ନୂଆଦିଲ୍ଲୀ(ବାସ୍ତବ କଥା)୨୪/୦୭: ଓଡ଼ିଶାର ଅନୁଗୁଳ, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲା ଦେଇ ଯାଇଥିବା ୧୫୦ କିଲୋମିଟର ଦୀର୍ଘ ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୨୦୨୬-୨୭ ଆର୍ଥିକ ବର୍ଷରେ ୯୫୦ କୋଟି ଟଙ୍କାର ବଜେଟ୍ ବ୍ୟବସ୍ଥା କରାଯାଇଛି।ଏହି ପ୍ରକଳ୍ପଟି ୨୦୦୩-୦୪ ରେଳ ବଜେଟରେ ୭୨୭ କୋଟି ଟଙ୍କାର ପ୍ରାରମ୍ଭିକ ବ୍ୟୟ ଅଟକଳ ସହ ସାମିଲ କରାଯାଇଥିଲା। ବର୍ତ୍ତମାନ ପ୍ରକଳ୍ପର ସର୍ବଶେଷ ବ୍ୟୟ ଅଟକଳ ୩,୩୯୦ କୋଟି ଟଙ୍କାକୁ ବୃଦ୍ଧି ପାଇଥିବା […]
ଦେଶ ଓ ବିଦେଶ
ଭୁବନେଶ୍ବର(ବାସ୍ତବକଥା): ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକୃଷ୍ଣନ୍ ଆସନ୍ତାକାଲି, ୯ ଜୁଲାଇ ୨୦୨୬ରେ ଭୁବନେଶ୍ୱର ଗସ୍ତରେ ଆସିବେ । ଏହି ଗସ୍ତ ସମୟରେ, ଉପରାଷ୍ଟ୍ରପତି ଭୁବନେଶ୍ୱରର ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ଠାରେ ଏକ ଜାତୀୟ ସ୍ତରର କାର୍ଯ୍ୟକ୍ରମରେ ସମୁଦ୍ରରେ ଦୀର୍ଘସ୍ଥାୟୀ ମତ୍ସ୍ୟପାଳନ ପାଇଁ ଅନୁମୋଦନ ପତ୍ର (ଏଲଓଏ) ପ୍ରଦାନ କରିବେ।ଏହି ଅବସରରେ ସେ ଓଡ଼ିଶା ଗଭୀର ସମୁଦ୍ର ମାଛ ଧରା ମିଶନ ଦସ୍ତାବିଜକୁ ମଧ୍ୟ ଉନ୍ମୋଚନ କରିବେ।ଆସନ୍ତାକାଲି […]
ବିଶ୍ବର ସର୍ବବୃହତ୍ ଶସ୍ୟ ସଂରକ୍ଷଣ ଯୋଜନାରେ ବଡ଼ ପଦକ୍ଷେପ; ୨୩୨ଟି ଶସ୍ୟ ଗୋଦାମର ଶୁଭାରମ୍ଭ। ୬୪ ଏକରର ‘ସହକାର ବନ’ ପ୍ରକଳ୍ପର ଶୁଭାରମ୍ଭ; ଅମୁଲ ଓ ଏନସିସିଏଫ୍ର ମିଳିତ ପଦକ୍ଷେପ ବିବିଏସଏସଏଲ୍ର ଟିସ୍ୟୁ କଲଚର ସୁବିଧା ପାଇଁ ଉତ୍ତର ପ୍ରଦେଶ ଓ ମହାରାଷ୍ଟ୍ରରେ ଶିଳାନ୍ୟାସ। କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି,ଜୁଲାଇ ୬, ୨୦୨୬ରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ସମବାୟ ମନ୍ତ୍ରଣାଳୟର ପଞ୍ଚମ ପ୍ରତିଷ୍ଠା […]
