ବାସ୍ତବ ବ୍ୟୁରୋ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ପୁଣି ଗିରଫ । ତୋଷଖାନା ମାମଲାରେ ଇମ୍ରାନଙ୍କୁ କୋର୍ଟ ୩ବର୍ଷ ଦଣ୍ଡାଦେଶ ଦେବା ପରେ, ଲାହୋରସ୍ଥିତ ବାସଭବନରୁ ତାଙ୍କୁ ଗିରଫ କରିଛି ପାକିସ୍ତାନ ପୋଲିସ । ପାକିସ୍ତାନୀ ଗଣମାଧ୍ୟମର ରିପୋର୍ଟ ଅନୁସାରେ ଇସଲାମାବାଦର ଏକ ତଳ କୋର୍ଟ ତୋଷଖାନା ମାମଲାର ଶୁଣାଣି କରି ଇମ୍ରାନଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଦଣ୍ଡବିଧାନ କରିଛନ୍ତି । ଅଦାଲତ ଇମ୍ରାନଙ୍କୁ ୩ବର୍ଷ ଦଣ୍ଡାଦେଶ […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ: ସାହାରା ଗ୍ରୁପରେ ଦୀର୍ଘଦିନ ଧରି ଫଶି ରହିଥିବା ଟଙ୍କା ଫେରସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜି(ଶୁକ୍ରବାର) କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଦିଲ୍ଲୀ ଠାରେ ସାହାରା ରିଫଣ୍ଡ ପୋର୍ଟାଲ ମାଧ୍ୟମରେ ଟଙ୍କା ଫେରସ୍ତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଏହି କ୍ରମରେ ଆଜି ୧୧୨ ଜଣ ଜମାକାରୀଙ୍କୁ ବ୍ୟାଙ୍କ ଖାତାକୁ ୧୦ ହଜାର ଟଙ୍କା ଲେଖାଏଁ ଟଙ୍କା ଫେରାଇଛନ୍ତି । ଏନେଇ ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି […]
ବାସ୍ତବ ବ୍ୟୁରୋ: କେନ୍ଦ୍ର ସରକାର ଆରମ୍ଭ କଲେ ‘ଷ୍ଟଡି ଇନ୍ ଇଣ୍ଡିଆ’ ପୋର୍ଟାଲ । ଭାରତରେ ପଢିବାକୁ ଚାହୁଁଥିବା ବିଦେଶୀ ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ଆଜି (ଗୁରୁବାର) ନୂଆଦିଲ୍ଲୀଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର ‘ଷ୍ଟଡି ଇନ୍ ଇଣ୍ଡିଆ’(ଏସଆଇଆଇ) ପୋର୍ଟାଲର ଶୁଭାରମ୍ଭ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି, ଉକ୍ତ ପୋର୍ଟାଲ […]
ବାସ୍ତବ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାରରେ ସମ୍ମାନିତ କରାଯାଇଛି । ପ୍ରଧାନମନ୍ତ୍ରୀ ପୁରସ୍କାରର ୪୧ତମ ଗ୍ରହଣକାରୀ ହୋଇଛନ୍ତି । ଏହା ପ୍ରତିବର୍ଷ ଅଗଷ୍ଟ ୧ – ଲୋକମାନ୍ୟ ତିଲକଙ୍କ ମୃତ୍ୟୁ ବାର୍ଷିକୀରେ ପ୍ରଦାନ କରାଯାଏ । ଜାତିର ପ୍ରଗତି ଏବଂ ବିକାଶ ପାଇଁ ଉଲ୍ଲେଖନୀୟ ଏବଂ ଅସାଧାରଣ ଭାବରେ କାର୍ଯ୍ୟ କରିଥିବା ଏବଂ ଅବଦାନ ରଖିଥିବା ଲୋକଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ […]
ବାସ୍ତବ ବ୍ୟୁରୋ: ଆଜି ସକାଳେ ଗୁଜରାଟ ଅହମ୍ମଦାବାଦ ସ୍ଥିତ ଏକ ହସ୍ପିଟାଲରେ ଅଗ୍ନିକାଣ୍ଡ। ଖବର ପାଇ ଅଗ୍ନିଶମ ବାହିନୀ ଫସି ରହିଥିବା ୧୨୫ ରୋଗୀଙ୍କୁ ଉଦ୍ଧାର କରିଛନ୍ତି। ଅହମ୍ମଦାବାଦର ଶାହିବାଗସ୍ଥିତ ରାଜସ୍ଥାନ ହସ୍ପିଟାଲର ତଳ ମହଲାରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ତେବେ କାହାର କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି। ପୋଲିସ ଇନ୍ସପେକ୍ଟର ଏମଡି ଚମ୍ପାଭତ କହିଛନ୍ତି, “ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବାହିନୀ ନିୟୋଜିତ ଅଛନ୍ତି। […]
