ବାସ୍ତବ ବ୍ୟୁରୋ: ବାବା ରାମଦେବ ମହିଳାଙ୍କ ପୋଷାକ ପିନ୍ଧିବା ଉପରେ ମନ୍ତବ୍ୟ ଦେଇ ପୁଣି ବିବାଦରେ ଫସିଛନ୍ତି। ତାଙ୍କୁ ଚାରିଆଡୁ ସମାଲୋଚନା କରାଯାଉଛି। ଏପରିକି ସେ ସର୍ବସମ୍ମୁଖରେ କ୍ଷମା ମାଗନ୍ତୁ ବୋଲି ଦାବି କରାଯାଉଛି। ସୂଚନାନୁଯାୟୀ, ଶନିବାର ମହାରାଷ୍ଟ୍ର ଥାନେରେ ଆୟୋଜିତ ଏକ କାର୍ଯ୍ୟକ୍ରମ ବାବା ରାମଦେବ ଯୋଗ ଦେଇ ମହିଳାଙ୍କ ପୋଷକା ପରିଧାନକୁ ନେଇ ବିବାଦୀୟ ଟିପ୍ପଣୀ ଦେଇଥିଲେ। ସେ କହିଥିଲେ, ମହିଳାମାନେ ଶାଢ଼ୀରେ ଭଲ ଦେଖାଯାନ୍ତି, ସାଲୱାର […]

ମହାରାଷ୍ଟ୍ରର ଚନ୍ଦ୍ରପୁରରେ ଭୁଶୁଡ଼ିଲା ରେଲଓ୍ବେ ଫୁଟ୍ ଓଭର ବ୍ରିଜ୍ । ୬୦ଫୁଟ୍ ଉଚ୍ଚରୁ ରେଳ ଧାରଣା ଉପରେ ଖସିପଡ଼ିଲେ ଲୋକ । ଦୁର୍ଘଟଣାରେ ୮ରୁ ଅଧିକ ଗୁରୁତର ଭାବେ ଆହତ ହୋଇଛନ୍ତି । କିଛି ଯାତ୍ରୀ ବ୍ରିଜ୍ ତଳେ ଚାପି ହୋଇ ରହିଛନ୍ତି । ଆହତଙ୍କୁ ଉଦ୍ଧାର କରି ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି ।   ସୂଚନାନୁଯାୟୀ, ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲ୍ଲା ବଲ୍ଲାରଶାହା ରେଳ ଷ୍ଟେସନରେ ଏହି ଦୁର୍ଘଟଣା ଘଟଛି […]

ବାସ୍ତବ ବ୍ୟୁରୋ : ଗୁଜରାଟ ନିର୍ବାଚନ ପାଇଁ ଆପ୍‌-କଂଗ୍ରେସ-ବିଜେପି ତିନି ଦଳ ଚଳାଇଛନ୍ତି ଜୋର୍‌ସୋର୍‌ରେ ନିର୍ବାଚନୀ ପ୍ରଚାର । ଏହାରି ଭିତରେ ଆଜି(ଶନିବାର) ଗୁଜୁରାଟ ପାଇଁ ନିର୍ବାଚନ ଇସ୍ତାହାର ଜାରି କରିଛି ବିଜେପି। ଦଳ ସଭାପତି ଜେପି ନଡ୍ଡା, ଗୁଜୁରାଟ ମୁଖ୍ୟମନ୍ତ୍ରୀ ସିଆର୍ ପାଟିଲଙ୍କ ଉପସ୍ଥିତିରେ ଇସ୍ତାହାର ଜାରି କରାଯାଇଛି। ଏଥର ବିଜେପି ସରକାର ୨୦ ଲକ୍ଷ ନିଯୁକ୍ତି ଦେବା ନେଇ ଘୋଷଣା କରିଛି। ଆସନ୍ତା ୫ ବର୍ଷରେ ଏହି […]

ବାସ୍ତବ ବ୍ୟୁରୋ : ବିନା ପୁରୁଷରେ ଜାମା ମସ୍‌ଜିଦ୍‌ରେ ପ୍ରବେଶ କରିପାରିବେନି ମହିଳା । ଜାମା ମସ୍‌ଜିଦ୍‌ ମସ୍କ ମ୍ୟାନେଜ୍‌ମେଣ୍ଟ୍‌ କମିଟି ମସ୍‌ଜିଦ୍‌ ଭିତରକୁ କେବଳ ମହିଳାଙ୍କ ଆସିବା ଉପରେ ପ୍ରତିବନ୍ଧକ ଲଗାଇଛି। କମିଟି ପକ୍ଷରୁ କୁହାଯାଇଛି ଯେ ଜଣେ କିମ୍ବା ଦଳେ ମହିଳା ପୁରୁଷ ସଦସ୍ୟଙ୍କ ବିନା ମସ୍‌ଜିଦ୍‌ ଭିତରକୁ ପ୍ରବେଶ କରିପାରିବେ ନାହିଁ। ମହିଳାମାନେ ନିଜ ସାଙ୍ଗରେ ପରିବାରର କେହି ଜଣେ ପରୁଷଙ୍କୁ ଧରି ଆସିବାକୁ ବାଧ୍ୟତାମୂଳକ […]

