ବାସ୍ତବ ବ୍ୟୁରୋ: ୬ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ନେପାଳର ମାଉଣ୍ଟ ଏଭରେଷ୍ଟ ନିକଟ ଲାମଜୁରାରେ କ୍ରାଶ୍‌ କରି ଯାଇଥିବା ଜଣାଯାଇଛି। ସକାଳ ପ୍ରାୟ ୧୦ଟା ୧୫ମିନିଟରେ ହେଲିକପ୍ଟର ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଥିଲା ଓ ତାହା ନିଖୋଜ ହୋଇ ଯାଇଥିଲା। ହେଲିକପ୍ଟରଟି ୬ ଯାତ୍ରୀଙ୍କୁ ଧରି ଆଜି ସକାଳେ ସୋଲୁଖୁମ୍ବୁରୁ କାଠମାଣ୍ଡୁ ଅଭିମୁଖେ ଯାତ୍ରା କରୁଥିଲା। ଉକ୍ତ ୬ ଜଣଙ୍କ ମଧ୍ୟରେ ୫ ଜଣ ବିଦେଶୀ […]

ବାସ୍ତବ ବ୍ୟୁରୋ: ଦିଲ୍ଲୀର ବର୍ଷା ୪୦ବର୍ଷର ରେକର୍ଡ ଭାଙ୍ଗିଛି। ଦିଲ୍ଲୀରେ ୨୪ଘଣ୍ଟା ମଧ୍ୟରେ ୧୫୩ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ଗୋଟିଏ ଦିନରେ ସର୍ବାଧିକ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ପ୍ରବଳ ବର୍ଷା ହେତୁ ଦିଲ୍ଲୀରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇ ଯାଇଛି। ରାଜଧାନୀ ଦିଲ୍ଲୀରେ ଶନିବାର ରେକର୍ଡ ୧୨୬ ଏମଏମ ବର୍ଷା ରେକର୍ଡ କରାଯାଇଛି। ବିଭିନ୍ନ ସ୍ଥାନରେ ବେକ ଯାଏ ପାଣି ଚାଲୁଥିବାରୁ ଜୀବନଯାତ୍ରା ଏକପ୍ରକାର ଠପ୍‌ […]

ବାସ୍ତବ ବ୍ୟୁରୋ: ଜୁଲାଇ ୧୩ରେ ଭାରତର ତୃତୀୟ ଚନ୍ଦ୍ର ଅଭିଯାନ ଚନ୍ଦ୍ରୟାନ-୩ ଉତକ୍ଷେପଣ ହେବ ବୋଲି ସୂଚନା ଦେଇଛନ୍ତି ଇସ୍ରୋ ଅଧ୍ୟକ୍ଷ ଏସ୍. ସୋମନାଥ। ସୂଚନାନୁଯାୟୀ, ଚନ୍ଦ୍ରଯାନ-୨ ତୁଳନାରେ ଚନ୍ଦ୍ରଯାନ-୩ରେ ବହୁ ଉନ୍ନତ ତଥା ଆଧୁନିକ ଯନ୍ତ୍ରାଂଶ ଖଞ୍ଜାଯାଇଛି ଏବଂ ଗତ ମାର୍ଚ୍ଚରୁ ହିଁ ସେଗୁଡ଼ିକର ପରୀକ୍ଷଣ ସରିଛି। କାରଣ ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରୟାନ-୩ର ସଫ୍ଟ ଲ୍ୟାଣ୍ଡିଂ ଇସ୍ରୋ ପାଇଁ ରହିବ ସବୁଠୁ ବଡ଼ ଚାଲେଞ୍ଜ। ଜୁଲାଇ ୧୩ରୁ ୧୯ ଯାଏଁ ଲଞ୍ଚ ୱିଣ୍ଡୋ ଥିବା ବେଳେ, […]

