ବାସ୍ତବ ବ୍ୟୁରୋ : ପରଲୋକରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମା’ ହୀରାବେନ୍ । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ପ୍ରାୟ ୩.୩୦ରେ ଅହମଦାବାଦର ୟୁଏନ୍‌ ମେହଟା ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲା। ଗତ ଜୁଲାଇ ମାସରେ ହିଁ ସେ ନିଜର ୧୦୦ ତମ ଜନ୍ମ ଦିନ ପାଳନ କରିଥିଲେ। ମା’ଙ୍କ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ସେହିପରି […]

ବାସ୍ତବ ବ୍ୟୁରୋ: କାମ୍ବୋଡିଆର ଏକ କାସିନୋରେ ଅଗ୍ନିକାଣ୍ଡ ଘଟି ଅତି କମରେ ୧୯ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ ଜଣ ଆହତ ହୋଇଥିବା କୁହାଯାଉଛି। ନିଆଁ ଏତେ ଭୟଙ୍କର ଥିଲା ଯେ ଲୋକମାନେ ଏଥିରୁ ରକ୍ଷା ପାଇବା ପାଇଁ ଛାତରୁ ଡେଇଁବା ଆରମ୍ଭ କରିଥିଲେ। ସ୍ଥାନୀୟ ଗଣମାଧ୍ୟମ ସୂଚନାନୁଯାୟୀ, ରାତି ପ୍ରାୟ ୧୧.୩୦ ସମୟରେ ପୋଇପେଟର ଗ୍ରାଣ୍ଡ ଡାଇମଣ୍ଡ ସିଟି ହୋଟେଲର କାଜିନୋରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଦୁର୍ଘଟଣା ସମୟରେ […]

ବାସ୍ତବ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରା ବେନ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୯୯ ବର୍ଷୀୟ ହୀରା ବେନ୍‌ଙ୍କ ସ୍ୱାସ୍ଥ୍ୟାବସ୍ଥା ଗତକାଲି ରାତିରେ ହଠାତ ବିଗଡ଼ି ଯାଇଥିଲା। ଏଥିପାଇଁ ତାଙ୍କୁ ଆଜି(ବୁଧବାର) ଅହମଦାବାଦର ଗୋଟିଏ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅହମଦାବାଦ ସ୍ଥିତ ୟୁଏନ ମେହେତା ଇନଷ୍ଟିଚ୍ୟୁଟ ଅଫ କାର୍ଡିଓଲୋଜି ଆଣ୍ଡ ରିସର୍ଚ୍ଚ ସେଣ୍ଟର ର ସୂଚନାନୁଯାୟୀ, ହୀରା ବେନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଏହି ପ୍ରତିକ୍ରିୟା ବ୍ୟତୀତ […]

ବାସ୍ତବ ବ୍ୟୁରୋ :କୋଭିଡ଼ ସଂକ୍ରମିତ ରୋଗୀଙ୍କ କ୍ଷେତ୍ରରେ ଏଣିକି ଇନକୋଭାକକୁ ଜରୁରୀକାଳୀନ ଭାବେ ବ୍ୟବହାର କରାଯାଇପାରିବ। ରୋଗୀ କୌଣସି ଯନ୍ତ୍ରଣା ନପାଇ ସହଜରେ ଏହି ନାଜାଲ ଭାକ୍ସିନକୁ ନେଇ ପାରିବେ। ଏହା ଏବେ କୋ-ୱିନ ଆପରେ ଉପଲବ୍ଧ ରହିଛି। ଚୀନ୍‌ରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦେଖି ନିକଟରେ ଭାରତ ସରକାର ଭାରତ ବାୟୋଟେକ ଦ୍ବାରା ନିର୍ମିତ ନାଜାଲ ଭାକ୍ସିନ ଇନକୋଭାକକୁ ମଞ୍ଜୁରୀ ଦେଇଛନ୍ତି। ଉଭୟ କୋଭାକ୍ସିନ ବା କୋଭିସିଲ୍ଡର […]

ବାସ୍ତବ ବ୍ୟୁରୋ: ‘ଏମ୍‌ସ୍‌’ ହସ୍ପିଟାଲରେ ଭର୍ତ୍ତି ହେଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମଧ୍ୟାହ୍ନ ପ୍ରାୟ ୧୨ଟା ବେଳେ ଡାକ୍ତରଖାନାକୁ ନିଆଯାଇଥିବା ବେଳେ ତାଙ୍କୁ ‘ଏମ୍‌ସ୍‌’ର ଏକ ‘ପ୍ରାଇଭେଟ୍‌ ୱାର୍ଡ’ରେ ଭର୍ତ୍ତି କରାଯାଇଛି। ସରକାରୀ ସୂତ୍ରରୁ ପ୍ରକାଶ ଯେ ଅର୍ଥମନ୍ତ୍ରୀଙ୍କ ଅବସ୍ଥା ଭଲ ଅଛି ଏବଂ ତାଙ୍କୁ ନିୟମିତ ଯାଞ୍ଚ ପାଇଁ ଡାକ୍ତରଖାନା ନିଆଯାଇଛି। “କିଛି ଗମ୍ଭୀର ନୁହେଁ। ତାଙ୍କ ଅବସ୍ଥା ସ୍ଥିର ରହିଛି ଏବଂ ତାଙ୍କୁ ସର୍ବୋତ୍ତମ ଚିକିତ୍ସା […]

