ବାସ୍ତବ ବ୍ୟୁରୋ: ଆଜି ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେତେଗୁଡ଼ିଏ ସରକାରୀ ବିଭାଗରେ ଚାକରି ପାଇଁ ମନୋନୀତ ହୋଇଥିବା ୭୦,୦୦୦ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ଦେଶର ୪୪ଟି ସ୍ଥାନରେ ସରକାରୀ ଅଧିକାରୀ ଓ ନବ ମନୋନୀତ ପ୍ରାର୍ଥୀମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଆଜି ନିଯୁକ୍ତିପତ୍ର ପାଇଥିବା ପ୍ରାର୍ଥୀମାନେ ରାଜସ୍ବ ବିଭାଗ, ଅର୍ଥନୈତିକ ସେବା ବିଭାଗ, ଡାକ ବିଭାଗ, ସ୍କୁଲ୍ ଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ: ଆଜି ଭୋରରୁ ରାଜସ୍ଥାନ ଓ ମଣିପୁର ଠାରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରାଜସ୍ଥାନର ଜୟପୁରରେ ୩ ଥର ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ମଣିପୁରରେ ଥରେ ଏହା ଅନୁଭୂତ ହୋଇଥିବା ଜଣାଯାଇଛି। ଫଳରେ ଭୟଭୀତ ହୋଇ ଲୋକେ ଘର ଛାଡ଼ି ଖୋଲା ପଡ଼ିଆକୁ ପଳାଇଲେ। ଭୂମିକମ୍ପ ଯୋଗୁ ଉଭୟ ରାଜ୍ୟ ଧନଜୀବନ ହାନୀ ହୋଇଥିବା ନେଇ କୌଣସି ସୂଚନା ମିଳିନି । ଜାତୀୟ ଭୂମିକମ୍ପ […]
ବାସ୍ତବ ବ୍ୟୁରୋ: ଟମାଟୋ ଦର ପୁଣି କମ୍ କଲେ କେନ୍ଦ୍ର ସରକାର । ସରକାରଙ୍କ ତରଫରୁ ସାଧାରଣ ଲୋକଙ୍କୁ ଯୋଗେଇ ଦିଆଯାଉଥିବା ସବସିଡି ଟମାଟୋ ଏଣିକି କିଲୋ ପିଛା ୮୦ ଟଙ୍କା ନୁହେଁ ବରଂ ୭୦ ଟଙ୍କାରେ ବିକ୍ରି ହେବ ବୋଲି ସରକାର ଘୋଷଣା କରିଛନ୍ତି । ଆସନ୍ତାକାଲି ଅର୍ଥାତ ଜୁଲାଇ ୨୦ ତାରିଖରୁ ଏହା ସାଧାରଣ ଲୋକଙ୍କ ପାଇଁ ଉପଲବ୍ଧ ହେବ । କେନ୍ଦ୍ର ସରକାର ଗତ ସପ୍ତାହର […]
ବାସ୍ତବ ବ୍ୟୁରୋ: ସାହାରା ଚିଟଫଣ୍ଡ ଜମାକାରୀ ଫେରି ପାଇବେ ସେମାନଙ୍କ ଟଙ୍କା। ଆଜି କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ ଏକ ରିଫଣ୍ଡ୍ ପୋର୍ଟାଲ(https://mocrefund.crcs.gov.in)ର ଉନ୍ମୋଚନ କରିଛନ୍ତି। ସାହାରା ରିଫଣ୍ଡ ପୋର୍ଟାଲ ବା ୱେବସାଇଟରେ ଜମାକାରୀ କିଭଳି ଟଙ୍କା ଫେରିପାଇବେ ସେ ବାବଦରେ ସମ୍ପୂର୍ଣ୍ଣ ତଥ୍ୟ ରହିଛି। ଏହା ଦ୍ୱାରା ପ୍ରାୟ ୧୦ କୋଟି ଜମାକାରୀ ଉପକୃତ ହେବେ ବୋଲି ଆଶା ରହିଛି। ଆବଶ୍ୟକ ସ୍ଥାନରେ ତଥ୍ୟ […]
ବାସ୍ତବ ବ୍ୟୁରୋ: ମଧ୍ୟପ୍ରଦେଶର ଭୋପାଲରୁ ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସର ଏକ କୋଚ୍ର ବ୍ୟାଟେରୀ ବକ୍ସରେ ସୋମବାର ସକାଳେ ନିଆଁ ଲାଗିଯାଇଥିଲା। ତେବେ ଯାତ୍ରୀମାନେ ସୁରକ୍ଷିତ ଅଛନ୍ତି। କାହାରି କିଛି ହୋଇନାହିଁ। ବ୍ୟାଟେରି ସ୍ପାର୍କ କରିବାରୁ ଟ୍ରେନ୍ର ୧୪ ନମ୍ବର କୋଚ୍ରୁ ପ୍ରଥମେ ନିଆଁ ଲାଗିଥିବାର ଦେଖିବାକୁ ମିଳିଥିଲା। ଅଗ୍ନିକାଣ୍ଡ ଘଟିବା ପରେ ଅଗ୍ନିଶମ ବିଭାଗର ଏକ ଦଳକୁ ତୁରନ୍ତ ଘଟଣାସ୍ଥଳକୁ ଡକା ଯାଇଥିଲା। ଅଗ୍ନିଶମ କର୍ମଚାରୀ […]
