ବାସ୍ତବ ବ୍ୟୁରୋ: ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରାମଲୀଳା ପଡ଼ିଆରେ ଶପଥ ଗ୍ରହଣ କରିଛନ୍ତି ରେଖା ଗୁପ୍ତା । ତାଙ୍କ ଶପଥ ପାଠ ସହ ଦିଲ୍ଲୀରେ ବିଜେପି ରାଜ ଆରମ୍ଭ ହୋଇଛି। ଉପ ରାଜ୍ୟପାଳ ଭିକେ ସକ୍ସେନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ୬ ଜଣ ବିଜେପି ବିଧାୟକ କ୍ୟାବିନେଟ ସଦସ୍ୟ ଭାବେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି।  ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ବିଜ୍ଞପ୍ତି ଅନୁସାରେ, […]

 ବାସ୍ତବ ବ୍ୟୁରୋ: ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ ବିଜେପି ସରକାର ଗଢିଥିବା ବେଳେ ଜଣେ ମହିଳାଙ୍କୁ ତାର ମୁଖ୍ୟମନ୍ତ୍ରୀ ଚେହେରା ଭାବେ ଘୋଷଣା କରିଛି । ବହୁ କଳ୍ପନା ଜଳ୍ପନା ପରେ ରେଖା ଗୁପ୍ତା ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ବୈଠକ ପରେ ତାଙ୍କ ନାମ ଘୋଷଣା କରିଛନ୍ତି ପର୍ଯ୍ୟବେକ୍ଷକ । ଆସନ୍ତାକାଲି ହେବ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ । ରାମଲୀଳା ମୈଦାନରେ ଭବ୍ୟ […]

ବାସ୍ତବ ବ୍ୟୁରୋ: ନୂଆଦିଲ୍ଲୀ ରେଳ ଷ୍ଟେସନରେ ଘଟିଯାଇଛି ବଡ ଅଘଟଣ । ଶନିବାର ରାତିରେ ମହାକୁମ୍ଭ ଯିବା ପାଇଁ ଶ୍ରଦ୍ଧାଳୁମାନେ ନୂଆଦିଲ୍ଲୀ ରେଳ ଷ୍ଟେସନରେ ଅପେକ୍ଷା କରିଥିଲେ । ପ୍ରୟାଗରାଜ ଯିବାକୁ ଥିବା ଦୁଇଟି ଟ୍ରେନ୍‌ ବିଳମ୍ବ ହେବାରୁ ଯାତ୍ରୀମାନଙ୍କ ସଂଖ୍ୟା ଅତ୍ୟଧିକ ବଢ଼ିଯାଇଥିଲା । ଫଳରେ ୧୩  ଓ ୧୪ ନମ୍ବର ପ୍ଲାଟଫର୍ମରେ ଅସମ୍ଭାଳ ଭିଡ଼ ହୋଇଥିଲା । ରାତି ପ୍ରାୟ ୧୦ ବେଳେ ଟ୍ରେନ୍ ପ୍ରୟାଗରାଜ ଯିବା […]

ବାସ୍ତବ ବ୍ୟୁରୋ : ଆଜି ପୁଣି ଥରେ କୁମ୍ଭମେଳାରେ ନିଆଁ ଲାଗିଛି। ସୌଭାଗ୍ୟବଶତଃ ଏହି ଘଟଣାରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ଏହି ଅଗ୍ନିକାଣ୍ଡରେ ପାଖାପାଖି ୨୪ଟି ଟେଣ୍ଟ ଜଳି ଯାଇଥିବାର ଆଶଙ୍କା କରାଯାଉଛି। ନିଆଁ ଲାଗିଥିବାର ସୂଚନା ମିଳିବାମାତ୍ରେ ଅଗ୍ନିସମ ବିଭାଗ  ଓ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିବା ସହ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଛନ୍ତି।  ଏହି ଅଗ୍ନିକାଣ୍ଡ ମହାକୁମ୍ଭର ସେକ୍ଟର ୧୯ରେ ହୋଇଛି। ନିଆଁ […]

ଗୌତମ ମିଶ୍ର(ଭୁବନେଶ୍ୱର):- ପଦ୍ମଶ୍ରୀ କାହାର ହାଇକୋର୍ଟରେ ପହଁଚିଲା ପଦ୍ମଶ୍ରୀ ବିବାଦ। ଅନ୍ତର୍ଯାମୀ ମିଶ୍ର ନାମ ଥିବା ଦୁଇ ଜଣ ବ୍ୟକ୍ତି ପଦ୍ମଶ୍ରୀ ପୁରସ୍କାର ପାଇଁ ଦାବିଦାର। ସାହିତ୍ୟିକ ଅନ୍ତର୍ଜାମୀ ମିଶ୍ର ଅଭିଯୋଗ କରିଛନ୍ତି ସେ ଅସଲି ଅନ୍ତର୍ଯାମୀ ମିଶ୍ର କିନ୍ତୁ ଅନ୍ୟ ଜଣେ ତାଙ୍କ ପଦ୍ମଶ୍ରୀ ପୁରସ୍କାର ହାତେଇଛନ୍ତି।ସାହିତ୍ୟିକ ମିଶ୍ର ବାଷ୍ପ ରୁଦ୍ଧ କଣ୍ଠ ରେ କହିଲେ ଗୃହ ମନ୍ତ୍ରାଣାଳୟ ପକ୍ଷରୁ ତାଙ୍କୁ ଫୋନ୍ ଆସିଥିଲା। ୨୦୨୩ ପାଇଁ ତାଙ୍କୁ […]

