ବାସ୍ତବ ବ୍ୟୁରୋ: ରାଜସ୍ଥାନ ଭରତପୁରର ନଦବାଇ ଅଞ୍ଚଳରେ ମହାରାଜା ସୁରଜମଲ ଓ ଡା. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ନେଇ ସୃଷ୍ଟି ହୋଇଛିଥିବା ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି। ଉତ୍ତ୍ୟକ୍ତ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିବା ସହ ଟେକାପଥର ମାଡ଼ କରିବାକୁ ପଛାଇ ନାହାନ୍ତି। ଏହି ହିଂସାକାଣ୍ଡ ସମୟରେ ଟେକାମାଡ଼ ଯୋଗୁ ବହୁ ପୁଲିସ୍‌ଙ୍କ ସମେତ ସାଧାରଣ ଲୋକେ ବି ଆହତ ହୋଇଛନ୍ତି। ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ […]

ବାସ୍ତବ ବ୍ୟୁରୋ: ଭାରତର ସର୍ବ ପୁରାତନ ଅରବପତି ତଥା ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ର ଚେୟାରମ୍ୟାନ୍ ଏମିରିଟସ୍ କେଶବ ମହିନ୍ଦ୍ରାଙ୍କ ଆଜି (ବୁଧବାର) ଅର୍ଥାତ ଏପ୍ରିଲ୍ ୧୨ରେ ପରଲୋକ ହୋଇଛି। ସେ ୯୯ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। କେଶବ ମହିନ୍ଦ୍ରା ୪୮ ବର୍ଷ ଧରି ମହିନ୍ଦ୍ରା ଆଣ୍ଡ୍ ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ୍ ଥିଲେ । ୨୦୧୨ରେ ସେ ଏହି ପଦ ଛାଡିଥିଲେ। ୧୯୪୭ ମସିହାରେ ପେନସିଲଭାନିଆ […]

ବାସ୍ତବ ବ୍ୟୁରୋ: ରାଜସ୍ଥାନକୁ ମିଳିଲା ପ୍ରଥମେ ବନ୍ଦେ ଭାରତ ଏକ୍ସପ୍ରେସ। ଆଜି(ବୁଧବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ପ୍ରଥମ ତଥା ଦେଶର ୧୫ତମ ବନ୍ଦେ ଭାରତ ଏକ୍ସପ୍ରେସକୁ ଭିଡିଓ କନଫରେନ୍ସିଂ ଦ୍ୱାରା ଶୁଭାରମ୍ଭ କରିଛନ୍ତି। ବନ୍ଦେ ଭାରତ ଏକ୍ସପ୍ରେସ ଆଜି ଜୟପୁର ଓ ଦିଲ୍ଲୀ କ୍ୟାଣ୍ଟନମେଣ୍ଟ ମଧ୍ୟରେ ଯାତ୍ରା କରିଛି। ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ନିୟମିତ ସେବା ଏପ୍ରିଲ ୧୩ରୁ ଆରମ୍ଭ ହେବ। ଟ୍ରେନଟି ଆଜମେରରୁ ଦିଲ୍ଲୀ କ୍ୟାଣ୍ଟନମେଣ୍ଟ […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୭,୮୦୦ ଅତିକ୍ରମ କରିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୦୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି (ବୁଧବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୮୩୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୮୩୦ ନୂତନ […]

ବାସ୍ତବ ବ୍ୟୁରୋ: ମୌସୁମୀକୁ ନେଇ ଆଇଏମଡି ର ପୂର୍ବାନୁମାନ; ଏଥର ସ୍ବାଭାବିକ ରହିବ ମୌସୁମୀ । ଆଇଏମ୍ଡି କହିଛି ଯେ ଚଳିତ ବର୍ଷ ଜୁନ୍ ରୁ ସେପ୍ଟେମ୍ବର ମାସ ମଧ୍ୟରେ ଦେଶରେ ୮୩.୫  ସେଣ୍ଟିମିଟର ବର୍ଷା ହେବ। ଚଳିତ ବର୍ଷ ଜୁନ୍ ରୁ ସେପ୍ଟେମ୍ବର ମଧ୍ୟରେ ସ୍ବାଭାବିକର ୯୬ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସ୍ୱାଭାବିକ ବୃଷ୍ଟିପାତ ଶ୍ରେଣୀରେ […]

