ବାସ୍ତବ ବ୍ୟୁରୋ: ମୌସୁମୀ ଆସିବାରେ ବିଳମ୍ବ ହେବା, ବର୍ଷା ସ୍ୱାଭାବିକ ଭାବେ ନହେବା, ଅନେକ ସମୟରେ ଚିନ୍ତାର କାରଣ ହେଉଛି । ଏଭଳି ସ୍ଥିତିର ମୁକାବିଲା ପାଇଁ ଦେଶର ଜଣାଣୁଣା ଶିକ୍ଷାନୁଷ୍ଠାନ କାନପୁର ଆଇଆଇଟି ପକ୍ଷରୁ କୁତ୍ରିମ ବର୍ଷାର ପରୀକ୍ଷଣ କରାଯାଇଛି । ଉତ୍ତରପ୍ରଦେଶ ବୁନ୍ଦେଲଖଣ୍ଡର ଏକ ଅଂଚଳରେ କ୍ଲାଉଡ୍ ସିଡିଂ କରିବା ସହ କୁତ୍ରିମ ବର୍ଷାର ପରୀକ୍ଷଣ କରାଯାଇଛି । ସୂଚନା ଅନୁସାରେ ଏକ ବିମାନ ଯୋଗେ ୫ହଜାର […]

ବାସ୍ତବ ବ୍ୟୁରୋ: ଆମେରିକା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଜି ହ୍ୱାଇଟ ହାଉସରେ ଭବ୍ୟ ସ୍ୱାଗତ କରିଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ ଓ ପ୍ରଥମ ମହିଳା ଜିଲ ବାଇଡେନ। ଦୁଇ ଦେଶର ଜାତୀୟ ସଂଗୀତ ସହ ୧୯ ତୋପ ସଲାମୀ ଦ୍ୱାରା ମୋଦିଙ୍କୁ ହ୍ୱାଇଟ ହାଉସରେ ସ୍ୱାଗତ କରାଯାଇଛି। ହ୍ୱାଇଟ ହାଉସ୍‌ରେ ମୋଦିଙ୍କୁ ସ୍ୱାଗତ କରି ବାଇଡେନ କହିଛନ୍ତି, “ଆମେ ଏକାଠି ଅନେକ ସମୟ ବିତାଇଛୁ। ମୁଁ ଉପ […]

ବାସ୍ତବ ବ୍ୟୁରୋ: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ଆସନ୍ତାକାଲି ଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତ ଆସୁଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର। ଆସନ୍ତାକାଲି ଅପରାହ୍ନ ୪ଟାରେ ଝାରସୁଗୁଡ଼ାରେ ପହଞ୍ଚିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ସେଠାରେ ବରଗଡ଼ ଲୋକସଭା କ୍ଷେତ୍ରର କର୍ମକର୍ତ୍ତାଙ୍କ ସହ ସେ ବୈଠକ କରିବେ। ତା’ପରେ ବୁର୍ଲା ଯାଇ ସେଠାରେ ରାତ୍ରଯାପନ କରିବେ। ୨୩ ତାରିଖରେ କଳାହାଣ୍ଡି ଜିଲ୍ଲାକୁ […]

ବାସ୍ତବ ବ୍ୟୁରୋ: ଭାରତର ଗୁଇନ୍ଦା ଏଜେନ୍ସି ରିସର୍ଚ୍ଚ ଆଣ୍ଡ ଆନାଲିସିସ୍ ୱିଙ୍ଗ (RAW)ର ନୂଆ ମୁଖ୍ୟ ହେବେ ବରିଷ୍ଠ ଆଇପିଏସ୍ ଅଫିସର ରବି ସିହ୍ନା । ଛତିଶଗଡ କ୍ୟାଡରର ଏହି ଆଇପିଏସ୍ ଅଫିସରଙ୍କୁ କେନ୍ଦ୍ର ସରକାର ଏହି ନୂଆ ନିଯୁକ୍ତି ଦେଇଛନ୍ତି । ତେବେ ବର୍ତ୍ତମାନ ର’ର ମୁଖ୍ୟ ଥିବା ସାମନ୍ତ କୁମାର ଗୋୟଲଙ୍କ କାର୍ଯ୍ୟକାଳ ଜୁନ୍ ୩୦ ତାରିଖରେ ଶେଷ ହେବାକୁ ଯାଉଛି । ଯାହା ପରେ ତାଙ୍କ […]

