ବାସ୍ତବବ୍ୟୁରୋ: ତାମିଲନାଡ଼ୁର ପୂର୍ବତନ ପୁଲିସ୍ ମହାନିର୍ଦ୍ଦେଶକ (ଡିଜିପି) ରାଜେଶ ଦାସଙ୍କୁ ବିଲ୍ଲୁପୁରମର ଏକ କୋର୍ଟ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। ତା’ସହିତ ୧୦ ହଜାର ଟଙ୍କା ଜୋରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଯୌନ ଉତ୍ପୀଡ଼ନ ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ଜଣେ ମହିଳା ପୁଲିସ୍ ଆଇପିଏସ୍‌ ଅଧିକାରୀ ତାଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆଣିଥିଲେ। ୨୦୨୧ ମସିହା ଫେବ୍ରୁଆରୀ […]

ବାସ୍ତବ ବ୍ୟୁରୋ: ପୂର୍ବ କେନ୍ଦ୍ର ଆରବ ସାଗରରେ ଅତି ଭୀଷଣ ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇ ଏହା ଉତ୍ତର ଦିଗରେ ଗତି କରୁଛି ବାତ୍ୟା ‘ବିପର୍ଯ୍ୟୟ’। ଆସନ୍ତା ୧୫ ତାରିଖ ସକାଳେ ଗୁଜରାଟର ସୌରାଷ୍ଟ୍ର ଏବଂ ପାକିସ୍ତାନର କରାଚି ଉପକୂଳ ମଧ୍ୟରେ ବାତ୍ୟା ‘ବିପର୍ଯ୍ୟୟ’ ସ୍ଥଳଭାଗ ଛୁଇଁବ। ସ୍ଥଳଭାଗ ଛୁଇଁବାବେଳେ ବାତ୍ୟା ବ୍ୟାପକ କ୍ଷତି ଘଟାଇପାରେ। ପବନର ବେଗ ସର୍ବାଧିକ ୧୫୦ କିମି ମଧ୍ୟରେ ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ […]

ବାସ୍ତବ ବ୍ୟୁରୋ: ସରକାରଙ୍କ ମାଇଁଗଭ୍‌ଇଣ୍ଡିଆ ପ୍ଲାଟଫର୍ମରୁ ଜଣାଯାଇଛି ଯେ ଡିଜିଟାଲ ପେମେଣ୍ଟ୍‌ ରୢାଙ୍କିଂରେ ଭାରତ ୨୦୨୨ ମସିହାରେ ବିଶ୍ବରେ ଶୀର୍ଷସ୍ଥାନରେ ରହିଛି। ଭାରତ ପଛକୁ ବ୍ରାଜିଲ (୨୯.୨ ନୟୁତ), ଚୀନ (୧୭.୬ ନିୟୁତ), ଥାଇଲାଣ୍ଡ (୧୬.୫ ନିୟୁତ) ଏବଂ ଦକ୍ଷିଣ କୋରିଆ (୮ ନିୟୁତ) ଯଥାକ୍ରମେ ଦ୍ବିତୀୟରୁ ପଞ୍ଚମ ସ୍ଥାନ ମଧ୍ୟରେ ରହିଛନ୍ତି। ୨୦୨୨ରେ ଦେଶରେ ୮୯.୫ ନିୟୁତ ଡିଜିଟାଲ କାରବାର ହୋଇଥିଲା। ଏଥିସହିତ ୨୦୨୨ରେ ବିଶ୍ବ ରିଅଲ ଟାଇମ୍‌ […]

ବାସ୍ତବ ବ୍ୟୁରୋ: ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବିପର୍ଯ୍ୟୟ ବର୍ତ୍ତମାନ ସମୁଦ୍ର ମଧ୍ୟରେ ଅତି ଭୀଷଣ ରୂପ ନେଇ ସ୍ଥଳ ଭାଗ ଆଡ଼କୁ ମାଡ଼ି ଚାଲିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବ। ଅତିରୁ ଅତି ଭୀଷଣ ବାତ୍ୟାର ରୂପ ନେଇ ବାତ୍ୟା ବିପର୍ଯ୍ୟୟ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବ। ତେବେ ଏହା କେଉଁଠି ଲ୍ୟାଣ୍ଡଫଲ କରିବ, ତା’ର ପୂର୍ବାନୁମାନ ଭାରତୀୟ ପାଣିପାଗ ବିଭାଗ ଏଯାଏ […]

ବାସ୍ତବ ବ୍ୟୁରୋ: ଆରବ ସାଗରରେ ଭୀଷଣ ବାତ୍ୟାର ରୂପ ନେଇଛି ବାତ୍ୟା ‘ବିପର୍ଯ୍ୟୟ’ । ଏବେ ଏହା ଉତର ଦିଗରେ ନିଜର ଗତିପଥ ବଜାୟ ରଖିବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ଅତି ଭୀଷଣ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଏହା କେରଳ ଉପକୂଳରେ ମେଘ ସଂଗଠିତ ହେବାରେ ବାଧକ ସାଜିଛି । ଫଳରେ ମୌସୁମୀ କେରଳ ଆସିବାକୁ ଆହୁରି […]