ବାସ୍ତବ ବ୍ୟୁରୋ: ଆଜି ସକାଳେ ତାମିଲନାଡୁର କୃଷ୍ଣଗିରିରେ ଥିବା ଗୋଟାଏ ବାଣ କାରଖାନାରେ ପ୍ରଚଣ୍ଡ ବିସ୍ଫୋରଣ ଘଟି ୮ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ କେତେଜଣ ଆହତ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣ ଏତେ ତୀବ୍ର ଥିଲା ଯେ, ପାଖରେ ଥିବା ଗୋଟାଏ ହୋଟେଲ୍ ଭାଙ୍ଗିପଡ଼ିବା ସହିତ ଆଉ ୪ଟି କୋଠାଘର ମଧ୍ୟ ଆଂଶିକ ଭାଙ୍ଗିଯାଇଛି। ହୋଟେଲ୍ ଓ କୋଠାଘରର ଭଗ୍ନସ୍ତୂପ ତଳେ ଅନେକ ଲୋକ ଫସି ରହିଥିବା […]
ବାସ୍ତବ ବ୍ୟୁରୋ: ମଣିପୁର ଘଟଣାକୁ ନେଇ ବିରୋଧୀମାନେ ଜବାବ୍ ମାଗୁଥିବା ବେଳେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ କହିଛନ୍ତି କି ମଣିପୁର ଘଟଣା ଉପରେ ଚର୍ଚ୍ଚା କରିବାକୁ ପ୍ରଧାନମନ୍ତ୍ରୀ ପ୍ରସ୍ତୁତ ଅଛନ୍ତି । ଏବେ ବାଚସ୍ପତି ଏହି ପ୍ରସଙ୍ଗରେ ଚର୍ଚ୍ଚା କରିବାକୁ କେବେ ସମୟ ସ୍ଥିର କରିବେ ତାହା ତାଙ୍କ ଉପରେ ନିର୍ଭର କରେ ବୋଲି ସେ କହିଛନ୍ତି । କେନ୍ଦ୍ର ମନ୍ତ୍ରୀ ପିୟୂଷ ଗୋଏଲ ବିରୋଧୀ ମେଣ୍ଟ ଦ୍ୱାରା ଉପସ୍ଥାପନ […]
ବାସ୍ତବ ବ୍ୟୁରୋ : ଓଡ଼ିଶା ଚାଷୀଙ୍କୁ ମିଳିଲା ପିଏମ କିଶାନ ଟଙ୍କା । ପିଏମ କିଶାନ ନିଧିର ୧୪ ତମ କିସ୍ତି ଆକାରରେ ୧୮ ହଜାର କୋଟି ବ୍ୟୟ କରିଛନ୍ତି କେନ୍ଦ୍ର ସରକାର । ପୁରୀ ନିଆଳି ଅଂଚଳର ଚାଷୀଙ୍କ ବ୍ୟାଙ୍କା ଖାତାକୁ ୨ ହଜାର ଲେଖାଏଁ ଟଙ୍କା ଆସିଛି । ଏବେ ଚାଷ କାର୍ଯ୍ୟ ଜାରିରହିଥିବାରୁ ଉକ୍ତ ଟଙ୍କାକୁ ଚାଷ କାର୍ଯ୍ୟରେ ଲଗାଉଥିବା କହିଛନ୍ତି ଚାଷୀ । ଚାଷ […]
ବାସ୍ତବ ବ୍ୟୁରୋ: ମଣିପୁର ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ବିରୋଧରେ ବିରୋଧୀଦଳମାନେ ଆଗତ କରିଥିବା ଅନାସ୍ଥା ପ୍ରସ୍ତାବକୁ ଗ୍ରହଣ କରାଯାଇଥିବା କଥା ଆଜି ଲୋକସଭାର ବାଚସ୍ପତି କହିଛନ୍ତି। ଏହା ସହ ସବୁ ରାଜନୈତିକ ଦଳ ସହିତ ଆଲୋଚନା କରିବା ପରେ ନିୟମ ଅନୁସାରେ, ଆଲୋଚନା ପାଇଁ ନିର୍ଦ୍ଧାରଣ କରାଯାଇଥିବା ସମୟ ବିଷୟରେ ଅବଗତ କରାଇବାକୁ କହିଛନ୍ତି ବାଚସ୍ପତି ଓମ୍ ବିର୍ଲା । ସୂଚନାନୁଯାୟୀ, ଆଜି କଂଗ୍ରେସ ଓ ଭାରତ […]
ବାସ୍ତବ ବ୍ୟୁରୋ: ଲଗାଣ ବର୍ଷା ଯୋଗୁ ଗୁଜରାଟ ସ୍ଥିତି ବେହାଲ । ବର୍ଷା ଯୋଗୁ ଗୁଜରାଟରେ ବନ୍ୟା ସମସ୍ୟା ଦେଖା ଦେଇଛି । ବନ୍ୟା କେବଳ ଗ୍ରାମାଞ୍ଚଳକୁ ପ୍ରଭାବିତ କରିନି, ବରଂ ସହରାଞ୍ଚଳରେ ସାଂଘାତିକ ସ୍ଥିତି ସୃଷ୍ଟି କରିଛି। ରାଜ୍ୟର ଅନ୍ୟତମ ବଡ଼ ସହର ଅହମଦାବାଦ ଏୟାରପୋର୍ଟରେ ଆଣ୍ଠୁଏ ଉଚ୍ଚର ପାଣି ଚାଲୁଛି। ଏୟାରପୋର୍ଟର ଭିତର ଅଂଶ ଠାରୁ ଆରମ୍ଭ କରି ବାହାରେ ବର୍ଷା ପାଣି ସୁଅ ମାରୁଛି। ସହରର […]


