ବାସ୍ତବ ବ୍ୟୁରୋ: ବାହାନଗାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାକୁ ନେଇ ବିପକ୍ଷ ଗୋଷ୍ଠୀ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାରଙ୍କୁ ଟାର୍ଗେଟ କରିବା ସହ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ତୁରନ୍ତ ଇସ୍ତଫା ଦାବି କରିଛନ୍ତି। ଟିଏମସି, ସିପିଆଇ, ସିପିଆଇ(ଏମ୍ଏଲ୍), ଏନସିପି ଏହି ଦୁର୍ଘଟଣା ପାଇଁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବା ଉଚିତ ବୋଲି କହିଛନ୍ତି । ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ପାର୍ଟି କେନ୍ଦ୍ରରେ କ୍ଷମତାସୀନା ବିଜେପି ସରକାରଙ୍କୁ କଡ଼ା ସମାଲୋଚନା […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ: ରେଳବାଇ ମୁଖପାତ୍ର ଅମିତାଭ ଶର୍ମାଙ୍କ ସୂଚନାନୁଯାୟୀ, ବାଲେଶ୍ବର ଜିଲ୍ଲାର ବାହାନଗାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ମୃତାହତଙ୍କୁ ଉଦ୍ଧାର କରାଯିବା ଅଭିଯାନ ଶେଷ ହୋଇଛି ଏବଂ ଘଟଣାସ୍ଥଳରେ ମରାମତି କାର୍ଯ୍ୟ ଆରମ୍ଭ କରାଯାଇଛି । ସେ କହିଛନ୍ତି ଯେ, ଏହି ରୁଟ୍ରେ ଦୁର୍ଘଟଣା ନିରୋଧୀ ‘କବଚ’ ଉପଲବ୍ଧ ନ ଥିଲା। ‘କବଚ’ ବ୍ୟବସ୍ଥା ଥିଲେ ଟ୍ରେନ୍ ଦୁଇଟି ପରସ୍ପର ସହିତ ଧକ୍କା ଖାଇ ନ ଥାଆନ୍ତେ। ତେବେ […]
ବାସ୍ତବ ବ୍ୟୁରୋ: ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାମନ୍ତ୍ରୀ ପ୍ରଥମେ ଟ୍ରେନ୍ ଦୁର୍ଘଟଣା ସ୍ଥଳ ବାଲେଶ୍ୱରର ବାହାନଗାକୁ ଯାଇ ସେଠାରେ ସେ ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବେ। ଏହାପରେ ପ୍ରଧାନମନ୍ତ୍ରୀ ଗୁରୁତରମାନେ ଚିକିତ୍ସିତ ହେଉଥିବା କଟକ ଏସସିବି ମେଡିକାଲ କଲେଜକୁ ଯାଇ ସେଠାରେ ସେ ଗୁରୁତରଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବେ। ଏନେଇ ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାଯାଇଛି। ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଥିବା […]
ବାସ୍ତବ ବ୍ୟୁରୋ: ବାଲେଶ୍ୱର ବାହାନଗା ନିକଟରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପାଇଁ ଆଜି ସାରା ରାଜ୍ୟରେ ଦିନିକିଆ ଶୋକ ପାଳନ କରାଯିବ। ଆଜି ସାରା ରାଜ୍ୟରେ ଦିନିକିଆ ଶୋକ ପାଳନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା କରିଛନ୍ତି। ସେହିପରି ଘଟଣା ଉଚ୍ଚସ୍ତରୀୟ ତଦନ୍ତପାଇଁ ନିର୍ଦ୍ଦେଶ ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। କାହିଁକି ଦୁର୍ଘଟଣା ଘଟିଲା, କିଏ ଏହି ଦୁର୍ଘଟଣାପାଇଁ ଦାୟୀ ତାହାର ତଦନ୍ତ ହେବ ବୋଲି […]
ବାସ୍ତବ ବ୍ୟୁରୋ: କରମଣ୍ଡଳ ଏକ୍ସପ୍ରେସ୍ ଟ୍ରେନ୍ (୧୨୮୪୧) ଓ ବେଙ୍ଗାଲୁରୁ-ହାୱଡ଼ା ଏକ୍ସପ୍ରେସ୍ (୧୨୮୬୪) ମଧ୍ୟରେ ଆଜି ସନ୍ଧ୍ୟାରେ ବାଲେଶ୍ବର ଜିଲ୍ଲା ବାହାନଗା ଷ୍ଟେସନ ନିକଟରେ ଦୁର୍ଘଟଣା ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟୁଇଟ କରି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତାହତଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତଙ୍କ ଆରୋଗ୍ୟ କାମନା କରଛନ୍ତ। ଉକ୍ତ ଘଟଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିବା ସହ ଆହତଙ୍କ […]
