ବାସ୍ତବ ବ୍ୟୁରୋ: ବୁଧବାର ଦିନ ଅର୍ଥାତ ଗତକାଲି ମଣିପୁରରେ ଅନୁସୂଚିତ ଜନଜାତି ପାହ୍ୟା ପାଇଁ ଅଣଆଦିବାସୀ ମଣିପୁରୀମାନଙ୍କ ଦାବି ବିରୋଧରେ ଚୁରାଚାନ୍ଦପୁର ଅଞ୍ଚଳର ତୋର୍‌ବୁଙ୍ଗ୍‌ରେ ‘ଅଲ୍‌ ଟ୍ରାଇବାଲ୍‌ ଷ୍ଟୁଡେଣ୍ଟ୍‌ ୟୁନିୟନ୍‌ ମଣିପୁର’ (ଏଟିଏସ୍‌ୟୁଏମ୍‌) ଡାକରା ଦେଇଥିବା ‘ଟ୍ରାଇବାଲ୍‌ ସଲିଡାରିଟି ମାର୍ଚ’ ସମୟରେ ହିଂସାକାଣ୍ଡ ବ୍ୟାପିବାରୁ ଜିଲ୍ଲାର କେତେକ ପ୍ରଭାବିତ ଅଞ୍ଚଳରେ ସେନା ଓ ଆସାମ ରାଇଫଲ୍‌ ଯବାନମାନଙ୍କୁ ମୁତୟନ କରାଯାଇଥିଲା। ହଜାର ହଜାର ପ୍ରତିବାଦକାରୀ ଭାଗ ନେଇଥିବା ଏହି ରାଲି […]

ବାସ୍ତବ ବ୍ୟୁରୋ: ଏନସିପି ମୁଖ୍ୟ ଶରଦ ପାୱାର ଦୁଇ ଦଶଂଧି ଧରି ରହିଥିବା ଦଳ ଏନସିପିର ଜାତୀୟ ସଭାପତି ପଦରୁ ଇସ୍ତଫା ଘୋଷଣା କରିଛନ୍ତି।  ସାମ୍ବାଦିକମାନଙ୍କୁ ସୂଚନା ଦେଇ ଶରଦ କହିଛନ୍ତି, ‘ମୁଁ ଏନ୍‌ସିପିର ସଭାପତି ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛି।’ ସେ ଏହି ଘୋଷଣା କରିବା ପରେ ତାଙ୍କୁ ଉପସ୍ଥିତ ଜନତା ଖୁସିରେ ପାଟି ଚିଲାଇ ଶୁଭେଚ୍ଛା ଜଣାଇଥିଲେ। ତେବେ ଶରଦ ଏକଥା ସ୍ପ‌ଷ୍ଟ କରିଛନ୍ତି ଯେ […]

ବାସ୍ତବ ବ୍ୟୁରୋ: ପରଲୋକରେ ମହାତ୍ମା ଗାନ୍ଧିଙ୍କ ନାତି ତଥା ସାମାଜିକ- ରାଜନୈତିକ କାର୍ଯ୍ୟକର୍ତ୍ତା ଅରୁଣ ମଣିଲାଲ ଗାନ୍ଧିଙ୍କ ଆଜି (ମଙ୍ଗଳବାର) ପରଲୋକ ଘଟିଛି। ୮୯ ବର୍ଷ ବୟସରେ ମହାରାଷ୍ଟ୍ରର କୋହ୍ଲାପୁରରେ ତାଙ୍କର ଦେହାନ୍ତ ହୋଇଛି। ଅରୁଣ ଗାନ୍ଧିଙ୍କ ପୁଅ ତୁଷାର ଗାନ୍ଧି ମଙ୍ଗଳବାର ଟୁଇଟ କରି ଏହି ଦୁଃଖଦ ଖବରର ସୂଚନା ଦେଇଛନ୍ତି। ଅରୁଣ ଗାନ୍ଧି ଜଣେ ଲେଖକ ଭାବେ ଖ୍ୟାତି ଅର୍ଜନ କରିଥିବା ବେଳେ ସେ ତାଙ୍କ ଜେଜେବାପା […]

ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୫,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୮,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୨୮୨ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୨୮୨ […]

ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ରର ଶିରିଡିରେ ପ୍ରସିଦ୍ଧ ସାଇ ବାବାଙ୍କ ମନ୍ଦିରରର ସୁରକ୍ଷା ଲାଗି କେନ୍ଦ୍ର ସରକାର ସିଆଇଏସ୍ଏଫ୍ ମୁତୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିଭିନ୍ନ ମହଲରୁ ବିରୋଧ କରାଯାଉଛି। ଏମିତି କି ଶିରିଡିର ଗ୍ରାମବାସୀମାନେ ସିଆଇଏସ୍ଏଫ୍ ମୁତୟନକୁ ପସନ୍ଦ କରୁ ନଥିବା ବେଳେ ଏହାକୁ ନେଇ ପ୍ରତିବାଦ ବି କରିଛନ୍ତି। ମନ୍ଦିର ପ୍ରଶାସନ କହିଛି- ଯଦି ମନ୍ଦିରର ସୁରକ୍ଷା ସିଏସ୍ଏଫ୍ ହାତକୁ ଆସେ ତେବେ ଭକ୍ତମାନେ ଅସୁବିଧାରେ ପଡ଼ିବେ। […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୯,୦୦୦ ଉପରେ ରହିଛି, କିନ୍ତୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୮,୦୦୦ ତଳକୁ ଖସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି (ଗୁରୁବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୩୫୫ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯,୩୫୫ […]

ବାସ୍ତବ ବ୍ୟୁରୋ: ଆଜି ଏପ୍ରିଲ ୧୫ ରେ ଆରମ୍ଭ ହୋଇଥିବା ସୁଦାନର ସେନା ଏବଂ ଅର୍ଦ୍ଧସାମରିକ-ରାପିଡ୍ ସପୋର୍ଟ ଫୋର୍ସ (ଆରଏସଏଫ) ମଧ୍ୟରେ କ୍ଷମତା ଦଖଲକୁ ନେଇ ଗୃହଯୁଦ୍ଧ ଆଜି ଦଶମ ଦିନରେ ପହଞ୍ଚିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ଅନୁଯାୟୀ, ଏପର୍ଯ୍ୟନ୍ତ ୪୧୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩,୫୫୧ ଜଣ ଆହତ ହୋଇଛନ୍ତି । ସୁଦାନର ଗୃହଯୁଦ୍ଧ ମଧ୍ୟରେ ସେଠାରେ ଫସି ରହିଥିବା ପ୍ରାୟ ୪ହଜାର ଭାରତୀୟମାନଙ୍କୁ […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୧୧୨ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୦୦୦ରୁ ଅଧିକ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୧୧୨ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୧୧୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ […]

ବାସ୍ତବ ବ୍ୟୁରୋ: ଶେଷରେ ଆତ୍ମସମର୍ପଣ କରିଛି ପଳାତକ ଖଲିସ୍ତାନୀ ନେତା ଅମ୍ରିତପାଲ ସିଂହ । ପଞ୍ଜାବର ମୋଗା ପୁଲିସ ନିକଟରେ ଅମ୍ରିତପାଲ ଆତ୍ମସମର୍ପଣ କରିବା ପରେ ତାକୁ ଗିରଫ କରାଯାଇଛି। ଅମ୍ରିତପାଲକୁ ଗିରଫ କରାଯାଇଥିବା ନେଇ ପଞ୍ଜାବ ପୁଲିସ ପକ୍ଷରୁ ଟ୍ୱିଟ୍ କରି ସ୍ପଷ୍ଟ କରାଯାଇଛି। ଏହା ସହିତ ଶାନ୍ତି ବଜାୟ ରଖିବାକୁ ଲୋକଙ୍କୁ ଅନୁରୋଧ କରିଛି ପଞ୍ଜାବ ପୁଲିସ। ଗିରଫ ଅମ୍ରିତପାଲ ସିଂହକୁ ଆସାମର ଦିବ୍ରୁଗଡ଼ ଜେଲକୁ ନିଆଯିବ। […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ପୁଣି ୧୨,୦୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୦୦୦ରୁ ଅଧିକ ହୋଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୧୯୩ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୧୯୩ ନୂତନ […]

Pin It on Pinterest