ବାସ୍ତବ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୫,୮୮୦ ଟି କରୋନା ମାମଲା ରୁଜୁ ହୋଇଛି। ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩,୪୮୧ ଜଣ ଲୋକ ଏହି ରୋଗରୁ ଆରୋଗ୍ୟ ଲାଭ କରିଛନ୍ତି। ବର୍ତ୍ତମାନ ଦେଶରେ ୩୫,୧୭୫ ସକ୍ରିୟ ମାମଲା ରହିଛି ଏବଂ ପଜିଟିଭିଟି ହାର ୬.୯୧% କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ୪୪,୧୯୬,୩୧୮ ଜଣ କରୋନାରୁ ଆରୋଗ୍ୟ ହେବା […]

ବାସ୍ତବ ବ୍ୟୁରୋ: ଚଳିତ ବର୍ଷ ମୌସୁମୀ ସ୍ୱାଭାବିକଠାରୁ କମ୍ ରହିବ ବୋଲି ଆଶା କରାଯାଉଛି। ଭାରତର ଘରୋଇ ପାଣିପାଗ ଏଜେନ୍ସି ସ୍କାଏମେଟ୍ ପକ୍ଷରୁ ୨୦୨୩ ପାଇଁ ମୌସୁମୀ ପୂର୍ବାନୁମାନ ଜାରି କରାଯାଇଛି । ଏହି ପୂର୍ବାନୁମାନ ଅନୁଯାୟୀ, ଜୁନ୍ରୁ ସେପ୍ଟେମ୍ବର ୪ ମାସରେ ହେଉଥିବା ହାରାହାରି ୮୬୮.୮ ମିଲିମିଟର ବୃଷ୍ଟିପାତ ତୁଳନାରେ ଏବର୍ଷ ୮୧୬.୫ ମିଲିମିଟର ଅର୍ଥାତ୍ ୯୪% (ଏରର ମାର୍ଜିନ୍ +/-୫%) ସମ୍ଭାବନା ରହିଛି। ସ୍କାଏମେଟ୍ ପୂର୍ବରୁ ୨୦୨୩ […]

ବାସ୍ତବ ବ୍ୟୁରୋ: ଆଜି ଜମ୍ମୁ ଓ କାଶ୍ମୀରର ଉଧାମପୁର ନିକଟରେ କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁଙ୍କ କାରକୁ ଏକ ଟ୍ରକ୍ ଧକ୍କା ଦେଇଛି। ତେବେ ଏହି ଦୁର୍ଘଟଣାରେ ଶ୍ରୀ ରିଜିଜୁଙ୍କର କିଛି କ୍ଷତି ହୋଇ ନାହିଁ। ସେହିଭଳି ଏଥିରେ ଅନ୍ୟ କେହି ମଧ୍ୟ ଆହତ ହୋଇନାହାନ୍ତି। ଟ୍ରକ୍‌ଟି କିରଣ ରିଜିଜୁଙ୍କ କାରକୁ ଧକ୍କା ଦେବା ପରେ ଅନ୍ୟ ଗାଡ଼ିରେ ଥିବା ସୁରକ୍ଷାକର୍ମୀମାନେ ତୁରନ୍ତ ଧାଇଁ ଯାଇ କାରର ଡୋର୍ […]

ବାସ୍ତବ ବ୍ୟୁରୋ: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି ଯେ ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୩% ବୃଦ୍ଧି ପାଇ ୬,୦୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୦୦୦ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁଯାୟୀ, ଆଜି (ଶୁକ୍ରବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୦୫୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ […]

ବାସ୍ତବ ବ୍ୟୁରୋ: ଏକ ଦଳ ପ୍ରସ୍ତୁତ କର, ପୁରସ୍କୃତ ହୁଅ, ବାଜି ଲଗାଅ, ନିଜର ଭାଗ୍ୟ ପରିବର୍ତ୍ତନ କର । ଏପରି ପ୍ରଲୋଭନକାରୀ ବିଜ୍ଞାପନ ବନ୍ଦ କରିଦିଆଯିବ । କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ନିକଟରେ ଦେଶର କିଛି ମୁଖ୍ୟସ୍ରୋତର ଇଂରାଜୀ ଓ ହିନ୍ଦୀ ଖବରକାଗଜରେ ବେଟିଂ ୱେବସାଇଟର ବିଜ୍ଞାପନ ଏବଂ ପ୍ରଚାର ବିଷୟବସ୍ତୁ ପ୍ରସାରଣ ଘଟଣାକୁ ନେଇ ତୀବ୍ର ଆପତ୍ତି ଉଠାଇଛି। ଏ ଘଟଣା ଦୃୃଷ୍ଟିଗୋଚର ହେବାପରେ […]

Pin It on Pinterest