ବାସ୍ତବ ବ୍ୟୁରୋ: ଆରବ ସାଗରରେ ଭୀଷଣ ବାତ୍ୟାର ରୂପ ନେଇଛି ବାତ୍ୟା ‘ବିପର୍ଯ୍ୟୟ’ । ଏବେ ଏହା ଉତର ଦିଗରେ ନିଜର ଗତିପଥ ବଜାୟ ରଖିବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ଅତି ଭୀଷଣ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଏହା କେରଳ ଉପକୂଳରେ ମେଘ ସଂଗଠିତ ହେବାରେ ବାଧକ ସାଜିଛି । ଫଳରେ ମୌସୁମୀ କେରଳ ଆସିବାକୁ ଆହୁରି […]

ବାସ୍ତବ ବ୍ୟୁରୋ: ହୁ ହୁ ହୋଇ ବଢି ଚାଲିଛି ହରଡ ଡାଲି ଦର । ଖୋଲା ବଜାରରେ କିଲୋ ପିଛା ଦର ୧୪୦ ଟଙ୍କା ପହଞ୍ଚି ସାରିଲାଣି । ମାତ୍ର ୬ ମାସ ଭିତରେ ୪୦ ଟଙ୍କା ଦର ବଢି ସାରିଲାଣି । ବାରମ୍ବାର ଡାଲି ଦର ବଢିବା ଘଟଣା ଏବେ ଖାଉଟିଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ଡାଲି ଭିତରେ ସବୁଠାରୁ ଅଧିକ ଚାହିଦା ହରଡ ଡାଲିର […]

ବାସ୍ତବ ବ୍ୟୁରୋ: ଗତ ୨ ତାରିଖ ସନ୍ଧ୍ୟାରେ ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣା ନେଇ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଆଜି (ମଙ୍ଗଳବାର) ମାମଲା ରୁଜୁ କରିଛି। ରେଳ ମନ୍ତ୍ରଣାଳୟର ଅନୁରୋଧକ୍ରମେ ଭାରତ ସରକାରଙ୍କ କାର୍ମିକ ଓ ପ୍ରଶିକ୍ଷଣ ବିଭାଗର ନିର୍ଦ୍ଦେଶ ଏବଂ ଓଡ଼ିଶା ସରକାରଙ୍କ ସହମତି ଆଧାରରେ ସିବିଆଇ ଏହି ମାମଲା ରୁଜୁ କରିଛି । ଏଥିପୂର୍ବରୁ ଏହି ରେଳ ଦୁର୍ଘଟଣାକୁ ନେଇ ଗତ […]

ବାସ୍ତବ ବ୍ୟୁରୋ: ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ସୁରିନାମ ତରଫରୁ ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନୀତ କରାଯାଇଛି । ସୁରିନାମର ରାଷ୍ଟ୍ରପତି ଚନ୍ଦ୍ରିକାପ୍ରସାଦ ସଂନ୍ତୋଖେଙ୍କ ତରଫରୁ ଭାରତର ରାଷ୍ଟ୍ରପତିଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯାଇଛି । ଗୃହମନ୍ତ୍ରଣାଳୟ ତରଫରୁ ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପୁରସ୍କୃତ ହେବା ପରେ ରାଷ୍ଟ୍ରପତି ମୁର୍ମୁ ତାଙ୍କ ସମ୍ବୋଧନରେ କହିଛନ୍ତି […]

ବାସ୍ତବ ବ୍ୟୁରୋ: ପ୍ରକାଶ ପାଇଲା ଏନଆଇଆରଏଫ୍ ରାଙ୍କିଙ୍ଗ୍ । ଏହି ରାଙ୍କିଙ୍ଗ ତାଲିକା nirfindia.org ଅଫିସିଆଲ ୱେବସାଇଟରେ ଉପଲବ୍ଧ । ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନଆଇଆରଏଫ) ପକ୍ଷରୁ ୨୦୨୩ର ତାଲିକା ପ୍ରକାଶ ପାଇଛି । କେନ୍ଦ୍ର ଶିକ୍ଷା ଓ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରାଜକୁମାର ରଞ୍ଜନ ସିଂହ ସୋମବାର ଏହି ତାଲିକା ଜାରି କରିଛନ୍ତି । ଏହି ତାଲିକାରେ ଓଡ଼ିଶାର ଶିକ୍ଷା ଓ ଅନୁସଂଧାନ ବିଶ୍ବବିଦ୍ୟାଳୟ ୨୬ତମ ସ୍ଥାନରେ […]

