ବାସ୍ତବ ବ୍ୟୁରୋ: ପ୍ରଥମ ଦିନିକିଆ ମ୍ୟାଚରେ ଭାରତକୁ ୧ ଓ୍ବିକେଟରେ ହରାଇଲା ବାଂଲାଦେଶ । ୧୮୬ ରନ୍ରେ ଅଲ୍ଆଉଟ୍ ହେଲା ଭାରତ । ଢାକାଠାରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍ରେ ଟସ୍ ହାରି ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିଲା ଟିମ୍ ଇଣ୍ଡିଆ । କିନ୍ତୁ ଟିମ୍ର କୌଣସି ବ୍ୟାଟସମ୍ୟାନ୍ ପଡିଆରେ ଅଧିକ ସମୟ ଧରି ତିଷ୍ଠି ପାରିନଥିଲେ । ମ୍ୟାଚ୍ ଆରମ୍ଭରୁ ଶିଖର ଧଓ୍ବନ ଓ ବିରାଟ କୋହଲିଙ୍କ ଓ୍ବିକେଟ ହରାଇ ବ୍ୟାଟିଂ ବିପର୍ଯ୍ୟୟର […]
ଦେଶ ଓ ବିଦେଶ
ବାସ୍ତବ ବ୍ୟୁରୋ : ଆଜି (ରବିବାର) ଭାରତ-ବାଂଲାଦେଶ ଦିନିକିଆ ସିରିଜ୍ । ଦିନ ସାଢେ ୧୧ଟାରେ ଏହି ମ୍ୟାଚ୍ ଶେର-ଏ-ବାଂଲା ଷ୍ଟାଡିୟମ୍ରେ ଖେଳାଯିବ । ପ୍ରଥମ ଓ୍ବାନଡେ’ ପାଇଁ ଉଭୟ ଦଳ ଉପଯୁକ୍ତ ପ୍ରସ୍ତୁତି କରିଛନ୍ତି । ରୋହିତ ଶର୍ମାଙ୍କ ନେତୃତ୍ବରେ ଭାରତୀୟ ଦଳ ପଡ଼ିଆକୁ ଓହ୍ଲାଇବ । ଓ୍ବାନଡେ’ ମ୍ୟାଚ୍ ପାଇଁ ବିରାଟ କୋହଲି ଓ କେ ଏଲ ରାହୁଲ ମଧ୍ୟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଏହି […]
ବାସ୍ତବ ବ୍ୟୁରୋ : ଆଜି ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲାରେ ମୁହାଁମୁହିଁ ହୋଇଛନ୍ତି ବିଜେପି-ଟିଏମ୍ସି। ଜିଲ୍ଲାର ହୋତୁଗଞ୍ଜ ଅଞ୍ଚଳରେ ବିଜେପି ଓ ଟିଏମ୍ସି କର୍ମୀମାନେ ହିଂସା ଦେଖିବାକୁ ମିଳିଛି। ବିଜେପି ବିଧାୟକ ଶୁଭେନ୍ଦୁ ଅଧିକାରୀ ଡାଇମଣ୍ଡ ହାରବର ଠାରେ ରାଲି କରୁଥିଲେ। ଏହି ସମୟରେ ହିଂସା ସୃଷ୍ଟି ହୋଇଥିଲା। ଘଟଣାରେ ଟିଏମ୍ସି ଅଫିସରେ ଭଙ୍ଗାରୁଜା ହେବା ସହିତ ମଟରସାଇକେଲ୍ରେ ନିଆଁ ଲଗାଇ ଦିଆଯାଇଛି। ହିଂସାରେ ଘଟଣା ସ୍ଥଳରେ ଉତ୍ତେଜନାପୂର୍ଣ୍ଣ ରହିଛି। […]