ବାସ୍ତବ ବ୍ୟୁରୋ : ଲେଫ୍ଟନାଣ୍ଟ ଜେନେରାଲ ସୟଦ ଅସିମ ମୁନିର ପାକିସ୍ତାନର ନୂଆ ଆର୍ମି ଚିଫ୍‌ । ଜେନେରାଲ କମର ଜାବେଦ ବାଜୱାଙ୍କ ସ୍ଥାନରେ ଲେଫ୍ଟନାଣ୍ଟ ଜେନେରାଲ ସୟଦ ଅସିମ ମୁନିର ପାକିସ୍ତାନର ନୂଆ ଆର୍ମି ଚିଫ୍‌ ଭାବେ ନିଯୁକ୍ତ ହୋଇଛନ୍ତି । ଏନେଇ ପାକିସ୍ତାନ ପ୍ରଧାମନ୍ତ୍ରୀ ସେହବାଜ ସରିଫ ଘୋଷଣା କରିଛନ୍ତି। ମୁନିରଙ୍କୁ ଏହି ପଦରେ ନିଯୁକ୍ତ କରିବା ପାଇଁ ରାଷ୍ଟ୍ରପତି ଆରିଫ୍‌ ଆଲ୍‌ଭିଙ୍କୁ ସୁପାରିଶ କରାଯାଇଛି। ସୂଚନାନୁଯାୟୀ, […]

ବାସ୍ତବ ବ୍ୟୁରୋ : ଚୀନର ଏକ ରସାୟନିକ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟି ୩୬ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ୨ଜଣ ଏବେବି ନିଖୋଜଥିବା ଜଣାପଡ଼ିଛି । ଅଗ୍ନିଶମ ବାହିନୀ ୪ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଛି । ଚୀନ୍ ମିଡିଆ ରିପୋର୍ଟ ଅନୁଯାୟୀ, ଚୀନର ହେନାନର ଓ୍ବେନଫାଙ୍ଗ ଜିଲ୍ଲାରେ ଏହି ଅଗ୍ନିକାଣ୍ଡ ଘଟିଛି । ସୋମବାର ଏକ ରସାୟନିକ ଉଦ୍ୟୋଗ କମ୍ପାନୀରେ […]

 ବାସ୍ତବ ବ୍ୟୁରୋ: ଆଜି(ଶୁକ୍ରବାର) ଦିଲ୍ଲୀରେ ଆୟୋଜିତ ‘ନୋ ମନି ଫର୍ ଟେରର୍ କନ୍‌ଫରେନ୍‌ସ୍‌’ରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ ଆତଙ୍କବାଦୀଙ୍କୁ ପ୍ରୋତ୍ସାହନ ଯୋଗାଉଥିବା ଦେଶମାନଙ୍କୁ ଟାର୍ଗେଟ୍ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଆତଙ୍କୀଙ୍କୁ କିଛି ଦେଶ ଫଣ୍ଡିଂ କରୁଛନ୍ତି । ବିଭିନ୍ନ ରାସ୍ତା ଦେଇ ଆତଙ୍କୀ ପାଖରେ ସହାୟତା ପହଞ୍ଚୁଛି । ଏବେ ବିଶ୍ବରୁ ଆତଙ୍କବାଦ ମୂଳପୋଛ କରିବାର ସମୟ ଆସିଛି ।  ଉକ୍ତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି […]

ବାସ୍ତବ ବ୍ୟୁରୋ : ଇଣ୍ଡୋନେସିଆର ବାଲି ଠାରେ ପ୍ରବାସୀ ଭାରତୀୟଙ୍କୁ ଭେଟିବା ଅବସରରେ ମୋଦୀ କହିଛନ୍ତି, “ ମୁଁ ଏଠାରେ ଆପଣମାନଙ୍କ ସହ କଥାବାର୍ତ୍ତା ହେଉଥିବାବେଳେ ଏଠାରୁ ୧୫୦୦ କିଲୋମିଟର ଦୂର କଟକଠାରେ ଐତିହାସିକ ବାଲିଯାତ୍ରା ମହୋତ୍ସବ ଅନୁଷ୍ଠିତ ହେଉଛି । ଏହି ମହୋତ୍ସବ ହଜାର ହଜାର ବର୍ଷର ଭାରତ-ଇଣ୍ଡୋନେସିଆ ବାଣିଜ୍ୟିକ ସଂପର୍କକୁ ପାଳନ କରିଥାଏ । ଇଣ୍ଡୋନେସିଆର ଲୋକମାନେ ଏହି ବାଲିଯାତ୍ରାର ଫଟୋ ଇଣ୍ଟରନେଟରେ ଦେଖି ନିଶ୍ଚିତ ଖୁସି […]

ବାସ୍ତବ ବ୍ୟୁରୋ : ଆଜିଠୁ ଇଣ୍ଡୋନେସିଆର ବାଲିରେ ଆରମ୍ଭ ହୋଇଥିବା ଜି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଋଷ-ୟୁକ୍ରେନ ଯୁଦ୍ଧକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ବିଶ୍ବବାସୀଙ୍କୁ ସମ୍ବୋଦ୍ଧିତ କରି ମୋଦି କହିଛନ୍ତି, ବିଶ୍ବ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି । ୟୁକ୍ରେନ-ଋଷ୍ ଯୁଦ୍ଧ ବିଶ୍ବର ଅର୍ଥନୀତି ଉପରେ ପ୍ରଭାବ ପକାଇଛି । ସେହିପରି ମହାମାରୀ କୋଭିଡ୍ ଓ ଜଳବାୟୁ ପରିବର୍ତ୍ତନ […]

ବାସ୍ତବ ବ୍ୟୁରୋ : ଭୁବନେଶ୍ୱରରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ଆଜି(ଗୁରୁବାର) ପୂର୍ବାହ୍ନ ୧୦ଟା୫୦ରେ ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।  ସେଠାରେ ତାଙ୍କୁ ସ୍ୱାଗତ ଜଣାଇ ପାଛୋଟି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲଙ୍କ ସମେତ ବିଭିନ୍ନ […]

Pin It on Pinterest