ବାସ୍ତବ ବ୍ୟୁରୋ: ଚାଇନାର ଆତଙ୍କ ଖେଳାଇଥିବା ଓମିକ୍ରନ ଭାରିଏଣ୍ଟର ବିଏଫ ୭ ଓଡ଼ିଶା ଓ ଗୁଜରାଟରୁ ଠାବ ହେବା ପରେ ସମସ୍ତେ ଆତଙ୍କିତ ହୋଇପଡ଼ିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ କରୋନା ସଂକ୍ରମଣ ବଢ଼ିବାର ଆଶଙ୍କା କୁ ନେଇ, ଏକ ଉଚ୍ଚ ସ୍ତରୀୟ ବୈଠକ କରିଥିଲେ। ପ୍ରାୟ ଦୁଇ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ, କରୋନା ପାଇଁ ପ୍ରସ୍ତୁତି, ଟିକାକରଣର ସ୍ଥିତି, ନୂତନ କୋଭିଡ-୧୯ ଭାରିଆଣ୍ଟର ଆଗମନ […]

ବାସ୍ତବ ବ୍ୟୁରୋ: ଆଜି (ରବିବାର) ମୁମ୍ବାଇରେ ଭାରତୀୟ ନୌସେନାରେ ସାମିଲ ହେଲା ଆଇଏନ୍‌ଏସ୍ ମୋର୍ମୁଗାଓ । ଏହା ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ପି୧୫ବି ଷ୍ଟିଲଥ ଗାଇଡେଡ୍ ମିଶାଇଲ୍ ବିଧ୍ୱଂସକାରୀ ଯୁଦ୍ଧଜାହାଜ। ଭାରତ ମହାସାଗରରେ ଚୀନ୍‌ର ଉପସ୍ଥିତିକୁ ଚ୍ୟାଲେଞ୍ଜ କରିବା ସହ ଏହା ଭାରତୀୟ ନୌସେନାର ଶକ୍ତି ବୃଦ୍ଧି କରିବ। ଆଧୁନିକ ଟେକ୍‌ନିକ୍‌ରେ ତିଆରି ସେନ୍ସର୍ ଓ ରାଡାର୍ ଯୁକ୍ତ ଏହି ଯୁଦ୍ଧ ଜାହଜକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ […]

ବାସ୍ତବ ବ୍ୟୁରୋ : ଦୃଷ୍ଟିହୀନଙ୍କ ପାଇଁ ୨୦୨୨ ଟି -୨୦ ବିଶ୍ୱକପର ଫାଇନାଲରେ ଭାରତ ବାଂଲାଦେଶକୁ ପରାସ୍ତ କରି କ୍ରମାଗତ ତୃତୀୟ ଟାଇଟଲ ହାସଲ କରିଛି । ବେଙ୍ଗାଲୁରୁର ଏନ.ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଆଜି ଖେଳାଯାଇଥିବା ମ୍ୟାଚରେ ଭାରତ ବାଂଲାଦେଶକୁ ୧୨୦ ରନରେ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ଭାରତ ୨ ଓ୍ବିକେଟ ହରାଇ ୨୭୭ ରନ କରିଥିଲା । ଭାରତ ପକ୍ଷରୁ ରମେଶ ୧୬୩ ରନ କରିଥିବାବେଳେ […]