ବାସ୍ତବ ବ୍ୟୁରୋ : ଭାରତର ତୃତୀୟ ସର୍ବୋଚ୍ଚ ନାଗରିକ ସମ୍ମାନ ‘ପଦ୍ମ ଭୂଷଣ’ରେ ସମ୍ମାନୀତ ହେଲେ Google ଆଲଫାବେଟ୍ ର ସିଇଓ ସୁନ୍ଦର ପିଚାଇ । ଆମେରିକାରେ ଭାରତୀୟ ଦୂତଙ୍କ ଠାରୁ ପ୍ରତିଷ୍ଠିତ ପୁରସ୍କାର ପ୍ରାପ୍ତ କରି ପିଚାଇ କହିଛନ୍ତି ଯେ ‘ଭାରତ ମୋର ଏକ ଅଂଶ ଓ ମୁଁ ଯୁଆଡେ ବି ଯାଏ ତାକୁ ମୋ ସାଙ୍ଗରେ ନେଇଯାଇଥାଏ’। ସୁନ୍ଦର ପିଚାଇ ଗତକାଲି (ଶୁକ୍ରବାର) ନିଜ ପରିବାର ସଦସ୍ୟ […]
ବାସ୍ତବ ବ୍ୟୁରୋ: ଆଜି(ଶୁକ୍ରବାର) ଛତିଶଗଡ଼ର ଜଗଦଲପୁରରୁ ୧୧ କିଲୋମିଟର ଦୂରରେ ଥିବା ମାଲଗାଓଁରେ ଏକ ଚୂନ ପଥର ଖାଦାନ ଭୁଶୁଡ଼ିଯାଇଛି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଯାଇଛି । ମୃତକଙ୍କ ମଧ୍ୟରେ ୦୬ ଜଣ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି । ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିବାବେଳେ ମେଡିକାଲ ନେବାବେଳେ ଦୁଇ ଜଣକର ମୃତ୍ୟୁ ହୋଇଥିଲା । ତେବେ ଘଟଣା କିପରି ଘଟିଲା ସେ […]
ବାସ୍ତବ ବ୍ୟୁରୋ: ଆଜି (ଗୁରୁବାର)ସକାଳେ କେନ୍ଦ୍ରୀୟ ଜଳ ଶକ୍ତି ମନ୍ତ୍ରଣାଳୟର ଟ୍ଵିଟର ହ୍ୟାଣ୍ଡେଲ ଉପରେ ସାଇବର ଆଟାକ୍ ହୋଇଛି । ହ୍ୟାକର୍ସ କେନ୍ଦ୍ରୀୟ ଜଳ ଶକ୍ତି ମନ୍ତ୍ରଣାଳୟର ଟ୍ଵିଟର ହ୍ୟାଣ୍ଡେଲ ହ୍ୟାକ୍ କରିଛନ୍ତି। ସୁରକ୍ଷା ଏଜେନ୍ସି ଏବଂ ସାଇବର ଏକ୍ସପର୍ଟ ମାମଲାର ତଦନ୍ତ କରୁଛନ୍ତି। ସକାଳେ କେନ୍ଦ୍ରୀୟ ଜଳ ଶକ୍ତି ମନ୍ତ୍ରଣାଳୟର ଟ୍ଵିଟର ହ୍ୟାଣ୍ଡେଲ୍ ହ୍ୟାକ୍ ହୋଇଥିବା ଜଣା ପଡିଛି। ତେବେ ବର୍ତ୍ତମାନ ଏହା ଠିକ୍ ହୋଇ ଯାଇଛି। ଭୋର୍ […]
ବାସ୍ତବବ୍ୟୁରୋ:ଆଜି ଅର୍ଥାତ୍ ଡିସେମ୍ବର ୧ ତାରିଖରୁ ସାରା ଦେଶରେ ଅନେକ ପରିବର୍ତ୍ତନ ଆସିଛି | ବର୍ତ୍ତମାନ ହିରୋ ଗାଡି କିଣିବା ପାଇଁ ଆପଣଙ୍କୁ ଅଧିକ ଟଙ୍କା ଦେବାକୁ ପଡିବ | ହିରୋ ମୋଟୋକର୍ପ ଗାଡିର ମୂଲ୍ୟ ୧ ,୫୦୦ ଟଙ୍କାକୁ ବୃଦ୍ଧି କରିଛି। ଏହା ବ୍ୟତୀତ ପିଏନବି ଏଟିଏମରୁ ଟଙ୍କା ଉଠାଇବା ପାଇଁ ନିୟମ ପରିବର୍ତ୍ତନ କରିଛି। ଆଜିଠାରୁ ଆମେ ଆପଣଙ୍କୁ ଏପରି ୫ ଟି ପରିବର୍ତ୍ତନ ବିଷୟରେ କହୁଛୁ, […]
