ବାସ୍ତବ ବ୍ୟୁରୋ: ୮୭ ବର୍ଷୀୟ ତିବ୍ଦତୀୟ ଧର୍ମଗୁରୁ ଦଲାଇ ଲାମା ଚୀନ୍କୁ ଦେଇଛନ୍ତି ଏକ ବଡ଼ ଝଟକା । ସେ ଆମେରିକାରେ ଜନ୍ମିତ ଏକ ୮ ବର୍ଷର ମୋଙ୍ଗୋଲିଆ ଶିଶୁକୁ ତିବ୍ଦତୀୟ ବୌଦ୍ଧ ଧର୍ମର ତୃତୀୟ ସର୍ବୋଚ୍ଚ ଧର୍ମଗୁରୁ ବନେଇ ଦେଇଛନ୍ତି। ଉକ୍ତ ପିଲାଟି ଯାଆଁଳା ପିଲାମାନଙ୍କ ମଧ୍ୟରୁ ଜଣେ। ଦଲାଇ ଲାମା ଏହି ଶିଶୁକୁ ଦଶମ ଖଲଖା ଜେଟସନ୍ ଧମ୍ପା ରିନ୍ପୋଚେଙ୍କ ପୁନର୍ଜନ୍ମ ବୋଲି କହିଛନ୍ତି। ନୂତନ ଧର୍ମଗୁରୁଙ୍କୁ […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାନୁଯାୟୀ ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧,୮୯୦ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୦୦ରୁ ଯଥେଷ୍ଟ ଅଧିକ । ସୂଚନାଯୋଗ୍ୟ, ଗତବର୍ଷ ଅକ୍ଟୋବର ୨୮ ତାରିଖ ଦିନ ଦେଶରେ ଦୈନିକ କୋଭିଡ୍ ସଂକ୍ରମଣ ୨,୨୦୮ ହୋଇଥିବା ରେକର୍ଡ କରାଯାଇଥିଲା। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି (ରବିବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା […]
ବାସ୍ତବ ବ୍ୟୁରୋ: ଦେଶରେ ଧୀରେଧୀରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଆଜି(ଶନିବାର) କେନ୍ଦ୍ର ସରକାର ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖି ନୂଆ ଗାଇଡଲାଇନ ସମ୍ପର୍କରେ ଅବଗତ କରାଇଛନ୍ତି। ବର୍ତ୍ତମାନ ମହାରାଷ୍ଟ୍ର, ଗୁଜୁରାଟ, କେରଳ, ଦିଲ୍ଲୀ ଏବଂ କର୍ଣ୍ଣାଟକରେ ସର୍ବାଧିକ ସଂଖ୍ୟକ ମାମଲା ରୁଜୁ ହୋଇଛି। କରୋନାର ଶେଷ ଦୁଇଟି ଲହରରେ ଏହି ରାଜ୍ୟଗୁଡିକ ସର୍ବାଧିକ ପ୍ରଭାବିତ ହୋଇଥିଲେ । ଏଥି ପାଇଁ କେନ୍ଦ୍ର ସରକାର […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧,୫୯୦ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮,୦୦୦ ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁଯାୟୀ, ଆଜି (ଶନିବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୫୯୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୫୯୦ ନୂତନ […]
ବାସ୍ତବ ବ୍ୟୁରୋ: କ୍ରିକେଟ୍ ର ରୋମାଞ୍ଚ ଏବଂ କ୍ରିକେଟ୍ ପ୍ରେମୀଙ୍କ ଉତ୍ସାହ ଖୁବ ଶୀଘ୍ର ପାର୍ବତ୍ୟ ଉପତ୍ୟକାର ସମତଳ ଉପରୁ ଉପରକୁ ଉଠିଥିବାର ଦେଖାଯିବ, କାରଣ ତୁଷାରପାତ ସମତଳ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ କ୍ରିକେଟ୍ ଷ୍ଟାଡିୟମ୍ ନିର୍ମାଣ ପାଇଁ ପ୍ରସ୍ତୁତି ଚାଲିଛି । ବିଶ୍ୱର ସର୍ବୋଚ୍ଚ କ୍ରିକେଟ୍ ଷ୍ଟାଡିୟମ୍ ହିମାଚଳ ପ୍ରଦେଶର ଲାହଲ୍ ସ୍ପିତିର ସିସୁ ଠାରେ ସମୁଦ୍ର ପତ୍ତନଠାରୁ ୧୦୧୩୫ ଫୁଟ ଉଚ୍ଚରେ ନିର୍ମାଣ ହେବ । ଏହି […]
