ବାସ୍ତବ ବ୍ୟୁରୋ: ଇସ୍ରୋର ବହୁ ପ୍ରତୀକ୍ଷିତ ମୁନ୍ ମିଶନ ଚନ୍ଦ୍ରଯାନ-୩ର ଉତକ୍ଷେପଣ ସଫଳ ହୋଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତୀଶ ଧାବନ ଦ୍ୱିତୀୟ ଲଞ୍ଚ ପ୍ୟାଡରୁ ରକେଟର ଉତକ୍ଷେପଣ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ଦିନ ୨ଟା ୩୫ରେ LVM3-M4 ରକେଟ୍ ଯୋଗେ ଉଡାଣ ଭରିଛି ଚନ୍ଦ୍ରଯାନ-୩। ଇସ୍ରୋ ସୂଚନା ମୁତାବକ, ଉତକ୍ଷେପଣର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ସଫଳ ହୋଇଛି। ଭୂପୃଷ୍ଠ ଛାଡିବାର ୧୬ ମିନିଟ ପରେ ୧୮୦ […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ: ଆସନ୍ତା କାଲି ( ଜୁଲାଇ ୧୪) ଅର୍ଥାତ ଶୁକ୍ରବାର ଅପରାହ୍ନ ୨ଟା ୩୫ମିନିଟରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତିଶ ଧାୱନ ଲଞ୍ଚ୍ ପ୍ୟାଡରୁ ଉତକ୍ଷେପଣ ହେବ ଚନ୍ଦ୍ରଯାନ-୩। ଏଥିପାଇଁ ଆଜି ଦିନ ଗୋଟାଏରୁ କାଉଣ୍ଟଡାଉନ୍ ଆରମ୍ଭ ହୋଇସାରିଛି। ଗତକାଲି(ବୁଧବାର) ମଧ୍ୟ ରିହରସଲ୍ ସରିଛି। ଯଦି ଚନ୍ଦ୍ରଯାନ-୩ ସଫଳ ହୁଏ ତେବେ ଚନ୍ଦ୍ରପୃଷ୍ଠରେ ପାଦ ଥାପିବାରେ ଭାରତ ହୋଇଯିବ ବିଶ୍ୱର ଚତୁର୍ଥ ଦେଶ। ଏହା ପୂର୍ବରୁ ଆମେରିକା, ଚୀନ ଏବଂ ରୁଷିଆ […]
ବାସ୍ତବ ବ୍ୟୁରୋ: ଆଜି ବାୟୁସେନାର ସ୍ୱତନ୍ତ୍ର ବିମାନରେ ଯାଇ ଫ୍ରାନ୍ସରେ ପହଞ୍ଚିଛନ୍ତି ନରେନ୍ଦ୍ର ମୋଦୀ । ତେବେ ପ୍ରଧାନମନ୍ତ୍ରୀଙ୍କର ଏହା ଷଷ୍ଠ ଫ୍ରାନ୍ସ ଯାତ୍ରା । ପ୍ରଧାନମନ୍ତ୍ରୀ ପ୍ୟାରିସରେ ପହଞ୍ଚିବା ପରେ ଫ୍ରାନ୍ସ ପ୍ରଧାନମନ୍ତ୍ରୀ ଏଲିଜାବେଥ୍ ତାଙ୍କୁ ସ୍ୱାଗତ କରିଛନ୍ତି । ଫ୍ରାନ୍ସରେ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମେ ଫ୍ରାନ୍ସ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ । ଏହାପରେ ସିନେଟର ଅଧ୍ୟକ୍ଷଙ୍କ ସହ କଥାବାର୍ତ୍ତା କରିବେ । ଏହାପରେ ଯାଇ ମୋଦୀ ଭାରତୀୟ ସମୁଦାୟର […]