ବାସ୍ତବ ବ୍ୟୁରୋ: ଶନିବାର ପାହାନ୍ତାରେ ପଶ୍ଚିମବଙ୍ଗସ୍ଥିତ ‘ଆଇଆଇଟି’-ଖଡ଼ଗପୁରର ଲାଲ୍‌ ବାହାଦୁର ଶାସ୍ତ୍ରୀ ହଲ୍‌ ଅଫ୍‌ ରେସିଡେନ୍‌ସ୍‌ (ଏଲ୍‌ବିଏସ୍‌ ହଲ୍‌) ନାମରେ ଜଣାଶୁଣା ‘କମନ୍‌ରୁମ୍‌’ରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସମ୍ବାଦ ସରବହରା ସଂସ୍ଥାନ ‘ପିଟିଆଇ’ ରିପୋର୍ଟ କରିଛି। ଅଗ୍ନିକାଣ୍ଡ ସମୟରେ ଉତ୍ତୋଳିତ ଭିଡିଓରେ ଦେଖାଯାଉଛି, ହୁତୁହୁତୁ ହୋଇ ଜଳୁଥିବା ‘ଏଲ୍‌ବିଏସ୍‌ ହଲ୍‌’ରୁ ପ୍ରବଳ ଧୂଆଁ ବାହାରୁଛି। ସୂଚନାନୁଯାୟୀ, ଗତ ରାତି ପ୍ରାୟ ୩ଟା ବେଳେ ‘ଆଇଆଇଟି’ର ଲାଲ୍‌ ବାହାଦୁର ଶାସ୍ତ୍ରୀ ହଲ୍‌ରେ […]

ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ଏକନାଥ ସିନ୍ଦେଙ୍କ ସରକାରରେ ଯୋଗ ଦେଇଛନ୍ତି ଏନସିପିର ବରିଷ୍ଠ ନେତା ଅଜିତ ପାୱାର । ଅଜିତ ପାୱାରଙ୍କ ସହ ଛଗନ ଭୁଜବଳ ଓ ୨୯ରୁ ଅଧିକ ବିଧାୟକ ଯୋଗ ଦେଇଛନ୍ତି । ଅଜିତ ପାୱାର ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ଭେଟିଥିଲେ। ଏହାପରେ ଅଜିତ ପାୱାର ମହାରାଷ୍ଟ୍ରର ନୂଆ ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହ ଆଉ ୯ ଜଣ ବିଧାୟକ ମଧ୍ୟ […]

ବାସ୍ତବ ବ୍ୟୁରୋ: ୨ ବର୍ଷ ହେଲା ମୋଦିଙ୍କ କ୍ୟାବିନେଟରେ କୌଣସି ପ୍ରକାରର ବଡ଼ଧରଣର ଅଦଳବଦଳ ହୋଇ ନ ଥିବା ବେଳେ ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ର ମନ୍ତ୍ରିମଣ୍ଡଳ ଅଦଳବଦଳ କରିବାକୁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଆସନ୍ତା ଜୁଲାଇ ୩ ତାରିଖ ସୋମବାର ପ୍ରଧାନମନ୍ତ୍ରୀ ମୋଦି ମନ୍ତ୍ରୀ ପରିଷଦ ବୈଠକର ଅଧ୍ୟକ୍ଷତା କରିବେ। ଏହାପୂର୍ବରୁ କ୍ୟାବିନେଟ ସଂପ୍ରସାରଣର ଖବର ସାମ୍ନାକୁ ଆସିଛି। ଜୁଲାଇ ୩ରେ ନୂଆ କରି ପ୍ରଗତି ମୈଦାନରେ […]

ବାସ୍ତବ ବ୍ୟୁରୋ: କେନ୍ଦ୍ର ସରକାର ଦେଶରେ ଜନ୍ମ ଓ ମୃତ୍ୟୁ ପଞ୍ଜିକରଣ ସମୟରେ ଆଧାର ଅଥେଣ୍ଟିକେସନ କୁ ଅନୁମତି ଦେଇଛନ୍ତି । ତେବେ ଆଉ ଏଭଳି ପଞ୍ଜିକରଣ ପାଇଁ ଆଧାରକାର୍ଡ ବାଧ୍ୟତାମୂଳକ ହେବ ନାହିଁ । ଜୁନ ୨୭ ତାରିଖରେ ପ୍ରକାଶିତ ଏକ ବିଜ୍ଞପ୍ତିରେ କୁହାଯାଇଛି ଯେ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟ ଜନ୍ମ ଏବଂ ମୃତ୍ୟୁ ପଞ୍ଜିକରଣ ସମୟରେ ପ୍ରଦାନ କରାଯାଇଥିôବା ପରିଚୟ ବିବରଣୀକୁ ପ୍ରମାଣୀକରଣ […]