ବାସ୍ତବ ବ୍ୟୁରୋ: ଇଣ୍ଟେରନେଶନାଲ ଡେ ଅଫ ହାପିନେସ୍ ଅବସରରେ ବାର୍ଷିକ ୱାଲର୍ଡ ହାପିନେସ୍ ରିପୋର୍ଟ ପ୍ରକାଶ ପାଇଛି। ୧୩୭ ଦେଶ ତାଲିକାରେ ଭାରତ ୧୨୫ ତମ ସ୍ଥାନରେ ରହିଛି । ଏହି ତାଲିକାରେ ଭାରତର ପଡୋଶୀ ଦେଶ ପାକିସ୍ତାନ (୧୦୮), ମିଆଁମାର (୭୨), ନେପାଳ (୭୮), ବାଂଲାଦେଶ (୧୦୨) ଏବଂ ଚୀନ୍ (୬୪) ରହିଛନ୍ତି। ଏହି ରିପୋର୍ଟରେ ଫିନଲ୍ୟାଣ୍ଡକୁ ଦୁନିଆର ସବୁଠାରୁ ଖୁସି ଦେଶ ଭାବେ ଘୋଷଣା କରାଯାଇଛି। କ୍ରମାଗତ […]
ନମୋଗୁରୁ ହୋତା(ସୋନପୁର): ରାଷ୍ଟ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟ ତିରୁପତି ଠାରେ ଏମ.ଏ ପୁରାଣ ଇତିହାସ ବିଭାଗ ରେ ପ୍ରଥମ ସ୍ଥାନ ଅଧିକାର କରି ସ୍ଵର୍ଣ ପଦକ ରେ ପୁରସ୍କୃତ ହେଲେ ସୋନପୁର କଲେଜ ଛାତ୍ର ସବ୍ୟସାଚୀ ବିଶି l ମହୋତି ପ୍ରେକ୍ଷାଳୟ ତିରୁପତି ଦ୍ଵିତୀୟ ଦୀକ୍ଷାନ୍ତ ସମାରୋହ ୨୦୨୩ ରେ ମୁଖ୍ୟ ଅତିଥି ଡା. ଅନିଲ ସାହସ୍ରବୁଦ୍ଧେ ଙ୍କ ଦ୍ୱାରା ସ୍ଵର୍ଣ ପଦକ ରେ ମେଧା ଛାତ୍ର ସବ୍ୟସାଚୀ ଙ୍କୁ […]
ବାସ୍ତବ ବ୍ୟୁରୋ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ‘ଆନ୍ତର୍ଜାତୀୟ ଅର୍ଥନୈତିକ ଅନୁସନ୍ଧାନ ପତ୍ରିକା ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ’ ଦ୍ୱାରା ୨୦୨୩ ବର୍ଷ ପାଇଁ ‘ବେଷ୍ଟ ଗଭର୍ଣ୍ଣର ଅଫ ଦ ଇୟର’ ପୁରସ୍କାରରେ ସମ୍ମାନିତ କରାଯାଇଛି। କଷ୍ଟ ସମୟରେ ତାଙ୍କର ସ୍ଥିର ନେତୃତ୍ୱ ପାଇଁ ଦାସ ଏହି ପୁରସ୍କାର ଦିଆଯାଇଛି । ଏଥି ସହିତ ୟୁକ୍ରେନର ନ୍ୟାସନାଲ ବ୍ୟାଙ୍କକୁ ‘ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଦି ଇୟର’ ପୁରସ୍କାର […]
ବାସ୍ତବ ବ୍ୟୁରୋ: ସୋମବାର ସକାଳେ ୯୫ ତମ ଓସ୍କାର ପୁରସ୍କାର ସମାରୋହରୁ ଭାରତ ପାଇଁ ଏକ ଖୁସି ଖବର ଆସିଛି । ଚଳଚ୍ଚିତ୍ର RRR ର ନାଟୁ ନାଟୁ କୁ ‘ବେଷ୍ଟ୍ ଅରିଜିନାଲ୍ ସଙ୍ଗ୍’ ବର୍ଗରେ ପୁରସ୍କାର ଲାଭ କରିଥିବା ବେଳେ ଦି ଏଲିଫ୍ୟାଣ୍ଟ୍ ୱିସ୍ପରର୍ସ୍ ବେଷ୍ଟ୍ ଡକ୍ୟୁମେଣ୍ଟାରୀ ସର୍ଟ ଫିଲ୍ମ ବର୍ଗରେ ଜିତିଛି। କାର୍ତିକି ଗନ୍ସାଲ୍ଭେସ୍ ଏବଂ ଗୁନୀତ୍ ମୋଙ୍ଗାଙ୍କ ‘ନେଟ୍ଫ୍ଲିକ୍ସ୍’ କ୍ଷୁଦ୍ର ପ୍ରାମାଣିକ ଛବି ‘ଦି ଏଲିଫ୍ୟାଣ୍ଟ୍ […]
ପ୍ରମୋଦ ନାୟକ(ଭୁବନେଶ୍ୱର)ତା.୧୧/୦୩: ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆସନ୍ତା ୨୬ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ତଥା ସମବାୟ ବିଭାଗ ମନ୍ତ୍ରୀ ଶ୍ରୀ ଅମିତ୍ ଶାହା । ଏହି ଅବସରରେ ଶ୍ରୀ ଶାହା ଭଦ୍ରକ ଲୋକସଭା ନିର୍ବାଚନମଣ୍ଡଳୀରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ଧାମନଗର ବିଧାନସଭା ନିର୍ବାଚନମଣ୍ଡଳିର ପାଳସାହି ଗ୍ରାମପଂଚାୟତ ଅନ୍ତର୍ଗତ ସାଁଆଳପୁରଠାରେ ଅନୁଷ୍ଠିତ ସାଧାରଣ ସଭାକୁ ଉଦ୍ବୋଦନ ଦେବେ ବୋଲି […]


