ବାସ୍ତବ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଦି କମ୍ପାନିଅନ୍‌ ଅଫ୍‌ ଦି ଅର୍ଡର୍‌ ଅଫ୍‌ ଫିଜି’ ପ୍ରଦାନ କରାଯାଇଛି। ବୈଶ୍ବିକ ନେତୃତ୍ବ ଲାଗି ଫିଜିର ପ୍ରଧାନମନ୍ତ୍ରୀ ଭାରତର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଫିଜିର ସର୍ବୋଚ୍ଚ ସମ୍ମାନ ‘ଦି କମ୍ପାନିଅନ୍‌ ଅଫ୍‌ ଦି ଅର୍ଡର୍‌ ଅଫ୍‌ ଫିଜି’ ପ୍ରଦାନ କରିଛନ୍ତି। ଏଯାବତ୍‌ ମାତ୍ର ସ୍ବଳ୍ପ କେତେଜଣ ଅଣ-ଫିଜୀୟ ଏହି ସମ୍ମାନ ପାଇଛନ୍ତି। କୌଣସି ଅଣ-ଫିଜି ନାଗରିକଙ୍କ […]

ବାସ୍ତବ ବ୍ୟୁରୋ: ସ୍ପେନର ରାଜଧାନୀ ଜରଗୋଜା ଏୟାରବେସରେ ଏକ ଏଫ୍/ଏ-୧୮ ହର୍ନେଟ୍ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ପରେ ବିମାନରେ ନିଆଁ ଲାଗିଯାଇଥିଲା। ଏହାର ଏକ ଭିଡିଓ ଟ୍ୱିଟରରେ ଖୁବ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦେଖାଯାଉଛି ଯେ ଲଢୁଆ ବିମାନଟି ଖସିପଡ଼ିବା ପରେ ସେଥିରେ ବଡ଼ ବିସ୍ଫୋରଣ ହେଉଛି । ଏହି ଭିଡିଓରେ ଦେଖିବାକୁ ମିଳୁଛି ଯେ ଆମେରିକା ନିର୍ମିତ ଏଫ୍-୧୮ ହର୍ନେଟ୍ ଲଢୁଆ ବିମାନ ବହୁତ ଉଚ୍ଚତାରୁ […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୮୦୦ ତଳେ ଓ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୫୬ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭୫୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ […]

ବାସ୍ତବ ବ୍ୟୁରୋ: ଆଜି ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଓ ବରିଷ୍ଠ ଆଇନଜୀବୀ ଭେଙ୍କଟରମଣ ବିଶ୍ୱନାଥନ ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥ ନେଇଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ଉଭୟଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ବିଶ୍ୱନାଥନ ଆଇନଜୀବୀରୁ ସିଧାସଳଖ ବିଚାରପତି ହୋଇଥିବା ବେଳେ ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଆନ୍ଧ୍ର ପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ। ଏହି ଦୁଇ ଜଣଙ୍କୁ ମିଶାଇ ସୁପ୍ରିମକୋର୍ଟରେ ବିଚାରପତିଙ୍କ […]

ବାସ୍ତବ ବ୍ୟୁରୋ: ବରିଷ୍ଠ ନେତା ସିଦ୍ଦରମେୟା କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ହେବେ ବୋଲି ଗତ ମଧ୍ୟରାତ୍ରିରେ ଘୋଷଣା କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଡଗେ। ଏହା ସହ କର୍ଣ୍ଣାଟକ କଂଗ୍ରେସର ରାଜ୍ୟ ସଭାପତି ଡି.କେ ଶିବକୁମାର ଉପମୁଖ୍ୟମନ୍ତ୍ରୀ ହେବାକୁ ସମ୍ମତ ହୋଇଛନ୍ତି । ମେ ୨୦ରେ ବେଙ୍ଗାଲୁରୁରେ ନୂତନ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଗତ କାଲି(ବୁଧବାର) ଦିନ ତମାମ୍ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଡଗେ ଏବଂ ପୂର୍ତତନ […]

ବାସ୍ତବ ବ୍ୟୁରୋ: ଆଜି (ଗୁରୁବାର) ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବନ୍ଦେ ଭାରତ ଏକ୍ସପ୍ରେସର ଫ୍ଲାଗ୍ ଅଫ୍ କରିଛନ୍ତି। ଏହାସହ ଓଡ଼ିଶାରେ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ପୁରୀ ଓ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। […]

ବାସ୍ତବ ବ୍ୟୁରୋ: ଭାରତ ମହାସାଗରରେ ଚୀନ୍‌ର ଗୋଟାଏ ମାଛମରା ବୋଟ୍‌ ବୁଡ଼ିଯିବାରୁ ସେଥିରେ ଥିବା ୩୯ଜଣ ନାବିକ ନିଖୋଜ ହୋଇଯାଇଥିବା କଥା ଏକ ଗଣମାଧ୍ୟମ ରିପୋର୍ଟ କରିଛି। ମଙ୍ଗଳବାର ରାତି ପ୍ରାୟ ୩ଟା ବେଳେ ଉକ୍ତ ବୋଟ୍‌ ବୁଡ଼ିଯାଇଥିବା କଥା ‘ଚାଇନା ସେଣ୍ଟ୍ରାଲ୍‌ ଟେଲିଭିଜନ୍’ ନାମକ ଚୀନ୍‌ର ରାଷ୍ଟ୍ରାୟତ  ସମ୍ବାଦ ପ୍ରସାରଣକାରୀ କହିଛି। ଉକ୍ତ ବୋଟ୍‌ରେ ଥିବା କ୍ରୁ’ମାନଙ୍କ ମଧ୍ୟରେ ଥିଲେ ୧୭ଜଣ ଚୀନ୍‌, ୧୭ଜଣ ଇଣ୍ଡୋନେସିଆ ଏବଂ ୫ଜଣ […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧୨,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୨୧ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା […]

ବାସ୍ତବ ବ୍ୟୁରୋ: ପୁଣି ଥରେ ଅଶାନ୍ତ ପାକିସ୍ତାନ । ଗୁଳି ଫୁଟିବା ସହ ୧୬ ନିରୀହ ଜୀବନ ଚାଲି ଯାଇଥିବା ବେଳେ ବହୁ ଜଣ ଗୁରୁତର ହୋଇ ମରଣ ସହ ସଂଘର୍ଷ କରୁଛନ୍ତି। ଏପରି ଏକ ଅଘଟଣ ଗତକାଲି ପାକିସ୍ତାନର ଉତ୍ତର-ପଶ୍ଚିମାଞ୍ଚଳର ଏକ କୋଇଲା ଖାଦାନରେ ଘଟିଥିଲା । ସୂଚନାନୁଯାୟୀ, ପେଶୱାରଠାରୁ ପ୍ରାୟ ୩୫ କିମି ଦୂରରେ ଥିବା କୋହାଟ ଜିଲ୍ଲାର ଡାରା ଆଡାମ ଖେଲ କୋହଟ ଅଞ୍ଚଳରେ ଥିବା […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୧୦୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧୫,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୦୧ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ […]

Pin It on Pinterest