ବାସ୍ତବ ବ୍ୟୁରୋ: ମୌସୁମୀକୁ ନେଇ ଆଇଏମଡି ର ପୂର୍ବାନୁମାନ; ଏଥର ସ୍ବାଭାବିକ ରହିବ ମୌସୁମୀ । ଆଇଏମ୍ଡି କହିଛି ଯେ ଚଳିତ ବର୍ଷ ଜୁନ୍ ରୁ ସେପ୍ଟେମ୍ବର ମାସ ମଧ୍ୟରେ ଦେଶରେ ୮୩.୫  ସେଣ୍ଟିମିଟର ବର୍ଷା ହେବ। ଚଳିତ ବର୍ଷ ଜୁନ୍ ରୁ ସେପ୍ଟେମ୍ବର ମଧ୍ୟରେ ସ୍ବାଭାବିକର ୯୬ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସ୍ୱାଭାବିକ ବୃଷ୍ଟିପାତ ଶ୍ରେଣୀରେ […]

ବାସ୍ତବ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୫,୮୮୦ ଟି କରୋନା ମାମଲା ରୁଜୁ ହୋଇଛି। ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩,୪୮୧ ଜଣ ଲୋକ ଏହି ରୋଗରୁ ଆରୋଗ୍ୟ ଲାଭ କରିଛନ୍ତି। ବର୍ତ୍ତମାନ ଦେଶରେ ୩୫,୧୭୫ ସକ୍ରିୟ ମାମଲା ରହିଛି ଏବଂ ପଜିଟିଭିଟି ହାର ୬.୯୧% କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ୪୪,୧୯୬,୩୧୮ ଜଣ କରୋନାରୁ ଆରୋଗ୍ୟ ହେବା […]

ବାସ୍ତବ ବ୍ୟୁରୋ: ଚଳିତ ବର୍ଷ ମୌସୁମୀ ସ୍ୱାଭାବିକଠାରୁ କମ୍ ରହିବ ବୋଲି ଆଶା କରାଯାଉଛି। ଭାରତର ଘରୋଇ ପାଣିପାଗ ଏଜେନ୍ସି ସ୍କାଏମେଟ୍ ପକ୍ଷରୁ ୨୦୨୩ ପାଇଁ ମୌସୁମୀ ପୂର୍ବାନୁମାନ ଜାରି କରାଯାଇଛି । ଏହି ପୂର୍ବାନୁମାନ ଅନୁଯାୟୀ, ଜୁନ୍ରୁ ସେପ୍ଟେମ୍ବର ୪ ମାସରେ ହେଉଥିବା ହାରାହାରି ୮୬୮.୮ ମିଲିମିଟର ବୃଷ୍ଟିପାତ ତୁଳନାରେ ଏବର୍ଷ ୮୧୬.୫ ମିଲିମିଟର ଅର୍ଥାତ୍ ୯୪% (ଏରର ମାର୍ଜିନ୍ +/-୫%) ସମ୍ଭାବନା ରହିଛି। ସ୍କାଏମେଟ୍ ପୂର୍ବରୁ ୨୦୨୩ […]

ବାସ୍ତବ ବ୍ୟୁରୋ: ଆଜି ଜମ୍ମୁ ଓ କାଶ୍ମୀରର ଉଧାମପୁର ନିକଟରେ କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁଙ୍କ କାରକୁ ଏକ ଟ୍ରକ୍ ଧକ୍କା ଦେଇଛି। ତେବେ ଏହି ଦୁର୍ଘଟଣାରେ ଶ୍ରୀ ରିଜିଜୁଙ୍କର କିଛି କ୍ଷତି ହୋଇ ନାହିଁ। ସେହିଭଳି ଏଥିରେ ଅନ୍ୟ କେହି ମଧ୍ୟ ଆହତ ହୋଇନାହାନ୍ତି। ଟ୍ରକ୍‌ଟି କିରଣ ରିଜିଜୁଙ୍କ କାରକୁ ଧକ୍କା ଦେବା ପରେ ଅନ୍ୟ ଗାଡ଼ିରେ ଥିବା ସୁରକ୍ଷାକର୍ମୀମାନେ ତୁରନ୍ତ ଧାଇଁ ଯାଇ କାରର ଡୋର୍ […]