ବାସ୍ତବ ବ୍ୟୁରୋ: ଆମେରିକାର ଆଲାସ୍କା ପେନିଞ୍ଜୁଲା ଅଞ୍ଚଳରେ ଅନୁଭୂତ ହୋଇଛି ଶକ୍ତିଶାଳୀ ଭୂକମ୍ପ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରହିଥିଲା। ତେବେ କ୍ଷୟକ୍ଷତି ନେଇ କୌଣସି ରିପୋର୍ଟ ଆସିନାହିଁ। ଅନ୍ୟପକ୍ଷରେ ଭୂକମ୍ପ ପରେ କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ସୁନାମି ଆର୍ଲଟ କରାଯାଇଛି। ମାର୍ଚ୍ଚ 1964 ରେ ଆଲାସ୍କାରେ 9.2 ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପରେ ଅନୁଭୂତ ହୋଇଥିଲା। ଏହା ସବୁଠୁ ଭାୟାନକ ଥିଲା। ଭୂକମ୍ପ ପରେ ସୁନାମି ପ୍ରଭାବରେ ଆଲାସ୍କା ଗଲ୍ଫ, ଆମେରିକାର […]
ବାସ୍ତବ ବ୍ୟୁରୋ: ଇସ୍ରୋର ବହୁ ପ୍ରତୀକ୍ଷିତ ମୁନ୍ ମିଶନ ଚନ୍ଦ୍ରଯାନ-୩ର ଉତକ୍ଷେପଣ ସଫଳ ହୋଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତୀଶ ଧାବନ ଦ୍ୱିତୀୟ ଲଞ୍ଚ ପ୍ୟାଡରୁ ରକେଟର ଉତକ୍ଷେପଣ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ଦିନ ୨ଟା ୩୫ରେ LVM3-M4 ରକେଟ୍ ଯୋଗେ ଉଡାଣ ଭରିଛି ଚନ୍ଦ୍ରଯାନ-୩। ଇସ୍ରୋ ସୂଚନା ମୁତାବକ, ଉତକ୍ଷେପଣର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ସଫଳ ହୋଇଛି। ଭୂପୃଷ୍ଠ ଛାଡିବାର ୧୬ ମିନିଟ ପରେ ୧୮୦ […]
ବାସ୍ତବ ବ୍ୟୁରୋ: ଆସନ୍ତା କାଲି ( ଜୁଲାଇ ୧୪) ଅର୍ଥାତ ଶୁକ୍ରବାର ଅପରାହ୍ନ ୨ଟା ୩୫ମିନିଟରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତିଶ ଧାୱନ ଲଞ୍ଚ୍ ପ୍ୟାଡରୁ ଉତକ୍ଷେପଣ ହେବ ଚନ୍ଦ୍ରଯାନ-୩। ଏଥିପାଇଁ ଆଜି ଦିନ ଗୋଟାଏରୁ କାଉଣ୍ଟଡାଉନ୍ ଆରମ୍ଭ ହୋଇସାରିଛି। ଗତକାଲି(ବୁଧବାର) ମଧ୍ୟ ରିହରସଲ୍ ସରିଛି। ଯଦି ଚନ୍ଦ୍ରଯାନ-୩ ସଫଳ ହୁଏ ତେବେ ଚନ୍ଦ୍ରପୃଷ୍ଠରେ ପାଦ ଥାପିବାରେ ଭାରତ ହୋଇଯିବ ବିଶ୍ୱର ଚତୁର୍ଥ ଦେଶ। ଏହା ପୂର୍ବରୁ ଆମେରିକା, ଚୀନ ଏବଂ ରୁଷିଆ […]
ବାସ୍ତବ ବ୍ୟୁରୋ: ଆଜି ବାୟୁସେନାର ସ୍ୱତନ୍ତ୍ର ବିମାନରେ ଯାଇ ଫ୍ରାନ୍ସରେ ପହଞ୍ଚିଛନ୍ତି ନରେନ୍ଦ୍ର ମୋଦୀ । ତେବେ ପ୍ରଧାନମନ୍ତ୍ରୀଙ୍କର ଏହା ଷଷ୍ଠ ଫ୍ରାନ୍ସ ଯାତ୍ରା । ପ୍ରଧାନମନ୍ତ୍ରୀ ପ୍ୟାରିସରେ ପହଞ୍ଚିବା ପରେ ଫ୍ରାନ୍ସ ପ୍ରଧାନମନ୍ତ୍ରୀ ଏଲିଜାବେଥ୍ ତାଙ୍କୁ ସ୍ୱାଗତ କରିଛନ୍ତି । ଫ୍ରାନ୍ସରେ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମେ ଫ୍ରାନ୍ସ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ । ଏହାପରେ ସିନେଟର ଅଧ୍ୟକ୍ଷଙ୍କ ସହ କଥାବାର୍ତ୍ତା କରିବେ । ଏହାପରେ ଯାଇ ମୋଦୀ ଭାରତୀୟ ସମୁଦାୟର […]
ବାସ୍ତବ ବ୍ୟୁରୋ: ରାଜଧାନୀ ଦିଲ୍ଲୀରେ ଟମାଟୋ କିଲୋ ପ୍ରତି ଏବେ ୨୦୦ ଟଙ୍କା। କେବଳ ଦିଲ୍ଲୀ ନୁହେଁ ଦେଶର ଅନ୍ୟ କେତେକ ସ୍ଥାନରେ ମଧ୍ୟ ଟମାଟୋ ଦର ଆକାଶ ଛୁଆଁ। ତେବେ, ଟମାଟୋର ଆକାଶ ଛୁଆଁ ଦର ବୃଦ୍ଧିକୁ ଜନ ଅସନ୍ତୋଷ ତୀବ୍ର ହେବା ପରେ ଚେତିଛନ୍ତି କେନ୍ଦ୍ର ସରକାର। ଦେଶରେ ପ୍ରବଳ ବର୍ଷା ଯୋଗୁଁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶର ବିଭିନ୍ନ ସ୍ଥାନରେ ଟମାଟୋର ଖୁଚୁରା ମୂଲ୍ୟ କିଲୋ […]