ବାସ୍ତବ ବ୍ୟୁରୋ : ୫ ଦିନ ହେବ ଜଳୁଛି ମାର୍କେଟ୍ କମ୍ପ୍ଲେକ୍ସ ହେଲେ ଲିଭାଇ ପାରୁନି ଅଗ୍ନିଶମ ବିଭାଗ । ଦିଲ୍ଲୀ ଚାନ୍ଦନୀଚୌକ ଭାଗିରଥି ପ୍ୟାଲେସ ବଜାରରେ ଲାଗିଥିବା ନିଆଁ ୫ମ ଦିନରେ ପହଞ୍ଚିଛି। ନିଆଁ ଲିଭାଇବା ପାଇଁ ୧୫୦ଟି ଦମକଳ ଗାଡି ମୁତୟନ କରାଯାଇଥିଲେ ବି ଏଯାଏଁ ସମ୍ପୂର୍ଣ୍ଣ ଆୟତ ହୋଇପାରିନାହିଁ। ଯାହା ଏକ ଚିନ୍ତାର କାରଣ ପାଲଟିଛି। ଭାଗିରଥ ପ୍ୟାଲେସ୍ ବଜାରର ଅଗ୍ନିକାଣ୍ଡ ଯୋଗୁଁ ଏଠାରେ ପାଖାପାଖି […]
ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉପସ୍ଥିତ ମହିଳାଙ୍କ ଉପରେ ନିଜର ବିବାଦୀୟ ଟିପ୍ପଣୀ ପାଇଁ ଦୁଃଖ ବ୍ୟକ୍ତ କରିବା ସହ କ୍ଷମା ମାଗିଛନ୍ତି ବାବା ରାମଦେବ । ସେ କହିଛନ୍ତି, ମହିଳାଙ୍କ ଉପରେ ସେ କରିଥିବା ଟିପ୍ପଣୀକୁ ଭୁଲ୍ ଭାବେ ଉପସ୍ଥାପନ କରାଗଲା। ଗତ ସପ୍ତାହରେ ଥାନେରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବାବା ରାମଦେବ କହିଥିଲେ ଯେ, ମହିଳାମାନେ ଶାଢୀରେ ସୁନ୍ଦର ଲାଗନ୍ତି, ସେମାନେ ସଲଓ୍ଵାର ସୁଟ୍ରେ […]
ବାସ୍ତବ ବ୍ୟୁରୋ : ଆଜି(ସୋମବାର) ଗୁଜରାଟ ନିର୍ବାଚନୀ ରାଲିରେ ଆପ୍ ମୁଖ୍ୟ ଅରବିନ୍ଦ କେଜରିୱାଲ୍ଙ୍କ ଉପରେ ପଥର ମାଡ଼ ହୋଇଛି। କେଜରିୱାଲ୍ ସୁରତରେ ରୋଡ୍ ଶୋ କରୁଥିବା ବେଳେ ଦୁର୍ବୃତ୍ତମାନ ତାଙ୍କ ଉପରକୁ ପଥର ଫିଙ୍ଗିଥିଲେ। ସୂଚନା ଦେଇ ଆପ୍ ପ୍ରାର୍ଥୀ ଅଳ୍ପେଶ କଥିରିୟା ବିଜେପିକୁ ଦୋଷ ଦେଇଛନ୍ତି। ସେ ଅଭିଯୋଗ କରିଛନ୍ତି କି, ବିଜେପିର ଗୁଣ୍ଡାମାନେ ପଥର ମାଡ଼ କରିଛନ୍ତି । ଲୋକମାନେ କେଜରିୱାଲ୍ଙ୍କୁ ଫୁଲ୍ ଦେଇ ସ୍ୱାଗତ […]


