ବାସ୍ତବ ବ୍ୟୁରୋ: କରମଣ୍ଡଳ ଏକ୍ସପ୍ରେସ୍ ଟ୍ରେନ୍ (୧୨୮୪୧) ଓ ବେଙ୍ଗାଲୁରୁ-ହାୱଡ଼ା ଏକ୍ସପ୍ରେସ୍ (୧୨୮୬୪) ମଧ୍ୟରେ ଆଜି ସନ୍ଧ୍ୟାରେ ବାଲେଶ୍ବର ଜିଲ୍ଲା ବାହାନଗା ଷ୍ଟେସନ ନିକଟରେ ଦୁର୍ଘଟଣା ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟୁଇଟ କରି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତାହତଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତଙ୍କ ଆରୋଗ୍ୟ କାମନା କରଛନ୍ତ। ଉକ୍ତ ଘଟଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିବା ସହ ଆହତଙ୍କ […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ: ରାଜସ୍ଥାନରେ ୧୦୦ ୟୁନିଟ୍ ପର୍ଯ୍ୟନ୍ତ ବିଦ୍ୟୁତ୍ ବିଲ ମାଗଣା କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ । ୧୦୦ ୟୁନିଟ୍ ପର୍ଯ୍ୟନ୍ତ ବିଲ ମାଗଣା ଆଉ ବାକି ୧୦୦ ୟୁନିଟ୍ ପାଇ ନିର୍ଦ୍ଦିଷ୍ଟ ଦର ଧାର୍ଯ୍ୟ କରିଛନ୍ତି ରାଜସ୍ଥାନର କଂଗେସ ସରକାର । ବଢୁଥିବା ମୁଦ୍ରସ୍ଫିତିକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ମତାମତ କ୍ରମେ ବିଦ୍ୟୁତ୍ ବିଲ ଛାଡ ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ଗେହଲଟ । ମାଗଣା […]
ବାସ୍ତବ ବ୍ୟୁରୋ: ଜୁନ୍ ପହିଲାରୁ ଖସିଲା ଗ୍ୟାସ ଦର । କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଦାମ ଖସିଛି । ଦିଲ୍ଲୀରେ ୧୯ କେଜି ସିଲିଣ୍ଡର ଦାମ ୮୩ ଟଙ୍କା କମିଛି। ଗତ ମାସ ୧ ତାରିଖରେ କମର୍ସିଆଲ ସିଲିଣ୍ଡର ଦାମ ୧୮୫୬.୫୦ ଟଙ୍କା ଥିଲା। ଜୁନ୍ରେ ୮୩ ଟଙ୍କା କମିବା ପରେ ଏହାର ମୂଲ୍ୟ ୧୭୭୩ ଟଙ୍କା ହୋଇଛି। ବିହାର ରାଜଧାନୀ ପାଟଣାରେ କମର୍ସିଆଲ ଗ୍ୟାସ ସିଲିଣ୍ଡର ମୂଲ୍ୟ ୮୩ […]
ବାସ୍ତବ ବ୍ୟୁରୋ: ଆସାମ କୁ ମିଳିଲା ପ୍ରଥମ ‘ବନ୍ଦେ ଭାରତ ଏକ୍ସପ୍ରେସ୍’ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଙ୍ଗ୍ ମାଧ୍ୟମରେ ‘ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍’ ଚଳାଚଳ ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପ୍ରଥମ ‘ଉତ୍ତରପୂର୍ବ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍’ ଚଳାଚଳ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବା ସହିତ ଉତ୍ତରପୂର୍ବରେ ଯୋଗାଯୋଗ ସମୃଦ୍ଧ କରିବ। ଆସାମର ପୂର୍ବତନ ସରକାରମାନଙ୍କୁ ବିଦ୍ରୂପ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ୨୦୧୬ରେ ‘ବିଜେପି’ […]