 ବାସ୍ତବ ବ୍ୟୁରୋ: ପୁଣି ବଢ଼ିଲା ସିଏନଜି ମୂଲ୍ୟ। ଆଜି(ଶନିବାର) ଇନ୍ଦ୍ରପ୍ରସ୍ଥ ଗ୍ୟାସ୍ ଲିମିଟେଡ୍ (ଆଇଜିଏଲ୍) ଦିଲ୍ଲୀ-ଏନସିଆରରେ ସିଏନଜି ମୂଲ୍ୟ ବୃଦ୍ଧି କରିଛି। ଆଇଜିଏଲ୍ ଦିଲ୍ଲୀରେ ସିଏନଜି ମୂଲ୍ୟ ୭୮.୬୧ରୁ କିଲୋପ୍ରତି ୭୯.୫୬ ଟଙ୍କାକୁ ବୃଦ୍ଧି କରିଛି। ନୋଏଡା, ଗ୍ରେଟର ନୋଏଡା ଏବଂ ଗାଜିଆବାଦରେ ଏହାର ମୂଲ୍ୟ କିଲୋଗ୍ରାମ ପିଛା ୮୧.୧୭ରୁ  ୮୨.୧୨ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଗୁରୁଗ୍ରାମରେ ସିଏନଜି ମୂଲ୍ୟ ବର୍ତ୍ତମାନ କେଜି ପ୍ରତି  ୮୭.୮୯ ଟଙ୍କା ଛୁଇଁଛି […]

ବାସ୍ତବ ବ୍ୟୁରୋ: ଆସନ୍ତା ଜାନୁଆରୀ ମାସରେ ଅନୁଷ୍ଠିତ ହେବ ଜେଇଇ ମେନ୍ ପରୀକ୍ଷା। ଜାନୁଆରୀ ୨୪ରୁ ୩୧ତାରିଖ ପର୍ଯ୍ୟନ୍ତ ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ଅନୁଷ୍ଠିତ ହେବ ଜେଇଇ ମେନ୍ ପରୀକ୍ଷା। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସୀ (ଏନଟିଏ) ଦ୍ୱାରା ଆୟୋଜିତ ହେଉଥିବା ଏହି ପରୀକ୍ଷା ନିମନ୍ତେ ଡିସେମ୍ବର ୧୫ରୁ ଅନଲାଇନ ଆବେଦନ ପତ୍ର ଆରମ୍ଭ ହୋଇଛି ଓ ଆବେଦନର ଶେଷ ତାରିଖ ଜାନୁଆରୀ ୧୨ତାରିଖ ରହିଛି। ସୂଚନାନୁଯାୟୀ, ଜେଇଇ(ମେନ୍) ପରୀକ୍ଷା […]

ବାସ୍ତବ ବ୍ୟୁରୋ : ଦୁଇମାସ ପୂର୍ବେ ପାକିସ୍ତାନର ଅର୍ଥମନ୍ତ୍ରୀ ଥିବା ମିଫତାହ ଇସମାଇଲ କହିଛନ୍ତି ଯେ ପାକିସ୍ତାନକୁ ବର୍ତ୍ତମାନ ଯେକୌଣସି ସମୟରେ ଡିଫଲ୍ଟର ଘୋଷିତ କରାଯାଇପାରେ। ଏକ ଟିଭି ସୋ ରେ ସେ କହିଛନ୍ତି – ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ଅର୍ଥାତ୍ ଆଇଏମ୍ଏଫ୍ ଆମକୁ ନୂତନ ଋଣର କିସ୍ତି ଦେବାକୁ ପ୍ରସ୍ତୁତ ନୁହେଁ। ଇମ୍ରାନ ଖାନଙ୍କ ସମୟରେ ଆମ ଅର୍ଥନୀତିରେ ଆରମ୍ଭ ହୋଇଥିବା ବିନାଶରୁ ଆମେ ପୁନରୁଦ୍ଧାର ହୋଇପାରି ନାହୁଁ […]