ବାସ୍ତବ ବ୍ୟୁରୋ: ହୁ ହୁ ହୋଇ ବଢି ଚାଲିଛି ହରଡ ଡାଲି ଦର । ଖୋଲା ବଜାରରେ କିଲୋ ପିଛା ଦର ୧୪୦ ଟଙ୍କା ପହଞ୍ଚି ସାରିଲାଣି । ମାତ୍ର ୬ ମାସ ଭିତରେ ୪୦ ଟଙ୍କା ଦର ବଢି ସାରିଲାଣି । ବାରମ୍ବାର ଡାଲି ଦର ବଢିବା ଘଟଣା ଏବେ ଖାଉଟିଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ଡାଲି ଭିତରେ ସବୁଠାରୁ ଅଧିକ ଚାହିଦା ହରଡ ଡାଲିର […]

ବାସ୍ତବ ବ୍ୟୁରୋ: ଗତ ୨ ତାରିଖ ସନ୍ଧ୍ୟାରେ ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣା ନେଇ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଆଜି (ମଙ୍ଗଳବାର) ମାମଲା ରୁଜୁ କରିଛି। ରେଳ ମନ୍ତ୍ରଣାଳୟର ଅନୁରୋଧକ୍ରମେ ଭାରତ ସରକାରଙ୍କ କାର୍ମିକ ଓ ପ୍ରଶିକ୍ଷଣ ବିଭାଗର ନିର୍ଦ୍ଦେଶ ଏବଂ ଓଡ଼ିଶା ସରକାରଙ୍କ ସହମତି ଆଧାରରେ ସିବିଆଇ ଏହି ମାମଲା ରୁଜୁ କରିଛି । ଏଥିପୂର୍ବରୁ ଏହି ରେଳ ଦୁର୍ଘଟଣାକୁ ନେଇ ଗତ […]

ବାସ୍ତବ ବ୍ୟୁରୋ: ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ସୁରିନାମ ତରଫରୁ ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନୀତ କରାଯାଇଛି । ସୁରିନାମର ରାଷ୍ଟ୍ରପତି ଚନ୍ଦ୍ରିକାପ୍ରସାଦ ସଂନ୍ତୋଖେଙ୍କ ତରଫରୁ ଭାରତର ରାଷ୍ଟ୍ରପତିଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯାଇଛି । ଗୃହମନ୍ତ୍ରଣାଳୟ ତରଫରୁ ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପୁରସ୍କୃତ ହେବା ପରେ ରାଷ୍ଟ୍ରପତି ମୁର୍ମୁ ତାଙ୍କ ସମ୍ବୋଧନରେ କହିଛନ୍ତି […]

ବାସ୍ତବ ବ୍ୟୁରୋ: ପ୍ରକାଶ ପାଇଲା ଏନଆଇଆରଏଫ୍ ରାଙ୍କିଙ୍ଗ୍ । ଏହି ରାଙ୍କିଙ୍ଗ ତାଲିକା nirfindia.org ଅଫିସିଆଲ ୱେବସାଇଟରେ ଉପଲବ୍ଧ । ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନଆଇଆରଏଫ) ପକ୍ଷରୁ ୨୦୨୩ର ତାଲିକା ପ୍ରକାଶ ପାଇଛି । କେନ୍ଦ୍ର ଶିକ୍ଷା ଓ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରାଜକୁମାର ରଞ୍ଜନ ସିଂହ ସୋମବାର ଏହି ତାଲିକା ଜାରି କରିଛନ୍ତି । ଏହି ତାଲିକାରେ ଓଡ଼ିଶାର ଶିକ୍ଷା ଓ ଅନୁସଂଧାନ ବିଶ୍ବବିଦ୍ୟାଳୟ ୨୬ତମ ସ୍ଥାନରେ […]

ବାସ୍ତବ ବ୍ୟୁରୋ: ଆଜି (ଶନିବାର) ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାହାନଗାରେ ଟ୍ରେନ୍‌ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ଦୁର୍ଘଟଣାଗ୍ରସ୍ତ ଟ୍ରାକ୍‌ ଓ ବଗି ନିକଟକୁ ଯାଇ ଘଟଣାସ୍ଥଳର ସ୍ଥିତି ଦେଖିଛନ୍ତି। ପ୍ରାୟ ଅଧ ଘଣ୍ଟା ଧରି ଦୁର୍ଘଟଣାସ୍ଥଳରେ ରେଳମନ୍ତ୍ରୀ, ରେଳବାଇର ବରିଷ୍ଠ ଅଧିକାରୀ, ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରି ସ୍ଥିତି ପରଖିଛନ୍ତି। କେନ୍ଦ୍ର ସରକାରଙ୍କ ତରଫରୁ କ’ଣ ସହଯୋଗର ଆବଶ୍ୟକତା ଅଛି, ସେନେଇ ପଚାରି ବୁଝିଛନ୍ତି। […]

Pin It on Pinterest