ବାସ୍ତବ ବ୍ୟୁରୋ: ରାଜଧାନୀ ଦିଲ୍ଲୀରେ ଟମାଟୋ କିଲୋ ପ୍ରତି ଏବେ ୨୦୦ ଟଙ୍କା। କେବଳ ଦିଲ୍ଲୀ ନୁହେଁ ଦେଶର ଅନ୍ୟ କେତେକ ସ୍ଥାନରେ ମଧ୍ୟ ଟମାଟୋ ଦର ଆକାଶ ଛୁଆଁ। ତେବେ, ଟମାଟୋର ଆକାଶ ଛୁଆଁ ଦର ବୃଦ୍ଧିକୁ ଜନ ଅସନ୍ତୋଷ ତୀବ୍ର ହେବା ପରେ ଚେତିଛନ୍ତି କେନ୍ଦ୍ର ସରକାର। ଦେଶରେ ପ୍ରବଳ ବର୍ଷା ଯୋଗୁଁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶର ବିଭିନ୍ନ ସ୍ଥାନରେ ଟମାଟୋର ଖୁଚୁରା ମୂଲ୍ୟ କିଲୋ […]
ବାସ୍ତବ ବ୍ୟୁରୋ: ୬ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ନେପାଳର ମାଉଣ୍ଟ ଏଭରେଷ୍ଟ ନିକଟ ଲାମଜୁରାରେ କ୍ରାଶ୍ କରି ଯାଇଥିବା ଜଣାଯାଇଛି। ସକାଳ ପ୍ରାୟ ୧୦ଟା ୧୫ମିନିଟରେ ହେଲିକପ୍ଟର ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଥିଲା ଓ ତାହା ନିଖୋଜ ହୋଇ ଯାଇଥିଲା। ହେଲିକପ୍ଟରଟି ୬ ଯାତ୍ରୀଙ୍କୁ ଧରି ଆଜି ସକାଳେ ସୋଲୁଖୁମ୍ବୁରୁ କାଠମାଣ୍ଡୁ ଅଭିମୁଖେ ଯାତ୍ରା କରୁଥିଲା। ଉକ୍ତ ୬ ଜଣଙ୍କ ମଧ୍ୟରେ ୫ ଜଣ ବିଦେଶୀ […]
ବାସ୍ତବ ବ୍ୟୁରୋ: ଦିଲ୍ଲୀର ବର୍ଷା ୪୦ବର୍ଷର ରେକର୍ଡ ଭାଙ୍ଗିଛି। ଦିଲ୍ଲୀରେ ୨୪ଘଣ୍ଟା ମଧ୍ୟରେ ୧୫୩ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ଗୋଟିଏ ଦିନରେ ସର୍ବାଧିକ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ପ୍ରବଳ ବର୍ଷା ହେତୁ ଦିଲ୍ଲୀରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇ ଯାଇଛି। ରାଜଧାନୀ ଦିଲ୍ଲୀରେ ଶନିବାର ରେକର୍ଡ ୧୨୬ ଏମଏମ ବର୍ଷା ରେକର୍ଡ କରାଯାଇଛି। ବିଭିନ୍ନ ସ୍ଥାନରେ ବେକ ଯାଏ ପାଣି ଚାଲୁଥିବାରୁ ଜୀବନଯାତ୍ରା ଏକପ୍ରକାର ଠପ୍ […]
ବାସ୍ତବ ବ୍ୟୁରୋ: ଜୁଲାଇ ୧୩ରେ ଭାରତର ତୃତୀୟ ଚନ୍ଦ୍ର ଅଭିଯାନ ଚନ୍ଦ୍ରୟାନ-୩ ଉତକ୍ଷେପଣ ହେବ ବୋଲି ସୂଚନା ଦେଇଛନ୍ତି ଇସ୍ରୋ ଅଧ୍ୟକ୍ଷ ଏସ୍. ସୋମନାଥ। ସୂଚନାନୁଯାୟୀ, ଚନ୍ଦ୍ରଯାନ-୨ ତୁଳନାରେ ଚନ୍ଦ୍ରଯାନ-୩ରେ ବହୁ ଉନ୍ନତ ତଥା ଆଧୁନିକ ଯନ୍ତ୍ରାଂଶ ଖଞ୍ଜାଯାଇଛି ଏବଂ ଗତ ମାର୍ଚ୍ଚରୁ ହିଁ ସେଗୁଡ଼ିକର ପରୀକ୍ଷଣ ସରିଛି। କାରଣ ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରୟାନ-୩ର ସଫ୍ଟ ଲ୍ୟାଣ୍ଡିଂ ଇସ୍ରୋ ପାଇଁ ରହିବ ସବୁଠୁ ବଡ଼ ଚାଲେଞ୍ଜ। ଜୁଲାଇ ୧୩ରୁ ୧୯ ଯାଏଁ ଲଞ୍ଚ ୱିଣ୍ଡୋ ଥିବା ବେଳେ, […]
