ବାସ୍ତବ ବ୍ୟୁରୋ: ଇଣ୍ଡିଆ ସ୍ମାର୍ଟସିଟି ପୁରସ୍କାର ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଶୁକ୍ରବାର ଘୋଷଣା କରାଯାଇଥିବା ଏହି ପୁରସ୍କାରରେ ଇନ୍ଦୋର ପୁଣିଥରେ ଦେଶର ଶ୍ରେଷ୍ଠ ସ୍ମାର୍ଟ ସିଟି ହେବାର ଗୌରବ ଅର୍ଜନ କରିଛି । ସେହିପରି ଏଥର ଏହି ଲିଷ୍ଟରେ ସୁରତ ଦ୍ୱିତୀୟ ସ୍ଥାନରେ ଥିବାବେଳେ, ଆଗ୍ରା ତୃତୀୟ ସ୍ଥାନରେ ରହିଛି । ଅନ୍ୟପଟେ ସ୍ମାର୍ଟ ସିଟି ମିଶନ୍ ଲାଗୁ କରିବାରେ ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ହେଇଛି ମଧ୍ୟପ୍ରଦେଶ […]

ବାସ୍ତବ ବ୍ୟୁରୋ: ଇତିହାସ ରଚିଲା ଭାରତର ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । ଇସ୍ରୋର ଚନ୍ଦ୍ରଯାନ-୩ ନିରାପଦରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଛି । ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଇସ୍ରୋ ବୈଜ୍ଞାନିକଙ୍କ ସମସ୍ତ ପ୍ରଚେଷ୍ଠା ଓ ପରିଶ୍ରମର ଫଳ ଆଜି ଦେଶବାସୀଙ୍କୁ ମିଳିଛି । ଇସ୍ରୋ ବୈଜ୍ଞାନିକଙ୍କୁ ନେଇ ସାରା ଦେଶ ଗର୍ବ କରୁଥିବା ବେଳେ ପ୍ରଶଂସାରେ ପୋତି ପକାଇଛି ବିଶ୍ୱ । ୨୦୧୯ ରେ […]

ବାସ୍ତବ ବ୍ୟୁରୋ: ଚନ୍ଦ୍ରପୃଷ୍ଠରେ ଓହ୍ଲାଇବାକୁ ଯାଇଥିବା ରୁଷର ଚନ୍ଦ୍ର ମିଶନ୍ ଲୁନା-୨୫ ଯାନ୍ତ୍ରିକ ତ୍ରୁଟି ଫଳରେ ଚନ୍ଦ୍ରପୃଷ୍ଠରେ ଖସିପଡ଼ିଛି । ରୁଷର ମହାକାଶ ସଂସ୍ଥା ରସକସମସ୍ ଏନେଇ ସ୍ପଷ୍ଟ କରିଛି । ରୁଷ୍ ଅଗଷ୍ଟ ୧୧ ରେ ଲୁନା-୨୫ ଲଞ୍ଚ କରିଥିଲା ଓ ତାହା ଅଗଷ୍ଟ ୨୧ରେ ଚନ୍ଦ୍ରପୃଷ୍ଠରେ ଓହ୍ଲାଇବାର ଥିଲା । ରୁଷିଆର ଲୁନା-୨୫ ମହାକାଶଯାନ ଚନ୍ଦ୍ରରେ ଦୁର୍ଘଟଣାଗ୍ରସ୍ତ ହୋଇଛି ବୋଲି ରୁଷର ସରକାରୀ ନିୟନ୍ତ୍ରିତ ସମ୍ବାଦ ସରବରାହ […]

ବାସ୍ତବ ବ୍ୟୁରୋ: ଆଜି ସକାଳ ପ୍ରାୟ ୭ଟା ୩୦ ବେଳେ ମୁମ୍ବାଇ- ବେଙ୍ଗାଲୁରୁ ଉଦୟନ ଏକ୍ସପ୍ରେସଟି ବେଙ୍ଗାଲୁରୁର କାନ୍ତିବୀର ସଙ୍ଗୋଲି ଷ୍ଟେସନରେ ପହଞ୍ଚିବା ପରେ ଦୁଇଟି ବଗିରେ ହଠାତ୍‌ ନିଆଁ ଲାଗି ଯାଇଥିଲା । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ । ଟ୍ରେନରେ ନିଆଁ ଲାଗିବା ବେଳେ ସେଥିରେ କୌଣସି ଯାତ୍ରୀ ନଥିଲେ । ସମସ୍ତ ଯାତ୍ରୀ ଓହ୍ଲାଇବାର ପ୍ରାୟ […]