ନୂଆଦିଲ୍ଲୀ(ବାସ୍ତବକଥା) :ଆଜିଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତିନି ଦିନିଆ ଇଣ୍ଡୋନେସିଆ ଗସ୍ତ ଆରମ୍ଭ ହେବାକୁ ଯାଉଛି। ଦୁଇ ଦେଶ ମଧ୍ୟରେ ସହଭାଗୀତାକୁ ଅଧିକ ମଜଭୁତ କରିବା ଏହି ଗସ୍ତର ମୂଳ ଉଦ୍ଦେଶ୍ୟ ରହିଛି I ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏହି ଗସ୍ତକୁ ନେଇ ଅନେକ ଆଶାବାଦୀ ରହିଛନ୍ତି। ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ଡିଜିଟାଲ୍ ନବସୃଜନର ବ୍ୟବହାର ଏବଂ ଭାରତର ବିକାଶମୂଳକ ସମାଧାନଗୁଡ଼ିକୁ ନିଜ ବିକାଶର ଉତ୍ସ ଭାବେ ଗ୍ରହଣ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେଶେଲ୍ସର ସ୍ବତନ୍ତ୍ର ରାଷ୍ଟ୍ରପତି ପତି ସମ୍ମାନ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ରେ ସମ୍ମା ସମ୍ମାନିତ ହୋଇଛନ୍ତି । ସେ ଏକ । ସ୍ବତନ୍ତ୍ର ଉତ୍ସବରେ ଶ୍ରୀ ମୋଦୀଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି । ସବୁଜ ଶକ୍ତି କ୍ଷେତ୍ରରେ ନେତୃତ୍ବ, ବିକାଶଶୀଳ ରାଷ୍ଟ୍ରଗୁଡ଼ିକର ହିତରକ୍ଷା ପାଇଁ ପ୍ରୟାସ, ନୀଳ ଅର୍ଥବ୍ୟବସ୍ଥାକୁ ପ୍ରୋତ୍ସାହନ, ଜଳବାୟୁ ଦିବର୍ତ୍ତନର ସମାଧାନ, ସାମୁଦ୍ରିକ ସମ୍ପଦର ଦୀର୍ଘସ୍ଥାୟୀ […]
ସହକାରରୁ ସମୃଦ୍ଧି’ ମନ୍ତ୍ରକୁ ସାକାର କରି ସାରଥୀଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରୁଛି ‘ଭାରତ ଟ୍ୟାକ୍ସି’‘ଭାରତ ଟ୍ୟାକ୍ସି’ ସହ ଯୋଡ଼ିଛନ୍ତି ୭ ଲକ୍ଷରୁ ଅଧିକ ସାରଥୀ; ଚାଳକ ହିଁ ଏହାର ମାଲିକ, ମିଳୁଛି ସମ୍ମାନ, ସୁରକ୍ଷା ଓ ସମୃଦ୍ଧି‘ଭାରତ ଟ୍ୟାକ୍ସି’କୁ ଅଟକାଇବା ପାଇଁ ଭଡ଼ା କମାଇବାର ପ୍ରୟାସ; ମନମାନିର ସୁଯୋଗ ଦେବ ନାହିଁ ନୂଆ ବ୍ୟବସ୍ଥାନୂଆଦିଲ୍ଲୀ(ବାସ୍ତବକଥା): କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି […]
‘ନିଶାଦ୍ରବ୍ୟ ନିୟନ୍ତ୍ରଣ ଭିଜନ୍ ଡକ୍ୟୁମେଣ୍ଟ (୨୦୨୬-୨୦୨୯)’ ଓ ‘ଏନସିବି ବାର୍ଷିକ ରିପୋର୍ଟ-୨୦୨୫’ ଉନ୍ମୋଚନ କରିବେ କେନ୍ଦ୍ର ଗୃହମନ୍ତ୍ରୀପ୍ରଧାନମନ୍ତ୍ରୀଙ୍କ ‘ନିଶାମୁକ୍ତ ଭାରତ’ ସଂକଳ୍ପକୁ ସାକାର କରିବାରେ ପଥପ୍ରଦର୍ଶକ ହେବ ଭିଜନ୍ ଡକ୍ୟୁମେଣ୍ଟ୬,୦୦୦ କୋଟି ଟଙ୍କା ମୂଲ୍ୟର ୨,୦୯,୫୦୦ କିଲୋଗ୍ରାମ ନିଶାଦ୍ରବ୍ୟ ଧ୍ୱଂସ ପାଇଁ ପାକ୍ଷିକ ଅଭିଯାନର ଶୁଭାରମ୍ଭ କରିବେ ଅମିତ ଶାହନୂଆଦିଲ୍ଲୀ(ବାସ୍ତବକଥା): ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଶୁକ୍ରବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ନାର୍କୋ-ସମନ୍ୱୟ କେନ୍ଦ୍ର (ଏନସିଓଆରଡି) […]