ବାସ୍ତବ ବ୍ୟୁରୋ: କିଏ ହେବେ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ? ଦିଲ୍ଲୀରେ ନୂଆ ମୁଖ୍ୟମନ୍ତ୍ରୀ କେବେ ଶପଥ ଗ୍ରହଣ କରିବେ, ସେନେଇ ତାରିଖ ଠିକ୍ ତ ହେଇନି ହେଲେ ଶନିବାର ବଡ଼ ବିଜୟ ପରେ ଦିଲ୍ଲୀ ପ୍ରଭାରୀ ବୈଜୟନ୍ତ ପଣ୍ଡାଙ୍କ କହିବା ମୁତାବକ, ଆସନ୍ତା ୧୦ରୁ ୧୫ ଦିନ ଭିତରେ ଦିଲ୍ଲୀକୁ ନୂଆ ମୁଖ୍ୟମନ୍ତ୍ରୀ ମିଳିବ । ତେବେ କିଏ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ, ତାହା ଏପର୍ଯ୍ୟନ୍ତ ଜଣାପଡ଼ିନଥିଲେ ହେଁ […]

ବାସ୍ତବ ବ୍ୟୁରୋ: ଆସିଗଲା ଦିଲ୍ଲୀ ବିଧାନସଭା ନିର୍ବାଚନ -୨୦୨୫ ର ସମ୍ପୂର୍ଣ୍ଣ ଫଳାଫଳ ।  ବିଧାନସଭା ନିର୍ବାଚନରେ ବିଜେପି ୪୮ ଆସନ ଜିତି ଏକକ ସଂଖ୍ୟା ଗରିଷ୍ଠତା ହାସଲ କରିଛି । ଯାହା ଫଳରେ ଭାରତୀୟ ଜନତା ପାର୍ଟି ଦୀର୍ଘ ୨୪ ବର୍ଷ ପରେ ଦିଲ୍ଲୀରେ ସରକାର ଗଢିବାକୁ ଯାଉଛି । ଏଥିସହିତ ଆମ୍ ଆଦମୀ ପାର୍ଟି ପରାଜୟର ସମ୍ମୁଖୀନ ହୋଇଛି ଏବଂ କଂଗ୍ରେସ ପୁଣି ଥରେ ନିର୍ବାଚନରେ ଗୋଟିଏ ବି […]

ବାସ୍ତବ ବ୍ୟୁରୋ: ଦୀର୍ଘ ପାଞ୍ଚ ବର୍ଷ ପରେ ହ୍ରାସ ହୋଇଛି ରେପୋ ରେଟ୍ । ଆରବିଆଇ ରେପୋ ରେଟ୍ ୨୫ ବେସିସ୍ ପଏଣ୍ଟ କମାଇ ୬.୨୫ ପ୍ରତିଶତ କରିଛି । ଏହା ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କ ୨୦୨୦ରେ ରେପୋ ରେଟ୍ ହ୍ରାସ କରିଥିଲା । ମାତ୍ର ଏହା ପରେ ଧୀରେ ଧୀରେ ଏହାକୁ ବଢ଼ାଇ ୬.୫ ପ୍ରତିଶତ କରିଛି । ଶେଷ ଥର ପାଇଁ ରେପୋ ରେଟ୍ ୨୦୨୩ […]

କୁଏତ(୭-୦୧-୨୦୨୫):ଭାରତୀୟ ଦୂତାବାସ କୁଏତ ଦ୍ଵାରା ପଞ୍ଜୀକୃତ ପ୍ରବାସୀ ପରିଷଦ ସଙ୍ଘ (ବିପିପି) ପକ୍ଷରୁ ସାମାଜିକ ଏବଂ ସାଂସ୍କୃତିକ କାର୍ଯ୍ୟକଳାପ ଆୟୋଜନ କରି ପ୍ରବାସୀ ଭାରତୀୟ ସମ୍ପ୍ରଦାୟ ମଧ୍ୟରେ କାର୍ଯ୍ୟ କରୁଛି ଭାରତରେ ଗଣତନ୍ତ୍ର ଦିବସ ଜାନୁଆରୀ ୨୬ ତାରିଖରେ ପାଳନ କରାଯାଏ, ୧୯୫୦ ମସିହାରେ ଭାରତୀୟ ସମ୍ବିଧାନ ଗ୍ରହଣ ହେବା ଦିନ, ଯାହା ଏକତା, ଦେଶପ୍ରେମ ଏବଂ ଜାତିର ସଫଳତାର ପ୍ରତୀକ। କୁଏତରେ, ଗତ ଜାନୁୟାରୀ ୩୦ ତାରିଖ ଗୁରୁବାର […]

ବାସ୍ତବ ବ୍ୟୁରୋ: ୨୦୨୫-୨୬ ଆର୍ଥିକ ବର୍ଷର ବଜେଟରେ ଓଡିଶାର ରେଳବାଇ କ୍ଷେତ୍ର ପାଇଁ ବଜେଟ ଘୋଷଣା କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ରେଳ ବଜେଟରେ ଓଡିଶାକୁ ମିଳିଛି ୧୦,୫୯୯ କୋଟି । ୨୦୨୪ ବଜେଟରେ ଏହି ପରିମାଣ ୧୦୫୮୬କୋଟି ଟଙ୍କା ଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ଦ୍ୱିତୀୟ ବର୍ଷର ବଜେଟରେ ପୁଣିଥରେ ଓଡ଼ିଶାର ରେଳବାଇ କ୍ଷେତ୍ର ପାଇଁ ୧୦ହଜାର କୋଟି ଟଙ୍କାରୁ ଅଧିକ ବଜେଟ୍ […]

Pin It on Pinterest