ବାସ୍ତବ ବ୍ୟୁରୋ: ଆଜି (ଶନିବାର) ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାହାନଗାରେ ଟ୍ରେନ୍‌ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ଦୁର୍ଘଟଣାଗ୍ରସ୍ତ ଟ୍ରାକ୍‌ ଓ ବଗି ନିକଟକୁ ଯାଇ ଘଟଣାସ୍ଥଳର ସ୍ଥିତି ଦେଖିଛନ୍ତି। ପ୍ରାୟ ଅଧ ଘଣ୍ଟା ଧରି ଦୁର୍ଘଟଣାସ୍ଥଳରେ ରେଳମନ୍ତ୍ରୀ, ରେଳବାଇର ବରିଷ୍ଠ ଅଧିକାରୀ, ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରି ସ୍ଥିତି ପରଖିଛନ୍ତି। କେନ୍ଦ୍ର ସରକାରଙ୍କ ତରଫରୁ କ’ଣ ସହଯୋଗର ଆବଶ୍ୟକତା ଅଛି, ସେନେଇ ପଚାରି ବୁଝିଛନ୍ତି। […]

ବାସ୍ତବ ବ୍ୟୁରୋ: ବାହାନଗାରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣାକୁ ନେଇ ବିପକ୍ଷ ଗୋଷ୍ଠୀ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାରଙ୍କୁ ଟାର୍ଗେଟ କରିବା ସହ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ତୁରନ୍ତ ଇସ୍ତଫା ଦାବି କରିଛନ୍ତି। ଟିଏମସି, ସିପିଆଇ, ସିପିଆଇ(ଏମ୍‌ଏଲ୍‌), ଏନସିପି ଏହି ଦୁର୍ଘଟଣା ପାଇଁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବା ଉଚିତ ବୋଲି କହିଛନ୍ତି । ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ପାର୍ଟି କେନ୍ଦ୍ରରେ କ୍ଷମତାସୀନା ବିଜେପି ସରକାରଙ୍କୁ କଡ଼ା ସମାଲୋଚନା […]

ବାସ୍ତବ ବ୍ୟୁରୋ: ରେଳବାଇ ମୁଖପାତ୍ର ଅମିତାଭ ଶର୍ମାଙ୍କ ସୂଚନାନୁଯାୟୀ, ବାଲେଶ୍ବର ଜିଲ୍ଲାର ବାହାନଗାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ମୃତାହତଙ୍କୁ ଉଦ୍ଧାର କରାଯିବା ଅଭିଯାନ ଶେଷ ହୋଇଛି ଏବଂ ଘଟଣାସ୍ଥଳରେ ମରାମତି କାର୍ଯ୍ୟ ଆରମ୍ଭ କରାଯାଇଛି । ସେ କହିଛନ୍ତି ଯେ, ଏହି ରୁଟ୍‌ରେ ଦୁର୍ଘଟଣା ନିରୋଧୀ ‘କବଚ’ ଉପଲବ୍ଧ ନ ଥିଲା। ‘କବଚ’ ବ୍ୟବସ୍ଥା ଥିଲେ ଟ୍ରେନ୍‌ ଦୁଇଟି ପରସ୍ପର ସହିତ ଧକ୍କା ଖାଇ ନ ଥାଆନ୍ତେ। ତେବେ […]

ବାସ୍ତବ ବ୍ୟୁରୋ: ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାମନ୍ତ୍ରୀ ପ୍ରଥମେ ଟ୍ରେନ୍‌ ଦୁର୍ଘଟଣା ସ୍ଥଳ ବାଲେଶ୍ୱରର ବାହାନଗାକୁ ଯାଇ ସେଠାରେ ସେ ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବେ। ଏହାପରେ ପ୍ରଧାନମନ୍ତ୍ରୀ ଗୁରୁତରମାନେ ଚିକିତ୍ସିତ ହେଉଥିବା କଟକ ଏସସିବି ମେଡିକାଲ କଲେଜକୁ ଯାଇ ସେଠାରେ ସେ ଗୁରୁତରଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବେ। ଏନେଇ ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାଯାଇଛି। ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଥିବା […]

ବାସ୍ତବ ବ୍ୟୁରୋ: ବାଲେଶ୍ୱର ବାହାନଗା ନିକଟରେ ଘଟିଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପାଇଁ ଆଜି ସାରା ରାଜ୍ୟରେ ଦିନିକିଆ ଶୋକ ପାଳନ କରାଯିବ। ଆଜି ସାରା ରାଜ୍ୟରେ ଦିନିକିଆ ଶୋକ ପାଳନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା କରିଛନ୍ତି। ସେହିପରି ଘଟଣା ଉଚ୍ଚସ୍ତରୀୟ ତଦନ୍ତପାଇଁ ନିର୍ଦ୍ଦେଶ ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। କାହିଁକି ଦୁର୍ଘଟଣା ଘଟିଲା, କିଏ ଏହି ଦୁର୍ଘଟଣାପାଇଁ ଦାୟୀ ତାହାର ତଦନ୍ତ ହେବ ବୋଲି […]

Pin It on Pinterest