ବାସ୍ତବ ବ୍ୟୁରୋ: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି । ଏହି ଅବସରରେ ବାଜପେୟୀଙ୍କ ସମାଧି ସ୍ଥଳ ‘ସଦୈବ ଅଟଳ’ରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ,ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ବହୁ ବରିଷ୍ଠ ନେତା ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଆଜି ଭାରତରତ୍ନ […]

ବାସ୍ତବ ବ୍ୟୁରୋ: ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଭୁବନେଶ୍ୱର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଆଜି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଏହା ପରେ ସେ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ସକାଳୁ ସେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ । ଏହା […]

ପ୍ରମୋଦ ନାୟକ(ଭୁବନେଶ୍ୱର) : ଚଳଚିତ୍ର ନିର୍ମାତାମାନେ କଷ୍ଟ୍ୟୁମ୍ ହେଉ କିମ୍ବା ମେକ୍‌ଅପ୍‌, ଭାଷା କିମ୍ବା ସେମାନ ସୁଟ୍ କରୁଥିବା ସ୍ଥାନ, ନିଜ କାର୍ଯ୍ୟକୁ ବାସ୍ତବ ରୂପ ଦେବା ପାଇଁ ସବୁବେଳେ ଚେଷ୍ଟା କରିଥାନ୍ତି । ଯେତେବେଳେ କୌଣସି ସ୍ଥାନ କିମ୍ବା ପୃଷ୍ଠଭୂମି ପ୍ରାସଙ୍ଗିକ ହୋଇଥାଏ, ସେତେବେଳେ ଏହା ଏକ ବାସ୍ତବ ସ୍ଥାନ ହୋଇଥାଉ କି ନାହିଁ, ଦର୍ଶକ ଶୋ’, କାହାଣୀ ଓ ଚରିତ୍ର ସହିତ ଯୋଡ଼ି ହେବାକୁ ସକ୍ଷମ ହୋଇଥାନ୍ତି […]

ବାସ୍ତବ ବ୍ୟୁରୋ: ଆଜି ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ । ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହା ସହ ସ୍ୱାଧୀନତାର ଅମୃତ ମହୋତ୍ସବର ସମାପନ ସହ ଦେଶ ଅମୃତ ଯୁଗରେ ପ୍ରବେଶ କରିବ । ଦୁଇ ବର୍ଷ ପୂର୍ବେ ଅହମ୍ମଦାବାଦର ସାବରମତି ଆଶ୍ରମରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଐତିହାସିକ କ୍ଷଣର ଶୁଭାରମ୍ଭ ହୋଇଥିଲା […]

ବାସ୍ତବ ବ୍ୟୁରୋ : ଆରବିଆଇ ଆଜି ଏହାର ଆରବିଆଇ କ୍ରେଡିଟ୍ ପଲିସି(ମୁଦ୍ରା ନୀତି) ଘୋଷଣା କରିଛି। ରେପୋ ରେଟ୍ ଏବଂ ରିଭର୍ସ ରେପୋ ରେଟରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି। ପୂର୍ବରୁ ଥିବା ରେପୋ ହାର ୬.୫୦ ପ୍ରତିଶତକୁ ବଳବତ୍ତର ରଖାଯାଇଛି। ଏହା ଋଣ ନେଇଥିବା ବ୍ୟକ୍ତିଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ହୋଇଥିଲେ ମଧ୍ୟ ଯେଉଁମାନେ ବ୍ୟାଙ୍କରୁ ଶସ୍ତା ଋଣ ପାଇଁ […]

ବାସ୍ତବ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍‌ଫରରେନ୍‌ସିଙ୍ଗ୍‌ ଜରିଆରେ ଓଡ଼ିଶା ସମେତ ୨୭ଟି ରାଜ୍ୟରେ ଥିବା ୫୦୮ଟି ରେଳ ଷ୍ଟେସନ୍‌ର ପୁନଃନିର୍ମାଣ ତଥା ନବୀକରଣ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଅମୃତ ଭାରତ ଯୋଜନା ଅଧୀନରେ ଏହି ବିକାଶମୂଳକ କାର୍ଯ୍ୟ କରାଯିବ। ସମଗ୍ର ଦେଶରେ ୫୦୮ ରେଳ ଷ୍ଟେସନର ପୁନର୍ବିକାଶ ହେବାକୁ ଥିବାବେଳେ ଏଥିରେ ଓଡିଶାର ୨୫ଟି ରେଳ ଷ୍ଟେସନ ସାମିଲ ଅଛି। ଏଥିପାଇଁ ମୋଟ ୨୫ ହଜାର […]

Pin It on Pinterest