ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୪୩୨୩ ଜଣକୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୧ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୪୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୭୫ଟି ଆକ୍ଟିଭ୍ କେସ୍ […]
ଦେଶ ଓ ବିଦେଶ
ବାସ୍ତବବ୍ୟୁରୋ:ୟୁକ୍ରେନ-ରୁଷର ତିକ୍ତତା ମଧ୍ୟରେ ୟୁକ୍ରେନରେ ଆମେରିକାର ସାମରିକ କାର୍ଯ୍ୟକଳାପକୁ ବଜାୟ ରଖିବା ପାଇଁ ରୁଷ ରେ ସାଇବର ଆକ୍ରମଣ କରିବାର ବିକଳ୍ପ ଆମେରିକାର ରାଷ୍ଟ୍ରପତି ଜୋ ବିଡେନଙ୍କୁ ଦିଆଯାଇଥିଲା। ବିଡେନଙ୍କୁ ପରାମର୍ଶ ଦେଇଥିବା କମିଟିର ନିକଟବର୍ତ୍ତୀ ଲୋକମାନେ ଏହି ସୂଚନା ଦେଇଛନ୍ତି। ଯୁକ୍ତରାଷ୍ଟ୍ରରେ, ଏନବିସି ନ୍ୟୁଜ୍ କୁ ପରାମର୍ଶ କମିଟିର ନିକଟବର୍ତ୍ତୀ ଲୋକ କହିଛନ୍ତିକି ରୁଷ ର କ୍ଷମତାକୁ କ୍ଷୁର୍ଣ୍ଣ କରିବା ପାଇଁ ବିଡେନଙ୍କୁ ରୁଷ ଉପରେ ସାଇବର ଆକ୍ରମଣ […]
ବାସ୍ତବ ବ୍ୟୁରୋ:- BCCI (ବୋର୍ଡ ଅଫ କ୍ରିକେଟ କଣ୍ଟ୍ରୋଲ ଇନ ଇଣ୍ଡିଆ) ଗଭର୍ଣ୍ଣିଂ କାଉନ୍ସିଲ ଅନୁଯାୟୀ ଇଣ୍ଡିଆନ୍ ପ୍ରିମିୟର ଲିଗର ୧୫ ତମ ସଂସ୍କରଣ ମାର୍ଚ୍ଚ ୨୬ ରେ ଆରମ୍ଭ ହେବ। ଦିଆଯାଇଥିବା ତାରିଖରୁ ଆଇପିଏଲ ଆରମ୍ଭ ନିଷ୍ପତ୍ତି ଗୁରୁବାର (ଫେବୃଆରୀ 24) ରେ ଅନୁଷ୍ଠିତ ଆଇପିଏଲ ଗଭର୍ଣ୍ଣିଂ କାଉନସିଲ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏ ବର୍ଷ ଟୁର୍ନାମେଣ୍ଟରେ ୧୦ଟି ଦଳ ଅଂଶଗ୍ରହଣ କରିବେ ଯୋଡି ହୋଇଥିବା ଦୁଇଟି ନୂତନ […]
ଗତ ୨୪ ଘଣ୍ଟା ମଧ୍ୟରେ ୩୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୩୯୭୮ ଜଣକୁ ବୃଦ୍ଧି ପାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୪୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୪୦ ଜଣ ରହିଛନ୍ତି । […]
ଗତ ୨୪ ଘଣ୍ଟା ମଧ୍ୟରେ ୪୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୨୪୮୧ ଜଣକୁ ବୃଦ୍ଧି ପାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୨ଜଣ ରହିଛନ୍ତି । କେନ୍ଦ୍ର […]
ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୩୪ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୯୪କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୧୯୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୯୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୬୫୮୪୩ଜଣ ସୁସ୍ଥ ହୋଇଛନ୍ତି । […]
ହାଇଲାଇଟ୍ସ | ତସଲିମା କହିଛନ୍ତି – ଏକ ଧର୍ମନିରପେକ୍ଷ ଦେଶରେ ବିଦ୍ୟାଳୟଗୁଡ଼ିକର ଡ୍ରେସ୍ କୋଡ୍ ଲାଗୁ କରିବାର ଅଧିକାର ଅଛି | ବିଦ୍ୟାଳୟରେ ଧାର୍ମିକ କୁସଂସ୍କାର, ଅନ୍ଧବିଶ୍ୱାସ ପାଇଁ କୌଣସି ସ୍ଥାନ ହୋଇପାରିବ ନାହିଁ | କୌଣସି ସମ୍ପ୍ରଦାୟ ପାଇଁ ଏକ ପୃଥକ ବ୍ୟକ୍ତିଗତ ନିୟମ କାହିଁକି ରହିବା ଉଚିତ୍? ନୂଆଦିଲ୍ଲୀ: କର୍ଣ୍ଣାଟକରୁ ଆସିଥିବା ହିଜାବ ବିବାଦ ସାରା ଦେଶରେ ତଥା ସାରା ବିଶ୍ୱରେ ଆଲୋଚନା ହେଉଛି। ଏହି ସମଗ୍ର […]
ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୮୬ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୬୧କୁ ବୃଦ୍ଧି ପାଇଛି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୦୭୮୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୬୬୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୬୩୧୦୬ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ […]
ମନୋଜ ମହାନ୍ତି(ବାସ୍ତବବ୍ୟୁରୋ):ସଙ୍ଗୀତଜ୍ଞ ବାପି ଲାହିରୀଙ୍କ ପରଲୋକ, ଅଶୀ ଓ ନବେ ଦଶକର ଲୋକପ୍ରିୟ ସଙ୍ଗୀତଜ୍ଞ ତଥା ଗାୟକ ବାପି ଲାହିରିଙ୍କ ଆଜି ଇହଲୀଳା ସମ୍ବରଣ କରିଛନ୍ତି । ୬୯ ବର୍ଷ ବୟସରେ ଆଖି ବୁଜିଛନ୍ତି ବାପି ଲାହିରି । ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମଙ୍ଗଳବାର ରାତିରେ ବାପିଙ୍କ ସ୍ୱାସ୍ଥ୍ୟ ଅଚାନକ ଖରାପ ହୋଇଥିଲା । ପରେ ତାଙ୍କୁ ହସ୍ପିଟାଲ ଅଣାଯାଇଥିଲା । […]
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୪୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୮୪କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୭୨୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୩୩୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୫୫୯୯୫ଜଣ ସୁସ୍ଥ ହୋଇଛନ୍ତି । […]