ବାସ୍ତବ ବ୍ୟୁରୋ: ଆସାମରେ ବନ୍ୟା। ପ୍ରବଳ ବର୍ଷା ଯୋଗୁଁ ଫୁଲୁଛି ବ୍ରହ୍ମପୁତ୍ର ନଦୀ। ଫଳରେ ଅନେକ ତଳିଆ ଅଞ୍ଚଳ ଏବେ ଜଳମଗ୍ନ। ୧୩ ଜିଲ୍ଲାର ପ୍ରାୟ ୩୮ ହଜାର ଲୋକେ ବନ୍ୟା ଯୋଗୁଁ ପ୍ରଭାବିତ ହୋଇଛନ୍ତି। ୭୭ଟି ଗାଁ ପାଣି ଘେରରେ ରହିଥିବା ବେଳେ ୨୦୯.୬୭ ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଥିବାରୁ ବ୍ୟାପକ ଫସଲ ନଷ୍ଟ ହୋଇଛି। ସ୍ଥିତି ମୁକାବିଲା ଲାଗି ପ୍ରସ୍ତୁତ ଥିବା କହିଛନ୍ତି ରାଜ୍ୟ ସରକାର। ରିଲିଫ ଏବଂ ଉଦ୍ଧାର […]

ବାସ୍ତବ ବ୍ୟୁରୋ: ପ୍ରକାଶ ପାଇଲା ଜେଇଇ ଆଡଭାନସଡ ରେଜଲ୍ଟ। ଏଥିରେ ୧୦୦ ପ୍ରତିଶତ ନମ୍ବର ରଖି ହାଇଦ୍ରାବାଦ ଜୋନର ଭି.ସି. ରେଡ୍ଡି ଟପ୍ପର ହୋଇଛନ୍ତି । ଯେତେବେଳେ କି ୫୬ ରାଙ୍କରେ ଥିବା ଏନ୍‌ଏନ୍‌ ଭାଭ୍ୟଶ୍ରୀ ମହିଳାଙ୍କ ବର୍ଗରେ ଟପ୍‌ର ହୋଇଛନ୍ତି। ସମୁଦାୟ ୩୬୦ ନମ୍ବରରୁ ରେଡ୍ଡୀ ରଖିଛନ୍ତି ୩୪୧ ନମ୍ବର। ୨୯୮ ନମ୍ବର ରଖିଥିବା ଶ୍ରୀ ସର୍ବଭାରତୀୟସ୍ତରରେ ୫୬ତମ ସ୍ଥାନରେ ଅଛନ୍ତି। ଉଭୟ ଆଇଆଇଟି-ହାଇଦ୍ରାବାଦ ଜୋନ୍‌ର ଛାତ୍ରଛାତ୍ରୀ।  ଆଜି ପୂର୍ବାହ୍ନରେ ‘ଆଇଆଇଟି-ଗୌହାଟି’ ଦ୍ବାରା ‘ଜଏଣ୍ଟ୍‌ ଏଣ୍ଟ୍ରାନ୍‌ସ୍‌ […]

ବାସ୍ତବବ୍ୟୁରୋ: ତାମିଲନାଡ଼ୁର ପୂର୍ବତନ ପୁଲିସ୍ ମହାନିର୍ଦ୍ଦେଶକ (ଡିଜିପି) ରାଜେଶ ଦାସଙ୍କୁ ବିଲ୍ଲୁପୁରମର ଏକ କୋର୍ଟ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। ତା’ସହିତ ୧୦ ହଜାର ଟଙ୍କା ଜୋରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଯୌନ ଉତ୍ପୀଡ଼ନ ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ଜଣେ ମହିଳା ପୁଲିସ୍ ଆଇପିଏସ୍‌ ଅଧିକାରୀ ତାଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆଣିଥିଲେ। ୨୦୨୧ ମସିହା ଫେବ୍ରୁଆରୀ […]

