ବାସ୍ତବ ବ୍ୟୁରୋ: ପ୍ରକାଶ ପାଇଲା ଆଇସିଏସଇ ଦଶମ ଓ ଆଇଏସସି ଦ୍ବାଦଶ ବୋର୍ଡ ପରୀକ୍ଷା ଫଳ। କାଉନସିଲ ଫର ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍ ଏକଜାମିନେସନ ( ସିଆଇଏସସିଇ) ପକ୍ଷରୁ ୨୦୨୩ର ଆଇସିଏସଇ ଓ ଆଇଏସସି ପରୀକ୍ଷା ଫଳ ପ୍ରକାଶ କରାଯାଇଛି। ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନେ ବର୍ତ୍ତମାନ ସିଆଇଏସସିଇର ଅଫିସିଆଲ୍ ୱେବସାଇଟ୍ cisce.org ଏବଂ results.cisce.org. କୁ ଯାଇ ସେମାନଙ୍କର ବୋର୍ଡ ପରୀକ୍ଷା ଫଳାଫଳ ଯାଞ୍ଚ କରିପାରିବେ। ଛାତ୍ରଛାତ୍ରୀମାନେ ଫଳାଫଳର ଡିଜିଟାଲ୍ ମାର୍କସିଟ୍ ଡାଉନଲୋଡ୍ କରିପାରିବେ ଏବଂ […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଥିଲେ ବି ୧୩୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧୬,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୭୨ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। […]
ବାସ୍ତବ ବ୍ୟୁରୋ: ସାମୁଦ୍ରିକ ବାତ୍ୟା ‘ମୋକା’ ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୧୭ କିଲୋମିଟର୍ ବେଗରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଉତ୍ତର-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଆଜି ଭୋର୍ ୫.୩୦ରେ ଉତ୍ତରପୂର୍ବ ଓ ତତ୍ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇଥିବା କଥା ଭାରତୀୟ ପାଣିପାଗ ବିଭାଗର ସୂଚନାରୁ ଜଣାପଡ଼ିଛି। ସ୍ଥଳଭାଗରୁ ହିସାବ କଲେ ସାମୁଦ୍ରିକ ବାତ୍ୟା ‘ମୋକା’ ଏବେ ପୋର୍ଟ ବ୍ଲେୟାର୍ର ଉତ୍ତର-ଉତ୍ତରପଶ୍ଚିମରୁ ପ୍ରାୟ ୭୯୦ କିଲୋମିଟର୍, […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୩୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୧୭,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୨୩ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ […]
ବାସ୍ତବ ବ୍ୟୁରୋ : ଆଜି(ଶୁକ୍ରବାର) ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଚର ମୋହନ ଭାଗବତ । ଡକ୍ଚର ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିବେ। କେଶବଧାମରେ ଅନୁଷ୍ଠିତ ସଂଘର ଶିକ୍ଷାବର୍ଗ ପ୍ରଶିକ୍ଷଣ ଶିବିରରେ ଯୋଗ ଦେବା ସହ ଏଠାରେ ୪ ଦିନ ଅବସ୍ଥାନ କରିବେ। ଏଠାରେ କୌଣସି […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୨୦୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୦,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୫୮୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ […]
ବାସ୍ତବ ବ୍ୟୁରୋ: ଆଜି ‘ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ସେକେଣ୍ଡାରି ଏଜୁକେସନ୍’ର (ସିବିଏସ୍ଇ) ୧୨ଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ଦ୍ବାଦଶ ଶ୍ରେଣୀର ପାସ୍ ହାର ୮୭.୩୩% ହୋଇଥିବା କଥା ‘ସିବିଏସ୍ଇ’ କହିଛି। ଚଳିତ ବର୍ଷ ପରୀକ୍ଷାରେ ଛାତ୍ରୀମାନେ ଛାତ୍ରମାନଙ୍କ ଅପେକ୍ଷା ୬.୦୧% ଅଧିକ ରଖିଛନ୍ତି। କିନ୍ତୁ, ଗତବର୍ଷ ତୁଳନାରେ ଉଭୟ ପୁଅ ଓ ଝିଅମାନଙ୍କ ପାସ୍ ହାର କମ୍ ହୋଇଛି। ଗତବର୍ଷ ୯୧.୨୫% ଛାତ୍ର ପାସ୍ […]
ବାସ୍ତବ ବ୍ୟୁରୋ: ଆଜି ‘ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ସେକେଣ୍ଡାରି ଏଜୁକେସନ୍’ (ସିବିଏସ୍ଇ) ୧୦ମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ସାମଗ୍ରିକ ପାସ୍ ପ୍ରତିଶତ ୯୩.୧୨ ହୋଇଥିବା କଥା ‘ସିବିଏସ୍ଇ’ କହିଛି। ଶିକ୍ଷାର୍ଥୀମାନଙ୍କ ଉଦ୍ଦେଶ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଛନ୍ତି, “ଅନେକ ବନ୍ଧୁ ଆଶାନୁସାରେ ଫଳ ପାଇ ନ ଥିବେ। ମନଊଣା ନ କରିବା ପାଇଁ ସେମାନଙ୍କୁ ମୋର ନିବେଦନ। ଗୋଟିଏ ପରୀକ୍ଷା ଜଣେ ବ୍ୟକ୍ତିର ଦକ୍ଷତା ପ୍ରତିପାଦିତ […]
ବାସ୍ତବ ବ୍ୟୁରୋ: ମେ’ ୩ରୁ ମଣିପୁର ଆଦିବାସୀ ଓ ଅଣଆଦିବାସୀଙ୍କ ସଂଘର୍ଷ ଯୋଗୁ ଅଶାନ୍ତ ହୋଇ ପଡ଼ିଥିବା ବେଳେ ଏବେ ମହଙ୍ଗା ମାଡ଼ ଲୋକଙ୍କୁ ଅସ୍ତବ୍ୟସ୍ତ କରିଛି। ସପ୍ତାହକ ମଧ୍ୟରେ ବିଭିନ୍ନ ପରିବା ଦାମ ୨ ଗୁଣ ବଢ଼ି ଯାଇଛି। ମହଙ୍ଗା ମାଡ଼ ଯୋଗୁ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମେ’ ୩ରୁ ମଣିପୁରରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାପରେ ବିଭିନ୍ନ ଆବଶ୍ୟକ ସାମଗ୍ରୀର ମାର୍କେଟରୁ […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୨୦୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୦,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୯୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ […]