ବାସ୍ତବ ବ୍ୟୁରୋ: ଶନିବାର ପାହାନ୍ତାରେ ପଶ୍ଚିମବଙ୍ଗସ୍ଥିତ ‘ଆଇଆଇଟି’-ଖଡ଼ଗପୁରର ଲାଲ୍ ବାହାଦୁର ଶାସ୍ତ୍ରୀ ହଲ୍ ଅଫ୍ ରେସିଡେନ୍ସ୍ (ଏଲ୍ବିଏସ୍ ହଲ୍) ନାମରେ ଜଣାଶୁଣା ‘କମନ୍ରୁମ୍’ରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସମ୍ବାଦ ସରବହରା ସଂସ୍ଥାନ ‘ପିଟିଆଇ’ ରିପୋର୍ଟ କରିଛି। ଅଗ୍ନିକାଣ୍ଡ ସମୟରେ ଉତ୍ତୋଳିତ ଭିଡିଓରେ ଦେଖାଯାଉଛି, ହୁତୁହୁତୁ ହୋଇ ଜଳୁଥିବା ‘ଏଲ୍ବିଏସ୍ ହଲ୍’ରୁ ପ୍ରବଳ ଧୂଆଁ ବାହାରୁଛି। ସୂଚନାନୁଯାୟୀ, ଗତ ରାତି ପ୍ରାୟ ୩ଟା ବେଳେ ‘ଆଇଆଇଟି’ର ଲାଲ୍ ବାହାଦୁର ଶାସ୍ତ୍ରୀ ହଲ୍ରେ […]
ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ଏକନାଥ ସିନ୍ଦେଙ୍କ ସରକାରରେ ଯୋଗ ଦେଇଛନ୍ତି ଏନସିପିର ବରିଷ୍ଠ ନେତା ଅଜିତ ପାୱାର । ଅଜିତ ପାୱାରଙ୍କ ସହ ଛଗନ ଭୁଜବଳ ଓ ୨୯ରୁ ଅଧିକ ବିଧାୟକ ଯୋଗ ଦେଇଛନ୍ତି । ଅଜିତ ପାୱାର ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ଭେଟିଥିଲେ। ଏହାପରେ ଅଜିତ ପାୱାର ମହାରାଷ୍ଟ୍ରର ନୂଆ ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହ ଆଉ ୯ ଜଣ ବିଧାୟକ ମଧ୍ୟ […]
ବାସ୍ତବ ବ୍ୟୁରୋ: ୨ ବର୍ଷ ହେଲା ମୋଦିଙ୍କ କ୍ୟାବିନେଟରେ କୌଣସି ପ୍ରକାରର ବଡ଼ଧରଣର ଅଦଳବଦଳ ହୋଇ ନ ଥିବା ବେଳେ ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ର ମନ୍ତ୍ରିମଣ୍ଡଳ ଅଦଳବଦଳ କରିବାକୁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଆସନ୍ତା ଜୁଲାଇ ୩ ତାରିଖ ସୋମବାର ପ୍ରଧାନମନ୍ତ୍ରୀ ମୋଦି ମନ୍ତ୍ରୀ ପରିଷଦ ବୈଠକର ଅଧ୍ୟକ୍ଷତା କରିବେ। ଏହାପୂର୍ବରୁ କ୍ୟାବିନେଟ ସଂପ୍ରସାରଣର ଖବର ସାମ୍ନାକୁ ଆସିଛି। ଜୁଲାଇ ୩ରେ ନୂଆ କରି ପ୍ରଗତି ମୈଦାନରେ […]