ବାସ୍ତବ ବ୍ୟୁରୋ : ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚୀନ୍ ସୈନିକଙ୍କ ମଧ୍ୟରେ ପୁଣି ସଂଘର୍ଷ ଘଟିଛି। ଏହି ସଂଘର୍ଷରେ ଉଭୟ ଦେଶର ସୈନିକ ଆହତ ହୋଇଥିବା ଖବର ରହିଛି। ଏହି ସଂଘର୍ଷ ଗତ ଡିସେମ୍ବର ୯ ତାରିଖରେ ଅରୁଣାଚଳପ୍ରଦେଶର ତୱାଙ୍ଗ ସେକ୍ଟରରେ ୟାଙ୍ଗଷ୍ଟେ ଏରିଆରେ ଏହି ଘଟଣା ଘଟିଛି। ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ହେବା ସହ କେତେକ ଭାରତୀୟ ଯବାନ ଆହତ ହୋଇଥିବା ଜଣାପଡ଼ିଛି। ଭାରତୀୟ ସୈନ୍ୟଙ୍କ ପ୍ରତିଜବାରେ […]

ବାସ୍ତବ ବ୍ୟୁରୋ : ଉତ୍ସବର ରୁତୁ ସରିବା ପରେ ମଧ୍ୟ ଦେଶରେ ଯାନବାହନ ବିକ୍ରି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ନଭେମ୍ବର ମାସରେ, ପ୍ରତି ସେକେଣ୍ଡରେ ଗୋଟିଏ ଗାଡି ବିକ୍ରି ହୋଇଥିଲା ଏବଂ ମୋଟ ବିକ୍ରି ୨୩.୮୦ ଲକ୍ଷର ଏକ ଐତିହାସିକ ଉଚ୍ଚରେ ପହଞ୍ଚିଥିଲା । ଗତ ବର୍ଷ ନଭେମ୍ବର ତୁଳନାରେ ଏହା ୨୬% ଅଧିକ । ଦୁଇ ଚକିଆ ବିକ୍ରି ୨୩.୬୧% ଏବଂ ଗତ ମାସରେ […]

ବାସ୍ତବ ବ୍ୟୁରୋ : ଆଜି ରାତିରେ ଲ୍ୟାଣ୍ଡଫଲ କରିବ ସାମୁଦ୍ରିକ ବାତ୍ୟା ‘ମାଣ୍ଡୋସ’ । ସାମୁଦ୍ରିକ ବାତ୍ୟା ମାଣ୍ଡୋସ୍‌ ତାମିଲନାଡୁର ମହାବଲିପୁରମ୍‌ ଆଡକୁ ଅଗ୍ରସର ହେଉଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନାନୁଯାୟୀ, ସାମୁଦ୍ରିକ ଝଡ଼ ‘ମାଣ୍ଡୋସ’ ଏକ ଘୂର୍ଣ୍ଣିବଳୟରେ ଦୁର୍ବଳ ହୋଇ ପୁଡୁଚେରୀର କାରାଇକାଲ ଠାରୁ ପ୍ରାୟ ୧୮୦ କିଲୋମିଟର ଉତ୍ତର-ପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଏହା ଉତ୍ତର ତାମିଲନାଡୁରୁ ପଶ୍ଚିମ ଉତ୍ତର-ପଶ୍ଚିମ ଆଡକୁ ଅଗ୍ରସର ହେଉଥିବା ବେଳେ ପୁଡୁଚେରୀ […]

 ବାସ୍ତବ ବ୍ୟୁରୋ :ଢାକାଠାରେ ଖେଳାଯାଇଥିବା ୨ୟ ଦିନିକିଆରେ ଭାରତ ବାଂଲାଦେଶଠାରୁ ୫ ରନରେ ହାରିଯାଇଛି । ଏଥିସହ ବାଂଲାଦେଶ ଠାରୁ କ୍ରମାଗତ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ହାରି ସିରିଜ୍‌ ହରାଇଛି ଟିମ ଇଣ୍ଡିଆ। ଏହି ମ୍ୟାଚରେ ବାଂଲାଦେଶ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । କିନ୍ତୁ ଆରମ୍ଭରୁ ବେଶ କେତୋଟି ଓ୍ବିକେଟ ହରାଇ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲେ ମଧ୍ୟ ମେହଦି ହାସାନ ମିରାଜ୍ ଲଢୁଆ […]

Pin It on Pinterest