ବାସ୍ତବ ବ୍ୟୁରୋ: ଆଜି ‘କ୍ବାକ୍ବାରେଲି ସାଇମଣ୍ଡ୍‌ସ୍‌’ (କ୍ୟୁଏସ୍‌) ରିଲିଜ୍‌ କରିଥିବା ‘ୱାର୍ଡଲଡ୍‌ ୟୁନିଭର୍ସିଟି ରାଙ୍କିଙ୍ଗ୍‌’ରେ ସମଗ୍ର ବିଶ୍ବର ୧୫୦ଟି ଶ୍ରେଷ୍ଠ ବିଶ୍ବବିଦ୍ୟାଳୟରୁ ‘ଆଇଆଇଟି-ବମ୍ବେ’ ଅନ୍ୟତମ ବୋଲି ଉଲ୍ଲେଖ ଅଛି। ମୁମ୍ବାଇର ‘ଦି ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି’ ବା ‘ଆଇଆଇଟି-ବମ୍ବେ’ ମଧ୍ୟ ଅଫିସିଆଲ୍‌ ଷ୍ଟେଟ୍‌ମେଣ୍ଟ୍‌ ଜାରି କରି ଏ କଥା ସୂଚନା ଦେଇଛି। ପ୍ରଥମ କରି ସର୍ବୋଚ୍ଚ ରାଙ୍କ୍‌କୁ ଉଠିଥିବାରୁ ‘କ୍ୟୁଏସ୍‌’ର ସଂସ୍ଥାପକ ତଥା ‘ସିଇଓ’ ନନ୍‌ଜିଓ କ୍ବାକ୍ବାରେଲି ମଧ୍ୟ […]

ବାସ୍ତବ ବ୍ୟୁରୋ: ଗରମ ଯୋଗୁଁ ଟମାଟୋ ପଚିଯାଇ ବ୍ୟବସାୟୀଙ୍କୁ କ୍ଷତି ପହଞ୍ଚାଇଥିଲା ଆଉ ଏବେ ବର୍ଷା ଯୋଗୁଁ ଫସଲ ନଷ୍ଟ ହେବା ଯୋଗୁଁ ଆବଶ୍ୟକ ମୁତାବକ ଉତ୍ପାଦନ ହୋଇପାରୁନି । ତେଣୁ ୨୫ରୁ ୩୦ ଟଙ୍କାରେ ମିଳୁଥିବା ଟମାଟୋ ଏବେ ୧୦୦ରୁ ଅଧିକ ଟଙ୍କାରେ ବିକ୍ରି ହେଉଛି । ଦେଶର ବିଭିନ୍ନ ସ୍ଥାନରେ ଦର ଶହେ ଟଙ୍କା ପହଂଚିଲାଣି । ମେଟ୍ରୋ ସିଟିରେ ମଧ୍ୟ ଟମାଟୋ ଦର ପାଖାପାଖି ୧୦୦ରୁ […]

ବାସ୍ତବ ବ୍ୟୁରୋ: ଆଜି ପଶ୍ଚିମବଙ୍ଗର ବାଙ୍କୁରାରେ ପୁଣି ଦୁଇଟି ମାଲବାହୀ ଟ୍ରେନ ମଧ୍ୟରେ ଦୁର୍ଘଟଣା ଘଟିଛି। ରବିବାର ଭୋର ୪ଟାରେ ଦୁର୍ଘଟଣା ଘଟିଥିବା ବେଳେ ମାଲବାହୀ ଟ୍ରେନର ୧୨ଟି ବଗି ଲାଇନଚ୍ୟୁତ ହୋଇଯାଇଛି। ମିଳିଥିବା ସୂଚନା ଅନୁସାରେ, ଦୁର୍ଘଟଣାଗ୍ରସ୍ତ ଦୁଇଟି ମାଲବାହୀ ଟ୍ରେନ ମଧ୍ୟରୁ ଗୋଟିଏ ଅନ୍ୟଟିକୁ ପଛ ପଟୁ ଧକ୍କା ଦେଇଥିଲା। ଫଳରେ ଦୁଇଟି ଯାକ ଟ୍ରେନ କ୍ଷତିଗ୍ରସ୍ତ ହେବାର ସହ ୧୨ଟି ବଗି ଲାଇନଚ୍ୟୁତ ହୋଇଯାଇଛି। ଓଣ୍ଡା ଷ୍ଟେସନରେ […]

Pin It on Pinterest