ବାସ୍ତବ ବ୍ୟୁରୋ: ଆଜି ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ପ୍ରଧାନମନ୍ତ୍ରୀ ନୂଆ ସଂସଦ ଭବନ ପରିସରରେ ପହଞ୍ଚିଥିଲେ। ନୂଆ ସଂସଦ ଭବନ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପାରମ୍ପରିକ ବେଶପୋଷାକ ସାଜି ୧ ନମ୍ବର ଫାଟକ ବାଟେ ସଂସଦ ପରିସରକୁ ପ୍ରବେଶ କରିଥିଲେ। ସେଠାରେ ତାଙ୍କୁ ଲୋକସଭାର ବାଚସ୍ପତି ଓମ୍ ବିର୍ଲା ସ୍ବାଗତ କରିଥିଲେ। ନୂଆ ସଂସଦ ଭବନ ଲୋକାର୍ପଣ ନିମନ୍ତେ ଆୟୋଜିତ ପୂଜାରେ ପ୍ରଧାନମନ୍ତ୍ରୀ ଓ […]
ବାସ୍ତବ ବ୍ୟୁରୋ: ପ୍ରଖ୍ୟାତ ଅର୍ଥନୀତିଜ୍ଞ ଷ୍ଟିଭ ହାଙ୍କେ ବିଭିନ୍ନ ଦେଶର ଆର୍ଥିକ ସ୍ଥିତିକୁ ଦୃଷ୍ଟିରେ ରଖି ତାଙ୍କ ବାର୍ଷିକ ରିପୋର୍ଟ Annual Misery Index (HAMI)ରେ ଆଫ୍ରିକୀୟ ଦେଶ ଜିମ୍ବାୱେ ବିଶ୍ୱର ସବୁଠାରୁ ଦୁଃଖୀ ଦେଶ ବୋଲି ଉଲ୍ଲେଖ କରିଛନ୍ତି। ଏଠାରେ ଲୋକମାନେ ଅତ୍ୟନ୍ତ କଷ୍ଟରେ ରହୁଛନ୍ତି ବୋଲି ରିପୋର୍ଟରେ ଉଲ୍ଲେଖ ରହିଛି । ଜିମ୍ବାୱେ ଦୁଃଖୀ ତାଲିକାରେ ଯୁଦ୍ଧଗ୍ରସ୍ତ ଦେଶ ୟୁକ୍ରେନ, ସିରିୟା ଓ ସୁଦାନକୁ ମଧ୍ୟ ଅତିକ୍ରମ […]
ବାସ୍ତବ ବ୍ୟୁରୋ: ଆଜି ମଧ୍ୟ ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୫୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୭,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୩୫ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫୩୫ […]
ବାସ୍ତବ ବ୍ୟୁରୋ: ଆଜି କେନ୍ଦ୍ରୀୟ ଲୋକସେବା ଆୟୋଗ (UPSC) ଦ୍ୱାରା ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା ୨୦୨୨ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏଥିରେ ମୋଟ ୯୩୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ଟପ୍-୪ରେ ୪ଜଣ ଯୁବତୀ ଥିବା ଦେଖାଯାଇଛି। ଈଶିତା କିଶୋର ଟପ୍ପର ହୋଇଥିବା ବେଳେ ଦ୍ବିତୀୟ ସ୍ଥାନରେ ଗରିମା ଲୋହିଆ, ତୃତୀୟ ସ୍ଥାନରେ ଉମା ହରାତି ଏନ୍ ଓ ଚତୁର୍ଥ ସ୍ଥାନରେ ସ୍ମୃତି ମିଶ୍ରା ରହିଛନ୍ତି। ଅନ୍ତିମ […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୫୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୮,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୭୩ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା […]
ବାସ୍ତବ ବ୍ୟୁରୋ: ଆଜି ରିଜର୍ଭ ବ୍ୟାଙ୍କ୍ ଗଭର୍ଣ୍ଣର୍ ଶକ୍ତିକାନ୍ତ ଦାସ କହିଛନ୍ତି,ଅଚଳ ନୁହେଁ ୨୦୦୦ ଟଙ୍କିଆ ନୋଟ୍ । ଆମେ ପ୍ରସାରଣରୁ (ବଜାରରୁ) ୨୦୦୦ ଟଙ୍କିଆ ନୋଟ୍ ପ୍ରତ୍ୟାହାର କରି ନେଉଥିଲେ ବି ଏହା ସଚଳ ମୁଦ୍ରା ହୋଇ ରହିବ। ରିଜର୍ଭ ବ୍ୟାଙ୍କ୍ର ପୂର୍ବ ନିର୍ଦେଶ ମୁତାବକ କେହି ୨୦୦୦ ଟଙ୍କିଆ ନୋଟ୍ ଗ୍ରହଣ କରିବାକୁ ମନା କରିପାରିବେ ନାହିଁ। ୨୦୦୦ ଟଙ୍କିଆ ନୋଟ୍ ସଚଳ ହୋଇଥିବାରୁ ବ୍ୟବସାୟ ପ୍ରତିଷ୍ଠାନ […]


