ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୩୦୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୩୧,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୬୧ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। […]
ଦେଶ ଓ ବିଦେଶ
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼। ଆସନ୍ତାକାଲି କଟକ ଜୁଡିସିଆଲ ଏକାଡେମିରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପରଲେସ କୋର୍ଟ ସମ୍ମିଳନୀରେ ସେ ଯୋଗ ଦେବେ। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ହାଇକୋର୍ଟର ବିଚାରପତିମାନେ ଯୋଗ ଦେବାର କାର୍ଯ୍ୟକ୍ରମ […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୪,୦୦୦ ତଳେ ରହିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୩୪,୦୦୦ ତଳକୁ ରହିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୬୨ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୬୧୧ […]
ବାସ୍ତବ ବ୍ୟୁରୋ: ଆଜି(ଗୁରୁବାର) ସକାଳେ ଜମ୍ମୁ ଓ କଶ୍ମୀରର କିସ୍ତୱାଡ଼ ଜିଲ୍ଲା ଅନ୍ତର୍ଗତ ମାର୍ୱା ତହସିଲ୍ ଅଞ୍ଚଳର ମାଛନା ଗାଁ’ରେ ଗୋଟାଏ ସେନା ହେଲିକପ୍ଟର୍ ଦୁର୍ଘଟଣାଗ୍ରସ୍ତ ହୋଇଛି।ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର୍ରେ ପ୍ରାୟ ୩ଜଣ ଲୋକ ଥିଲେ। ସେନାର ଗୋଟାଏ ‘ଏଏଲ୍ଏଚ୍ ଧ୍ରୁବ ହେଲିକପ୍ଟର୍’ ଜମ୍ମୁ ଓ କଶ୍ମୀରର କିସ୍ତୱାଡ଼ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆହତ ହୋଇଥିଲେ ବି ପାଇଲଟ୍ମାନେ ନିରାପଦ ଅଛନ୍ତି ଓ ସେମାନଙ୍କର ଚିକିତ୍ସା ଚାଲିଛି ବୋଲି ସେନା ଅଧିକାରୀମାନେ […]
ବାସ୍ତବ ବ୍ୟୁରୋ: ବୁଧବାର ଦିନ ଅର୍ଥାତ ଗତକାଲି ମଣିପୁରରେ ଅନୁସୂଚିତ ଜନଜାତି ପାହ୍ୟା ପାଇଁ ଅଣଆଦିବାସୀ ମଣିପୁରୀମାନଙ୍କ ଦାବି ବିରୋଧରେ ଚୁରାଚାନ୍ଦପୁର ଅଞ୍ଚଳର ତୋର୍ବୁଙ୍ଗ୍ରେ ‘ଅଲ୍ ଟ୍ରାଇବାଲ୍ ଷ୍ଟୁଡେଣ୍ଟ୍ ୟୁନିୟନ୍ ମଣିପୁର’ (ଏଟିଏସ୍ୟୁଏମ୍) ଡାକରା ଦେଇଥିବା ‘ଟ୍ରାଇବାଲ୍ ସଲିଡାରିଟି ମାର୍ଚ’ ସମୟରେ ହିଂସାକାଣ୍ଡ ବ୍ୟାପିବାରୁ ଜିଲ୍ଲାର କେତେକ ପ୍ରଭାବିତ ଅଞ୍ଚଳରେ ସେନା ଓ ଆସାମ ରାଇଫଲ୍ ଯବାନମାନଙ୍କୁ ମୁତୟନ କରାଯାଇଥିଲା। ହଜାର ହଜାର ପ୍ରତିବାଦକାରୀ ଭାଗ ନେଇଥିବା ଏହି ରାଲି […]
ବାସ୍ତବ ବ୍ୟୁରୋ: ଏନସିପି ମୁଖ୍ୟ ଶରଦ ପାୱାର ଦୁଇ ଦଶଂଧି ଧରି ରହିଥିବା ଦଳ ଏନସିପିର ଜାତୀୟ ସଭାପତି ପଦରୁ ଇସ୍ତଫା ଘୋଷଣା କରିଛନ୍ତି। ସାମ୍ବାଦିକମାନଙ୍କୁ ସୂଚନା ଦେଇ ଶରଦ କହିଛନ୍ତି, ‘ମୁଁ ଏନ୍ସିପିର ସଭାପତି ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛି।’ ସେ ଏହି ଘୋଷଣା କରିବା ପରେ ତାଙ୍କୁ ଉପସ୍ଥିତ ଜନତା ଖୁସିରେ ପାଟି ଚିଲାଇ ଶୁଭେଚ୍ଛା ଜଣାଇଥିଲେ। ତେବେ ଶରଦ ଏକଥା ସ୍ପଷ୍ଟ କରିଛନ୍ତି ଯେ […]
ବାସ୍ତବ ବ୍ୟୁରୋ: ପରଲୋକରେ ମହାତ୍ମା ଗାନ୍ଧିଙ୍କ ନାତି ତଥା ସାମାଜିକ- ରାଜନୈତିକ କାର୍ଯ୍ୟକର୍ତ୍ତା ଅରୁଣ ମଣିଲାଲ ଗାନ୍ଧିଙ୍କ ଆଜି (ମଙ୍ଗଳବାର) ପରଲୋକ ଘଟିଛି। ୮୯ ବର୍ଷ ବୟସରେ ମହାରାଷ୍ଟ୍ରର କୋହ୍ଲାପୁରରେ ତାଙ୍କର ଦେହାନ୍ତ ହୋଇଛି। ଅରୁଣ ଗାନ୍ଧିଙ୍କ ପୁଅ ତୁଷାର ଗାନ୍ଧି ମଙ୍ଗଳବାର ଟୁଇଟ କରି ଏହି ଦୁଃଖଦ ଖବରର ସୂଚନା ଦେଇଛନ୍ତି। ଅରୁଣ ଗାନ୍ଧି ଜଣେ ଲେଖକ ଭାବେ ଖ୍ୟାତି ଅର୍ଜନ କରିଥିବା ବେଳେ ସେ ତାଙ୍କ ଜେଜେବାପା […]
ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୫,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୮,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୨୮୨ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୨୮୨ […]
ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ରର ଶିରିଡିରେ ପ୍ରସିଦ୍ଧ ସାଇ ବାବାଙ୍କ ମନ୍ଦିରରର ସୁରକ୍ଷା ଲାଗି କେନ୍ଦ୍ର ସରକାର ସିଆଇଏସ୍ଏଫ୍ ମୁତୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିଭିନ୍ନ ମହଲରୁ ବିରୋଧ କରାଯାଉଛି। ଏମିତି କି ଶିରିଡିର ଗ୍ରାମବାସୀମାନେ ସିଆଇଏସ୍ଏଫ୍ ମୁତୟନକୁ ପସନ୍ଦ କରୁ ନଥିବା ବେଳେ ଏହାକୁ ନେଇ ପ୍ରତିବାଦ ବି କରିଛନ୍ତି। ମନ୍ଦିର ପ୍ରଶାସନ କହିଛି- ଯଦି ମନ୍ଦିରର ସୁରକ୍ଷା ସିଏସ୍ଏଫ୍ ହାତକୁ ଆସେ ତେବେ ଭକ୍ତମାନେ ଅସୁବିଧାରେ ପଡ଼ିବେ। […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୯,୦୦୦ ଉପରେ ରହିଛି, କିନ୍ତୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୮,୦୦୦ ତଳକୁ ଖସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି (ଗୁରୁବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୩୫୫ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯,୩୫୫ […]