ବାସ୍ତବ ବ୍ୟୁରୋ: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି ଯେ ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୩% ବୃଦ୍ଧି ପାଇ ୬,୦୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୦୦୦ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁଯାୟୀ, ଆଜି (ଶୁକ୍ରବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୦୫୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ […]

ବାସ୍ତବ ବ୍ୟୁରୋ: ଏକ ଦଳ ପ୍ରସ୍ତୁତ କର, ପୁରସ୍କୃତ ହୁଅ, ବାଜି ଲଗାଅ, ନିଜର ଭାଗ୍ୟ ପରିବର୍ତ୍ତନ କର । ଏପରି ପ୍ରଲୋଭନକାରୀ ବିଜ୍ଞାପନ ବନ୍ଦ କରିଦିଆଯିବ । କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ନିକଟରେ ଦେଶର କିଛି ମୁଖ୍ୟସ୍ରୋତର ଇଂରାଜୀ ଓ ହିନ୍ଦୀ ଖବରକାଗଜରେ ବେଟିଂ ୱେବସାଇଟର ବିଜ୍ଞାପନ ଏବଂ ପ୍ରଚାର ବିଷୟବସ୍ତୁ ପ୍ରସାରଣ ଘଟଣାକୁ ନେଇ ତୀବ୍ର ଆପତ୍ତି ଉଠାଇଛି। ଏ ଘଟଣା ଦୃୃଷ୍ଟିଗୋଚର ହେବାପରେ […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫,୩୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୫୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି (ଗୁରୁବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୩୩୫ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୩୩୫ […]

ବାସ୍ତବ ବ୍ୟୁରୋ: ଭାରତୀୟ ରିଜର୍ଭ ବ୍ୟାଙ୍କ ଅର୍ଥାତ୍ ଆରବିଆଇ ଆଜି (ଗୁରୁବାର) ରେପୋରେଟ ଅପରିବର୍ତ୍ତିତ ରଖିଛି। ଆରବିଆଇ ଏକ ନୂତନ ମୁଦ୍ରା ନୀତି ଘୋଷଣା କରିଛି। ଗଭର୍ଣ୍ଣର୍‌ ଶକ୍ତିକାନ୍ତ ଦାସ ଏହି ସୂଚନା ଦେଇଛନ୍ତି। ଆରବିଆଇ ଏମପିସି ଏଥର ରେପୋ ରେଟରେ କୌଣସି ପରିବର୍ତ୍ତନ କରିନାହିଁ। ଦେଶରେ ମୁଦ୍ରାସ୍ଫୀତି ପରିସ୍ଥିତିକୁ ଚାହିଁ ରେପୋ ରେଟ୍‌ ୬.୫ ପ୍ରତିଶତ ଅପରିବର୍ତ୍ତିତ ରଖିଛି ଆରବିଆଇ। ମନିଟାରି ପଲିସି କମିଟି (ଏମ୍‌ପିସି) ଏହି ନିଷ୍ପତ୍ତି […]

ବାସ୍ତବ ବ୍ୟୁରୋ: ଆଜି (ବୁଧବାର) ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୪,୪୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩,୦୦୦ ଉପରେ ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୪୩୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ […]

ବାସ୍ତବ ବ୍ୟୁରୋ: ଏ ବର୍ଷ ଫୋର୍ବସ୍‌ ବାର୍ଷିକ ଧନୀ ବ୍ୟକ୍ତି ତାଲିକାର ଶୀର୍ଷରେ ରହିଛନ୍ତି ଫ୍ରାନ୍ସ ର ବର୍ନାର୍ଡ ଅର୍ନାଲ୍ଟ । ଫୋର୍ବସ୍ ମଙ୍ଗଳବାର, ଏପ୍ରିଲ ୪ ରେ ବିଶ୍ୱର କୋଟିପତିଙ୍କ ୩୭ ତମ ବାର୍ଷିକ ତାଲିକା ପ୍ରକାଶ କରିଛି । ତାଲିକା ଅନୁସାରେ, ଏହି ତାଲିକାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ଚେୟାରମ୍ୟାନ୍ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ଟପ୍ -୧୦ ରେ ସ୍ଥାନ ପାଇଛନ୍ତି। […]

Pin It on Pinterest