ବାସ୍ତବ ବ୍ୟୁରୋ: ଆଜି(ଶୁକ୍ରବାର) ଦିଲ୍ଲୀରେ ଆୟୋଜିତ ‘ନୋ ମନି ଫର୍ ଟେରର୍ କନ୍ଫରେନ୍ସ୍’ରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ ଆତଙ୍କବାଦୀଙ୍କୁ ପ୍ରୋତ୍ସାହନ ଯୋଗାଉଥିବା ଦେଶମାନଙ୍କୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଆତଙ୍କୀଙ୍କୁ କିଛି ଦେଶ ଫଣ୍ଡିଂ କରୁଛନ୍ତି । ବିଭିନ୍ନ ରାସ୍ତା ଦେଇ ଆତଙ୍କୀ ପାଖରେ ସହାୟତା ପହଞ୍ଚୁଛି । ଏବେ ବିଶ୍ବରୁ ଆତଙ୍କବାଦ ମୂଳପୋଛ କରିବାର ସମୟ ଆସିଛି । ଉକ୍ତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ : ଇଣ୍ଡୋନେସିଆର ବାଲି ଠାରେ ପ୍ରବାସୀ ଭାରତୀୟଙ୍କୁ ଭେଟିବା ଅବସରରେ ମୋଦୀ କହିଛନ୍ତି, “ ମୁଁ ଏଠାରେ ଆପଣମାନଙ୍କ ସହ କଥାବାର୍ତ୍ତା ହେଉଥିବାବେଳେ ଏଠାରୁ ୧୫୦୦ କିଲୋମିଟର ଦୂର କଟକଠାରେ ଐତିହାସିକ ବାଲିଯାତ୍ରା ମହୋତ୍ସବ ଅନୁଷ୍ଠିତ ହେଉଛି । ଏହି ମହୋତ୍ସବ ହଜାର ହଜାର ବର୍ଷର ଭାରତ-ଇଣ୍ଡୋନେସିଆ ବାଣିଜ୍ୟିକ ସଂପର୍କକୁ ପାଳନ କରିଥାଏ । ଇଣ୍ଡୋନେସିଆର ଲୋକମାନେ ଏହି ବାଲିଯାତ୍ରାର ଫଟୋ ଇଣ୍ଟରନେଟରେ ଦେଖି ନିଶ୍ଚିତ ଖୁସି […]
ବାସ୍ତବ ବ୍ୟୁରୋ : ଆଜିଠୁ ଇଣ୍ଡୋନେସିଆର ବାଲିରେ ଆରମ୍ଭ ହୋଇଥିବା ଜି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଋଷ-ୟୁକ୍ରେନ ଯୁଦ୍ଧକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ବିଶ୍ବବାସୀଙ୍କୁ ସମ୍ବୋଦ୍ଧିତ କରି ମୋଦି କହିଛନ୍ତି, ବିଶ୍ବ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି । ୟୁକ୍ରେନ-ଋଷ୍ ଯୁଦ୍ଧ ବିଶ୍ବର ଅର୍ଥନୀତି ଉପରେ ପ୍ରଭାବ ପକାଇଛି । ସେହିପରି ମହାମାରୀ କୋଭିଡ୍ ଓ ଜଳବାୟୁ ପରିବର୍ତ୍ତନ […]
ବାସ୍ତବ ବ୍ୟୁରୋ : ଭୁବନେଶ୍ୱରରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ଆଜି(ଗୁରୁବାର) ପୂର୍ବାହ୍ନ ୧୦ଟା୫୦ରେ ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେଠାରେ ତାଙ୍କୁ ସ୍ୱାଗତ ଜଣାଇ ପାଛୋଟି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲଙ୍କ ସମେତ ବିଭିନ୍ନ […]
ନୂଆଦିଲ୍ଲୀ: ଏମସିଡି ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ‘କେଜ୍ରିୱାଲ କି ୧୦ ଗ୍ୟାରେଣ୍ଟି’ ଅଭିଯାନ ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏମଡି ନିର୍ବାଚନ ସମ୍ପର୍କରେ ବୁଧବାର ଦିନ ଆମ୍ ଆଦମୀ ଦଳର ବରିଷ୍ଠ ନେତାଙ୍କ ସହ ଏକ ବୈଠକ କରିଛନ୍ତି। ଏହି ବୈଠକ ସମ୍ପର୍କରେ ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ କହିଛନ୍ତି ଯେ ଅରବିନ୍ଦ କେଜ୍ରିୱାଲ ଏମସିଡି ନିର୍ବାଚନ ପାଇଁ ୧୦ ଟି ଗ୍ୟାରେଣ୍ଟି […]