ବାସ୍ତବ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୨ର ଶେଷ ମନ କି ବାତ୍ କାର୍ଯ୍ୟକ୍ରମରେ ବର୍ଷର ସଫଳତା ବିଷୟରେ କହିଛନ୍ତି। ସେ କହିଛନ୍ତି ଯେ ଦେଶ ସ୍ୱାଧୀନତାର ୭୫ ବର୍ଷ ପୂରଣ କରିଛି। ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଦେଶବାସୀଙ୍କୁ ଖ୍ରୀଷ୍ଟମାସ ଶୁଭେଚ୍ଛା ଜଣାଇଛନ୍ତି। ଚାଇନାରେ କରୋନା ଯୋଗୁଁ ପ୍ରତିଦିନ ହଜାର ହଜାର ମୃତ୍ୟୁ ଘଟୁଛି […]

ବାସ୍ତବ ବ୍ୟୁରୋ: ଚାଇନାର ଆତଙ୍କ ଖେଳାଇଥିବା ଓମିକ୍ରନ ଭାରିଏଣ୍ଟର ବିଏଫ ୭ ଓଡ଼ିଶା ଓ ଗୁଜରାଟରୁ ଠାବ ହେବା ପରେ ସମସ୍ତେ ଆତଙ୍କିତ ହୋଇପଡ଼ିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ କରୋନା ସଂକ୍ରମଣ ବଢ଼ିବାର ଆଶଙ୍କା କୁ ନେଇ, ଏକ ଉଚ୍ଚ ସ୍ତରୀୟ ବୈଠକ କରିଥିଲେ। ପ୍ରାୟ ଦୁଇ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ, କରୋନା ପାଇଁ ପ୍ରସ୍ତୁତି, ଟିକାକରଣର ସ୍ଥିତି, ନୂତନ କୋଭିଡ-୧୯ ଭାରିଆଣ୍ଟର ଆଗମନ […]

ବାସ୍ତବ ବ୍ୟୁରୋ: ଆଜି (ରବିବାର) ମୁମ୍ବାଇରେ ଭାରତୀୟ ନୌସେନାରେ ସାମିଲ ହେଲା ଆଇଏନ୍‌ଏସ୍ ମୋର୍ମୁଗାଓ । ଏହା ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ପି୧୫ବି ଷ୍ଟିଲଥ ଗାଇଡେଡ୍ ମିଶାଇଲ୍ ବିଧ୍ୱଂସକାରୀ ଯୁଦ୍ଧଜାହାଜ। ଭାରତ ମହାସାଗରରେ ଚୀନ୍‌ର ଉପସ୍ଥିତିକୁ ଚ୍ୟାଲେଞ୍ଜ କରିବା ସହ ଏହା ଭାରତୀୟ ନୌସେନାର ଶକ୍ତି ବୃଦ୍ଧି କରିବ। ଆଧୁନିକ ଟେକ୍‌ନିକ୍‌ରେ ତିଆରି ସେନ୍ସର୍ ଓ ରାଡାର୍ ଯୁକ୍ତ ଏହି ଯୁଦ୍ଧ ଜାହଜକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ […]

ବାସ୍ତବ ବ୍ୟୁରୋ : ଦୃଷ୍ଟିହୀନଙ୍କ ପାଇଁ ୨୦୨୨ ଟି -୨୦ ବିଶ୍ୱକପର ଫାଇନାଲରେ ଭାରତ ବାଂଲାଦେଶକୁ ପରାସ୍ତ କରି କ୍ରମାଗତ ତୃତୀୟ ଟାଇଟଲ ହାସଲ କରିଛି । ବେଙ୍ଗାଲୁରୁର ଏନ.ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଆଜି ଖେଳାଯାଇଥିବା ମ୍ୟାଚରେ ଭାରତ ବାଂଲାଦେଶକୁ ୧୨୦ ରନରେ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ଭାରତ ୨ ଓ୍ବିକେଟ ହରାଇ ୨୭୭ ରନ କରିଥିଲା । ଭାରତ ପକ୍ଷରୁ ରମେଶ ୧୬୩ ରନ କରିଥିବାବେଳେ […]

 ବାସ୍ତବ ବ୍ୟୁରୋ: ପୁଣି ବଢ଼ିଲା ସିଏନଜି ମୂଲ୍ୟ। ଆଜି(ଶନିବାର) ଇନ୍ଦ୍ରପ୍ରସ୍ଥ ଗ୍ୟାସ୍ ଲିମିଟେଡ୍ (ଆଇଜିଏଲ୍) ଦିଲ୍ଲୀ-ଏନସିଆରରେ ସିଏନଜି ମୂଲ୍ୟ ବୃଦ୍ଧି କରିଛି। ଆଇଜିଏଲ୍ ଦିଲ୍ଲୀରେ ସିଏନଜି ମୂଲ୍ୟ ୭୮.୬୧ରୁ କିଲୋପ୍ରତି ୭୯.୫୬ ଟଙ୍କାକୁ ବୃଦ୍ଧି କରିଛି। ନୋଏଡା, ଗ୍ରେଟର ନୋଏଡା ଏବଂ ଗାଜିଆବାଦରେ ଏହାର ମୂଲ୍ୟ କିଲୋଗ୍ରାମ ପିଛା ୮୧.୧୭ରୁ  ୮୨.୧୨ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଗୁରୁଗ୍ରାମରେ ସିଏନଜି ମୂଲ୍ୟ ବର୍ତ୍ତମାନ କେଜି ପ୍ରତି  ୮୭.୮୯ ଟଙ୍କା ଛୁଇଁଛି […]

Pin It on Pinterest