ଓଡ଼ିଶାରୁ ବିଶିଷ୍ଟ ସାନ୍ତାଳି ଶିକ୍ଷାବିତ୍ ଚରଣ ହେମ୍ବ୍ରମ, ଖ୍ୟାତନାମା ବୁଣାକାର ଶରତ କୁମାର ପାତ୍ର, ବର୍ଷୀୟାନ ପ୍ରହ୍ଲାଦ ନାଟକ କଳାକାର ସୀମାଞ୍ଚଳ ପାତ୍ର ପାଇଲେ ପଦ୍ମଶ୍ରୀ ନୂଆଦିଲ୍ଲୀ,୨୩ ଜୁନ୍(ବାସ୍ତବକଥା): ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଆଜି ଦ୍ଵିତୀୟ ପର୍ଯ୍ୟାୟ ବେସାମରିକ ସମ୍ୱର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ କ୍ଷେତ୍ରର ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ପଦ୍ମ ବିଭୂଷଣ, ପଦ୍ମଭୂଷଣ ଏବଂ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି । ପୁରସ୍କାର ସମାରୋହରେ […]
ଖରିଫ୍ ୨୦୨୬ ପାଇଁ ଆସିଲା ୟୁରିଆ, ଡିଏପି ଏବଂ ସଲଫର୍ ସାର। ଭାରତୀୟ ବନ୍ଦରରେ ଜାହାଜ ପହଞ୍ଚିବା ସହିତ ସାର ଯୋଗାଣ ଶୃଙ୍ଖଳ ହେବ ମଜବୁତ ନୂଆଦିଲ୍ଲୀ(ବାସ୍ତବକଥା): ହର୍ମୁଜ ପ୍ରଣାଳୀ ପାର୍ ହୋଇ ଭାରତ ଉପକୂଳ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ। ଗତ ସପ୍ତାହରେ ଚାରିଟି ସାର ବୋଝେଇ ଜାହାଜ ହମଜ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ।ଏହା ଭାରତର ସାର ସୁରକ୍ଷା ଅଗ୍ରଗତି। ପଶ୍ଚିମ ଏସିଆ ସଂଘର୍ଷ କାରଣରୁ ଉତ୍ପନ୍ନ […]
ବାସ୍ତବକଥା(୧୮/୬): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସର ଏଭିଆନରେ ଅନୁଷ୍ଠିତ ଜି୭ ଶିଖର ସମ୍ମିଳନୀରେ “ସମସ୍ତଙ୍କ ପାଇଁ ଏକ ସନ୍ତୁଳିତ, ସହଭାଗୀ ଏବଂ ନିରନ୍ତର ଆର୍ଥିକ ଅଭିବୃଦ୍ଧିର ପୁନରୁଦ୍ଧାର ” ଶୀର୍ଷକ ଆଲୋଚନା ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ସାଧାରଣ ଏବଂ ନିରନ୍ତର ଅଭିବୃଦ୍ଧି ଉପରେ ଶିଖର ସମ୍ମିଳନୀର ଗୁରୁତ୍ଵକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଯେତେବେଳେ ବିଶ୍ୱ ଅନିଶ୍ଚିତତା ଦ୍ୱାରା ପ୍ରଭାବିତ ହେଉଛି, ସେତେବେଳେ ନିରନ୍ତର […]