ବାସ୍ତବ ବ୍ୟୁରୋ: ଆଜି (ବୁଧବାର) ଭାରତର ୫୦ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍ ଧନଞ୍ଜୟ ୱାଇ ଚନ୍ଦ୍ରଚୂଡ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଶପଥ ପାଠ କରାଇଛନ୍ତି । ମାରୋହରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଆଇନମନ୍ତ୍ରୀ କିରେନ୍ ରିଜିଜୁ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ବାଣିଜ୍ୟ ମନ୍ତ୍ରୀ ପୀୟୂଷ ଗୋୟଲ୍, […]
ବାସ୍ତବବ୍ୟୁରୋ:ଆଜି ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହେବ। ଏଥିରେ ଗୁଜୁରାଟ ନିର୍ବାଚନରେ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଚୂଡାନ୍ତ ହେବ। ଡିସେମ୍ବର ୧ ଓ ୫ ତାରିଖରେ ଗୁଜୁରାଟରେ ଦୁଇଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ଏବଂ ଡିସେମ୍ବର ୮ ରେ ଭୋଟ୍ ଗଣନା କରାଯିବ। ଏହାପୂର୍ବରୁ ଦଳର ମୁଖ୍ୟ ଜେପି ନାଡାଙ୍କ ବାସଭବନରେ ଗୁଜୁରାଟ ନିର୍ବାଚନ ସମ୍ପର୍କରେ ବିଜେପି ମୂଳ ଗୋଷ୍ଠୀର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। […]
ବାସ୍ତବବ୍ୟୁରୋ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ହିମାଚଳଠାରେ ଦୁଇଟି ନିର୍ବାଚନ ରାଲି କରିବେ। ଏଥିମଧ୍ୟରୁ ଗୋଟିଏ ରାଲି କଙ୍ଗରା ଜିଲ୍ଲାର ଚମ୍ବି ମଇଦାନରେ ଏବଂ ଅନ୍ୟଟି ହମିରପୁର ଜିଲ୍ଲାର ସୁଜନପୁରରେ ଅନୁଷ୍ଠିତ ହେବ। ନଭେମ୍ବର ୧୨ ରେ ହିମାଚଳ ପ୍ରଦେଶରେ ଗୋଟିଏ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ଡିସେମ୍ବର ୮ ରେ ନିର୍ବାଚନ ଫଳାଫଳ ଆସିବ।
ବାସ୍ତବ ବ୍ୟୁରୋ: ଭାରତରେ ମେସେଜିଂ ଆପ୍ ହ୍ୱାଟସ୍ ଆପ୍ ଆଜି (ମଙ୍ଗଳବାର) ମଧ୍ୟାହ୍ନରେ ଡାଉନ ହୋଇଯାଇଛି। ଲୋକେ ଏହି ଆପ୍ ରେ ମେସେଜ୍ ପଠାଇବା ଓ ପାଇବାରେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ହ୍ୱାଟସ୍ ଆପରେ ମେସେଜ୍ ସେଣ୍ଡ କଲେ ଏରର ଦେଖାଉଛି। ଦେଶରେ ହ୍ୱାଟସ୍ ଆପ୍ ଡାଉନ ପଡିବାର ଅଭିଯୋଗ ଲୋକେ ସୋସିଆଲ୍ ମିଡ଼ିଆ ରେ ମଧ୍ୟ କଲେଣି। ହ୍ୱାଟସ୍ ଆପ୍ ଡାଉନ ପଡିବା ଯୋଗୁ ବିଶ୍ୱରେ କୋଟିକୋଟି ଲୋକେ […]
ବାସ୍ତବ ବ୍ୟୁରୋ: ବ୍ରିଟେନର ପ୍ରଥମ ହିନ୍ଦୁ ପ୍ରଧାନମନ୍ତ୍ରୀ, ଭାରତୀୟ ବଂଶୋଦ୍ଭବ ଋଷି ସୁନକ। ନିର୍ବାଚନରେ ସୁନକ ବିଜୟୀ ହୋଇଥିବା କଂଜଭେଟିଭ୍ ପାର୍ଟିର ଅନ୍ୟତମ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ପେନି ମୋରଡାଉଣ୍ଟ୍ ପଛରେ ପକାଇ ଋଷି ସୁନକ ବିଜୟ ହାସଲ କରିଛନ୍ତି। ରିଷି ସୁନକଙ୍କୁ ୧୮୦ରୁ ଅଧିକ ସାଂସଦଙ୍କ ସମର୍ଥନ ମିଳିଥିଲା । ଅକ୍ଟୋବର ୨୮ରେ ସେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସୁନକ ବ୍ରିଟେନ୍ରେ ପଞ୍ଚମ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେବେ। […]


