ବାସ୍ତବ ବ୍ୟୁରୋ: ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୮ ଦିନିଆ ରିମାଣ୍ଡରେ ନେଇଛି ଦେଶର ଟପ୍‌ ଦୁର୍ନୀତି ନିରୋଧ ଶାଖା। ଗତକାଲି(ମଙ୍ଗଳବାର) ଗିରଫ ହେବା ପରେ ଆଜି ନ୍ୟାଶନାଲ ଆକାଉଣ୍ଟବିଲିଟୀ(ଏନବିଏ) ଇମ୍ରାନ ଖାନଙ୍କୁ ଇସଲାମାବାଦର ସ୍ୱତନ୍ତ୍ର କୋର୍ଟରେ ହାଜର କରିଥିଲା। ସୂଚନାନୁଯାୟୀ, ଇମ୍ରାନ ଖାନଙ୍କୁ ଏନବିଏ ୧୦ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଥିବା ବେଳେ କୋର୍ଟ ୮ ଦିନର ଅନୁମତି ଦେଇଛନ୍ତି। […]

ବାସ୍ତବ ବ୍ୟୁରୋ: ମଧ୍ୟପ୍ରଦେଶର ଖାର୍ଗୋନରେ ଇନ୍ଦୋର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ହାଥିନୀ ନଦୀ ପାର ହେଉଥିବା ବେଳେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା। ପୋଲ ତଳକୁ ଖସି ପଡ଼ିବା ପରେ ବସ୍‌ରେ ଥିବା ୧୫  ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଛି। ତେବେ ଏହି ବସ୍‌ ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଆହତ ‌‌ହୋଇଛନ୍ତି। ସୂଚନା ମୁତାବକ, ଏହି ବସ୍‌ରେ ସମୁଦାୟ ୫୦ରୁ ଅଧିକ ଯାତ୍ରୀ ଯାତ୍ରା […]

ବାସ୍ତବ ବ୍ୟୁରୋ: ଆଜି(ସୋମବାର) ରାଜସ୍ଥାନର ହନୁମାନଗଡ଼ରେ ଭାରତୀୟ ବାୟୁସେନାର ଗୋଟାଏ ଫାଇଟର ଜେଟ୍‌ ‘ମିଗ୍‌-୨୧’ ଦୁର୍ଘଟଣାଗ୍ରସ୍ତ ହେବାରୁ ଅନ୍ୟୂନ ୨ଜଣ ସାଧାରଣ ନାଗରିକଙ୍କର ମୃତ୍ୟୁ ଘଟିଥିବା କଥା ବିଭିନ୍ନ ଗଣମାଧ୍ୟମ ରିପୋର୍ଟ ରୁ ଜଣାପଡିଛି। ହନୁମାନଗଡ଼ର ବହଲୋଲ ନଗର ଗାଁର ଜଣେ ବ୍ୟକ୍ତିଙ୍କ ଛାତ ଉପରେ ବିମାନଟି ଖସି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାଯାଇଛି। ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପାଇଲଟ ଆହତ ହୋଇଛନ୍ତି। ଦୁର୍ଘଟଣା […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୨୦୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୬,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। […]

ବାସ୍ତବ ବ୍ୟୁରୋ: ଗୁରୁବାର ଦିନ କେନ୍ଦ୍ରୀୟ ଆଫ୍ରିକୀୟ ଦେଶ କଙ୍ଗୋର ପୂର୍ବାଞ୍ଚଳରେ ଭୀଷଣ ବୃଷ୍ଟିପାତଜନିତ ଆକସ୍ମିକ ବନ୍ୟା ଏବଂ ପାହାଡ଼ସ୍ଖଳନଜନିତ ମୃତ୍ୟୁସଂଖ୍ୟ ୨୦୦ ଅତିକ୍ରମ କରିଯାଇଥିବା କଥା ଦକ୍ଷିଣ କିବୁ ପ୍ରଦେଶର ସ୍ଥାନୀୟ ସରକାରୀ ଅଧିକାରୀମାନେ କହିଛନ୍ତି। କାଲେହେର ପ୍ରଶାସକ ଟୋମାସ୍‌ ବ୍ୟାଙ୍କେଜ୍‌ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ, ଶନିବାରସୁଦ୍ଧା ୨୦୩ଟି ଶବ ଉଦ୍ଧାର କରାଯାଇଛି। ନିଖୋଜ ହୋଇଯାଇଥିବା ଆହୁରି ଅନେକଙ୍କୁ ଠାବ କରିବା ଲାଗି ଉଦ୍ୟମ ଜାରି ରହିଛି। ଶହ […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୨୫୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୮,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୩୦୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୩୧,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୬୧ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। […]

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼। ଆସନ୍ତାକାଲି କଟକ ଜୁଡିସିଆଲ ଏକାଡେମିରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପରଲେସ କୋର୍ଟ ସମ୍ମିଳନୀରେ ସେ ଯୋଗ ଦେବେ। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ହାଇକୋର୍ଟର ବିଚାରପତିମାନେ ଯୋଗ ଦେବାର କାର୍ଯ୍ୟକ୍ରମ […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୪,୦୦୦ ତଳେ ରହିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୩୪,୦୦୦ ତଳକୁ ରହିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୬୨ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୬୧୧ […]

ବାସ୍ତବ ବ୍ୟୁରୋ: ଆଜି(ଗୁରୁବାର) ସକାଳେ ଜମ୍ମୁ ଓ କଶ୍ମୀରର କିସ୍ତୱାଡ଼ ଜିଲ୍ଲା ଅନ୍ତର୍ଗତ ମାର୍‌ୱା ତହସିଲ୍‌ ଅଞ୍ଚଳର ମାଛନା ଗାଁ’ରେ ଗୋଟାଏ ସେନା ହେଲିକପ୍ଟର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି।ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର୍‌ରେ ପ୍ରାୟ ୩ଜଣ ଲୋକ ଥିଲେ। ସେନାର ଗୋଟାଏ ‘ଏଏଲ୍‌ଏଚ୍‌ ଧ୍ରୁବ ହେଲିକପ୍ଟର୍‌’ ଜମ୍ମୁ ଓ କଶ୍ମୀରର କିସ୍ତୱାଡ଼ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆହତ ହୋଇଥିଲେ ବି ପାଇଲଟ୍‌ମାନେ ନିରାପଦ ଅଛନ୍ତି ଓ ସେମାନଙ୍କର ଚିକିତ୍ସା ଚାଲିଛି ବୋଲି ସେନା ଅଧିକାରୀମାନେ […]

Pin It on Pinterest