ବାସ୍ତବ ବ୍ୟୁରୋ: ରାଜସ୍ଥାନରେ ୧୦୦ ୟୁନିଟ୍ ପର୍ଯ୍ୟନ୍ତ ବିଦ୍ୟୁତ୍ ବିଲ ମାଗଣା କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ । ୧୦୦ ୟୁନିଟ୍ ପର୍ଯ୍ୟନ୍ତ ବିଲ ମାଗଣା ଆଉ ବାକି ୧୦୦ ୟୁନିଟ୍ ପାଇ ନିର୍ଦ୍ଦିଷ୍ଟ ଦର ଧାର୍ଯ୍ୟ କରିଛନ୍ତି ରାଜସ୍ଥାନର କଂଗେସ ସରକାର । ବଢୁଥିବା ମୁଦ୍ରସ୍ଫିତିକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ମତାମତ କ୍ରମେ ବିଦ୍ୟୁତ୍ ବିଲ ଛାଡ ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ଗେହଲଟ । ମାଗଣା […]
ବାସ୍ତବ ବ୍ୟୁରୋ: ଜୁନ୍ ପହିଲାରୁ ଖସିଲା ଗ୍ୟାସ ଦର । କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଦାମ ଖସିଛି । ଦିଲ୍ଲୀରେ ୧୯ କେଜି ସିଲିଣ୍ଡର ଦାମ ୮୩ ଟଙ୍କା କମିଛି। ଗତ ମାସ ୧ ତାରିଖରେ କମର୍ସିଆଲ ସିଲିଣ୍ଡର ଦାମ ୧୮୫୬.୫୦ ଟଙ୍କା ଥିଲା। ଜୁନ୍ରେ ୮୩ ଟଙ୍କା କମିବା ପରେ ଏହାର ମୂଲ୍ୟ ୧୭୭୩ ଟଙ୍କା ହୋଇଛି। ବିହାର ରାଜଧାନୀ ପାଟଣାରେ କମର୍ସିଆଲ ଗ୍ୟାସ ସିଲିଣ୍ଡର ମୂଲ୍ୟ ୮୩ […]
ବାସ୍ତବ ବ୍ୟୁରୋ: ଆସାମ କୁ ମିଳିଲା ପ୍ରଥମ ‘ବନ୍ଦେ ଭାରତ ଏକ୍ସପ୍ରେସ୍’ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଙ୍ଗ୍ ମାଧ୍ୟମରେ ‘ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍’ ଚଳାଚଳ ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପ୍ରଥମ ‘ଉତ୍ତରପୂର୍ବ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍’ ଚଳାଚଳ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବା ସହିତ ଉତ୍ତରପୂର୍ବରେ ଯୋଗାଯୋଗ ସମୃଦ୍ଧ କରିବ। ଆସାମର ପୂର୍ବତନ ସରକାରମାନଙ୍କୁ ବିଦ୍ରୂପ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ୨୦୧୬ରେ ‘ବିଜେପି’ […]
ବାସ୍ତବ ବ୍ୟୁରୋ: ଆଜି ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ପ୍ରଧାନମନ୍ତ୍ରୀ ନୂଆ ସଂସଦ ଭବନ ପରିସରରେ ପହଞ୍ଚିଥିଲେ। ନୂଆ ସଂସଦ ଭବନ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପାରମ୍ପରିକ ବେଶପୋଷାକ ସାଜି ୧ ନମ୍ବର ଫାଟକ ବାଟେ ସଂସଦ ପରିସରକୁ ପ୍ରବେଶ କରିଥିଲେ। ସେଠାରେ ତାଙ୍କୁ ଲୋକସଭାର ବାଚସ୍ପତି ଓମ୍ ବିର୍ଲା ସ୍ବାଗତ କରିଥିଲେ। ନୂଆ ସଂସଦ ଭବନ ଲୋକାର୍ପଣ ନିମନ୍ତେ ଆୟୋଜିତ ପୂଜାରେ ପ୍ରଧାନମନ୍ତ୍ରୀ ଓ […]
ବାସ୍ତବ ବ୍ୟୁରୋ: ପ୍ରଖ୍ୟାତ ଅର୍ଥନୀତିଜ୍ଞ ଷ୍ଟିଭ ହାଙ୍କେ ବିଭିନ୍ନ ଦେଶର ଆର୍ଥିକ ସ୍ଥିତିକୁ ଦୃଷ୍ଟିରେ ରଖି ତାଙ୍କ ବାର୍ଷିକ ରିପୋର୍ଟ Annual Misery Index (HAMI)ରେ ଆଫ୍ରିକୀୟ ଦେଶ ଜିମ୍ବାୱେ ବିଶ୍ୱର ସବୁଠାରୁ ଦୁଃଖୀ ଦେଶ ବୋଲି ଉଲ୍ଲେଖ କରିଛନ୍ତି। ଏଠାରେ ଲୋକମାନେ ଅତ୍ୟନ୍ତ କଷ୍ଟରେ ରହୁଛନ୍ତି ବୋଲି ରିପୋର୍ଟରେ ଉଲ୍ଲେଖ ରହିଛି । ଜିମ୍ବାୱେ ଦୁଃଖୀ ତାଲିକାରେ ଯୁଦ୍ଧଗ୍ରସ୍ତ ଦେଶ ୟୁକ୍ରେନ, ସିରିୟା ଓ ସୁଦାନକୁ ମଧ୍ୟ ଅତିକ୍ରମ […]