ବାସ୍ତବ ବ୍ୟୁରୋ: ପୂର୍ବ କେନ୍ଦ୍ର ଆରବ ସାଗରରେ ଅତି ଭୀଷଣ ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇ ଏହା ଉତ୍ତର ଦିଗରେ ଗତି କରୁଛି ବାତ୍ୟା ‘ବିପର୍ଯ୍ୟୟ’। ଆସନ୍ତା ୧୫ ତାରିଖ ସକାଳେ ଗୁଜରାଟର ସୌରାଷ୍ଟ୍ର ଏବଂ ପାକିସ୍ତାନର କରାଚି ଉପକୂଳ ମଧ୍ୟରେ ବାତ୍ୟା ‘ବିପର୍ଯ୍ୟୟ’ ସ୍ଥଳଭାଗ ଛୁଇଁବ। ସ୍ଥଳଭାଗ ଛୁଇଁବାବେଳେ ବାତ୍ୟା ବ୍ୟାପକ କ୍ଷତି ଘଟାଇପାରେ। ପବନର ବେଗ ସର୍ବାଧିକ ୧୫୦ କିମି ମଧ୍ୟରେ ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ […]

ବାସ୍ତବ ବ୍ୟୁରୋ: ସରକାରଙ୍କ ମାଇଁଗଭ୍‌ଇଣ୍ଡିଆ ପ୍ଲାଟଫର୍ମରୁ ଜଣାଯାଇଛି ଯେ ଡିଜିଟାଲ ପେମେଣ୍ଟ୍‌ ରୢାଙ୍କିଂରେ ଭାରତ ୨୦୨୨ ମସିହାରେ ବିଶ୍ବରେ ଶୀର୍ଷସ୍ଥାନରେ ରହିଛି। ଭାରତ ପଛକୁ ବ୍ରାଜିଲ (୨୯.୨ ନୟୁତ), ଚୀନ (୧୭.୬ ନିୟୁତ), ଥାଇଲାଣ୍ଡ (୧୬.୫ ନିୟୁତ) ଏବଂ ଦକ୍ଷିଣ କୋରିଆ (୮ ନିୟୁତ) ଯଥାକ୍ରମେ ଦ୍ବିତୀୟରୁ ପଞ୍ଚମ ସ୍ଥାନ ମଧ୍ୟରେ ରହିଛନ୍ତି। ୨୦୨୨ରେ ଦେଶରେ ୮୯.୫ ନିୟୁତ ଡିଜିଟାଲ କାରବାର ହୋଇଥିଲା। ଏଥିସହିତ ୨୦୨୨ରେ ବିଶ୍ବ ରିଅଲ ଟାଇମ୍‌ […]

ବାସ୍ତବ ବ୍ୟୁରୋ: ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବିପର୍ଯ୍ୟୟ ବର୍ତ୍ତମାନ ସମୁଦ୍ର ମଧ୍ୟରେ ଅତି ଭୀଷଣ ରୂପ ନେଇ ସ୍ଥଳ ଭାଗ ଆଡ଼କୁ ମାଡ଼ି ଚାଲିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବ। ଅତିରୁ ଅତି ଭୀଷଣ ବାତ୍ୟାର ରୂପ ନେଇ ବାତ୍ୟା ବିପର୍ଯ୍ୟୟ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବ। ତେବେ ଏହା କେଉଁଠି ଲ୍ୟାଣ୍ଡଫଲ କରିବ, ତା’ର ପୂର୍ବାନୁମାନ ଭାରତୀୟ ପାଣିପାଗ ବିଭାଗ ଏଯାଏ […]

Pin It on Pinterest