ବାସ୍ତବ ବ୍ୟୁରୋ: ଭାରତ ମହାସାଗରରେ ଚୀନ୍ର ଗୋଟାଏ ମାଛମରା ବୋଟ୍ ବୁଡ଼ିଯିବାରୁ ସେଥିରେ ଥିବା ୩୯ଜଣ ନାବିକ ନିଖୋଜ ହୋଇଯାଇଥିବା କଥା ଏକ ଗଣମାଧ୍ୟମ ରିପୋର୍ଟ କରିଛି। ମଙ୍ଗଳବାର ରାତି ପ୍ରାୟ ୩ଟା ବେଳେ ଉକ୍ତ ବୋଟ୍ ବୁଡ଼ିଯାଇଥିବା କଥା ‘ଚାଇନା ସେଣ୍ଟ୍ରାଲ୍ ଟେଲିଭିଜନ୍’ ନାମକ ଚୀନ୍ର ରାଷ୍ଟ୍ରାୟତ ସମ୍ବାଦ ପ୍ରସାରଣକାରୀ କହିଛି। ଉକ୍ତ ବୋଟ୍ରେ ଥିବା କ୍ରୁ’ମାନଙ୍କ ମଧ୍ୟରେ ଥିଲେ ୧୭ଜଣ ଚୀନ୍, ୧୭ଜଣ ଇଣ୍ଡୋନେସିଆ ଏବଂ ୫ଜଣ […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧୨,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୨୧ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା […]
ବାସ୍ତବ ବ୍ୟୁରୋ: ପୁଣି ଥରେ ଅଶାନ୍ତ ପାକିସ୍ତାନ । ଗୁଳି ଫୁଟିବା ସହ ୧୬ ନିରୀହ ଜୀବନ ଚାଲି ଯାଇଥିବା ବେଳେ ବହୁ ଜଣ ଗୁରୁତର ହୋଇ ମରଣ ସହ ସଂଘର୍ଷ କରୁଛନ୍ତି। ଏପରି ଏକ ଅଘଟଣ ଗତକାଲି ପାକିସ୍ତାନର ଉତ୍ତର-ପଶ୍ଚିମାଞ୍ଚଳର ଏକ କୋଇଲା ଖାଦାନରେ ଘଟିଥିଲା । ସୂଚନାନୁଯାୟୀ, ପେଶୱାରଠାରୁ ପ୍ରାୟ ୩୫ କିମି ଦୂରରେ ଥିବା କୋହାଟ ଜିଲ୍ଲାର ଡାରା ଆଡାମ ଖେଲ କୋହଟ ଅଞ୍ଚଳରେ ଥିବା […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୧୦୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧୫,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୦୧ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ […]
ବାସ୍ତବ ବ୍ୟୁରୋ: ପ୍ରକାଶ ପାଇଲା ଆଇସିଏସଇ ଦଶମ ଓ ଆଇଏସସି ଦ୍ବାଦଶ ବୋର୍ଡ ପରୀକ୍ଷା ଫଳ। କାଉନସିଲ ଫର ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍ ଏକଜାମିନେସନ ( ସିଆଇଏସସିଇ) ପକ୍ଷରୁ ୨୦୨୩ର ଆଇସିଏସଇ ଓ ଆଇଏସସି ପରୀକ୍ଷା ଫଳ ପ୍ରକାଶ କରାଯାଇଛି। ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନେ ବର୍ତ୍ତମାନ ସିଆଇଏସସିଇର ଅଫିସିଆଲ୍ ୱେବସାଇଟ୍ cisce.org ଏବଂ results.cisce.org. କୁ ଯାଇ ସେମାନଙ୍କର ବୋର୍ଡ ପରୀକ୍ଷା ଫଳାଫଳ ଯାଞ୍ଚ କରିପାରିବେ। ଛାତ୍ରଛାତ୍ରୀମାନେ ଫଳାଫଳର ଡିଜିଟାଲ୍ ମାର୍କସିଟ୍ ଡାଉନଲୋଡ୍ କରିପାରିବେ ଏବଂ […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଥିଲେ ବି ୧୩୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧୬,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୭୨ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। […]
ବାସ୍ତବ ବ୍ୟୁରୋ: ସାମୁଦ୍ରିକ ବାତ୍ୟା ‘ମୋକା’ ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୧୭ କିଲୋମିଟର୍ ବେଗରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଉତ୍ତର-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଆଜି ଭୋର୍ ୫.୩୦ରେ ଉତ୍ତରପୂର୍ବ ଓ ତତ୍ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇଥିବା କଥା ଭାରତୀୟ ପାଣିପାଗ ବିଭାଗର ସୂଚନାରୁ ଜଣାପଡ଼ିଛି। ସ୍ଥଳଭାଗରୁ ହିସାବ କଲେ ସାମୁଦ୍ରିକ ବାତ୍ୟା ‘ମୋକା’ ଏବେ ପୋର୍ଟ ବ୍ଲେୟାର୍ର ଉତ୍ତର-ଉତ୍ତରପଶ୍ଚିମରୁ ପ୍ରାୟ ୭୯୦ କିଲୋମିଟର୍, […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୩୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୧୭,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୨୩ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ […]
ବାସ୍ତବ ବ୍ୟୁରୋ : ଆଜି(ଶୁକ୍ରବାର) ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଚର ମୋହନ ଭାଗବତ । ଡକ୍ଚର ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିବେ। କେଶବଧାମରେ ଅନୁଷ୍ଠିତ ସଂଘର ଶିକ୍ଷାବର୍ଗ ପ୍ରଶିକ୍ଷଣ ଶିବିରରେ ଯୋଗ ଦେବା ସହ ଏଠାରେ ୪ ଦିନ ଅବସ୍ଥାନ କରିବେ। ଏଠାରେ କୌଣସି […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୨୦୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୦,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୫୮୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ […]


