର୍ଲଟ କରାଯାଇଛି। ମାର୍ଚ୍ଚ 1964 ରେ ଆଲାସ୍କାରେ 9.2 ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପରେ ଅନୁଭୂତ ହୋଇଥିଲା। ଏହା ସବୁଠୁ ଭାୟାନକ ଥିଲା। ଭୂକମ୍ପ ପରେ ସୁନାମି ପ୍ରଭାବରେ ଆଲାସ୍କା ଗଲ୍ଫ, ଆମେରିକାର […]

Pin It on Pinterest